ଅନ୍ତର୍ଜାତୀୟ

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ ବିଶେଷ ଭାବରେ ପ୍ରଭାବିତ ହେଉଛି। ଏହି ସମୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ସ୍ଥାନୀୟ ଖବର ସଂସ୍ଥା ରିପୋର୍ଟ ଅନୁଯାୟୀ, ବିମାନଟି…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ ରଖିଛନ୍ତି। ଶନିବାର ଦିନ ନିଜେ ଟ୍ରମ୍ପ ଘୋଷଣା କରିଥିଲେ ଯେ ଯଦି ଇରାନ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା ଯୋଗୁ ଅଶୋଧିତ ତୈଳ ମୂଲ୍ୟ ପ୍ରତି ବ୍ୟାରେଲ ପ୍ରତି $୧୧୨ରେ ପହଞ୍ଚିଛି, ଯେତେବେଳେ…

ଭାରତ ପାଇଁ ଆଶ୍ୱସ୍ତି: ଷ୍ଟ୍ରେଟ ଅଫ୍‌ ହର୍ମୁଜ ଅତିକ୍ରମ କଲା ୨ ଏଲପିଜି ଟ୍ୟାଙ୍କର୍‌

ତେହେରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ମଧ୍ୟରେ ଭାରତ ବଡ଼ କୂଟନୈତିକ ସଫଳତା ହାସଲ କରିପାରିଛି। ଇରାନ ଏଲପିଜି ବୋଝେଇ ୨ଟି ଭାରତୀୟ ଟ୍ୟାଙ୍କରକୁ ଷ୍ଟ୍ରେଟ ଅଫ୍‌ ହର୍ମୁଜ ଅତିକ୍ରମ କରିବାକୁ ଅନୁମତି ମିଳିଛି। ବିଶେଷଜ୍ଞଙ୍କ କହିବା ଅନୁଯାୟୀ, ଇସଲାମିକ ରିଭୋଲ୍ୟୁସନାରୀ…

ଆସୁଛି ବଡ଼ ତୈଳ ସଙ୍କଟ, ବଞ୍ଚିପାରିବେନି କୌଣସି ଦେଶ! ଯୁଦ୍ଧ ମଧ୍ୟରେ ବଡ଼ ଶକ୍ତି ସଙ୍କଟକୁ ନେଇ ଚେତାବନୀ ଦେଲେ IEA ମୁଖ୍ୟ

ତେହରାନ୍‌,୨୩।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମେଣ୍ଟ ମଧ୍ୟରେ ସଂଘର୍ଷ ପ୍ରାୟ ତିନି ସପ୍ତାହ ଧରି ଚାଲିଛି, କିନ୍ତୁ ବର୍ତ୍ତମାନ ଏହାର କୌଣସି ଅନ୍ତ ଦେଖାଯାଉନାହିଁ। ଏହି ସମୟରେ, ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ – ହର୍ମୁଜ ପ୍ରଣାଳୀ – ପ୍ରଭାବଶାଳୀ ଭାବରେ…

ନ୍ୟୁୟର୍କର La Guardia Airportର ରନଓ୍ବେରେ ବଡ଼ ଦୁର୍ଘଟଣା

ନ୍ୟୁୟର୍କ,୨୩।୩: ସୋମବାର (୨୩ ମାର୍ଚ୍ଚ) ନ୍ୟୁୟର୍କର ଲାଗାର୍ଡିଆ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଏୟାର କାନାଡା ଏକ୍ସପ୍ରେସ ବିମାନ ରନଓ୍ବେ ଉପରେ ଠିଆ ହୋଇଥିବା ଟ୍ରକ ସହିତ ଧକ୍କା ଖାଇଛି, ଯାହା ଫଳରେ ଅନେକ ଲୋକ ଗୁରୁତର ଆହତ…

ଇସ୍ରାଏଲ ଉପରେ ନିକ୍ଷେପ କରାଯାଇଥିବା କ୍ଷେପଣାସ୍ତ୍ରରେ ସ୍ପେନିସ ପ୍ରଧାନମନ୍ତ୍ରୀଙ୍କ ଫଟୋ ଲଗାଇଲା ଇରାନ

ତେହରାନ୍‌,୨୩।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ ଆକର୍ଷଣୀୟ ଘଟଣା ଘଟୁଛି। ଇସ୍ରାଏଲରେ ଲକ୍ଷ୍ୟସ୍ଥଳରେ ନିକ୍ଷେପ କରାଯାଇଥିବା ବାଲିଷ୍ଟିକ କ୍ଷେପଣାସ୍ତ୍ରରେ IRGC ସ୍ପେନିସ ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜଙ୍କ ଫଟୋଗ୍ରାଫ ଲଗାଇଛି। ଏହା ସହିତ, ଏହି କ୍ଷେପଣାସ୍ତ୍ରଗୁଡ଼ିକରେ…

୨ ଗୁଣା ତରଳୁଛି ହିମାଳୟ ଗ୍ଲେସିୟର

କାଠମାଣ୍ଡୁ,୨୩ା୩(ପି.ଟି.): ହିନ୍ଦୁକୁଶ ହିମାଳୟରେ ଥିବା ଗ୍ଲେସିୟର ୨୦୦୦ରୁ ପୂର୍ବାପେକ୍ଷା ୨ ଗୁଣ ହାରରେ ତରଳୁଛି। ୧୯୯୦ରୁ ୨୦୨୦ ମଧ୍ୟରେ ୧୨ ପ୍ରତିଶତ ଅଞ୍ଚଳ ଗ୍ଲେସିୟର ହରାଇଲାଣି ବୋଲି ଆଇସିଆଇଏମ୍‌ଓଡି ( ଅନ୍ତର୍ଜାତୀୟ ସମନ୍ବିତ ପର୍ବତ ବିକାଶ କେନ୍ଦ୍ର) ଦ୍ୱାରା ପ୍ରସ୍ତୁତ ୨ଟି ରିପୋର୍ଟରେ…

ଠପ୍‌ ହୋଇଯିବକି ସାରା ବିଶ୍ୱ? ହର୍ମୁଜ ଷ୍ଟ୍ରେଟକୁ ନେଇ ଏମିତି ନିଷ୍ପତ୍ତି ନେଲା ଇରାନ, ପ୍ରମାଦ ଗଣିଲାଣି ସାରା ବିଶ୍ୱ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଇରାନ ଏବେ ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା କିଛି ଜାହାଜ ଉପରେ ୨ ନିୟୁତ ଡଲାର (ପ୍ରାୟ ୧୮.୮ କୋଟି) ଶୁଳ୍କ ଆଦାୟ କରିବାକୁ ନିଷ୍ପତ୍ତି ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ବିଶ୍ୱ ପରିବହନ ଲେନ…

ନଷ୍ଟ ହୋଇଯାଇଥିବା ପାଓ୍ବାରପ୍ଲାଣ୍ଟକୁ ନେଇ ଏମିତି ଧମକ ଦେଲା ଇରାନ ସାରା ବିଶ୍ୱ ସ୍ତବ୍ଧ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବେ ଅଧିକ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଇରାନ କହିଛି ଯେ ଯଦି ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହାର ଶକ୍ତି କେନ୍ଦ୍ର ଉପରେ ଆକ୍ରମଣ କରନ୍ତି, ତେବେ ଏହା ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ବନ୍ଦ କରିଦେବ। ଏହି…

ଷ୍ଟ୍ରେଟ ଅଫ ହର୍ମୁଜକୁ ନେଇ ଟ୍ରମ୍ପଙ୍କ ପରେ ଏବେ ଧମକ ଦେଲେଣି ସ୍କଟ ବେସେଣ୍ଟ , କହିଲେ ‘ଇରାନର ଦୁର୍ଗ…’

ଓ୍ବାଶିଂଟନ,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଆହୁରି ବୃଦ୍ଧି ପାଇଛି। ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏବେ ଖୋଲାଖୋଲି ଭାବରେ ପ୍ରକାଶ ପାଇବାକୁ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଚେତାବନୀ ଦେଇଥିଲେ ଯେ ଯଦି ୪୮ ଘଣ୍ଟା ମଧ୍ୟରେ ହର୍ମୁଜ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri