ହଂକଂ ସୁରକ୍ଷା ଆଇନକୁ କଡ଼ା ବିରୋଧ
ବେଜିଂ,୩୦ା୫: ଚାଇନା ପାର୍ଲାମେଣ୍ଟରେ ବେଜିଂ ସୁରକ୍ଷା ବିଲ୍ ପାସ୍ ହେବାର ଦିନକ ପରେ ଏହାକୁ କଡ଼ା ବିରୋଧ କରାଯାଇଛି। ଆମେରିକା, ବ୍ରିଟେନ, ଅଷ୍ଟ୍ରେଲିଆ ଓ କାନାଡା ଏହି ପ୍ରସ୍ତାବିତ ଆଇନ ପ୍ରତିବାଦରେ ଶୁକ୍ରବାର ଏକ ମିଳିତ ବିବୃତି ଜାରି କରିଛନ୍ତି। ହଂକଂ…
ଟ୍ରମ୍ପ୍ଙ୍କ ଟୁଇଟ୍କୁ ଉଡ଼ାଇଦେଲା ଟୁଇଟର
ଓ୍ବାଶିଂଟନ,୩୦ା୫(ପି.ଟି.): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସଦ୍ୟ ଟୁଇଟ୍କୁ ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟର ଉଡ଼ାଇଦେବା ସହ ଏହା ହିଂସା ବଢ଼ାଇବା ବିରୋଧୀ ନିୟମର ଉଲ୍ଲଂଘନ କରୁଥିବା ନେଇ ସତର୍କ କରାଇଦେଇଛି। ତୃତୀୟ ପକ୍ଷ ୟୁଜର ପୋଷ୍ଟ କରୁଥିବା ବିଷୟର…
ହିଜ୍ବୁଲ ମୁଖ୍ୟଙ୍କୁ ପାକ୍ରେ ଆକ୍ରମଣ
ଇସ୍ଲାମାବାଦ,୩୦।୫: ପାକିସ୍ତାନରେ ହିଜ୍ବୁଲ ମୁଜାହିଦ୍ଦିନ ମୁଖ୍ୟ ସୟଦ ସଲାହୁଦ୍ଦିନଙ୍କ ଉପରେ ଆକ୍ରମଣ କରାଯାଇଛି। ଏଥିରେ ସେ ଗୁରୁତର ଆହତ ହୋଇଛନ୍ତି। ପାକିସ୍ତାନ ଆଇଏସ୍ଆଇର ଯୋଜନା କ୍ରମେ ୨୫ ତାରିଖରେ ସଲାହୁଦ୍ଦିନଙ୍କ ଉପରେ ଆକ୍ରମଣ କରାଯାଇଛି। ସଲାହୁଦ୍ଦିନଙ୍କୁ ଜୀବନରେ ମାରିବା ଲାଗି ନୁହେଁ…
୬ ଫୁଟ ନୁହେଁ ୨୦ ଫୁଟ ପର୍ଯ୍ୟନ୍ତ ବ୍ୟାପିପାରେ କରୋନା
ଲସ୍ ଆଞ୍ଜେଲସ୍,୨୯।୫: କରୋନା ଭାଇରସ ସଂକ୍ରମଣ ପାଇଁ ଯେଉଁ ସାମାଜିକ ଦୂରତ୍ୱ ୬ ଫୁଟ ରଖାଯାଇଥିଲା ତାହା ପର୍ଯ୍ୟାପ୍ତ ନୁହେଁ। କାରଣ ଛିଙ୍କିଲେ ବା କାଶିଲେ ଏହି ଭୂତାଣୁ ୨୦ ଫୁଟ ପର୍ଯ୍ୟନ୍ତ ବ୍ୟାପିପାରେ ବୋଲି ଏକ ଗବେଷଣା ତଥ୍ୟରୁ ଜାଣିବାକୁ…
କରୋନାକୁ ପତ୍ନୀ ସହ ତୁଳନା କଲେ ଇଣ୍ଡୋନେସିଆ ମନ୍ତ୍ରୀ !
ଜାକର୍ତ୍ତା,୨୯।୫: କରୋନା ମହାମାରୀ ଏବେ ସାରା ବିଶ୍ୱରେ ଚିନ୍ତା ବଢାଇ ଚାଲିଥିବା ବେଳେ ଏବେ ଏଥିରୁ ମୁକ୍ତି ପାଇବାକୁ ସମସ୍ତେ ଚେଷ୍ଟା ଜାରି ରଖିଛନ୍ତି। ନିକଟରେ କରୋନା ଭାଇରସକୁ ନେଇ ଦେଇଥିବା ମନ୍ତବ୍ୟକୁ ନେଇ ଇଣ୍ଡୋସେନିଆର ସିକ୍ୟୁରିଟି ମନ୍ତ୍ରୀ ମହମ୍ମଦ ମହଫୁଦ…
ଟ୍ରମ୍ପଙ୍କ ପ୍ରସ୍ତାବକୁ ନେଇ ଚାଇନା କହିଲା ତୃତୀୟ ପକ୍ଷର ଆବଶ୍ୟକତା ନାହିଁ, ଆଲୋଚନା ମାଧ୍ୟମରେ ହେବ ସମାଧାନ
ବେଜିଂ,୨୯।୫: ଭାରତ ଓ ଚାଇନା ସୀମା ବିବାଦ ଉପରେ ମଧ୍ୟସ୍ଥତା କରିବାକୁ ଆମେରିକା ଆଗ୍ରହ ପ୍ରକାଶ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟମ୍ପ କହିଛନ୍ତି, ଯଦି ଦୁଇ ଦେଶ ଚାହିଁବେ, ତା’ହେଲେ ମୁଁ ନିଶ୍ଚିତ ସହଯୋଗ କରିବି। ଶୁକ୍ରବାର ଚାଇନା ଐହାକୁ…
ଭାରତ-ଚାଇନା ସୀମା ବିବାଦ ନେଇ ଭଲ ମୁଡ୍ରେ ନାହାନ୍ତି ମୋଦି: ଟ୍ରମ୍ପ୍
ୱାଶିଂଟନ,୨୯।୫: ଭାରତ ଓ ଚାଇନା ସୀମା ବିବାଦ ଉପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଫୋନରେ କଥା ହୋଇଛନ୍ତି। ଦୁଇ ଦେଶ ମଧ୍ୟରେ ସୃଷ୍ଟି ହୋଇଥିବା ବିବାଦକୁ ନେଇ ମୋଦିଙ୍କ ମୁଡ ଆଦୌ ଭଲ ନାହିଁ…
ନବମ ସ୍ଥାନକୁ ଉଠିଲା ଭାରତ
ଓ୍ବାଶିଂଟନ/ବ୍ରାଜିଲିଆ/ନୂଆଦିଲ୍ଲୀ,୨୯ା୫: ଦିନ ଗଡ଼ୁଛି, ସଂଖ୍ୟା ବଢ଼ୁଛି। ଅସମ୍ଭାଳ ହେଲାଣି କରୋନା ସ୍ଥିତି। ବିଶ୍ୱର ୨୧୩ ଦେଶରେ ଏବେ ରାଜୁତି କରୁଛି କରୋନା ଭୂତାଣୁ। ଗୋଟାଏ ପରେ ଗୋଟାଏ ମୁଣ୍ଡ ଗଡ଼ିବା ସହ ସଂକ୍ରମିତଙ୍କ ସଂଖ୍ୟା ଅହେତୁକ ଭାବେ ବଢ଼ିଚାଲିଛି। ବିଶ୍ୱରେ ଏବେ…
ହଂକଂ ସୁରକ୍ଷା ବିଲ୍କୁ ଚାଇନାର ମଞ୍ଜୁରୀ
ବେଜିଂ/ହଂକଂ,୨୯ା୫: ଚାଇନା ପାର୍ଲାମେଣ୍ଟ ଗୁରୁବାର ହଂକଂ ସୁରକ୍ଷା ବିଲ୍କୁ ମଞ୍ଜୁରୀ ଦେଇଛି। ବେଜିଂର କ୍ଷମତାକୁ ଦୁର୍ବଳ କରିବା ଏହି ବିବାଦୀୟ ଆଇନ ଅନୁସାରେ ଅପରାଧ ବିବେଚିତ ହେବ। ତେବେ ଅର୍ଦ୍ଧ ସ୍ବୟଂଶାସିତ ଭୂଖଣ୍ଡ ତଥା ବିଶ୍ୱ ସ୍ତରୀୟ ବ୍ୟବସାୟିକ କେନ୍ଦ୍ର ହଂକଂର…
କରୋନା ଚିକିତ୍ସା ପାଇଁ ହାଇଡ୍ରୋକ୍ସିକ୍ଲୋରୋକୁଇନ ବ୍ୟବହାର କରିବାକୁ ମନା କଲା ୟୁରୋପିୟନ ୟୁନିୟନ
ଫ୍ରାନ୍ସ,୨୮।୫: କରୋନା ଭାଇରସର ଚିକିତ୍ସା ପାଇଁ କିଛି ଦେଶ ହାଇଡ୍ରୋକ୍ସିକ୍ଲୋରୋକୁଇନ ଔଷଧ ବ୍ୟବାହର କରୁଥିବା ବେଳେ ବୁଧବାର ୟୁରୋପିୟନ ୟୁନିୟନ ଏହାକୁ ବ୍ୟାନ କରିଛନ୍ତି। ଏହାକୁ ନେଇ ଆଉ ଏକ ଗ୍ଲୋବାଲ ଟ୍ରାଏଲକୁ ମଧ୍ୟ ବନ୍ଦ କରି ଦିଆଯାଇଥିବା ଜଣାପଡିଛି। ତେବେ…
ବିଶ୍ୱରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା
ନୂଆଦିଲ୍ଲୀ/ଓ୍ବାଶିଂଟନ,୨୮।୫: ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍ଓ)ର ଚେତାବନୀ ପରେ ଏବେ ଆମେରିକା, ବ୍ରାଜିଲ, ଭାରତ ଓ କିଛି ଲାଟିନ ଆମେରିକା ଦେଶରେ କରୋନା ସଂକ୍ରମଣ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ଲକ୍ଷ୍ୟ କରାଯାଇଛି। ବୁଧବାର ସାରା ବିଶ୍ୱରେ ୧ ଲକ୍ଷ ୬…
୨୭ ଦିନରେ ଏଭରେଷ୍ଟ ଗିରିଶୃଙ୍ଗର ଉଚ୍ଚତା ମାପିଲା ଚାଇନା
ବେଜିଂ,୨୮।୫: କରୋନା ମହାମାରୀ ନେଇ ପୃଥିବୀରେ ସଙ୍କଟ ଦେଖାଦେଇଛି। ଏପରିସ୍ଥଳେ କରୋନାର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନା ପକ୍ଷରୁ ଏଭରେଷ୍ଟ ଗିରିଶୃଙ୍ଗର ଉଚ୍ଚତା ୨୭ ଦିନରେ ମାପ କରାଯାଇଛି। ତେବେ ଏହା ନେପାଳ ଦ୍ୱାରା ହୋଇଥିବା ମାପ ଠାରୁ ୩.୭ ମିଟର କମ୍…
Archives


