ଅନ୍ତର୍ଜାତୀୟ

ଆମେରିକା ଲୋକେ କରୋନା ସହିତ ବଞ୍ଚିବା ନୁହେଁ ମରିବା ଶିକ୍ଷା କରୁଛନ୍ତି: ବାଇଡେନ୍‌

ଓ୍ବାଶିଂଟନ, ୨୪।୧୦: ନଭେମ୍ବର ୩ରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ଏନେଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏବଂ ଡୋମୋକ୍ରାଟିକ୍‌ ଦଳର ପ୍ରାର୍ଥୀ ଜୋ ବାଇଡେନ୍‌ଙ୍କ ମଧ୍ୟରେ ବାକ୍‌ ଯୁଦ୍ଧ ଜାରି ରହିଛି। ବାଇଡେନ୍‌ ଟ୍ରମ୍ପ୍‌ଙ୍କୁ ଟାର୍ଗେଟ୍‌ କରି କହିଛନ୍ତି ଯେ,…

ଥରିଲା ବାଂଲାଦେଶ

ଢାକା, ୨୪।୧୦: ବାଂଲାଦେଶରେ ଶନିବାର ସକାଳ ୮ଟା ୫୧ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୧ ଥିଲା ବୋଲି ଭୂକମ୍ପ ଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଭୂପୃଷ୍ଠର ୫୦ କିମି ତଳେ ଭୂକମ୍ପର କେନ୍ଦ୍ର ରହିଥିବା…

ର’ ମୁଖ୍ୟ-ଓଲିଙ୍କ ବୈଠକକୁ ନେଇ ବିବାଦ

କାଠମାଣ୍ଡୁ,୨୪ା୧୦: ରିସର୍ଚ୍ଚ ଆଣ୍ଡ ଆନାଲିସିସ୍‌ ଓ୍ବିଙ୍ଗ୍‌ (ର) ମୁଖ୍ୟ ସାମନ୍ତ କୁମାର ଗୋଏଲ ଓ ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲିଙ୍କ ମଧ୍ୟରେ ବୁଧବାର ହୋଇଥିବା ବୈଠକକୁ ନେଇ ପଡ଼ୋଶୀ ଦେଶରେ ବିବାଦ ସୃଷ୍ଟି ହୋଇଛି। ଶାସକ ନେପାଳ କମ୍ୟୁନିଷ୍ଟ ପାର୍ଟି…

ଭାରତକୁ ଅପରିଚ୍ଛନ୍ନ କହିଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୨୪ା୧୦: ଭାରତ ଅପରିଚ୍ଛନ୍ନ। ଭାରତ, ଚାଇନା ଓ ରୁଷିଆ ସେମାନଙ୍କ ପ୍ରଦୂଷିତ ବାୟୁର ଯନତ୍ ନେଉନାହାନ୍ତି ବୋଲି ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସମାଲୋଚନା କରିଛନ୍ତି। ଡେମୋକ୍ରାଟ ନୋମିନି ଜୋ ବିଡେନଙ୍କ ସହ ଦ୍ୱିତୀୟ ତଥା ଅନ୍ତିମ ପର୍ଯ୍ୟାୟ ବିତର୍କ…

ଭାକ୍ସିନ ନେଇ ୩୨ ମୃତ

ସିଓଲ୍‌,୨୪ା୧୦:ଦକ୍ଷିଣ କୋରିଆରେ ଫ୍ଲୁ’ଜନିତ ସ୍ବାସ୍ଥ୍ୟ ସଙ୍କଟ ଦୂର କରିବା ପାଇଁ ସରକାର ଟିକାକରଣ କାର୍ଯ୍ୟକ୍ରମ ଚଳାଇଥିବାବେଳେ ଆଉ ଏକ ବିପଦ ମାଡ଼ିଆସିଛି। ‘କୋଭିଡ୍‌-୧୯’ ଏବଂ ‘ଇନ୍‌ଫ୍ଳୁଏଞ୍ଜା’କୁ ଦେଶରେ ‘ଟ୍ବିନଡେମିକ୍‌’ ବା ଯଁାଳା ମହାମାରୀ ବୋଲି ଅଭିହିତ କରାଯାଉଛି। ଏହି ଟ୍ବିନଡେମିକ୍‌ର ଗୋଷ୍ଠୀ…

ଏହି ପଶୁର କ୍ଷୀରରୁ ତିଆରି ହେଉଛି ବିଶ୍ୱର ସବୁଠାରୁ ମହଙ୍ଗା ପନିର:ଏହି ଦାମ୍‌ରେ କିଣାଯାଇ ପାରିବ ସୁନା

ସାଧାରଣତଃ ଆମେ ଗାଈ କିମ୍ବା ମଇଁଷି କ୍ଷୀରରୁ ପନିର ତିଆରି କରିଥାଉ। ଯାହାର କିଲୋପ୍ରତି ଦାମ୍‌ ୩ଶହରୁ ୬ଶହ ଟଙ୍କା । ହେଲେ ଏମିତି ଏକ ପଶୁର କ୍ଷୀରରୁ ପନିର ତିଆରି ହେଉଛି ଯାହା ବିଶ୍ୱର ସବୁଠାରୁ ମହଙ୍ଗା ପନିର। ଏହି…

ବୟସ ୧୪, ଉଚ୍ଚତା ୭ ଫୁଟ

ବେଜିଂ,୨୩ା୧୦: ଦକ୍ଷିଣ ପଶ୍ଚିମ ଚାଇନାର ସିଚୁଆନ ରାଜ୍ୟ ଲେଶାନ ସିଟିର ଜଣେ ୧୪ ବର୍ଷର ବାଳକଙ୍କ ଉଚ୍ଚତା ୭ ଫୁଟ। ଏହି ବାଳକ ବିଶ୍ୱର ସବୁଠୁ ଡେଙ୍ଗା ବାଳକ ଭାବରେ ପରିଗଣିତ ହୋଇଛନ୍ତି। ତାଙ୍କ ନାମ ରେନ୍‌ କିୟୁ। ରେନ୍‌ ତାଙ୍କ…

କିଛି ସପ୍ତାହ ମଧ୍ୟରେ ଆସିବ କରୋନା ଟିକା: ଟ୍ରମ୍ପ

ଓ୍ବାଶିଂଟନ୍‌,୨୩।୧୦:ଚୁ ନଭେମ୍ବର ୩ରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି ରାଷ୍ଟ୍ରପତିଙ୍କ ପାଇଁ ଦ୍ୱିତୀୟ ତଥା ଶେଷ ବିତର୍କ ଶୁକ୍ରବାର ଦିନ ନାଶଭିଲରେ ଅନୁଷ୍ଠିତ ହୋଇଥିଲା। ଏଥିରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଡେମୋକ୍ରାଟ ରାଷ୍ଟ୍ରପତି ପ୍ରାର୍ଥୀ…

ଝିଅ ବାହାଘରରେ ୪୮୫ କୋଟି ଟଙ୍କା ଖର୍ଚ୍ଚ କରିଥିଲେ, ଏବେ ଚଳିବାକୁ ଟଙ୍କା ନାହିଁ

ଲଣ୍ଡନ,୨୩।୧୦:ପ୍ରସିଦ୍ଧ ଇସ୍ପାତ ବ୍ୟବସାୟୀ ଲକ୍ଷ୍ମୀ ମିତ୍ତଲଙ୍କ ସାନଭାଇ ପ୍ରମୋଦ ମିତ୍ତଲ ତାଙ୍କ ଝିଅର ବିବାହରେ ପ୍ରାୟ ୪୮୫ କୋଟି ଟଙ୍କା ଖର୍ଚ୍ଚ କରିଥିଲେ। କିନ୍ତୁ ଏବେ ସେ ବ୍ରିଟେନର ସବୁଠୁ ବଡ ଦେବାଳିଆ ହୋଇଯାଇଛନ୍ତି। ସେ କହିଛନ୍ତି ଯେ, ତାଙ୍କ ପାଖାପାଖି…

ଦୁର୍ଗା ଟୁଇଟ୍‌କୁ ନେଇ ଫସିଲେ ହାରିସ୍‌

ଓ୍ବାଶିଂଟନ,୨୩ା୧୦:ଆମେରିକା ରାଷ୍ଟ୍ରପତି ନିର୍ବାଚନ ପାଖେଇ ଆସୁଥିବାବେଳେ ସେଠାରେ ଥିବା ହିନ୍ଦୁ ଭୋଟରଙ୍କୁ ଆକର୍ଷିତ କରିବା ପାଇଁ ଉଭୟ ରିପବ୍ଲିକାନ ଓ ଡେମୋକ୍ରାଟିକ୍‌ ପାର୍ଟି ପକ୍ଷରୁ ଜୋର୍‌ଦାର ଉଦ୍ୟମ ଚାଲିଛି। ଏହି ପରିପ୍ରେକ୍ଷୀରେ ଡେମୋକ୍ରାଟ୍‌ ଦଳର ଉପରାଷ୍ଟ୍ରପତି ପ୍ରାର୍ଥୀ କମଲା ହାରିସ୍‌ ଦୁର୍ଗା…

ଏହି ବିରଳ ଶିଶୁପୁତ୍ରକୁ ଜନ୍ମ ଦେବା ପରେ ଛାଡ଼ି ଚାଲିଗଲେ ମା’

ମା’ର ମମତା ଆଗରେ ସବୁକିଛି ତୁଚ୍ଛ। ଜଣେ ମା’ ତାର ସନ୍ତାନର ଖୁସି ପାଇଁ ସବୁକିଛି କରିବାକୁ ରାଜି ଥାଏ। ବେଳେ ବେଳେ ଏମିତିକିଛି ଘଟଣା ସାମ୍ନାକୁ ଆସିଥାଏ ଯାହାପରେ ମା’ର ମମତାକୁ ନେଇ ପ୍ରଶ୍ନ ଉଠିଥାଏ। ଏବେ ସୋସିଆଲ ମିଡିଆରେ…

ମହାମାରୀ ସମୟରେ କରୋନା ଯୋଦ୍ଧା ଗଧକୁ କରୁଛନ୍ତି ଆପଣାର, କାରଣ ଜାଣିଲେ ହେବେ ଚକିତ

ମାଡ୍ରିଡ୍‌,୨୨ା୧୦: ସମଗ୍ର ବିଶ୍ୱବାସୀ କରୋନା ପରି ଏକ ମାରାତ୍ମକ ମହାମାରୀ ସହ ଲଢୁଛନ୍ତି। ଦୀର୍ଘଦିନ ଧରି ଏହି ସଂଗ୍ରାମରେ ନିୟୋଜିତ ଡାକ୍ତର, ସ୍ବାସ୍ଥ୍ୟ କର୍ମୀ ଏବଂ ନର୍ସମାନେ ଦିନରାତି କାମ କରି ଚାଲିଛନ୍ତି। ଫଳରେ ଏହି କର୍ମଚାରୀମାନେ ବର୍ତ୍ତମାନ ଅବସାଦର ଶିକାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri