ଅନ୍ତର୍ଜାତୀୟ

ଇରାନ ଉପରେ କଠୋର କଟକଣା

ଓ୍ବାଶିଂଟନ,୯ା୧: ଇରାନ ଉପରେ ଆମେରିକା ପୂର୍ବରୁ କେତେକ କଟକଣା ଜାରି କରିଥିବାବେଳେ ବୁଧବାର ରାତିରେ ଆହୁରି କେତୋଟି କଠୋର କଟକଣା ଲାଗୁ କରିବା ପାଇଁ ଘୋଷଣା କରିଛି। ଇରାନର ବ୍ୟବହାରରେ ପରିବର୍ତ୍ତନ ନ ଆସିବା ଯାଏ ଏହି କଟକଣା ବଜାୟ...

ଆମେରିକା-ଇରାନ ଅଘୋଷିତ ଯୁଦ୍ଧ: କାହା ପାଖରେ ରହିଛି କେତେ ଅସ୍ତ୍ରଶସ୍ତ୍ର ?

ଓ୍ବାଶିଂଟନ/ତେହେରାନ,୮।୧: ଆମେରିକା ଏବଂ ଇରାନ ମଧ୍ୟରେ ଜାରି ରହିଥିବା ଅଘୋଷିତ ଯୁଦ୍ଧ ନେଇ ଅନ୍ତର୍ଜାତୀୟ କ୍ଷେତ୍ରରେ ନାନା କଳ୍ପନା ଜଳ୍ପନା ଆରମ୍ଭ ହୋଇଛି। ଯଦି ଉଭୟ ଦେଶ ମଧ୍ୟରେ ଯୁଦ୍ଧ ଘୋଷଣା ହୁଏ ଏହାର ପ୍ରଭାବ ପୃଥିବୀର ପ୍ରତିଟି ଦେଶରେ...

ଆମେରିକା ଏୟାର ବେସ୍‌ ଉପରେ ଇରାନର ଆକ୍ରମଣ ଘଟଣା: ଟ୍ରମ୍ପ୍‌ କହିଲେ, ‘ଅଲ୍‌ ଇଜ୍‌ ଓ୍ବେଲ୍‌’

ୱାଶିଂଟନ,୮।୧: ଆମେରିକା ଏୟାର ବେସ ଉପରେ ଇରାନ ମିସାଇଲ ଆକ୍ରମଣ କରିଛି। ଇରାନର ମେଜର ଜେନେରାଲ ସୋଲେମାନୀଙ୍କୁ ଆମେରିକା ହତ୍ୟା କରିବା ପରେ ୱାଶିଂଟନ ଓ ତେହରାନ ମଧ୍ୟରେ ଯୁଦ୍ଧ ପରିସ୍ଥିତି ସୃଷ୍ଟି ହୋଇଛି। ଇରାନର ଜବାବୀ ଆକ୍ରମଣ ପରେ...

ଶହୀଦ୍‌ ସୋଲେମାନୀ ଅପରେଶନ୍‌ରେ ଆମେରିକାର ୮୦ ସୈନ୍ୟଙ୍କ ମୃତ୍ୟୁ: ଇରାନ କଲା ଦାବି

ତେହେରାନ,୮।୧: ଇରାକରେ ଥିବା ଆମେରିକା ଏୟାର ବେସ୍‌ ଉପରେ ଇରାନ ବୁଧବାର ଆକ୍ରମଣ କରିଛି। ପଶ୍ଚିମ ଇରାକର ଅଲ୍‌ ଅସଦ ଏବଂ ଉତ୍ତର ଇରାକର ଇରବିଲ୍‌ ଏୟାର ବେସ୍‌ ଉପରେ ହୋଇଥିବା ଆକ୍ରମଣରେ ୮୦ ଜଣ ଆମେରିକା ସୈନ୍ୟଙ୍କ ମୃତ୍ୟୁ...

କପଡ଼ା ଆଲମିରା ପଡ଼ି ଶିଶୁ ମୃତ: କମ୍ପାନୀ ଦେଲା ୩୩୧ କୋଟି କ୍ଷତିପୂରଣ

ନ୍ୟୁୟର୍କ,୮।୧: କପଡ଼ା ଆଲମିରା ପଡ଼ି ଜଣେ ୨ ବର୍ଷ ଶିଶୁର ମୃତ୍ୟୁ ଘଟଣାରେ ସମ୍ପୃକ୍ତ ଆଲମିଲା କମ୍ପାନୀକୁ ୩୩୧ କୋଟି ଟଙ୍କାର କ୍ଷତି ପୂରଣ ଦେବାକୁ ପଡ଼ିଛି। ଆମେରିକା କାଲିଫର୍ନିଆରେ ୩୦ ଇଞ୍ଚ ଉଚ୍ଚା କପଡ଼ା ଆଲମିରା ପଡ଼ିଯିବାରୁ ୨୦୧୭...

ଇରାନର ଆଣବିକ କେନ୍ଦ୍ର ନିକଟରେ ଭୂକମ୍ପ

ତେହେରାନ୍‌,୮।୧: ଇରାନରେ ଗୋଟିଏ ପରେ ଗୋଟିଏ ଘଟଣା ଘଟିବାରେ ଲାଗିଛି। ବୁଧବାର ଆମେରିକା ଏୟାର ବେସ୍‌ ଉପରେ ଇରାନ୍‌ ଆକ୍ରମଣ କରିଛି। ଏହାର କିଛି ସମୟ ପରେ ତେହେରାନ୍‌ ନିକଟରେ ୟୁକ୍ରେନ୍‌ର ଏକ ଯାତ୍ରୀ ବାହୀ ବିମାନ ଦୁର୍ଘଟଣା ଗ୍ରସ୍ତ...

ଇରାନର ଆକ୍ରମଣ ପରେ ମଧ୍ୟ ବାଗଦାଦ୍‌ ଉପରେ ଉଡ଼ି ବୁଲୁଥିଲା ଯୁଦ୍ଧ ବିମାନ

ତେହେରାନ୍‌,୮।୧: ଇରାକରେ ଥିବା ଆମେରିକା ଏୟାରବେସ୍‌ ଉପରେ ଇରାନ ବୁଧବାର ଆକ୍ରମଣ କରିଛି। ଇରାକ ପକ୍ଷରୁ ୧୨ରୁ ଅଧିକ କ୍ଷେପଣାସ୍ତ୍ର ଇରାକସ୍ଥିତ ଅଲ୍‌ ଅସଦ ଏବଂ ଇରବିଲ୍‌ ଏୟାର ବେସ୍‌ ଉପରେ ମାଡ଼ କରାଯାଇଛି। ତେବେ ଏହା ପରେ ମଧ୍ୟ...

ମଝି ଆକାଶରେ ୟୁକ୍ରେନ୍‌ର ବୋଇଙ୍ଗ୍‌ ବିମାନ ଦୁର୍ଘଟଣା ଗ୍ରସ୍ତ: ୧୮୦ ଯାତ୍ରୀ କରୁଥିଲେ ଯାତ୍ରା

ତେହେରାନ୍‌,୮।୧: ଆମେରିକା ଇରାନ୍‌ ମଧ୍ୟରେ ଉତ୍ତେଜନା ଲାଗି ରହିଥିବାବେଳେ ତେହେରାନ୍‌ ନିକଟରେ ମଝି ଆକାଶରେ ୭୯୦୦ ଫୁଟ ଉପରେ ୟୁକ୍ରେନ୍‌ର ଏକ ଯାତ୍ରୀବାହୀ ବୋଇଙ୍ଗ୍‌-୭୩୭ ବିମାନ ଦୁର୍ଘଟଣା ଗ୍ରସ୍ତ ହୋଇଛି। ତେହେରାନ୍‌ର ଇମାମ୍‌ ଖୁମୈନି ବିମାନ ବନ୍ଦର ନିକଟରେ ଏହି...

ଆମେରିକା ଏୟାର ବେସ୍‌ ଉପରେ ଆକ୍ରମଣ କଲା ଇରାନ

ଓ୍ବାଶିଂଟନ, ୮।୧: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ଲାଗି ରହିଛି। ଇରାନ ଇରାକରେ ଥିବା ଆମେରିକା ଏୟାର ବେସ୍‌ ଉପରେ କ୍ଷେପଣାସ୍ତ୍ର ମାଡ଼ କରିଛି। ଇରାକର ଅଲ୍‌ ଅସଦ ଏବଂ ଇରବିଲ୍‌ ଏୟାର ବେସ୍‌ ଉପରେ ୨୨ ବାଲାଷ୍ଟିକ୍‌...

ସପ୍ତାହରେ ୩ ଦିନ ଛୁଟି ପ୍ରସ୍ତାବ ଆଣିଲେ ଫିନ୍‌ଲାଣ୍ଡ ପ୍ରଧାନମନ୍ତ୍ରୀ

ଯଦି ସପ୍ତାହକୁ ୪ ଦିନ ଓ ପ୍ରତିଦିନ ମାତ୍ର ୬ ଘଣ୍ଟା କାମ କରିବାକୁ ପଡ଼େ ତେବେ କେହି ଏଭଳି ଚାକିରିକୁ ହାତଛଡା କରିବାକୁ ଚାହିଁବେନି। କାମର ବୋଝକୁ ହାଲୁକା କରିବା ଓ ପରିବାରକୁ ସମୟ ଦେବା ପାଇଁ କର୍ମଚାରୀଙ୍କ...

ସୋଲେମାନୀଙ୍କ ଅନ୍ତିମ ବିଦାୟ ସମୟରେ ଦଳାଚକଟାରେ ୩୫ ମୃତ

ଦୁବାଇ,୭।୧: ଆମେରିକାର ଏୟାର ଷ୍ଟ୍ରାଇକ୍‌ରେ ଇରାନ ସେନା କମାଣ୍ଡର କାସିମ ସୋଲମାନୀଙ୍କ ମୃତ୍ୟୁ ହୋଇଛି। ମଙ୍ଗଳବାର ସୋଲେମାନୀଙ୍କ ଅନ୍ତିମ ବିଦାୟ ସମୟରେ ଦଳଚକଟା ହୋଇଥିଲା। ଏହି ଦୁର୍ଘଟଣାରେ ୩୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪୮ ଆହତ ହୋଇଥିବା ଜଣାପଡ଼ିଛି।...

ପାକିସ୍ତାନ ସେନା ବିମାନ ଦୁର୍ଘଟଣା: ୨ ଅଧିକାରୀ ନିହତ

ଲାହୋର,୭।୧: ପାକିସ୍ତାନ ବାୟୁ ସେନାର ଏକ ବିମାନ ମଙ୍ଗଳବାର ମେନଓ୍ବାଲିଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨ ସେନା ଅଧିକାରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ହେଲେ ସ୍ବାର୍ଡନ ଲିଡର ହରିଶ ବିନ୍‌ ଖାଲିଦ ଓ ଫ୍ଲାଇଙ୍ଗ ଅଫିସର ଇବାଦୂର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri