ମହାକାଶରେ ୨ ଘଣ୍ଟାରେ ତିଆରି ହେଲା କୁକିଜ୍-ଚକୋଲେଟ୍-ଚିପ୍ସ୍
ହଷ୍ଟନ,୨୫।୧: ମହାକାଶଚାରୀମାନେ ପ୍ରଥମ ଥର ପାଇଁ ଅନ୍ତର୍ଜାତୀୟ ମହାକାଶ ଗବେଷଣା କେନ୍ଦ୍ରରେ ଖାଦ୍ୟ ପ୍ରସ୍ତୁତ କରିଛନ୍ତି। ଜିରୋ ଗ୍ରାଭିଟିରେ ମହାକାଶଚାରୀମାନେ ଦୀର୍ଘ ୨ ଘଣ୍ଟା ପରିଶ୍ରମ କରି କୁକିଜ୍,ଚକୋଲେଟ୍ ଓ ଚିପ୍ସ୍ ପ୍ରସ୍ତୁତ କରିଛନ୍ତି। ଖାଦ୍ୟ ତିଆରି କରିବା ଲାଗି...
ଲଗାତାର ୬୦ ଥର ଥରିଲା ତୁର୍କୀ: ଚାପି ହୋଇ ୧୮ଜଣଙ୍କ ଜୀବନ ଗଲା
ଆଙ୍କରା,୨୫।୧: ତୁର୍କୀରେ ଶୁକ୍ରବାର ବିଳମ୍ବିତ ରାତ୍ରରେ ଲଗାତାର ୬୦ ଥର ଭୂକମ୍ପ ଅନୁଭୁତ ହୋଇଛି। ସେଥିମଧ୍ୟରେ ୧୫ଥର ବଡ଼ ଧରଣର ଭୂକମ୍ପ ହୋଇଛି। ଏଥିରେ ୧୮ ଜଣ ଲୋକଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ଏଥିରେ ୫୦୦ରୁ ଅଧିକ ଲୋକ ଆହତ...
ବିଜ୍ଞାନ ବାର୍ତ୍ତାକୁ ଶୁଣୁ ଭାରତ
ଡାଭୋସ୍,୨୫ା୧: ‘ବିଜ୍ଞାନକୁ ଶୁଣ’। ଜଳବାୟୁ ପରିବର୍ତ୍ତନର ଭୟାବହତାରୁ ମୁକ୍ତିପାଇବା ପାଇଁ ଡାଭୋସ୍ ମଞ୍ଚରୁ ଶୁକ୍ରବାର ଭାରତକୁ ଏହି ବାର୍ତ୍ତା ଦେଇଛନ୍ତି ସ୍ବଳ୍ପବୟସ୍କା ପରିବେଶ କର୍ମୀ ଗ୍ରେଟା ଥନ୍ବର୍ଗ। ଅନ୍ୟପକ୍ଷରେ ବିଶ୍ୱ ଅର୍ଥନୈତିକ ମଞ୍ଚ (ଡବ୍ଲ୍ୟୁଇଏଫ୍)ରେ ଜଳବାୟୁ ପରିବର୍ତ୍ତନର ମୁକାବିଲା ପାଇଁ...
ଆଇନ ହେଲା ବ୍ରେକ୍ଜିଟ ଚୁକ୍ତି
ଲଣ୍ଡନ,୨୫ା୧(ଆଇଏଏନ୍ଏସ୍): ବ୍ରିଟିଶ୍ ପ୍ରଧାନମନ୍ତ୍ରୀ ବୋରିସ୍ ଜନ୍ସନଙ୍କ ବ୍ରେକ୍ଜିଟ ଚୁକ୍ତି ସମସ୍ତ ପାର୍ଲମେଣ୍ଟାରୀ ପ୍ରତିବନ୍ଧକ ଅତିକ୍ରମ କରି ରାଣୀଙ୍କ ମଞ୍ଜୁରୀ ପାଇବା ପରେ ଆଇନରେ ପରିଣତ ହୋଇଛି। ଫଳରେ ୟୁରୋପୀୟ ସଂଘ (ଇୟୁ)ରୁ ବ୍ରିଟେନ ବାହ।ରିଯିବା ପାଇଁ ପଥ ପରିଷ୍କାର ହୋଇଯାଇଛି।...
କରୋନା ନେଲାଣି ୨୬ ମୁଣ୍ଡ
ବେଜିଂ,୨୫ା୧(ପି.ଟି.): ଚାଇନାରେ କରୋନା ଭୂତାଣୁ ନେଲାଣି ୨୬ ଜୀବନ। ସେଠାରେ ସ୍ଥିତି ଅଣାୟତ୍ତ ହୋଇପଡ଼ିଛି। ୮୩୦ରୁ ଊର୍ଦ୍ଧ୍ୱ ଏହି ଭୂତାଣୁ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ସଂକ୍ରମଣକୁ ନିୟନ୍ତ୍ରଣ କରିବା ଲାଗି ଚାଇନା ସରକାର ଗୋଟିଏ ପରେ ଗୋଟିଏ ପଦକ୍ଷେପ ଗ୍ରହଣ...
ନେପାଳରେ ଚିହ୍ନଟ ହେଲେ ପ୍ରଥମ କୋରୋନା ଭାଇରସ ରୋଗୀ
କାଠମାଣ୍ଡୁ,୨୪।୧: ଚାଇନାର ଉହାନ ସହରରୁ ଆସିଥିବା ଜଣେ ଛାତ୍ରଙ୍କ ନିକଟରେ କୋରୋନା ଭାଇରସ ପଜିଟିଭ ଥିବା ଚିହ୍ନଟ ହୋଇଛି। ନେପାଳ ସ୍ବାସ୍ଥ୍ୟମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ଏହି ଭାଇରସ ଗତବର୍ଷ ଡିସେମ୍ବରରେ ଚାଇନାର ଉହାନ ସହରରେ ଚିହ୍ନଟ ହୋଇଥିବା ବେଳେ...
କୋରୋନା ଭାଇରସ ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ୧୦ ଦିନ ଭିତରେ ଚାଇନା ନିର୍ମାଣ କରିବ ନୂଆ ହସ୍ପିଟାଲ
ବେଜିଂ,୨୪।୧: କୋରୋନା ଭାଇରସ ଏବେ ଚାଇନାରେ ଆତଙ୍କ ସୃଷ୍ଟି କରିଛି। ଏବେ ସୁଦ୍ଧା ଏଥିରେ ୮୩୦ରୁ ଊର୍ଦ୍ଧ୍ୱ ଲୋକ ଆକ୍ରାନ୍ତ ଥିବା ବେଳେ ୨୫ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ଏହି ସଂଖ୍ୟା ଦ୍ରୁତଗତିରେ ବ୍ୟାପୁଥିବାରୁ ଏହାକୁ ନଜରରେ ରଖି...
କୋରୋନା ଭାଇରସ ଭୟ: ଉହାନରେ ଫସିଛନ୍ତି ୨୫ ଭାରତୀୟ
ବେଜିଂ,୨୪।୧: ଚାଇନାରେ କୋରୋନା ଭାଇରସ ସଂକ୍ରମଣ ଜନିତ ମୃତ୍ୟୁସଂଖ୍ୟା ଶୁକ୍ରବାର ୨୫ରେ ପହଞ୍ଚତ୍ଛି। ଏହି ରୋଗରେ ୮୩୦ ଜଣ ଆକ୍ରାନ୍ତ ହୋଇଛନ୍ତି। ଉହାନ ସହରରେ ଆକ୍ରନ୍ତଙ୍କ ସଂଖ୍ୟ ଅଧିକ ବୋଲି ଜଣାପଡିଛି। ସହରରେ ୨୫ ଭାରତୀୟ ଛାତ୍ରୀଛାତ୍ର ଫସିରହିଥିବା ସୂଚନା...
ଗର୍ଭବତୀଙ୍କୁ ଭିଜା ପ୍ରଦାନରେ ଆମେରିକାର କଟକଣା
ଓ୍ବାଶିଂଟନ,୨୪ା୧:‘ପ୍ରଜନନ ପର୍ଯ୍ୟଟନ’ ଉପରେ କଟକଣା ଲଗାଇବାକୁ ଯାଉଛନ୍ତି ଆମେରିକା ସରକାର। ଅନେକ ମହିଳା ପିଲା ଜନ୍ମ କରିବାକୁ ଆମେରିକା ଆସୁଛନ୍ତି, ଯେପରି ସେମାନଙ୍କ ପିଲା ସେଠାର ପାସ୍ପୋର୍ଟ ପାଇବାକୁ ଯୋଗ୍ୟ ହୋଇପାରିବ। ଏଭଳି ବ୍ୟବସ୍ଥା ବନ୍ଦ କରିବା ଲାଗି ଡୋନାଲ୍ଡ...
ବେଜୋସ୍ଙ୍କ ଫୋନ୍ ହ୍ୟାକ୍ କରିଥିଲେ ଏମ୍ବିଏସ୍
ଡାଭୋସ୍,୨୪ା୧:୨୦୧୮ ଅକ୍ଟୋବରରେ ତୁର୍କୀସ୍ଥିତ ଇସ୍ତାନବୁଲ ଦୂତାବାସରେ ‘ଓ୍ବାଶିଂଟନ ପୋଷ୍ଟ’ ଖବରଦାତା ଜମାଲ କାଶୋଗୀଙ୍କୁ ହତ୍ୟା କରାଯାଇଥିଲା। ଏଥିରେ ସୌଦି କ୍ରାଉନ୍ ପ୍ରିନ୍ସ ମହମ୍ମଦ ବିନ୍ ସଲ୍ମାନଙ୍କ ହାତ ଥିବା ଅଭିଯୋଗ ହୋଇଥିଲା। ଏହା ପରଠୁ ବିଦେଶୀ ପୁଞ୍ଜିନିବେଶ ବଢ଼ାଇ ସୌଦି...
ସାପ, ବାଦୁଡିଙ୍କ ଦ୍ୱାରା ବ୍ୟାପୁଛି କୋରୋନା ଭାଇରସ !
ବେଜିଂ,୨୩।୧: ଚାଇନାରେ ଏବେ ସମସ୍ତଙ୍କୁ ଚିନ୍ତାରେ ପକାଇଛି କୋରୋନା ଭାଇରସ। ଏବେ ଚାଇନାରେ ଏହି ଭାଇରସ ଆକ୍ରାନ୍ତରେ ୧୭ ଜଣଙ୍କ ମୃତ୍ୟୁ ହେବା ସହ ୫୫୦ଜଣ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ଚାଇନାର କେତେଜଣ ବିଶେଷଜ୍ଞଙ୍କ ମତରେ ଯେଉଁମାନେ ବନ୍ୟଜୀବ...
ଅଷ୍ଟ୍ରେଲିଆ ବିମାନ ଦୁର୍ଘଟଣା: ୩ ଫାୟାରଫାଇଟର ମୃତ
ନିଉ ସାଉଥ୍ ଓ୍ବେଲସ,୨୩।୧: ଅଷ୍ଟ୍ରେଲିଆର ନିଉ ସାଉଥ୍ ଓ୍ବେଲସରେ ସି-୧୩୦ ବିମାନ ଗୁରୁବାର ଦୁର୍ଘଟଣା ହୋଇଥିବା ଖବର ମିଳିଛି। ଏଥିରେ ୩ ଆମେରିକୀୟ ଫାୟାପାଇଟରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଦୁର୍ଘଟଣାର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ...
Archives


