ଅନ୍ତର୍ଜାତୀୟ

ଟ୍ରମ୍ପ ବୁଝନ୍ତି ନାହିଁ ରାଷ୍ଟ୍ରପତି ପଦର ଅର୍ଥ: କମଳା-ବିଡେନ

ଓ୍ବାଶିଂଟନ,୨୯।୮: ଆମେରିକାରେ ଆସନ୍ତା ନଭେମ୍ବରରେ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ହେବାକୁ ଥିବା ବେଳେ ଡେମୋକ୍ରାଟିକ ଓ ରିପବ୍ଲିକ ପାର୍ଟିର ପ୍ରାର୍ଥୀ ଜଣେ ଅନ୍ୟ ଜଣଙ୍କୁ ଟାର୍ଗେଟ କରିଛନ୍ତି। ଡେମୋକ୍ରାଟିକ ପାର୍ଟିର ପ୍ରାର୍ଥୀଜୋ ବିଡେନ ଓ କମଳା ହାରିସ…

ରେମଡେସିଭିରକୁ ମିଳିଲା ମଞ୍ଜୁରୀ

ଓ୍ବାଶିଂଟନ,୨୯।୮: ଆମେରିକାରେ କରୋନା ସଂକ୍ରମଣ ବେଳକୁ ବେଳ ବଢି ଚାଲିଥିବା ବେଳେ ଏହାର ଚିକିତ୍ସା ଲାଗି ଏବେ ଆଣ୍ଟିଭାଇରାଲ ଡ୍ରଗ ରେମଡେସିଭିରକୁ ମଞ୍ଜୁରୀ ମିଳିଥିବା ଜଣାପଡିଛି। ଏବେ ଆମେରିକାର ହସ୍ପିଟାଲରେ ଚିକିତ୍ସିତ ହେଉଥିବା କରୋନା ସଂକ୍ରମିତଙ୍କୁ ଏହି ଔଷଧ ଦିଆଯାଇ ପାରିବ।…

ଡିସେମ୍ବର ସୁଦ୍ଧା ଆମେରିକାରେ କରୋନା ମୃତ୍ୟୁ ସଂଖ୍ୟା ୩ ଲକ୍ଷ ଅତିକ୍ରମ କରିବ!

ଓ୍ବାଶିଂଟନ,୨୯।୮: କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଅସ୍ତବ୍ୟସ୍ତ କରିଥିବା ବେଳେ ସବୁଠାରୁ ଶକ୍ତିଶାଳୀ ଦେଶ ଆମେରିକା ଏହା କବଳରେ ପଡି ଏକ ପ୍ରକାର ଛଟପଟ ହେଉଛି କହିଲେ ଚଳେ। ଦିନକୁ ଦିନ ସେଠାରେ କରୋନା ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା…

କମଲା ରାଷ୍ଟ୍ରପତି ପଦ ପାଇଁ ଯୋଗ୍ୟ ନୁହେଁ, ଇଭାଙ୍କା ତାଙ୍କଠାରୁ ଭଲ: ଟ୍ରମ୍ପ

ଓ୍ବାଶିଂଟନ,୨୯।୮: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଖେଇ ଆସୁଥିବା ବେଳେ ଏବେ ଏହାର ପ୍ରଚାର କର୍ଯ୍ୟରେ ବ୍ୟସ୍ତ ହୋଇ ଗଲେଣି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଏବେ ସେ ତାଙ୍କ ପ୍ରତିଦ୍ୱନ୍ଦି ତଥା ମୂଳ ଭାରତୀୟ ସିନେଟର କମଲା ହାରିସଙ୍କୁ ଟାର୍ଗେଟ କରିଛନ୍ତି। ଟ୍ରମ୍ପ…

ମଣିଷ ମନର କଥା ଏବେ ସହଜରେ ଜାଣିହେବ: ରହିବନି କିଛି ଲୁଚାଛପା…

ଓ୍ବାଶିଂଟନ, ୨୯।୮: ଏଣିକି ମଣିଷର ମସ୍ତିଷ୍କ ପଢ଼ିହେବ। ମଣିଷ ଯାହା ଚିନ୍ତା କରୁଛି ତାହା ଏବେ ସହଜରେ ଜାଣି ହେବ। ଏଲନ୍‌ ମସ୍କ୍‌ଙ୍କ କମ୍ପାନୀ ନ୍ୟୁରୋଲିଙ୍କ୍‌ ପକ୍ଷରୁ ଗତ କିଛି ବର୍ଷ ଧରି ଏନେଇ ନାନା ପରୀକ୍ଷା ନିରୀକ୍ଷା ଜାରି ରହିଥିଲା।…

ରାଜରାସ୍ତାରେ ପରୀକ୍ଷଣ ହେଲା ଉଡ଼ନ୍ତା କାର

ଟୋକିଓ, ୨୯।୮: ଗତ ୧୦ ବର୍ଷ ଧରି ଜାରି ରହିଥିବା ପରୀକ୍ଷାର ଅନ୍ତ ଘଟିଛି। ରାଜରାସ୍ତାରେ ଉଡ଼ନ୍ତା କାରର ପରୀକ୍ଷା ଏବେ ଶେଷ ହୋଇଛି। ଜାପାନର ସ୍କାଏ ଡ୍ରାଇଭ୍‌ ଇଣ୍ଟରନ୍ୟାଶନାଲ୍‌ କମ୍ପାନୀ ପକ୍ଷରୁ ଉଡ଼ନ୍ତା କାର ପରୀକ୍ଷା ସଫଳତାର ସହିତ କରାଯାଇଛି।…

ଘରେ ବସି ମାସକୁ ଦରମା ଲକ୍ଷେ: ୩ ବର୍ଷରେ ମିଳିବ ୩୮ ଲକ୍ଷ

ବର୍ଲିନ୍‌, ୨୯।୮: କରୋନା ମହାମାରୀ ସମୟରେ ପୁଣି ଘରେ ବସି ମାସକୁ ଲକ୍ଷେ ଟଙ୍କା ଦରମା ମିଳିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ତେବେ ଏହା ସତ୍ୟ। ଜର୍ମାନୀରେ ଏକ ଦାତବ୍ୟ ଅନୁଷ୍ଠାନ ମାଇନ୍‌ ଗ୍ରୁଣ୍ଡ୍‌ଆଇନ୍‌କମନ୍‌ (ମାଇଁ ବେସିକ୍‌…

ଏହି ପ୍ରସିଦ୍ଧ ଅଭିନେତାଙ୍କ ପରଲୋକ…

ଲସ୍‌ ଏଞ୍ଜେଲସ୍‌ , ୨୯।୮: ହଲିଉଡ୍‌ ଫିଲ୍ମ ‘ବ୍ଲାକ୍‌ ପାନ୍ଥର’ରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିବା ଚାଦ୍‌ଓ୍ବିକ୍‌ ବୋସ୍‌ମ୍ୟାନ୍‌ଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୪୩ ବର୍ଷ ହୋଇଥିଲା। ସେ ଦୀର୍ଘ ୪ ବର୍ଷ ଧରି ଅନ୍ତଃନଳୀ କର୍କଟ ରୋଗରେ…

‘ଜଳବାୟୁ ପରିବର୍ତ୍ତନରେ ଭାରତ ସୁପରପାଓ୍ବାର ହୋଇପାରିବ’

ନୂଆଦିଲ୍ଲୀ/ନୁୟର୍କ, ୨୯ା୮: ଆଗାମୀ ଦିନରେ ଭାରତ ଜଳବାୟୁ ପରିବର୍ତ୍ତନ କ୍ଷେତ୍ରରେ ସୁପର ପାଓ୍ବାର ହୋଇପାରିବ ବୋଲି ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ ଶୁକ୍ରବାର କହିଛନ୍ତି। ଏଥିଲାଗି ଜୀବାଶ୍ମ ଇନ୍ଧନକୁ ଛାଡ଼ି ସ୍ବଚ୍ଛତା, ସୌରଶକ୍ତି ଉପରେ ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛିି। ନ୍ୟୁୟର୍କରେ…

ଦ୍ୱିତୀୟ ପାଳି ପାଇଁ ଟ୍ରମ୍ପ୍‌ ପ୍ରସ୍ତୁତ

ଓ୍ବାଶିଂଟନ,୨୯ା୮: ଆମେରିକା ରାଷ୍ଟ୍ରପତି ନିର୍ବାଚନକୁ ଆଉ ୩ ମାସ ବାକି ଥିବାବେଳେ ଉଭୟ ଶାସକ ରିପବ୍ଲିକାନ୍‌ ଓ ବିରୋଧୀ ଡେମୋକ୍ରାଟିକ୍‌ ପାର୍ଟି ପକ୍ଷରୁ ପ୍ରଚାର ଅଭିଯାନକୁ ଜୋର୍‌ଦାର କରାଯାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଦ୍ୱିତୀୟ ପାଳି ପାଇଁ ଗୁରୁବାର ରିପବ୍ଲିକାନ୍‌ ପାର୍ଟିର…

ଜୁମ୍‌ ଆପ୍‌ରେ ବୈଠକ ପରେ ଶାରୀରିକ ସମ୍ପର୍କ ରଖି ଧରାପଡିଲେ ସରକାରୀ ଅଧିକାରୀ!

ମନିଲା,୨୮।୮: କରୋନା ମହାମାରୀ ପାଇଁ ଏବେ ସାରା ବିଶ୍ୱରେ ଜୁମ୍‌ ଆପ୍‌ ଖୁବ୍‌ ଲୋକପ୍ରିୟ ହୋଇଛି। ଅଫିସର ମିଟିଂ ହେଉ କି ପିଲାମାନଙ୍କର ଅନ୍‌ଲାଇନ୍‌ ପାଠପଢା। ପୁଣି କୌଣସି ବନ୍ଧୁବାନ୍ଧବଙ୍କ ସହ ଟିକେ କଥାବାର୍ତ୍ତା। ଏହାକୁ ନେଇ ଜୁମ୍‌ ଆପ୍‌ ବହୁଳ…

ଇସ୍ତଫା ଦେଲେ ଜାପାନ ପ୍ରଧାନମନ୍ତ୍ରୀ

ଟୋକିଓ,୨୮।୮: ଜାପାନ ପ୍ରଧାନମନ୍ତ୍ରୀ ସିଜୋ ଆବେ ଶୁକ୍ରବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଅସୁସ୍ଥତା କାରଣରୁ ସେ ଇସ୍ତଫା ଦେଇଥିବା ଜଣାପଡିଛି। ତାଙ୍କର ପେଟ ସମସ୍ୟା ଥିବାରୁ ଚଳିତ ମାସରେ ସେ ୨ଥର ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଏହାପରେ ତାଙ୍କ ସ୍ବାସ୍ଥ୍ୟକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri