ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଇରାନ ବହିର୍ବ୍ୟାପାରମନ୍ତ୍ରୀ: ଗଲ୍ଫରେ ଉତ୍ତେଜନା ହ୍ରାସକରୁ ଭାରତ
ନୂଆଦିଲ୍ଲୀ,୧୬ା୧(ପି.ଟି.): ଗଲ୍ଫ (ଉପସାରଗରୀୟ ଅଞ୍ଚଳ)ରେ ଲାଗିରହିଥିବା ଉତ୍ତେଜନାକୁ ହ୍ରାସ କରିବାରେ ଭାରତ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇପାରେ। ଆମେରିକା ଓ ଇରାନ ମଧ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚତ୍ଥିବାବେଳେ ତେହେରାନ ପକ୍ଷରୁ ପ୍ରଥମଥର ପାଇଁ ନୂଆଦିଲ୍ଲୀର ଭୂମିକା ଉପରେ ଏପରି ଗୁରୁତ୍ୱ...
ୟୁକ୍ରେନ୍ ଯାତ୍ରୀବାହୀ ବିମାନରେ ମାଡ଼ ହୋଇଥିଲା ୨ଟି ଇରାନୀ କ୍ଷେପଣାସ୍ତ୍ର
ଓ୍ବାଶିଂଟନ,୧୫।୧: ଇରାନ ପକ୍ଷରୁ ଇରାକ୍ରେ ଥିବା ଆମେରିକା ଏୟାର ବେସ୍ ଉପରେ କ୍ଷେପଣାସ୍ତ୍ର ମାଡ଼ କରାଯାଇଥିଲା। ଏହି ସମୟରେ ଭୁଲ୍ ବଶତଃ ତେହେରାନ୍ରୁ ୟୁକ୍ରେନ୍ ଯାତ୍ରା କରୁଥିବା ଯାତ୍ରୀବାହୀ ବିମାନ ଉପରେ ଇରାନୀ କ୍ଷେପଣାସ୍ତ୍ର ମାଡ଼ ହୋଇଥିଲା। ଫଳରେ ବିମାନରେ...
ପ୍ରଥମ ଧାଡ଼ି ପଢ଼ି ବହି ବିଷୟରେ ସମ୍ପୂର୍ଣ୍ଣ କହି ଦିଅନ୍ତି…
ଓ୍ବାଶିଂଟନ, ୧୫।୧: କୁହାଯାଏ ବଣ ମଲ୍ଲୀର ବାସରେ ଚଉଦିଗ ସୁବାସିତ ହୋଇଯାଇଥାଏ। ସେହିପରି ପ୍ରତିଭା ଦିନେ ନା ଦିନେ ଲୋକଲୋଚନକୁ ଆସିପାରିଥାଏ। ଆମେରିକାର ଜଣେ ୧୪ ବର୍ଷ ବୟସ୍କ ବାଳକ ମୋଣ୍ଟି ଲର୍ଡଙ୍କ ପାଖରେ ଏପରି ପ୍ରତିଭା ରହିଛି। ପୁସ୍ତକର...
ୟୁକ୍ରେନ ବିମାନ ଦୁର୍ଘଟଣା: ଇରାନରେ ୩୦ ଗିରଫ
ତେହେରାନ,୧୫ା୧(ପି.ଟି.): ୟୁକ୍ରେନ ବିମାନ ଦୁର୍ଘଟଣାକୁ ନେଇ ଇରାନରେ ସରକାର ବିରୋଧୀ ବିକ୍ଷୋଭ ତେଜିବା ପରେ ମଙ୍ଗଳବାର ୩୦ ଜଣଙ୍କୁ ଗିରଫ କରାଯାଇଛି। ଗତ ୮ ତାରିଖରେ ଶତ୍ରୁପକ୍ଷର ବିମାନ ଭାବି ୟୁକ୍ରେନର ବୋଇଂ ୭୩୭କୁ ଇରାନ ପକ୍ଷରୁ ଭୁଲ୍ବଶତଃ ମିଶାଇଲ...
ପାଞ୍ଚଦିନରେ ୫ ହଜାର ଓଟଙ୍କୁ ଗୁଳିକରି ହତ୍ୟା
ସିଡ୍ନୀ,୧୫-୧:ଦକ୍ଷିଣ ଅଷ୍ଟ୍ରେଲିଆର ମରୁଡ଼ି ଗ୍ରସ୍ତ ଅଞ୍ଚଳରେ ୫ ଦିନରେ ୫ ହଜାର ଓଟଙ୍କୁ ହତ୍ୟା କରାଯାଇଛି। ସ୍ଥାନୀୟ ଆଦିମ ଲୋକଙ୍କ ପାଇଁ ବିପଦ ସୃଷ୍ଟି କରୁଥିବାରୁ ଏହି ଓଟଗୁଡ଼ିକୁ ଗୁଳିକରି ହତ୍ୟା କରାଯାଇଥିବା ମଙ୍ଗଳବାର ସରକାରୀ ଅଧିକାରୀ ସୂଚନା ଦେଇଛନ୍ତି।...
ବୈଜ୍ଞାନିକ ତିଆରି କଲେ ନିଆରା ମେଶିନ: ଏକ ସପ୍ତାହ ପର୍ଯ୍ୟନ୍ତ ବାହାରେ ଜୀବନ୍ତ ରହିପାରିବ ଲିଭର
ଲଣ୍ଡନ,୧୪।୧: ମଣିଷର କୌଣସି ଅଙ୍ଗକୁ ଡୋନରଙ୍କ ଶରୀରରୁ ବାହାର କରିବା ପରେ ୬ରୁ ୧୨ ଘଣ୍ଟା ମଧ୍ୟରେ ଟ୍ରାନ୍ସପ୍ଲାଣ୍ଟ କରିଦିଆଯାଇଥିବା କୁହାଯାଏ। ବିଶେଷଜ୍ଞଙ୍କ ମତରେ ଲିଭର ବାହାର କରିବାର ୬ ଘଣ୍ଟା ଭିତରେ ଓ କିଡ୍ନୀ ବାହାର କରିବାର ୧୨...
୨୭୨୦ ଫୁଟ ଉଚ୍ଚା ବିଲ୍ଡିଂରେ ହେଲା ବଜ୍ରପାତ: ଫଟୋ ଉଠାଇ ପ୍ରଶଂସା ସାଉଁଟିଲେ ଫଟୋଗ୍ରାଫର
ଦୁବାଇ,୧୪।୧: ଦୁବାଇରେ ୧୯୯୬ ପରେ ଚଳିତ ବର୍ଷ ପ୍ରବଳ ବର୍ଷା ହୋଇଛି। ବର୍ଷାରେ ବିମାନ ବନ୍ଦର ରନ୍ ଓ୍ବେ ବୁଡ଼ିଯିବାରୁ କେତେକ ବିମାନ ଉଡ଼ାଣକୁ ପ୍ରଶାସନ ପକ୍ଷରୁ ବନ୍ଦ କରାଯାଇଥିଲା। ଏହି ବର୍ଷା ଯୋଗୁ ଲୋକେ ହନ୍ତସନ୍ତ ହୋଇଥିବାବେଳେ ଯୁବ...
ମାଟି ତଳୁ ମିଳିଲା ଦ୍ୱିତୀୟ ବିଶ୍ୱ ଯୁଦ୍ଧ ବୋମା: ଭୟରେ ରାସ୍ତାରେ ଦୌଡ଼ିଲେ ଲୋକେ
ବର୍ଲିନ୍,୧୪।୧: ଦ୍ୱିତୀୟ ବିଶ୍ୱ ଯୁଦ୍ଧ ଶେଷ ହେବାକୁ ଇତିମଧ୍ୟରେ ୭୫ ବର୍ଷ ବିତିଛି। ତେବେ ଜର୍ମାନୀର ହାର୍ଡମୁଣ୍ଡ ସହରରେ ଲୋକେ ଏବେ ବି ଭୟରେ ଜୀବନ ବିତାଉଛନ୍ତି। ବିଭିନ୍ନ ସମୟରେ ସହରର ମାଟି ତଳୁ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ବ୍ୟବହାର...
ପାକିସ୍ତାନୀ ଡ୍ରାଇଭରଙ୍କ ମଣିଷ ପଣିଆ: ଫେରାଇଲେ ଭାରତୀୟ ଯୁବତୀଙ୍କ ପର୍ସ
ଦୁବାଇ,୧୪।୧: କୁହାଯାଏ ମଣିଷ ପଣିଆ ହିଁ ସବୁଠାରୁ ବଡ଼ ଗୁଣ। ଏହାର ସଦ୍ୟତମ ଉଦାହରଣ ପାଲଟିଛନ୍ତି ଦୁବାଇର ଜଣେ ପାକିସ୍ତାନୀ ଡ୍ରାଇଭର। କାର୍ରେ ବୁଲିଥିବା ରୈଶେଲ ରୋଜ୍ ନାମକ ଭାରତୀୟ ଯୁବତୀ ତାଙ୍କ ପର୍ସ ଭୁଲ୍ ବଶତଃ ଛାଡ଼ି ଦେଇଥିଲେ।...
ଶ୍ମଶାନ ଜମି ପାଇଁ କୋର୍ଟରେ ୨୮ ବର୍ଷ ଲଢ଼େଇ ପରେ ପାକିସ୍ତାନୀ ହିନ୍ଦୁଙ୍କୁ ମିଳିଲା ଅଧିକାର
ଇସଲାମାବାଦ୍,୧୪।୧: ପାକିସ୍ତାନରେ ଶ୍ମଶାନ ଜମିକୁ ନେଇ କୋର୍ଟରେ ଦୀର୍ଘ ୨୮ ବର୍ଷ ଧରି ହିନ୍ଦୁମାନେ ଲଢ଼େଇ ଜାରି ରଖିଥିଲେ। ଏବେ କୋର୍ଟ ହିନ୍ଦୁମାନଙ୍କ ସପକ୍ଷରେ ରାୟ ଦେଇଛନ୍ତି। ଖାଇବର ପସ୍ତୁନଖ୍ବା ପ୍ରଦେଶର ଡେରା ଇସମାଇଲ୍ ଖାଁ ଅଞ୍ଚଳରେ ଥିବା ଶ୍ମଶାନ...
ପ୍ରଶ୍ନବାଚୀ ସୃଷ୍ଟି କରିଛି ନଓ୍ବାଜଙ୍କ ଭାଇରାଲ ଫଟୋ
ଇସ୍ଲାମାବାଦ,୧୪।୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କର ଏକ ଫଟୋ ଏବେ ଭାଇରାଲ ହେବାରେ ଲାଗିଛି। ଯାହା ତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଶରିଫ ଏବେ ଲଣ୍ଡନରେ ଚିକିତ୍ସାଧୀନ ଥିବାରୁ ତାଙ୍କର ଏହି ଫଟୋଟି ତାଙ୍କ ପାଇଁ...
ସିଏଏ ନେଇ ମାଇକ୍ରୋସଫ୍ଟ ସିିଇଓ ସତ୍ୟ ନଡେଲାଙ୍କ ମନ୍ତବ୍ୟ: ସଫେଇ ଦେଲା ମାଇକ୍ରୋସଫ୍ଟ
ଓ୍ବାଶିଂଟନ, ୧୪।୧: ନାଗରିକତ୍ୱ ସଂଶୋଧନ ଆଇନ( ସିଏଏ) ନେଇ ମାଇକ୍ରୋସଫ୍ଟ ସିଇଓ ସତ୍ୟ ନଡେଲା ମୁହଁ ଖୋଲିଛନ୍ତି। ସେ କହିଛନ୍ତି ଯେ, ଭାରତରେ ମୋର ପିଲାଦିନ ବିତିଛି। ସେଠାରେ ଦୀପାବଳି ଏବଂ ଖ୍ରୀଷ୍ଟମାସ ଏକାଠି ପାଳନ କରାଯାଇଥାଏ। ବାଂଲାଦେଶରୁ ଆସିଥିବା...
Archives


