କରୋନା ସଂକ୍ରମଣ ରହିବ ୨ ବର୍ଷ: ଆମେରିକା ରିପୋର୍ଟ
ଓ୍ବାଶିଂଟନ,୨।୫: କରୋନା ସଂକ୍ରମଣ ଆଗାମୀ ବର୍ଷେରୁ ୨ ବର୍ଷ ପର୍ଯ୍ୟନ୍ତ ରହିବ ବୋଲି ଆମେରିକା କହିଛି। ଆମେରିକାର ସେଣ୍ଟର ଫର୍ ଇନଫେକ୍ସିୟସ୍ ଡିଜିଜ୍ ରିସର୍ଚ୍ଚ ଆଣ୍ଡ୍ ପଲିସି (ସିଆଇଡିଆର୍ଏପି) ପକ୍ଷରୁ ଏନେଇ ପ୍ରକାଶିତ ଏକ ସର୍ଭେ ରିପୋର୍ଟରେ ଦର୍ଶାଯାଇଛି। ଏନେଇ ୩…
କରୋନା ଲଢ଼େଇରେ ସଫଳତା: ସଂକ୍ରମିତଙ୍କୁ ରେମ୍ଡିସିଭିର୍ ଔଷଧ ଦେଲେ ପଡୁନି ଭେଣ୍ଟିଲେଟରର ଆବଶ୍ୟକତା
ଓ୍ବାଶିଂଟନ,୨।୫: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ତେବେ କରୋନା ଲଢ଼େଇରେ ଧୀରେଧୀରେ ସଫଳତାର ଆଶା ସୃଷ୍ଟି ହେବାରେ ଲାଗିଛି। ଆମେରିକାରେ କରୋନା ସଂକ୍ରମିତଙ୍କ କ୍ଷେତ୍ରରେ ଇବୋଲା ସଂକ୍ରମଣ ରୋକିବା ପାଇଁ ବ୍ୟବହାର କରାଯାଇଥିବା ରେମ୍ଡିସିଭିର୍ ଔଷଧର ପ୍ରୟୋଗ…
ଆମେରିକାକୁ ଘାରିଛି କରୋନା ଭ୍ୟାକ୍ସିନ ଫର୍ମୁଲା ଚୋରି ହେବାର ଭୟ !
ଓ୍ବାଶିଂଟନ,୧।୫: କରୋନା ଭାଇରସ ସଂକ୍ରମଣ ଏବେ ସାରା ବିଶ୍ୱ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି। ଏବେ ଏହି ସଂକ୍ରମଣରେ ବିଶ୍ୱରେ ପାଖାପାଖି ୨ ଲକ୍ଷ ୩୩ ହଜାର ଲୋକଙ୍କ ଜୀବନ ଗଲାଣି। ଏହାର କାରଣ ହେଉଛି କରୋନା ମହାମାରୀର ଚିକିତ୍ସା ପାଇଁ…
କରୋନା ସଙ୍କଟ: ସ୍ବଦେଶକୁ ଫେରିବା ପାଇଁ ୩୨ହଜାର ଭାରତୀୟ ୟୁଏଇରେ କଲେ ରେଜିଷ୍ଟ୍ରେଶନ
ଆବୁଧାବି,୧।୫: କରୋନା ଭାଇରସ୍ ମହାସଙ୍କଟ କେବଳ ଭାରତ ନୁହେଁ ବରଂ ବିଶ୍ୱର ବିଭିନ୍ନ ଦେଶରେ ଦେଖିବାକୁ ମିଳିଛି। ଅନ୍ୟ ଦେଶକୁ ରୋଜଗାର ବା ଅନ୍ୟ କାର୍ଯ୍ୟ ପାଇଁ ଯାଇଥିବା ଲୋକମାନେ ଏହି ସଙ୍କଟ ଯୋଗୁ ସେଠାରେ ଫସିରହିଛନ୍ତି। ସେମାନଙ୍କୁ ଫେରାଇବା ଆଣିବା…
ଆମେରିକା: କରୋନା ସଂକ୍ରମଣରେ ୬୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ
ଓ୍ବାଶିଂଟନ,୧।୫: କରୋନା କବଳରେ ଆମେରିକା। ସେଠାରେ ପ୍ରତି ୨୪ ଘଣ୍ଟାରେ ଏବେବି ୨ ହଜାରରୁ ଊଦ୍ଧ୍ୱର୍ର୍ ଲୋକଙ୍କ ମୃତ୍ୟୁ ସରକାରଙ୍କ ଚିନ୍ତାକୁ ଦ୍ୱିଗୁଣିତ କରିଛନ୍ତି। ଗୁରୁବାର ସୁଦ୍ଧା ସେଠାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୦୬୯,୫୩୪ ଥିବା ବେଳେ ମୃତକଙ୍କ ସଂଖ୍ୟା ୬୩,୦୦୧ରେ…
କରୋନା ଭାଇରସ୍ରେ ସଂକ୍ରମିତ ରୁଷ ପ୍ରଧାନମନ୍ତ୍ରୀ: ଆଶୁ ଆରୋଗ୍ୟ କାମନା କଲେ ମୋଦି
ମସ୍କୋ/ନୂଆଦିଲ୍ଲୀ,୧।୫: ସାରା ବିଶ୍ୱରେ କରୋନା ଭାଇରସ୍ ସଂକ୍ରମଣ ଯୋଗୁ ୨ଲକ୍ଷ ୨୮ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ଏଥିରେ ୩୨ଲକ୍ଷରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଧନୀ କି ଗରିବ, ଛୋଟ କିମ୍ବା ବୃଦ୍ଧ କେହି ଏହା କବଳରୁ ବର୍ତ୍ତି…
ଚାଇନା ଆଣୁଛି ଡିଜିଟାଲ କରେନ୍ସି : ୪ ସହରରେ ଲାଗୁ ହେବ ଇ-ଆର୍ଏମ୍ବି
ନୂଆଦିଲ୍ଲୀ,୧।୫: ଚାଇନା ଏହାର ସରକାରୀ ଡିଜିଟାଲ କରେନ୍ସି ଇ-ଆର୍ଏମ୍ବିକୁ ପରିକ୍ଷଣ ଭିତ୍ତିରେ ଲାଗୁ କରିବାକୁ ଯାଉଛି। ଆସନ୍ତା ସପ୍ତାହରେ ଚାଇନାର ୪ ପ୍ରମୁଖ ସହରରେ ଏହି କରେନ୍ସି ଲାଗୁ ହେବ ବୋଲି ସେଠାକାର ଏକ ଗଣମାଧ୍ୟମରେ ପ୍ରକାଶ ପାଇଛି। ଚାଇନା କେନ୍ଦ୍ରୀୟ…
ଲକ୍ଡାଉନ ଯୋଗୁ ୭୦ଲକ୍ଷ ଅନିଚ୍ଛାକୃତ ଗର୍ଭଧାରଣ ସମ୍ଭବ !
ଓ୍ବାଶିଂଟନ,୧।୫: କରୋନା ଭାଇରସ ସଂକ୍ରମଣକୁ ନେଇ ସାରା ବିଶ୍ୱରେ ଲକ୍ଡାଉନ୍ ଚାଲିଥିବା ବେଳେ ଏହା ଯଦିଓ ପ୍ରକୃତି ଉପରେ ଭଲ ପ୍ରଭାବ ପକାଇଛି, ଅନ୍ୟ ଦିଗରେ ଏହାର କିଛି ଖରାପ ପ୍ରଭାବ ମଧ୍ୟ ପଡିବ ବୋଲି କୁହାଯାଉଛି। ଜାତିସଙ୍ଘ ଜନସଂଖ୍ୟା କୋଷ(ୟୁଏନ୍ଏପ୍ପିଏ)ର…
ମାଲଦିଭିସରେ ପ୍ରଥମ କରୋନା ଜନିତ ମୃତ୍ୟୁ
ମାଲେ,୩୦।୪: କରୋନା ଭାଇରସ ସଂକ୍ରମଣରେ ସାରା ବିଶ୍ୱରେ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ଅତିକ୍ରମ କରିଥିବା ବେଳେ ଗୁରୁବାର ମାଲଦିଭିସରେ ପ୍ରଥମ କରୋନା ଜନିତ ମୃତ୍ୟୁ ହୋଇଥିବା ଖବର ମିଳିଛି। ସ୍ପୁଟନିକ ରିପୋର୍ଟ ଅନୁଯାୟୀ, ମାଲଦିଭିସର ସ୍ବାସ୍ଥ୍ୟମନ୍ତ୍ରୀ ଅବଦୁଲ୍ଲା ଅମିନ କହିଛନ୍ତି…
ସମସ୍ତଙ୍କୁ ସଂକ୍ରମିତ କରିଦିଅ: କରୋନାରୁ ମୁକ୍ତି ପାଇଁ ‘ହର୍ଡ ଇମ୍ୟୁନିଟି’ ପ୍ଲାନ୍-ବି ଉପରେ ଚର୍ଚ୍ଚା ଜାରି !
ଓ୍ବାଶିଂଟନ,୩୦।୪: ସାରା ପୃଥିବୀରେ କରୋନା ସଂକ୍ରମିତ ତଥା ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବହୁ ଦେଶରେ ସୁରକ୍ଷାକୁ ଦୃଷ୍ଟିରେ ରଖି ଲକ୍ଡାଉନ୍ ଜାରି ରହିଛି। ସାମାଜିକ ଦୂରତା ଅବଲମ୍ବନ ପାଇଁ ଗୁରୁତ୍ୱାରୋପ କରାଯାଉଛି। ଲକ୍ଡାଉନ୍ ଉଠାଇ ନିଆଗଲେ ସାମାଜିକ ଦୂରତା ବଜାୟ…
ଗୋଟିଏ ଏଫ୍-୩୫ ଯୁଦ୍ଧ ବିମାନ ବଦଳରେ କିଣାଯାଇ ପାରିବ ୩୨୪୪ ଆଇସିୟୁ ଶଯ୍ୟା: ଭାରତର ପ୍ରତିରକ୍ଷା ଖର୍ଚ୍ଚ ୫.୪ ଲକ୍ଷ କୋଟି
ଷ୍ଟକ୍ହୋମ୍,୩୦।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ବହୁ ଦେଶରେ ସଂକ୍ରମିତଙ୍କୁ ଉପଯୁକ୍ତ ଚିକିତ୍ସା ମିଳିବା ସମ୍ଭବ ହୋଇପାରୁ ନାହିଁ। ଫଳରେ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଆବଶ୍ୟକ ଚିକିତ୍ସା ସେବା ତଥା ଆଇସିୟୁ ସୁବିଧା…
କରୋନା ଯୋଗୁ ରୋଜଗାର ହରାଇବେ ୧୬୦ କୋଟି: ଆଇଏଲ୍ଓ
ଜେନେଭା,୩୦।୪: କରୋନା ସଂକ୍ରମଣର ପ୍ରଭାବ ଯୋଗୁ ପୃଥିବୀର ଅର୍ଥ ବ୍ୟବସ୍ଥା ସଙ୍କଟରେ ପଡ଼ିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ବହୁ ଦେଶରେ ଲକ୍ଡାଉନ୍ ଜାରି ରହିଛି। ଏହାଦ୍ୱାରା ଆଗାମୀ ଦିନରେ ଅଣସଂଗଠିତ କ୍ଷେତ୍ରରେ କାର୍ଯ୍ୟକରୁ ଥିବା ୨୦୦ କୋଟି ଲୋକଙ୍କ ମଧ୍ୟରୁ…
Archives


