ଅଙ୍ଗଦାନ ପାଇଁ ସଚେତନତା: ୪ ଶହ ଦିନରେ ୪୩ ଦେଶ ଯାତ୍ରା କରି ଭେଟିଲେଣି ୭୩ ହଜାର ଲୋକଙ୍କୁ
ଓ୍ବାଶିଂଟନ,୧୯।୧: ଅଙ୍ଗଦାନ ନେଇ ସଚେତନତା ସୃଷ୍ଟି ପାଇଁ ଆମେରିକାରେ ବାସ କରୁଥିବା ଜଣେ ଭାରତୀୟ ନିଜର ପ୍ରୟାସ ଅବ୍ୟାହତ ରଖିଛନ୍ତି। ଅନୀଲ ଶ୍ରୀବାସ୍ତବ ଏବଂ ତାଙ୍କ ସ୍ତ୍ରୀ ଦୀପାଳି ଇତିମଧ୍ୟରେ ୪ ଶହ ଦିନରେ ୪୩ ଦେଶ ଯାତ୍ରା କରି...
୧୩୫ କିଲୋ ଓଜନର ଆଇଏସ୍ ଆତଙ୍କବାଦୀ ଗିରଫ: ଟ୍ରକରେ ବୋହି ଜେଲକୁ ଅଣାଗଲା
ମୋସୁଲ୍,୧୯।୧: ଇରାକର ମୋସୁଲ୍ଠାରୁ ଆଇଏସ୍ ଆତଙ୍କବାଦୀଙ୍କୁ ସ୍ଥାନୀୟ ଗିରଫ କରିଛି। ୧୩୫ କିଲୋ ଓଜନ ଥିବା ଶିଫା ଅଲ୍ ନିମା ନାମକ ଏହି ଆତଙ୍କବାଦୀଙ୍କୁ ଗିରଫ କରିବା ପରେ କିଭଳି ଜେଲ୍କୁ ନିଆଯିବ ସେ ନେଇ ସ୍ଥାନୀୟ ପୋଲିସ ଚିନ୍ତାରେ...
କଣ୍ଟାକ୍ଟ ଲେନ୍ସ୍ରେ ଜିପିଏସ୍: ହାର୍ଟ ବିଟ୍ ହେବ ଦେଖି
କାଲିଫର୍ନିଆ, ୧୯।୧: ଆଧୁନିକ ବିଜ୍ଞାନ ସହାୟତାରେ ଅସମ୍ଭବ କାମ ମଧ୍ୟ ସମ୍ଭବ ହୋଇପାରୁଛି। ସମ୍ପ୍ରତି ଆମେରିକା କାଲିଫର୍ନିଆର ଷ୍ଟାର୍ଟଅପ୍ ମୋଜୋ ଭିଜନ ପକ୍ଷରୁ ଏକ ପ୍ରକାର କଣ୍ଟାକ୍ଟଲେନ୍ସ୍ ତିଆରି କରାଯାଇଛି। ଏଥିରେ ଜିପିଏସ୍ ଜ୍ଞାନକୌଶଳକୁ ଅନ୍ତର୍ଭୁକ୍ତ କରାଯାଇଛି। ଏହାକୁ ଆଖିରେ...
ଭିନ୍ନ ଢଙ୍ଗରେ ସ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଓବାମା
ଓ୍ବାଶିଂଟନ,୧୮।୧: ଆମେରିକାର ପୂର୍ବତନ ଫାଷ୍ଟ ଲେଡି ମିଶେଲ ଓବାମା ୫୬ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ଆମେରିକାର ପ୍ରଥମ କୃଷ୍ଣକାୟ ରାଷ୍ଟ୍ରପତି ତଥା ମିଶେଲଙ୍କ ସ୍ବାମୀ ବାରାକ ଓବାମା ତାଙ୍କୁ ଭିନ୍ନ ଢଙ୍ଗରେ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟର...
ଲିଭିଲା ଅଷ୍ଟ୍ରେଲିଆ ଜଙ୍ଗଲରେ ଲାଗିଥିବା ନିଆଁ : ବଢିଲା ବନ୍ୟା ଆଶଙ୍କା
ସିଡ୍ନୀ,୧୮।୧: ଗତ ଗୁରୁବାର ପୂର୍ବ ଅଷ୍ଟ୍ରେଲିଆରେ ହୋଇଥିବା ବର୍ଷାରେ ସେଠାକାର ଜଙ୍ଗଲରେ ଲାଗିଥିବା ନିଆଁ ଅନେକାଂଶରେ ଲିଭିଯାଇଛି। ହେଲେ ଏହା ଫଳରେ ବନ୍ୟା ଆଶଙ୍କା ଦେଖାଯାଇଛି। ଅଷ୍ଟ୍ରେଲିଆର କୁଇନ୍ସଲାଣ୍ଡରେ ଆସିଥିବା ବନ୍ୟାରେ ଜାତୀୟ ରାଜପଥରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବା ସୂଚନା...
ପିକାସୋ ପେଟିଂ ବିକ୍ରି ଅଭିଯୋଗ: ୧୮ ମାସ ଜେଲ ଦଣ୍ଡ; ୪୧୦ କୋଟି ଜରିମାନା
ମାଦ୍ରିଦ୍,୧୮।୧: ଖ୍ୟାତି ସମ୍ପନ୍ନ ଚିତ୍ରକର ପାବ୍ଲୋ ପିକାସୋଙ୍କ ପେଟିଂକୁ କମ୍ ଦାମରେ ଚୋରାରେ ବିକ୍ରି କରୁଥିବା ଅଭିଯୋଗରେ ସ୍ପେନ୍ର ମାଦ୍ରିଦ୍ ହାଇକୋର୍ଟ ଜଣେ ଅଭିଯୁକ୍ତଙ୍କୁ ୧୮ ମାସ ଜେଲ ସହିତ ୪୧୦ କୋଟି ଟଙ୍କାର ଜରିମାନା ଦଣ୍ଡାଦେଶ କରିଛନ୍ତି। ୮୩...
ପୃଥିବୀ ଉପରେ ମାଡ଼ି ଆସୁଛି ବିପଦ: ଆମେରିକା-କାରିବିଅନ ଅଞ୍ଚଳରେ ଶକ୍ତିଶାଳୀ ଭୂକମ୍ପ ଆଶଙ୍କା !
ଓ୍ବାଶିଂଟନ୍,୧୮।୧: ପୃଥିବୀ ଉପରେ ଭୟଙ୍କର ବିପଦ ମାଡ଼ି ଆସୁଛି। ଆଗାମୀ ଦିନରେ ଦକ୍ଷିଣ ଆମେରିକା, କେନ୍ଦ୍ରୀୟ ଆମେରିକା, କାରିବିଅନର ପ୍ୟୁର୍ଟୋ ରିକୋ ଅଞ୍ଚଳରେ ଶକ୍ତିଶାଳୀ ଭୂକମ୍ପ ହେବାର ଆଶଙ୍କା ରହିଛି। ଏନେଇ ସେସ୍ମିକ୍ ଓ୍ବେବ୍ସାଇଟ୍ ଦାତ୍ରିଆନୁମ୍ ପକ୍ଷରୁ ସୂଚନା ଦିଆଯାଇଛି।...
ପାରା ପରରେ ତିଆରି ହେଲା ସ୍ବୟଂଚାଳିତ ରୋବୋଟିକ୍ ବିମାନ…
କାଲିଫର୍ନିଆ, ୧୮।୧: ପ୍ରତିଦିନ ବୈଜ୍ଞାନିକମାନେ ନୂଆ ନୂଆ ଗବେଷଣା କରୁଛନ୍ତି। ସମ୍ପ୍ରତି ଆମେରିକାର କାଲିଫର୍ନିଆ ସ୍ଥିତ ଷ୍ଟାନ୍ଫୋର୍ଡ ବିଶ୍ୱବିଦ୍ୟାଳୟର ଗବେଷକ ୪୦ଟି ପାରା ପରରେ ସ୍ବୟଂଚାଳିତ ରୋବୋଟିକ୍ ବିମାନ ନିର୍ମାଣ କରିଛନ୍ତି। ବିମାନର ଡେଣା ସମ୍ପୂର୍ଣ୍ଣ ଭାବେ ପରରେ ନିର୍ମିତ।...
ମଙ୍ଗଳ-ଚନ୍ଦ୍ରରେ ମହାକାଶଚାରୀଙ୍କ ପାଇଁ କବକରେ ହେବ ଘର…
ନ୍ୟୁୟର୍କ, ୧୮।୧: ମଙ୍ଗଳ ଏବଂ ଚନ୍ଦ୍ରରେ ବସତି ସ୍ଥାପନ ପାଇଁ ବୈଜ୍ଞାନିକମାନେ ଉଦ୍ୟମ ଅବ୍ୟାହତ ରଖିଛନ୍ତି। ଏଠାରେ କିଭଳି ଘର ନିର୍ମାଣ କଲେ ସୁବିଧା ହେବ ସେ ନେଇ ନାସା ପକ୍ଷରୁ ନାନା ଗବେଷଣା ଜାରି ରହିଛି। ତେବେ କବକରେ...
‘କଶ୍ମୀର ପ୍ରସଙ୍ଗକୁ ମିଳୁନି ସମର୍ଥନ’
ବନ୍,୧୮ା୧: ପାକିସ୍ତାନ ବିଶ୍ୱ ମଞ୍ଚଗୁଡ଼ିକରେ କଶ୍ମୀର ପ୍ରସଙ୍ଗକୁ ଯେତେ ଉଠାଇଲେ ବି ଏହାକୁ ଅନ୍ତର୍ଜାତୀୟ ସମୁଦାୟର ସମର୍ଥନ ମିଳୁନାହିଁ। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ ଶୁକ୍ରବାର ଏହା ସ୍ବୀକାର କରିଛନ୍ତି। ଜର୍ମାନୀର ସରକାରୀ ଟିଭି ଚ୍ୟାନେଲ ଡିଡବ୍ଲ୍ୟୁକୁ ଏକ ସାକ୍ଷାତ୍କାର...
ମ୍ୟାନ୍ମାର ଗସ୍ତରେ ଜିନ୍ପିଙ୍ଗ୍
ନାଏପିଡ଼ା,୧୮ା୧ (ଏଏଫ୍ପି): ଚାଇନା ରାଷ୍ଟ୍ରପତି ଜି ଜିନ୍ପିଙ୍ଗ୍ ଦୁଇଦିନିଆ ମ୍ୟାନ୍ମାର୍ ଗସ୍ତରେ ଯାଇ ଶୁକ୍ରବାର ଏହାର ରାଜଧାନୀରେ ପହଞ୍ଚତ୍ଛନ୍ତି। ସଙ୍କଟରେ ପଡ଼ିଥିବା ଅଙ୍ଗ୍ ସାନ୍ ସୁ କୀଙ୍କ ସରକାରଙ୍କୁ ସମର୍ଥନ ଜଣାଇବା ଏବଂ ମ୍ୟାନ୍ମାର୍ ସହ ବହୁକୋଟି ଡଲାରର ଭିତ୍ତିଭୂମି...
ଧରାପଡ଼ିଲା ପାକ୍ର ଆଣବିକ ଚୋରା କାରବାର
ଓ୍ବାଶିଂଟନ,୧୮ା୧ : ପାକିସ୍ତାନ ତା’ର ଆଣବିକ ଚୋରା କାରବାର ଏବଂ ବେଆଇନ ଭାବେ କ୍ଷେପଣାସ୍ତ୍ର ଜ୍ଞାନକୌଶଳ ହାସଲ କରିବା କାର୍ଯ୍ୟ ଜାରି ରଖିଥିବା ପୁଣିଥରେ ପଦାକୁ ଆସିଛି। ନିଜ ଦେଶରେ ବିଜ୍ଞାନ ଓ ପ୍ରଯୁକ୍ତିର କୌଣସି ଭିତ୍ତିଭୂମି ନ ଥିବା...
Archives


