ଅନ୍ତର୍ଜାତୀୟ

ଉତ୍ପାତ କରୁଥିବା ୨୦୦ ମାଙ୍କଡ଼ଙ୍କ ପାଇଁ ଅଜବ ନିଷ୍ପତ୍ତି ନେଲେ ସରକାର

ଥାଇଲାଣ୍ଡରେ ଦଳେ ମାଙ୍କଡ଼ ଏଭଳି ଉତ୍ପାତ କଲେ ଯେ, ସେଠାକାର ସରକାର ଏକ ଅଜବ ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ ନିର୍ଦ୍ଦେଶ ପାଇବା ପରେ ବନ୍ୟଜନ୍ତୁଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଥିବା ବିଭାଗ ୨୦୦ରୁ ଊର୍ଦ୍ଧ୍ୱ ମାଙ୍କଡ଼ଙ୍କ ବ୍ୟକ୍ତିଗତ ଅଙ୍ଗ କାଟି ଦେଇଛି।…

ଭାରତୀୟ ଔଷଧ କମ୍ପାନୀକୁ ୧୦ କୋଟି କରୋନା ଟିକା ଯୋଗାଇବ ରୁଷିଆ

ମସ୍କୋ,୧୬।୯-କରୋନା ମୁକାବିଲା ପାଇଁ ରୁଷିଆ ଭାରତକୁ ୧୦ କୋଟି ସ୍ପୁଟନିକ-ଭି ଟିକା ଯୋଗାଇ ଦେବ। ଏହି ଟିକା ଭାରତର ଫାର୍ମା କମ୍ପାନୀ ଡକ୍ଟର ରେଡ୍ଡୀ ଲାବୋରେଟୋରିକୁ ମିଳିବ। ଏ ନେଇ ରୁଷିଆର ଡାଇରେକ୍ଟ ଇନ୍‌ଭେଷ୍ଟମେଣ୍ଟ ଫଣ୍ଡ (ଆରଡିଆଇଏଫ) ସହ ଭାରତର ଚୁକ୍ତି…

ଯୋଶିହିଡେ ସୁଗା ହେଲେ ଜାପାନର ପ୍ରଧାନମନ୍ତ୍ରୀ: ଶୁଭେଚ୍ଛା ଜଣାଇଲେ ମୋଦି

ଟୋକିଓ,୧୬।୯: ଯୋଶିହିଡେ ସୁଗା ଜାପାନର ନୂତନ ପ୍ରଧାନମନ୍ତ୍ରୀ ଭାବରେ ନିଯୁକ୍ତ ହୋଇଛନ୍ତି। ବୁଧବାର ସୁଗା ଆନୁଷ୍ଠାନିକ ଭାବେ ଜାପାନର ନୂତନ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିଲେ। ଏହାପୂର୍ବରୁ ସୋମବାର ସେ ଜାପାନର ଶାସକ ଲିବରାଲ ଡେମୋକ୍ରାଟିକ ପାର୍ଟିର ନେତା ଭାବରେ ନିର୍ବାଚିତ…

କରୋନା ଡର: କର୍ମଚାରୀ ଛିଙ୍କିବାରୁ ଅଫିସରୁ ଦୌଡ଼ି ପଳାଇଲେ ଟ୍ରମ୍ପ୍‌

ଓ୍ବାଶିଂଟନ, ୧୬।୯: କରୋନା ମହାମାରୀ ଆତଙ୍କ ସାରା ପୃଥିବୀରେ ଜାରି ରହିଛି। କେହି ଜଣେ ଛିଙ୍କିଲେ ଏବେ ସଭିଏଁ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଆଡ଼କୁ ବୁଲି ଚାହୁଁଛନ୍ତି। ସତେ ଯେପରି ବ୍ୟକ୍ତି ଜଣକ ବଡ଼ ଅପରାଧ କରିଦେଇଛନ୍ତି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌…

ପିଓକେରେ ଚାଇନା ସୈନ୍ୟ ଶିବିର

ଇସଲାମାବାଦ୍‌, ୧୫।୯: ଏଲ୍‌ଓସି ଏବଂ ଏଲ୍‌ଏସିରେ ଭାରତକୁ ହଇରାଣରେ ପକାଇବା ପାଇଁ ଚାଇନା ଏବଂ ପାକିସ୍ତାନ ଯୋଜନାବଦ୍ଧ ଭାବେ କାର୍ଯ୍ୟ ଜାରି ରଖିଛନ୍ତି। ଭାରତ ଉପରେ ନଜର ରଖିବା ଲାଗି ଚାଇନା ପାକ୍‌ ଅଧିକୃତ କଶ୍ମୀର(ପିଓକେ) ରେ ସୈନ୍ୟ ଶିବିର ନିର୍ମାଣ…

ମାସ୍କ ନ ପିନ୍ଧିଲେ ଖୋଳିବାକୁ ପଡିବ କରୋନା ସଂକ୍ରମିତ ମୃତକଙ୍କ ପାଇଁ କବର

ଜାକର୍ତ୍ତା,୧୫ ।୯: କରୋନା ସଂକ୍ରମଣ ସାରା ବିଶ୍ୱକୁ ଥରହର କରାଇ ଦେଇଥିବା ବେଳେ ଏହାକୁ ରୋକିବାକୁ ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ନିୟମମାନ ଲାଗୁ କରାଯାଇଛି । ତେବେ କରୋନା ସଂକ୍ରମଣ ରୋକିବାକୁ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ) ଓ ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ…

ବଳାତ୍କାର ଅଭିଯୁକ୍ତଙ୍କୁ ସର୍ବସାଧାରଣରେ ଫାଶୀ ଦିଆଯାଉ: ଇମ୍ରାନ ଖାନ୍‌

ଇସଲାମାବାଦ,୧୫।୯: ପାକିସ୍ତାନରେ ଜଣେ ବିଦେଶୀ ମହିଳାଙ୍କୁ ବଳାତ୍କାର ଘଟଣାକୁ ନେଇ ବିରୋଧ ଲାଗିରହିଛି। ଏହି ଘଟଣାକୁ ନେଇ ଇମ୍ରାନ ସକରକାରଙ୍କୁ ସମାଲୋଚନା କରାଯାଇଛି। ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏକ ବଡ଼ ବିବୃତ୍ତି ଦେଇ କହିଛନ୍ତି ଏହି ଘଟଣାର ଅଭିଯୁକ୍ତଙ୍କୁ ସର୍ବସାଧାରଣରେ ଫାଶୀ…

ପାକିସ୍ତାନ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ

ଇସ୍‌ଲାମାବାଦ,୧୫ ।୯: ପାକିସ୍ତାନ ବାୟୁସେନାର ଏକ ବିମାନ ମଙ୍ଗଳବାର ଦୁର୍ଘଟଣାଗ୍ରସ୍ତ ହୋଇଛି । ପାକିସ୍ତାନ ଗଣମାଧ୍ୟମର ସୂଚନା ଅନୁଯାୟୀ, ନିୟମିତ ପ୍ରଶିକ୍ଷଣ ସମୟରେ ବିମାନଟି ଆଟୋକର ପିଣ୍ଡିଘେବ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ପାଇଲଟ ସୁରକ୍ଷିତ ଭାବେ ବାହାରି ଆସିଛନ୍ତି…

ଶୁକ୍ର ଗ୍ରହରେ ଏଲିଅନ !

ଓ୍ବାଶିଂଟନ, ୧୫।୯: ଶୁକ୍ର ଗ୍ରହରେ ଜୀବନର ସନ୍ଧାନ ମିଳିଛି। ଏନେଇ ମହାକାଶ ବିଜ୍ଞାନୀ ସୂଚନା ଦେଇଛନ୍ତି। ଏଠାକାର ବାୟୁମଣ୍ଡଳରେ ଫସଫିନ୍‌ ଗ୍ୟାସ୍‌ର ଆସ୍ତରଣ ଥିବା ଜଣାପଡ଼ିଛି। ହୁଏତ ଏଠାକାର ବାୟୁମଣ୍ଡଳରେ ଏଲିଅନ ବାସ କରୁଥାଇ ପାରନ୍ତି ବୋଲି ମହାକାଶ ବିଜ୍ଞାନୀ ଆଶା…

ଜଳବାୟୁ ପରିବର୍ତ୍ତନକୁ ନେଇ ତଥ୍ୟ ଦେଇପାରିବ ନାହିଁ ବିଜ୍ଞାନ: ଟ୍ରମ୍ପ

ୱାଶିଂଟନ,୧୫ ।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବେଳେ ବେଳେ ତାଙ୍କ ବୟାନକୁ ନେଇ ଆସିଥାଆନ୍ତି ଚର୍ଚ୍ଚାକୁ । ଏଥର ବି ଏମିତି ଏକ ବୟାନ ତାଙ୍କ ପୁଣିଥରେ ଚର୍ଚ୍ଚାକୁ ନେଇ ଆସିଛି । ଜଳବାୟୁ ପରିବର୍ତ୍ତନକୁ ନେଇ ଏବେ ସେ…

ସୁଗା ହେବେ ଜାପାନ ପ୍ରଧାନମନ୍ତ୍ରୀ

ଟୋକିଓ,୧୪।୯-ଜାପାନର ସର୍ବାଧିକ କାଳ ମୁଖ୍ୟ କ୍ୟାବେନେଟ ସଚିବ ରହି ଆସିଥିବା ୟୋଶିହିଡେ ସୁଗା ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ସୋମବାର ଶାସକ ଲିବେରାଲ ଡେମୋକ୍ରାଟିକ ପାର୍ଟିର(ଏଲଡିପି)ର ସଭାପତି ନିର୍ବାଚିତ ହେବା ପରେ ସେ ସିଞ୍ଜୋ ଆବେଙ୍କ ସ୍ଥାନରେ ସେପ୍ଟେମ୍ବର ୧୬ରେ…

କରୋନା ଭାଇରସକୁ ନେଇ ଟ୍ରମ୍ପଙ୍କ କାମକୁ ପ୍ରଶଂସା କରିଛନ୍ତି ମୋଦି!

ୱାଶିଂଟନ,୧୪ ।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ସେ କରୋନା ଭାଇରସକୁ ନେଇ ଯେଉଁସବୁ କାମ କରିଛନ୍ତି ତାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁବ୍ ପ୍ରଶଂସା କରିଛନ୍ତି । ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଖେଇ ଆସୁଥିବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri