ଆମେରିକୀୟ ସୈନ୍ୟଙ୍କୁ ପୁଣି ଟାର୍ଗେଟ କଲା ଇରାନ: ଏୟାରବେସ୍ ଉପରେ ୮ ରକେଟ ମାଡ଼
ବାଗଦାଦ,୧୩ା୧: ପାରମ୍ପରିକ ଶତ୍ରୁ ଇରାନ ଓ ଆମେରିକା ମଧ୍ୟରେ ଚରମ ଉତ୍ତେଜନା ଲାଗି ରହିଥିବାବେଳେ ରବିବାର ରାତିରେ ବଡ଼ ଖବର ଆସିଛି। ଇରାକରେ ଆମେରିକା ସେନାକୁ ଟାର୍ଗେଟ କରିବାକୁ ଯାଇ ୮ ରକେଟ ମାଡ଼ କରିଛି ଇରାନ। ଏଥିରେ ଇରାକ...
ପାକିସ୍ତାନ ବିମାନ ଦୁର୍ଘଟଣା: ୨ ପାଇଲଟ ମୃତ
ସାଦିକ୍ୱାବାଦ,୧୨।୧: ଯାନ୍ତ୍ରୀକ ତ୍ରୁଟି ଯୋଗୁ ରବିବାର ପାକିସ୍ତାନ ଫେଡେରାଲ ଡିପାର୍ଟମେଣ୍ଟର ପ୍ଲାଣ୍ଟ ପ୍ରୋଟେକଶନ୍ ୟୁନିଟର ୨ ପାଇଲଟଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଦୁନୟା ନ୍ୟୁଜର ସୂଚନା ଅନୁଯାୟୀ, ପାକିସ୍ତାନରେ ବ୍ୟାପୁଥିବା ପଙ୍ଗପାଳଙ୍କୁ ମାରିବା ପାଇଁ ଜିଲା ପ୍ରଶାସନ ଦ୍ୱାରା...
କ୍ୟାନସରକୁ ହରାଇ ସ୍କୁଲରେ ପହଞ୍ଚିଲେ ୬ ବର୍ଷ ବୟସ୍କ ବାଳକ: ସାଥୀମାନେ ତାଳିମାରି କଲେ ସ୍ବାଗତ; ଭିଡ଼ିଓ ଭାଇରାଲ…
ଓହିୟୋ, ୧୨।୧: କ୍ୟାନସରରେ ପୀଡ଼ିତ ହୋଇଥିବା ଜଣେ ୬ ବର୍ଷ ବୟସ୍କ ବାଳକ ଚିକିତ୍ସା ପରେ ଶେଷରେ ସୁସ୍ଥ ହୋଇ ସ୍କୁଲକୁ ଫେରିଛନ୍ତି। ତାଙ୍କୁ ତାଙ୍କର ସହପାଠୀ ଏବଂ ଜୁନିଅର, ସିନିଅର ତଥା ଶିକ୍ଷକ ଶିକ୍ଷୟିତ୍ରୀମାନେ ତାଳିମାରି ସ୍ବାଗତ କରିଛନ୍ତି।...
୭ ବର୍ଷ ବାଳକଙ୍କ ପେଟିଂ ବିକ୍ରି ହେଲା ସାଢ଼େ ୮ ଲକ୍ଷରେ
ବର୍ଲିନ୍, ୧୨।୧: ଜର୍ମାନ୍ରେ ୭ ବର୍ଷ ବୟସ୍କ ବାଳକଙ୍କ ପେଟିଂ ୮ ଲକ୍ଷ ୫୧ ହଜାର ଟଙ୍କାରେ ବିକ୍ରି ହୋଇଛି। ୨୦୧୨ରେ ଜନ୍ମ ହୋଇଥିବା ମିଖାଇଲ୍ ଅକରଙ୍କ ପେଟିଂ ବିକ୍ରି ହେବା ପରେ ସେ ରାତାରାତି ସୋସିଆଲ୍ ମିଡ଼ିଆରେ ଚର୍ଚ୍ଚାର...
ବୋଟ୍ ବୁଡ଼ି ୧୨ ଶରଣାର୍ଥୀଙ୍କ ମୃତ୍ୟୁ
ଏଥେନ୍ସ,୧୨ା୧(ଏଏଫ୍ପି): ଆୟୋନିଅନ ସାଗରରେ ଶନିବାର ଶରଣାର୍ଥୀମାନଙ୍କର ଏକ ବୋଟ୍ ବୁଡ଼ିଯିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଛି। ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ଗ୍ରୀକ୍ ତଟରକ୍ଷୀ ବାହିନୀ ପକ୍ଷରୁ କୁହାଯାଇଛି। ବୋଟ୍ରେ ପାଖାପାଖି ୫୦ ଜଣ ଥିଲେ। ସେମାନଙ୍କ ମଧ୍ୟରୁ ୨୦...
ଆଗକୁ ବଢ଼ିଲେ ଜବାବ ଦେବୁ: ପାକ୍
ଇସ୍ଲାମାବାଦ,୧୨ା୧(ପି.ଟି.): ଭାରତୀୟ ସେନା ପିଓକେ ଆଡ଼କୁ ଅଗ୍ରସର ହେଲେ କଡ଼ା ଜବାବ ଦେବା ପାଇଁ ପ୍ରସ୍ତୁତ ବୋଲି ପାକିସ୍ତାନ କହିଛି। ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଓ୍ବଣେଙ୍କ ମନ୍ତବ୍ୟକୁ ନେଇ ପାକିସ୍ତାନ ଏହି ପ୍ରତିକ୍ରିୟା ଦେଇଛି। ସେଠାକାର ସେନାର...
ଭୁଲ୍ରେ ଖସାଇଥିଲୁ ୟୁକ୍ରେନ ବିମାନ: ବୋଇଂ ୭୩୭ ଦୁର୍ଘଟଣା ନେଇ ଦୋଷ ମାନିଲା ଇରାନ
ତେହେରାନ, ୧୨ା୧ (ଏଏଫ୍ପି/ ଆଇଏଏନ୍ଏସ୍): ଶେଷରେ ଦୋଷ ସ୍ବୀକାର କରିଛି ଇରାନ। ୮ ତାରିଖରେ ୟୁକ୍ରେନ ବିମାନକୁ ଭୁଲବଶତଃ ମିଶାଇଲ ମାଡ଼ କରି ଖସାଇଦେଇଥିବା ଶନିବାର ମାନିଯାଇଛି। ତେବେ ଏହା ଉଦ୍ଦେଶ୍ୟମୂଳକ ଭାବେ ନୁହେଁ, ବରଂ ଅଜାଣତରେ ହୋଇଥିତ୍ବା ମାନବକୃତ...
ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ: ବାସହରାଙ୍କ ସାହାରା ପାଲଟିଛନ୍ତି ସୁଖବିନ୍ଦର
ସିଡ୍ନୀ,୧୧।୧: ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ ଲାଗିବା ଫଳରେ ସେଠାରେ ଲକ୍ଷାଧିକ ଲୋକ ବାସଶୂନ୍ୟ ହୋଇପଡିଥିବା ବେଳେ ଅଧିକାଂଶ ବନ୍ୟଜନ୍ତୁଙ୍କ ମୃତ୍ୟୁ ମଧ୍ୟ ହେଲାଣି। ଏହି ସମୟରେ ବାସହରା ହୋଇଥିବା ଲୋକଙ୍କର ସାହାରା ପାଲଟିଛନ୍ତି ଶିଖ୍ ମହିଳା ସୁଖବିନ୍ଦର କୌର। ଦୀର୍ଘ...
ମଙ୍ଗଳ ଗ୍ରହରୁ ଶୁଖିବାରେ ଲାଗିଛି ଜଳୀୟ ଅଂଶ
ଓ୍ବାଶିଂଟନ, ୧୧।୧: ମଙ୍ଗଳରେ ଜୀବନ ଥିବା ନେଇ ମହାକାଶ ବିଜ୍ଞାନୀମାନେ ଦାବି କରିଥିବାବେଳେ ଏବେ ଜଣାପଡ଼ିଛି ଯେ ଧୀରେଧୀରେ ଏଠାରେ ଥିବା ଜଳୀୟ ଅଂଶ ଶୁଖିବାରେ ଲାଗିଛି। ଏକ୍ସୋ ମାର୍ସ ମିଶନରୁ ଏହା ଜଣାପଡ଼ିଛି। ଫ୍ରେଞ୍ଚ୍ ନ୍ୟାସନାଲ ସେଣ୍ଟର ଫର୍...
ଓମାନର ସୁଲତାନ କାବୁସଙ୍କ ପରଲୋକ: ଶପଥ ନେଲେ ଉତ୍ତରାଧିକାରୀ
ମାସକାଟ,୧୧।୧: ଓମାନର ସୁଲତାନ କାବୁସ ବିନ ସୈଦ ଅଲ ସୈଦଙ୍କର ୭୯ ବର୍ଷ ବୟସରେ ପରଲୋକ ହୋଇଛି। କାବୁସ ଆରବର ସର୍ବାଧିକ ସମୟ ସୁଲତାନ ଭାବେ କାର୍ଯ୍ୟ କରିଛନ୍ତି। ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ବ୍ୟକ୍ତ କରିଛନ୍ତି।...
ଗର୍ଭିଣୀ ମଇଁଷିର ଜୀବନ ଭିକ୍ଷା
ବେଜିଂ: ଲୁହରେ ଲତପତ ଆଖି। ମୁହଁରେ ସ୍ପଷ୍ଟ ଭାବେ ବାରି ହୋଇପଡୁଛି ବଞ୍ଚତ୍ବାର ଅଭିଳାଷ। ସେଇଥିପାଇଁ ଗୋଡ଼ ଭାଙ୍ଗି ଜୀବନ ଫେରାଇ ଦେବାକୁ କଂସେଇଖାନାର କର୍ମଚାରୀଙ୍କୁ ନେହୁରା ହେଉଛି ଗର୍ଭିଣୀ ମଇଁଷିଟିଏ। ଦକ୍ଷିଣ ଚାଇନାରୁ ଏପରି ଏକ ହୃଦୟ ବିଦାରକ...
ଆମେରିକା ଆକ୍ରମଣ ହୋଇଥିଲା ବିଫଳ: ଜୀବିତ ଅଛନ୍ତି ଇରାନ୍ କମାଣ୍ଡର ଅବଦୁଲ୍ ରଜାକ୍
ଓ୍ବାଶିଂଟନ,୧୧।୧: ଇରାନ୍ର ଜେନେରାଲ କାସିମ୍ ସୋଲେମାନୀଙ୍କୁ ଆମେରିକା ଟାର୍ଗେଟ କରିଥିଲା। ଏଥିରେ ସୋଲେମାନୀ ନିହତ ହୋଇଥିଲେ। ତେବେ ଏହି ସମୟରେ ଆମେରିକା ସୈନ୍ୟଙ୍କ ପକ୍ଷରୁ ଇରାନ୍ର ଅନ୍ୟଜଣେ କମାଣ୍ଡର ଅବଦୁଲ୍ ରଜାକ୍ ଶହଲୋଇଙ୍କୁ ଟାର୍ଗେଟ୍ କରାଯାଇଥିଲା। ତେବେ ଏହି ଆକ୍ରମଣ...
Archives


