ଅନ୍ତର୍ଜାତୀୟ

ମହାକାଶଚାରୀଙ୍କୁ ଅନ୍ତରୀକ୍ଷରେ ପହଞ୍ଚାଇଲା ସ୍ପେସ୍‌ଏକ୍ସ

ଓ୍ବାଶିଂଟନ,୧ା୬: ଆମେରିକା ଏହାର ଦୁଇଜଣ ମହାକାଶଚାରୀଙ୍କୁ ଅନ୍ତରୀକ୍ଷକୁ ପଠାଇ ଇତିହାସ ରଚିଛି। ଶନିବାର ରାତିରେ ଫ୍ଲୋରିଡାର କେନେଡି ମହାକାଶ କେନ୍ଦ୍ରରୁ ଘରୋଇ ବ୍ୟବସାୟିକ ସଂସ୍ଥା ସ୍ପେସ୍‌ଏକ୍ସର କ୍ରିଉ ଡ୍ରାଗନ ମହାକାଶଯାନ ସଫଳତାର ସହ ନାସାର ଦୁଇ ମହାକାଶଚାରୀଙ୍କୁ ନେଇ ଅନ୍ତର୍ଜାତୀୟ ମହାକାଶ…

ଜି ୧୧ରେ ସାମିଲ ହେବ ଭାରତ

ଓ୍ବାଶିଂଟନ, ୧।୬(ପି.ଟି/ଆଇଏଏନ୍‌ ଏସ୍‌): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଜି ୭ ସମ୍ମିଳନୀକୁ ସେପ୍ଟେମ୍ବର ପର୍ଯ୍ୟନ୍ତ ଘୁଞ୍ଚାଇଦେଇଛନ୍ତି। ଏହାସହ ସେ ଏହି ପୁରୁଣା ବ୍ଲକ୍‌କୁ ଜି ୧୦ କିମ୍ବା ଜି ୧୧ ଯାଏ ବିସ୍ତାର କରି ଭାରତ ସମେତ ଆଉ ୩ଟି…

ଇତିହାସ ରଚିଲା ଆମେରିକା: ମହାକାଶଚାରୀଙ୍କୁ କକ୍ଷପଥରେ ପହଞ୍ଚାଇଲା ସ୍ପେସ୍‌ଏକ୍ସ

ଓ୍ବାଶିଂଟନ,୩୧ା୫-ଆମେରିକା ଏହାର ଦୁଇଜଣ ମହାକାଶଚାରୀଙ୍କୁ ମହାକାଶକୁ ପଠାଇ ଇତିହାସ ରଚିଛି। ଶନିବାର ରାତିରେ ଫ୍ଲୋରିଡାର କେନେଡି ମହାକାଶ କେନ୍ଦ୍ରରୁ ସ୍ପେସ୍‌ଏକ୍ସ କମ୍ପାନୀର କ୍ରିଉ ଡ୍ରାଗନ ମହାକାଶଯାନ ସଫଳତାର ସହ ନାସାର ଦୁଇ ମହାକାଶଚାରୀଙ୍କୁ ନେଇ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରେ ପହଞ୍ଚାଇଛି। ପାଖାପାଖି…

ସାମାଜିକ ଦୂରତା ନିୟମ ଉଲ୍ଲଂଘନ: ରୋମାନିଆ ପ୍ରଧାନମନ୍ତ୍ରୀ ଦେଲେ ୬୦୦ ଡଲାର ଜରିମାନା

ବୁକାରେଷ୍ଟ୍‌,୩୧।୫: କରୋନା ମହାମାରୀ ସଂକ୍ରମଣ ସଙ୍କଟ ସମୟରେ ସାମାଜିକ ଦୂରତା ବଜାୟ ରଖିବା ପାଇଁ ପୃଥିବୀର ବିଭିନ୍ନ ଦେଶରେ ନିୟମ ଜାରି ହୋଇଛି। ଏହାର ଉଲ୍ଲଂଘନ କରି ରୋମାନିଆ ପ୍ରଧାନମନ୍ତ୍ରୀ ଲୁଡୋଭିକ୍‌ ଓର୍ବାନ୍‌ଙ୍କୁ ୬୦୦ ଡଲାର ଜରିମାନା ଦେବାକୁ ପଡ଼ିଛି। ସ୍ଥାନୀୟ…

ନିଜ ହାତ ତିଆରି ସିଙ୍ଗଡା ମୋଦିଙ୍କ ସହ ଶେୟାର କରିବାକୁ ଚାହିଁଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ/କାନବେରା,୩୧।୫: ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ ମୋରିଶନ ରବିବାର ସିଙ୍ଗଡାର ସହ ଏକ ଫଟୋ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି। ଏହି ସିଙ୍ଗଡାକୁ ସେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଶେୟାର କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଆମ୍ବ ଚଟଣି ସହ…

ପ୍ରଦର୍ଶନକାରୀଙ୍କୁ ଟ୍ରମ୍ପ୍‌ଙ୍କ ଚେତାବନୀ: ଆମ ପାଖରେ ରହିଛି ଭୟଙ୍କର କୁକୁର ସହିତ ମାରଣାସ୍ତ୍ର

ଓ୍ବାଶିଂଟନ,୩୧।୫: କରୋନା ମହାମାରୀ ସଙ୍କଟ ସମୟରେ ଆମେରିକାରେ ଜଣେ ଅଣ-ଶ୍ୱେତାଙ୍ଗଙ୍କ ମୃତ୍ୟୁ ନେଇ ପ୍ରଦର୍ଶନ ଜାରି ରହିଛି। ମିନେସୋଟା ରାଜ୍ୟର ମିନେପୋଲିସ ସହରରେ ପୋଲିସ ହେପାଜତରେ ଅଣ-ଶ୍ୱେତାଙ୍ଗ ଜର୍ଜ ଫ୍ଲୋୟର୍ଡଙ୍କ ମୃତ୍ୟୁ ନେଇ ଲୋକଙ୍କ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ସୁରକ୍ଷା…

ଜି-୭ ସମ୍ମିଳନୀ ସ୍ଥଗିତ: ପ୍ରଥମେ ଭାରତକୁ ନିମନ୍ତ୍ରଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୩୧।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶନିବାର ସୂଚନା ଦେଇଛନ୍ତି କି ଜି-୭ ସମ୍ମିଳନୀ ସେପ୍ଟେମ୍ବର ପର୍ଯ୍ୟନ୍ତ ସ୍ଥଗିତ ରଖାଗଲା। ତେବେ ଏହା ପୂର୍ବରୁ ସେ ଭାରତ, ଅଷ୍ଟ୍ରେଲିଆ, ରୁଷିଆ ଓ ଦକ୍ଷିଣ କୋରିଆକୁ ସମ୍ମିଳନୀରେ ଯୋଗ ଦେବାକୁ ନିମନ୍ତ୍ରଣ କରିବେ…

ବେଲଜିୟମ୍‌ ରାଜକୁମାର କରୋନା ପଜିଟିଭ୍‌

ବ୍ରସେଲ୍ସ୍‌,୩୧।୫: ବେଲଜିୟମ୍‌ର ରାଜକୁମାର ଜୋଆକିମ୍‌ଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେ ମେ ୨୬ରେ ଇଟର୍ନଶିପ୍‌ ପାଇଁ ଫ୍ରାନ୍ସ୍‌ ଯାତ୍ରା କରିଥିଲେ। ଏହାର ଦୁଇଦିନ ପରେ ସେ କୋରଡବା ସହରରେ ଏକ ପାର୍ଟିରେ ଯୋଗ ଦେଇଥିଲେ। ପରେ ଜୋଆକିମ୍‌ଙ୍କଠାରେ…

ଚାଇନା ବିରୋଧରେ ଅଭୂତପୂର୍ବ କାର୍ଯ୍ୟାନୁଷ୍ଠାନ ଘୋଷଣା କଲେ ଟ୍ରମ୍ପ

ଓ୍ବାଶିଂଟନ,୩୦।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବେଜିଂ ଉପରେ ଶୁକ୍ରବାର ଏକ ଅପ୍ରତ୍ୟାଶିତ ଆକ୍ରମଣ କରିଛନ୍ତି। ଗୁପ୍ତଚରଠାରୁ ନେଇ ହଂକଂର ସ୍ବାଧିନତା ଉଲ୍ଲଂଘନ ପର୍ଯ୍ୟନ୍ତ ସବୁକଥା ଉଠାଇ ଟ୍ରମ୍ପ ପ୍ରତିଶୋଧ ପରାୟଣ ପଦକ୍ଷେପ ନେବାକୁ କରିଛନ୍ତି ଘୋଷଣା । ଏବେ ଏହା…

କରୋନା ସଂକ୍ରମଣରେ ଏଠି ହୋଇନାହିଁ ଜଣଙ୍କର ବି ମୃତ୍ୟୁ

ଇନୋଇ,୩୦।୫: କରୋନା ଭାଇରସ ସଂକ୍ରମଣକୁ ନେଇ ଏବେ ସାରା ବିଶ୍ୱ ଚିନ୍ତିତ। ଆମେରିକା ଭଳି ବିକାଶଶୀଳ ଦେଶରେ ବି ପ୍ରତିଦିନ ହଜାର ହଜାର ଲୋକ କରୋନାରେ ସଂକ୍ରମିତ ହେଉଥିବା ବେଳେ ଶହଶହ ଲୋକଙ୍କ ମୃତ୍ୟୁ ହେଉଛି। ହେଲେ ଚାଇନା ସୀମାକୁ ଲାଗି…

ଡବ୍ଲ୍ୟୁଏଚ୍‌ଓ ସହିତ ସମସ୍ତ ସମ୍ପର୍କ ଛିନ୍ନ କଲା ଆମେରିକା

ଓ୍ବାଶିଂଟନ,୩୦।୫: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ସହିତ ଆମେରିକା ସମସ୍ତ ସମ୍ପର୍କ ଛିନ୍ନ କରିଛି। ଏନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ଘୋଷଣା କରିଛନ୍ତି। ଡବ୍ଲ୍ୟୁଏଚ୍‌ଓ ଚାଇନା ଦ୍ୱାରା ନିୟନ୍ତ୍ରିତ ହେଉଛି ବୋଲି ସେ ଅଭିଯୋଗ କରିଛନ୍ତି। ଏହା ସହିତ ଚାଇନା ବିରୋଧରେ…

ଆତଙ୍କବାଦୀଙ୍କ ଶତ୍ରୁଙ୍କୁ ମାରିବାକୁ କରୋନାକୁ ଈଶ୍ୱର ପଠାଇଛନ୍ତି: ଆଇଏସ୍‌

ବାଗଦାଦ,୩୦।୫: ସାରା ବିଶ୍ୱ କରୋନା ଭାଇରସ କବଳରେ ପଡି ଛଟପଟ ହେଉଥିବା ବେଳେ ଏବେ ଏହାକୁ ନେଇ ଖୁସି ବ୍ୟକ୍ତ କରିଛି ଆତଙ୍କବାଦୀ ସଙ୍ଗଠନ ଇସ୍‌ଲାମିକ ଷ୍ଟେଟ(ଆଇଏସ୍‌)। ଆଇଏସ୍‌ କହିଛି ଆତଙ୍କବାଦୀଙ୍କ ଶତ୍ରୁଙ୍କୁ ମାରିବା ପାଇଁ ଭଗବାନ ପୃଥିବୀକୁ କରୋନା ଭାଇରସକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri