ଅନ୍ତର୍ଜାତୀୟ

୨୦ ବର୍ଷରେ ଚାଇନାରୁ ଆରମ୍ଭ ହୋଇଛି ୫ ପ୍ରକାର ଭୂତାଣୁ ସଂକ୍ରମଣ: ଏହାର ସମାଧାନ ଜରୁରୀ, କହିଲା ଆମେରିକା

ଓ୍ବାଶିଂଟନ,୧୩।୫: ଗତ ୨୦ ବର୍ଷ ମଧ୍ୟରେ ଚାଇନାରୁ ୫ ପ୍ରକାର ଭୂତାଣୁ ସଂକ୍ରମଣ ହୋଇଛି। ଏସବୁ ଦ୍ୱାରା ପୃଥିବୀ ଉପରେ ସଙ୍କଟ ଦେଖାଦେଇଛି। ଏଭଳି ସଂକ୍ରମଣର ସମାଧାନ ଜରୁରୀ ବୋଲି ଆମେରିକା କହିଛି। ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା ରବର୍ଟ ଓ…

କରୋନାକୁ ପରାସ୍ତ କଲେ ୧୧୩ ବର୍ଷ ବୟସ୍କା ବୃଦ୍ଧା

ମାଦ୍ରିଦ୍‌,୧୩।୫: କରୋନା ସଂକ୍ରମିତ ସଂଖ୍ୟା ଅନୁସାରେ ସ୍ପେନ୍‌ ପୃଥିବୀରେ ଦ୍ୱିତୀୟ ସ୍ଥାନରେ ରହିଛି। ଏଠାରେ ୨ଲକ୍ଷ ୬୯ ହଜାର ୫୨୦ ଜଣ ସଂକ୍ରମିତ ହୋଇଥିବାବେଳେ ମୃତକଙ୍କ ସଂଖ୍ୟା ୨୬ ହଜାର ୯୨୦ ରହିଛି। ସ୍ପେନ୍‌ର ଜଣେ ୧୩୩ ବର୍ଷ ବୟସ୍କା ବୃଦ୍ଧା…

କରୋନା ପ୍ରତିଷେଧକ ଟୀକା: ୪୦୦ ଗବେଷକ ଦିନରାତି କରୁଛନ୍ତି ଗବେଷଣା, ୮୦୦ କୋଟି ଡଲାର ଅନୁଦାନ ଦେଇଛନ୍ତି ୪୦ ଦେଶ

ଜେନେଭା,୧୩।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଅଚଳାବସ୍ଥା ଦେଖାଦେଇଛି। ସଂକ୍ରମଣ ରୋକିବା ଏବଂ ପ୍ରତିଷେଧକ ଟୀକା ପ୍ରସ୍ତୁତି ପାଇଁ ୪୦୦ ଗବେଷକ ଦିନରାତି ଗବେଷଣା କରୁଛନ୍ତି। ଏଥିରେ ୧୦୦ଟି ସଂସ୍ଥା କାମ କରୁଛି। ଗବେଷଣା ଜାରି ରଖିବା ପାଇଁ ପୃଥିବୀର ୪୦ଟି…

କରୋନା ମୃତ୍ୟୁ ସଂଖ୍ୟା: ଇଟାଲିକୁ ଟପିଲା ବ୍ରିଟେନ୍‌

ଲଣ୍ଡନ,୧୩।୫: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ପୃଥିବୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୩ ଲକ୍ଷ ୪୨ ହଜାର ୬୮୫ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୨ ଲକ୍ଷ ୯୨ ହଜାର ୮୯୩ ଛୁଇଁଛି। ୧୬ ଲକ୍ଷ ୨…

କମିଛି ଆଣ୍ଟିବାୟୋଟିକ ବ୍ୟବହାର

ଲଣ୍ଡନ,୧୩।୫: କରୋନା ରୋଗୀଙ୍କ ଚିକିତ୍ସା ପାଇଁ ଏ ପର୍ଯ୍ୟନ୍ତ କୌଣସି ସଫଳ ଔଷଧ ବାହାରି ନ ଥିବାରୁ ସଂକ୍ରମଣ ରୋକିବାକୁ ସ୍ବଚ୍ଛତାକୁ ଗୁରୁତ୍ୱ ଦିଆଯାଉଛି। ଅଧିକାଂଶ ଲୋକେ ଏବେ ନିଜକୁ ସଫାସୁତୁରା ରଖିବାକୁ ବାରମ୍ବାର ହାତ ଧୋଇବା, ପରିବେଶ ପରିମଳ ରଖିବା,…

ଉହାନ୍‌ରେ ହେବ ସମସ୍ତଙ୍କ କରୋନା ଟେଷ୍ଟ

ଉହାନ୍‌, ୧୩ା୫: ମହାମାରୀ କରୋନା ଏବେ ବିଶ୍ୱବାସୀଙ୍କୁ ଆତଙ୍କିତ କରି ରଖିଛି। ଚାଇନାରେ ଏହି ଭୂତାଣୁ କିଛିଟା ନିୟନ୍ତ୍ରଣକୁ ଆସିଥିଲେ ହେଁ ସମ୍ପୂର୍ଣ୍ଣ ଭାବେ ଏହାକୁ ଦୂର କରାଯାଇ ପାରିନାହିଁ। ଉହାନ୍‌ ସହରରେ କିଛି ସପ୍ତାହ ପରେ ପୁଣି ଏହି ଭୂତାଣୁ…

ରୁଷିଆରେ ଭୟଙ୍କର ସ୍ଥିତି

ଓ୍ବାଶିଂଟନ/ ମସ୍କୋ/ ଲଣ୍ଡନ, ୧୩ା୫: ପ୍ରାଣଘାତୀ କରୋନା ଭୂତାଣୁ ବିଶ୍ୱକୁ ଆତଙ୍କିତ କରି ରଖିଛି। ଏହି ମହାମାରୀ ଯୋଗୁ ବିଶ୍ୱରେ ୪୨.୯୭ ଲକ୍ଷ ଲୋକ ଭୂତାଣୁ ଆକ୍ରାନ୍ତ ହୋଇଥିବା ବେଳେ ୨.୮୯ ଲକ୍ଷରୁ ଅଧିକ ଲୋକ ପ୍ରାଣ ହରାଇଲେଣି। ମଙ୍ଗଳବାର ୪୫…

ଖୋଲିଲା ଡିଜ୍‌ନି ଲ୍ୟାଣ୍ଡ

ସାଙ୍ଘାଇ: କରୋନା ଭାଇରସ୍‌ ବିଶ୍ୱବାସୀଙ୍କ ନିଦ ହଜାଇ ଦେଇଥିବା ବେଳେ ଚାଇନାରେ ଏହାର ପ୍ରଭାବ ଏବେ କିଛି କମିଛି। ଲକ୍‌ଡାଉନ୍‌ ଯୋଗୁ ଦୀର୍ଘଦିନ ଧରି ବନ୍ଦ ରହିଥିବା ଚାଇନାର ସାଙ୍ଘାଇ ଡିଜ୍‌ନି ଲ୍ୟାଣ୍ଡ ପାର୍କ ପୁଣି ଥରେ ଖୋଲିଛି। ମନୋରଞ୍ଜନର ଏକ…

ଉହାନକୁ ଫେରିଲା କରୋନା !

ବେଜିଂ,୧୨।୫: ଚାଇନାରେ କରୋନା ସଂକ୍ରମଣ ପୁଣିଥରେ ଚିନ୍ତା ବଢାଇଛି। ରୁଷ ସମୀପରେ ଅବସ୍ଥିତ ଶୁଲାନ ସହରରେ କରୋନା ପଜିଟିଭ ମିଳିବା ପରେ ଏହି ସହରକୁ ଲକ୍‌ଡାଉନ ଘୋଷଣା କରାଯାଇଛି। ଏବେ କିନ୍ତୁ ଗ୍ରାଉଣ୍ଡ ଜିରୋ ଉହାନରେ ପ୍ରାୟ ୩୦ ଦିନ ପରେ…

ହଜାର ହଜାର ଲୋକଙ୍କ ମୃତ୍ୟୁ ପାଇଁ ଦାୟୀ ଟ୍ରମ୍ପ୍‌: ନିର୍ବାଚନରେ ନିଜ ସ୍ବାର୍ଥ ହାସଲକୁ ଦେଉଛନ୍ତି ଗୁରୁତ୍ୱ

ଓ୍ବାଶିଂଟନ,୧୨।୫: କରୋନା ସଂକ୍ରମଣ ଯୋଗୁ ଆମେରିକାରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ ଦାର୍ଶନିକ ନୋଆମ୍‌ ଚୋମ୍‌ସ୍କେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଛନ୍ତି। ନୋଆମ୍‌ କହିଛନ୍ତି ଦେଶରେ କରୋନା ଯୋଗୁ ଘଟିଥିବା ହଜାର ହଜାର ଲୋକଙ୍କ ମୃତ୍ୟୁ…

କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଭାରତୀୟ ଅଧିକ ସଚେତନ

ଓ୍ବାଶିଂଟନ,୧୨।୫: ସାରା ପୃଥିବୀରେ କରୋନା ସଂକ୍ରମଣ ନେଇ ସଙ୍କଟ ଦେଖାଦେଇଛି। ସାମାଜିକ ଦୂରତା ବଜାୟ ରଖିବା ଏବଂ ଅନ୍ୟ କେତେକ ସଚେତନତା ପାଳନ କରିବା ଦ୍ୱାରା ଏଥିରୁ ଦୂରେଇ ରହିବା ସହଜ ହୋଇଥାଏ। ଏକ୍ଷେତ୍ରରେ ପୃଥିବୀର ଅନ୍ୟ ଦେଶର ଲୋକଙ୍କ ତୁଳନାରେ…

ଆମେରିକାରେ ଖାଦ୍ୟ ସଙ୍କଟ: କରୋନା ସଂକ୍ରମଣ ଯୋଗୁ କୋଟିଏ ୭୦ ଲକ୍ଷ ଭୋକିଲା

ଓ୍ବାଶିଂଟନ,୧୨।୫: କରୋନା ସଂକ୍ରମଣ ଯୋଗୁ ଆମେରିକାରେ ଅଚଳାବସ୍ଥା ଦେଖାଦେଇଛି। ଦେଶର ଆର୍ଥିକ ସ୍ଥିତି ଖରାପ ହେବାକୁ ଲାଗିଛି। ସେହିପରି ଲକ୍‌ଡାଉନ୍‌ ଯୋଗୁ ବେରୋଜଗାର ହୋଇ ଲୋକେ ଖାଦ୍ୟ ଅଭାବରୁ ଭୋକିଲା ରହୁଛନ୍ତି। ଗତ ୨ ମାସ ଧରି ଏଠାରେ ଖାଦ୍ୟ ସଙ୍କଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri