କୋଭିଡ୍-୧୯ ଉପରେ ଭିଡିଓ ଗେମ୍: ତିଆରି କଲେ ଇଟାଲୀର ୯ ବର୍ଷୀୟ ବାଳକ
ମିଲାନ,୨୭ା୪: କରୋନା ଭାଇରସ୍(କୋଭିଡ୍-୧୯)କୁ ପ୍ରତିହତ କରିବା ପାଇଁ ବିଶ୍ୱର ବିଭିନ୍ନ ଦେଶରେ ଜାରି ହୋଇଥିବା ଲକ୍ଡାଉନ ଯୋଗୁ ଲୋକେ ଦୀର୍ଘଦିନ ଧରି ଘରେ ରହିବାକୁ ବାଧ୍ୟ ହୋଇଛନ୍ତି। ନାନା ଅସୁବିଧା ମଧ୍ୟରେ ରହି ସେମାନେ ଭିନ୍ନ ଭିନ୍ନ ଉପାୟରେ ଏହି ସମୟକୁ…
ଉହାନ୍ ହସ୍ପିଟାଲ କରୋନା ମୁକ୍ତ
ବେଜିଂ,୨୭ା୪: କରୋନା ଭୂତାଣୁର ଉତ୍ପତ୍ତିସ୍ଥଳ କୁହାଯାଉଥିବା ଚାଇନାର ଉହାନ୍ ସହର ରବିବାର କରୋନା ମୁକ୍ତ ହୋଇଛି। କରୋନା ସଂକ୍ରମିତ କୌଣସି ହସ୍ପିଟାଲରେ ଚିକିତ୍ସିତ ହେଉ ନ ଥିବା ଜଣାପଡ଼ିଛି। କରୋନାର ପ୍ରକୋପ ବଢ଼ିବା ପରେ ଏଠାରେ ୭୬ଦିନିଆ ଲକ୍ଡାଉନ୍ ଘୋଷଣା କରାଯାଇଥିଲା।…
ଖବର କାଗଜ ଅବା ଚିଠିରେ ବ୍ୟାପେନା କରୋନା
ଓ୍ବାଶିଂଟନ,୨୬।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। କରୋନାର ସଂକ୍ରମଣ ନେଇ ନାନା ଗୁଜବ ମଧ୍ୟ ସୋସିଆଲ ମିଡ଼ିଆରେ ଦେଖିବାକୁ ମିଳୁଛି। ଭର୍ଜିନିଆ ବିଶ୍ୱବିଦ୍ୟାଳୟର ଏରୋସଲ ବୈଜ୍ଞାନିକ ଲିନ୍ସେ୍ ମାରେ କହିଛନ୍ତି ଯେ, କରୋନା ଖବର କାଗଜ ଅବା…
୨୩ ଦିନରେ ଦେଢ଼ ଲକ୍ଷ ଲୋକଙ୍କ ଜୀବନ ନେଲା କରୋନା
ଓ୍ବାଶିଂଟନ,୨୬।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ପୃଥିବୀରେ ଏଥିରେ ୨ ଲକ୍ଷରୁ ଅଧିକ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ସେହିପରି ୨୯ ଲକ୍ଷ ୨୩ ହଜାର ୬୫୬ ଲୋକ ସଂକ୍ରମିତ ହୋଇଛନ୍ତି। ଜାନୁୟାରୀ ୯ରେ ପ୍ରଥମ…
ଲକ୍ଡାଉନ ପ୍ରଭାବ: ବିମାନ ଯାତ୍ରା କରି ନ ପାରି ଘରକୁ ସଜାଇଲେ ବିମାନ ଭଳି
ସିଡ୍ନୀ,୨୬।୪: ଲକ୍ଡାଉନକୁ ନେଇ ଅଷ୍ଟ୍ରେଲିଆରୁ ଆସିଛି ଭିନ୍ନ ଏକ ଘଟଣା। କରୋନା ମହାମାରୀ ପୂର୍ବରୁ ଅଷ୍ଟ୍ରେଲିଆର ଏକ ପରିବାର ୟୁରୋପ ବୁଲି ଯିବାକୁ ଯୋଜନା କରିଥିଲେ। ହେଲେ କରୋନା ସଂକ୍ରମଣକୁ ନେଇ ଲକ୍ଡାଉନ ହୋଇଯିବାରୁ ସମସ୍ତ ବିମାନ ଯାତ୍ରାକୁ ବାତିଲ କରିଦିଆଗଲା।…
କରୋନା ଆତଙ୍କ: ଫେରିଗଲା ଭାରତୀୟଙ୍କ ମୃତଦେହ
ନୂଆଦିଲ୍ଲୀ,୨୬।୪: ନିକଟ ଅତୀତରେ ଆବୁ ଧାବିରୁ ଭାରତ ଆସିଥିବା ୩ ମୃତଦେହ ପୁଣିଥରେ ଆବୁଧାବି ଫେରିଯିବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ୩ ପ୍ରବାସୀ ଭାରତୀୟଙ୍କ ମୃତ୍ୟୁ ପରେ ସେମାନଙ୍କ ମୃତ ଦେହକୁ ବିମାନ ଯୋଗେ ଦିଲ୍ଲୀ ପଠାଯାଇଥିଲା। ହେଲେ…
ହବଲ୍ ଟେଲିସ୍କୋପର ୧.୪ ମିଲିୟନ ଅବଜରଭେଶନ
ଓ୍ବାଶିଂଟନ, ୨୬।୪: ହବଲ୍ ସ୍ପେସ ଟେଲିସ୍କୋପ୍ ମହାକାଶରେ ଚିତ୍ତାକର୍ଷକ ଅବିଷ୍କାର କରିବାର ୩ ଦଶନ୍ଧି ୨୪ ଏପ୍ରିଲରେ ଶେଷ କରିଛି। ଏହି ସମୟରେ ୧.୪ ମିଲିୟନ ଅବଜରଭେଶନ ବା ଅବଲୋକନ କରି ଏହା ଏକ ରେକର୍ଡ ସୃଷ୍ଟି କରିପାରିଛି। ଉକ୍ତ ଅବଜରଭେଶନରୁ…
ମହାମାରୀ ସାଜିବ ମାନବାଧିକାର ସଙ୍କଟ
ଜାତିସଂଘ,୨୬।୪: ମହାମାରୀ କରୋନା ବିଶ୍ୱରେ ଦ୍ରୁତ ଗତିରେ ମାନବାଧିକାର ସଙ୍କଟର ରୂପ ନେବାରେ ଲାଗିଛି। ପୂର୍ଣ୍ଣ ଆଜ୍ଞାନୁବର୍ତ୍ତିତା ଦାବି କରୁଥିବା ରାଷ୍ଟ୍ରଗୁଡ଼ିକ ଏହି ଘାତକ ଭୂତାଣୁକୁ ବ୍ୟକ୍ତିଗତ ମାନବାଧିକାର ହନନ ଲାଗି ବାହାନା ଭାବେ ବ୍ୟବହାର କରିପାରିବେ ନାହିଁ ବୋଲି ଜାତିସଂଘ…
କମୁଛି କୀଟପତଙ୍ଗ ସଂଖ୍ୟା
ଓ୍ବାଶିଂଟନ: ପୃଥିବୀରେ ଧୀରେ ଧୀରେ କୀଟପତଙ୍ଗ ସଂଖ୍ୟା କମିବାରେ ଲାଗିଛି। ପ୍ରତି ୧୦ ବର୍ଷରେ ୨୫ ପ୍ରତିଶତ କୀଟପତଙ୍ଗ କମିବାରେ ଲାଗିଥିବା ଏକ ରିପୋର୍ଟରେ ପ୍ରକାଶ ପାଇଛି। ଶିଳ୍ପାୟନ, କୃଷିକାର୍ଯ୍ୟରେ ବ୍ୟବହୃତ ହେଉଥିବା କୀଟନାଶକ ଯୋଗୁ ଏଭଳି ହେଉଛି। ମଣିଷର ବିଭିନ୍ନ…
ସ୍ବାସ୍ଥ୍ୟ ସଙ୍କଟର ସମ୍ମୁଖୀନ ହେବେ ୧୦ କୋଟି ଶିଶୁ
ଜେନେଭା, ୨୬।୪: କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ଲକ୍ଡାଉନ୍ ଘୋଷଣା କରାଯାଇଥିବା ବେଳେ ଅନେକ କାର୍ଯ୍ୟ ବନ୍ଦ ହୋଇଯାଇଛି। ଏଭଳିସ୍ଥିତିରେ ଲୋକମାନେ ସୁସ୍ଥ ଶିଶୁଙ୍କ ସ୍ବାସ୍ଥ୍ୟ ପରୀକ୍ଷା ବା ଟିକାକରଣ କରାଉନାହାନ୍ତି। କରୋନା ଭୟରେ ଶିଶୁଙ୍କ ପରିବାର ଲୋକେ ମେଡିକାଲ ଯାଉ…
୧୯୧୮ରେ ‘ସ୍ପାନିଶ୍ ଫ୍ଲୁ’କୁ ହରାଇଥିଲେ, ଏବେ କରୋନାକୁ
ମାଦ୍ରିଦ୍,୨୬।୪: କରୋନା ଭାଇରସ୍(କୋଭିଡ୍-୧୯)ରେ ପ୍ରାଣ ହରାଇଥିବା ଲୋକଙ୍କ ମଧ୍ୟରୁ ବୟସ୍କ ବ୍ୟକ୍ତିଙ୍କ ସଂଖ୍ୟା ଅଧିକ। ଉଦାହରଣ ଭାବେ ଏହି ମହାମାରୀରେ ସବୁଠୁ ଅଧିକ ପ୍ରଭାବିତ ଆମେରିକାର ନ୍ୟୁୟର୍କକୁ ଦେଖାଗଲେ, ଏଠାରେ ପ୍ରାୟ ୨ଲକ୍ଷ ୮୦ ହଜାର ଲୋକ ସଂକ୍ରମିତ ହୋଇଥିବାବେଳେ ୨୧…
କରୋନା ସଂକ୍ରମଣ ପରେ ଏବେ ସାଇବର ଯୁଦ୍ଧର ପ୍ରସ୍ତୁତି କରୁଛି ଚାଇନା: ୫ ବର୍ଷ ମଧ୍ୟରେ ସୁପର ପାଓ୍ବାର ହେବାର ରଖିଛି ଲକ୍ଷ୍ୟ
ବେଜିଂ,୨୫।୪: ସାରା ପୃଥିବୀରେ କରୋନା ସଂକ୍ରମଣ କରାଇଥିବା ଚାଇନା ଏବେ ସାଇବର ଯୁଦ୍ଧ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। କରୋନା ଯୋଗୁ ବହୁ ଦେଶର ଆର୍ଥିକ ମେରୁଦଣ୍ଡ ଦୋହଲି ଯାଇଥିବାବେଳେ ଚାଇନା ନିଜର ବିସ୍ତାରବାଦୀ ନୀତିକୁ ପ୍ରୋତ୍ସାହନ ଦେବାରେ ଲାଗିଛି। କରୋନା…
Archives


