ପ୍ଲାଷ୍ଟିକରୁ ପ୍ରସ୍ତୁତ ହେଉଛି କାଠ
ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ଏବେ ସାରା ପୃଥିବୀକୁ ଏକ ପ୍ରକାର ଅଡୁଆରେ ପକାଇ ଦେଇଛି। ତେଣୁ ଅନେକ ଦେଶ ପ୍ଲାଷ୍ଟିକ ବ୍ୟବହାର ଉପରେ ନିଷେଧାଜ୍ଞା ଜାରି କରିଛନ୍ତି। ହେଲେ କାନାଡା ଏହି ପ୍ଲାଷ୍ଟିକକୁ ପୁନଃବ୍ୟବହାର ଉପଯୋଗୀ କରିପାରିଛି। ସୂଚନା ଅନୁଯାୟୀ, କାନାଡାର...
ବିବାହର ୨ ସପ୍ତାହ ପରେ ସ୍ବାମୀଙ୍କୁ ମିଳିଲା ଶକ୍ତ ଧକ୍କା
ବିବାହ ପାଇଁ ଯୁବକ ଯୁବତୀ କେତେ ସ୍ବପ୍ନ ଦେଖିଥାନ୍ତି। ମନର ମଣିଷକୁ ନେଇ କେତେ ଆଶା ବାନ୍ଧିଥାନ୍ତି। ହେଲେ ଯେତେବେଳେ ତାଙ୍କୁ ବିଶ୍ୱାସରେ ବିଷ ମିଳେ ସେତେବେଳେ ଏକ ଶକ୍ତ ଧକ୍କା ଲାଗିଥାଏ। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି...
ଇରାନର ମିଶାଇଲ ଆକ୍ରମଣରେ ଆମେରିକାର ୧୧ସେନା ହୋଇଥିଲେ ଆହତ: ରିପୋର୍ଟ
ତେହେରାନ,୧୭।୧: ଆମେରିକା ଆକ୍ରମଣରେ ଇରାନର ସେନା କମାଣ୍ଡର କାସିମ ସୋଲମାନୀଙ୍କ ମୃତ୍ୟୁ ହେବା ପରେ ୨ଦେଶ ମଧ୍ୟରେ ତିକ୍ତତା ସୃଷ୍ଟି ହୋଇଛି। ସୋଲେମାନୀଙ୍କ ମୃତ୍ୟୁର ପ୍ରତିଶୋଧ ନେବା ପାଇଁ ଇରାନ ଇରାକରେ ଥିବା ଆମେରିକାର ଏୟାର ବେସ୍ ଉପରେ ମିଶାଇଲ୍...
ଫିଜିରେ ତାଣ୍ଡବ ରଚିପାରେ ‘ଟିନୋ’
ସୁଭା,୧୭।୧: ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଫଜିରେ ଘୁର୍ଣ୍ଣିଝଡ଼ ‘ଟିନୋ’ କିଛିଘଣ୍ଟା ପରେ ତାଣ୍ଡବ ରଚିପାରେ ବୋଲି କୁହାଯାଉଛି। ଏଥିପାଇଁ ରିଲିଫ୍ ଶିବିର ସବୁ ଖୋଲି ଦିଆଯାଇଥିବା ବେଳେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଚାଲି ଯିବାକୁ ପରାମର୍ଶ ଦିଆଯାଇଛି। ଶୁକ୍ରବାର...
ଜାତିସଂଘରେ କଶ୍ମୀର ପ୍ରସଙ୍ଗକୁ ମିଳିଲାନି ସମର୍ଥନ
ନୂଆଦିଲ୍ଲୀ,୧୭।୧(ପି.ଟି.):ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍ଏସ୍ସି)ରେ ପାକିସ୍ତାନ କଶ୍ମୀର ପ୍ରସଙ୍ଗ ଉଠାଇବାରେ ବିଫଳ ହୋଇଛି। ତେବେ ଇସ୍ଲାମାବାଦର ଏହି ଉଦ୍ୟମକୁ ଚାଇନା ସହାୟତା କରୁଥିବାରୁ ଭାରତ ଏହାର ସମାଲୋଚନା କରିଛି। ବିଶ୍ୱସ୍ତରୀୟ ସହମତିକୁ ବେଜିଂ ଗୁରୁତ୍ୱର ସହ ନେବା ଉଚିତ। ଭବିଷ୍ୟତରେ...
ମିଖାଇଲ୍ ମିଶୁଷ୍ଟିନ୍ ରୁଷିଆ ପ୍ରଧାନମନ୍ତ୍ରୀ
ମସ୍କୋ,୧୭।୧:ରୁଷିଆର ନୂଆ ପ୍ରଧାନମନ୍ତ୍ରୀ ଭାବେ ମିଖାଇଲ୍ ମିଶୁଷ୍ଟିନ୍ଙ୍କ ନାମକୁ ଗୁରୁବାର ପାର୍ଲାମେଣ୍ଟ (ଡୁମା) ଅନୁମୋଦନ କରିଛି। ପ୍ରଧାନମନ୍ତ୍ରୀ ପଦ ପାଇଁ ଏହି ୫୩ ବର୍ଷୀୟ ଟିକସ ସେବା ଅଧିକାରୀଙ୍କ ନାଁ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ସୁପାରିସ କରିଥିଲେ। ବୁଧବାର ପ୍ରଧାନମନ୍ତ୍ରୀ...
‘ଟ୍ରମ୍ପଙ୍କ ଭୂଗୋଳ ଜ୍ଞାନ କମ୍’
ୱାଶିଂଟନ,୧୭।୧:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ଭୂଗୋଳ ଜ୍ଞାନ କମ । ଭାରତ ଏବଂ ଚାଇନା ମଧ୍ୟରେ ଅନ୍ତର୍ଜାତୀୟ ସୀମା ରହିଛି ବୋଲି ସେ ଜାଣିନାହାନ୍ତି। ଦୁଇଜଣ ପୁଲିଟ୍ଜର ପୁରସ୍କାର ବିଜେତା ଆମେରିକାର ଖବରଦାତା ‘ଏ ଭେରି ଷ୍ଟାବଲ ଜିନିୟସ୍’ ଶୀର୍ଷକ...
ଶୁକ୍ରବାର ଜିସାଟ୍-୩୦ର ହେବ ଉତ୍କ୍ଷେପଣ: ୧୫ ବର୍ଷ ପାଇଁ କରିବ କାର୍ଯ୍ୟ
ସାୟେନି,୧୬।୧: ଦେଶର ସଞ୍ଚାର ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଶୁକ୍ରବାର ମହାକାଶକୁ ଜିସାଟ୍-୩୦ ଉତ୍କ୍ଷେପଣ କରାଯିବ। ଏହା ଦ୍ୱାରା ଟେଲିଭିଜନ ପ୍ରସାରଣ, ପାଣିପାଗ ସୂଚନା ଆଦି କାର୍ଯ୍ୟ ଅଧିକ ଭଲ ଭାବେ ସମ୍ପନ୍ନ ହୋଇପାରିବ। ଏହାଦ୍ୱାରା ଭାରତରେ ଇଣ୍ଟରନେଟ୍ ସ୍ପିଡ୍...
ଆତଙ୍କବାଦୀଙ୍କୁ ସହାୟତା: ପାକିସ୍ତାନକୁ ଚେତାବନୀ ଦେଲା ବ୍ରିଟେନ୍
ଲଣ୍ଡନ,୧୬।୧: ପାକିସ୍ତାନ ଆତଙ୍କବାଦୀଙ୍କୁ ସହାୟତା ଜାରି ରଖିଛି। ଏନେଇ ବ୍ରିଟେନ୍ ପକ୍ଷରୁ ଗୁରୁବାର ପାକିସ୍ତାନକୁ ଚେତାବନୀ ଦିଆଯାଇଛି। ଆତଙ୍କବାଦ ବିରୋଧରେ ପାକିସ୍ତାନ ଆବଶ୍ୟକ ପଦକ୍ଷେପ ଗ୍ରହଣ ନ କଲେ ଅଗାମୀ ଦିନରେ ଫାଇନାନ୍ସିଆଲ ଆକ୍ସନ୍ ଟ୍ୟାସ୍କ୍ ଫୋର୍ସ(ଏଫ୍ଏଟିଏଫ୍) ପକ୍ଷରୁ କଡ଼ା...
ଜାତିସଂଘ ସୁରକ୍ଷା ପରିଷଦରେ ଫସର ଫାଟିଲା ଚାଇନାର ଚାଲ୍
ଜେନେଭା, ୧୬।୧: ଜାତିସଂଘରେ ଚାଇନାକୁ ଲୋକହସା ହେବାକୁ ପଡ଼ିଛି। ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପ୍ରସଙ୍ଗ ଚାଇନା ପକ୍ଷରୁ ଜାତିସଂଘର ସୁରକ୍ଷା ପରିଷଦରେ ଉପସ୍ଥାପନ କରାଯାଇଥିଲା। ତେବେ ଏନେଇ ଉପସ୍ଥିତ ଅନ୍ୟ ସଦସ୍ୟ କୌଣସି ମନ୍ତବ୍ୟ ଦେଇ ନ ଥିଲେ।...
ରୁଷିଆ ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା
ମସ୍କୋ,୧୬ା୧: ରୁଷିଆ ପ୍ରଧାନମନ୍ତ୍ରୀ ଡିମିଟ୍ରି ମେଡ୍ଭେଡେଭ୍ ବୁଧବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ରାଷ୍ଟ୍ରପତି ଭ୍ଲାଡିମିର୍ ପୁଟିନଙ୍କୁ ଦେଇଥିଲେ। ପୁଟିନ ମେଡ୍ଭେଡେଭ୍ଙ୍କୁ ତାଙ୍କ ସେବା ପାଇଁ ଧନ୍ୟବାଦ ଜଣାଇଛନ୍ତି। ଗଣମାଧ୍ୟମରେ ହେଉଥିବା ଚର୍ଚ୍ଚା ଅନୁଯାୟୀ ମେଡ୍ଭେଡେଭଙ୍କୁ...
ଆମେରିକା, ୟୁରୋପକୁ ରୁହାନିଙ୍କ ଧମକ: ଆଗକୁ ଭୟାବହ ପରିଣତି
ତେହେରାନ,୧୬ା୧: ୨୦୧୫ ଇରାନ ଆଣବିକ ଚୁକ୍ତିରୁ ଆମେରିକା ଓହରିଯିବା ଏକ ବଡ଼ ବିପଦ। ମଧ୍ୟପ୍ରାଚ୍ୟରେ ଆମେରିକା ଓ ୟୁରୋପୀୟ ଦେଶଗୁଡ଼ିକର ସୈନ୍ୟ ମୁତୟନର ପରିଣାମ ଭୟଙ୍କର ହେବ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ହାସନ ରୁହାନି ଧମକ ଦେଇଛନ୍ତି। ଦେଶର...
Archives


