ଅନ୍ତର୍ଜାତୀୟ

ଆମେରିକାରେ କରୋନା କାଳ: କୃଷ୍ଣକାୟଙ୍କୁ ଦୋହରା ମାଡ଼

ଓ୍ବାଶିଂଟନ,୨୨ା୪ : ଆମେରିକାରେ କରୋନା ଭାଇରସ୍‌ ଏକ ବିଚିତ୍ର ରୋଗ ଭାବେ ଆବିର୍ଭୂତ, ଯହିଁରେ ଏକ ନିର୍ଦ୍ଦିଷ୍ଟ ବର୍ଣ୍ଣର ଲୋକେ ଅଧିକ ସଂକ୍ରମିତ ହେଉଛନ୍ତି। କୃଷ୍ଣକାୟଙ୍କଠାରେ ଏହାର କ୍ରୂରତା ଅଧିକ ଦେଖିବାକୁ ମିଳୁଛି। ମୃତକଙ୍କ ମଧ୍ୟରେ ଏପରି ଅନେକ ଅଛନ୍ତି, ଯେଉଁମାନେ…

କରୋନା ପଜିଟିଭଙ୍କ ସଂସ୍ପର୍ଶରେ ଆସିଛନ୍ତି ଇମ୍ରାନ !

ଇସ୍‌ଲାମାବାଦ,୨୧।୪: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କୁ କରୋନା ସଂକ୍ରମଣ କରିପାରେ ବୋଲି ଆଶଙ୍କା କରାଯାଉଛି। ନିକଟରେ ଫୈଶଲ ଏଧି ନାମକ ଜଣେ ସମାଜିକ କର୍ମୀ ଇମ୍ରାନଙ୍କୁ ଭେଟି ତାଙ୍କ ଫାଉଣ୍ଡେଶନ ପକ୍ଷରୁ ଏକେ ଚେକ୍‌ ପ୍ରଦାନ କରିଥିଲେ। ଏବେ ଫୈଶଳ କରୋନା…

ସିଙ୍ଗାପୁରରେ ଜୁନ୍‌ ୧ ପର୍ଯ୍ୟନ୍ତ ବଢିଲା ଲକ୍‌ଡାଉନ ଅବଧି

ସିଙ୍ଗାପୁର,୨୧।୪: କରୋନା ଭାଇରସର ସଂକ୍ରମଣଙ୍କୁ ଦେଖି ବିଭିନ୍ନ ଦେଶରେ କ୍ରମାଗତ ଭାବେ ଲକ୍‌ଡାଉନ ଅବଧି ବୃଦ୍ଧି ହେବାରେ ଲାଗିଛି। ମଙ୍ଗଳବାର ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲି ହେସେନ ଲୁଙ୍ଗ ସିଙ୍ଗାପୁରର କିଛି ଅଞ୍ଚଳରେ ଲକ୍‌ଡାଉନ ଅବଧିକୁ ଜୁନ୍‌ ୧ ପର୍ଯ୍ୟନ୍ତ ବୃଦ୍ଧି ପାଇଁ…

ମୂଳ ଭାରତୀୟ ସୁଦର୍ଶନମ ବାବୁଙ୍କୁ ଆମେରିକାର ଶୀର୍ଷ ବିଜ୍ଞାନ ବୋର୍ଡରେ ନିଯୁକ୍ତି ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ମୂଳ ଭାରତୀୟ ଆମେରିକୀୟ ସୁଦର୍ଶନମ ବାବୁଙ୍କୁ ଦେଶର ସର୍ବୋଚ୍ଚ ବିଜ୍ଞାନ ବୋର୍ଡରେ ନିଯୁକ୍ତ କରିଛନ୍ତି। ସୁଦର୍ଶନମ ସମ୍ମାନଜନକ ଓକ ରିଜ ନ୍ୟାଶନାଲ ଲାବୋରୋଟୋରୀ(ଓଆର୍‌ଏନ୍‌ଏଲ୍‌)ର ହୋଇଥିବା ବେଳେ ତାଙ୍କୁ ୬ ବର୍ଷ ପାଇଁ ଆମେରିକାର…

କରୋନ ସଙ୍କଟରେ ଆତଙ୍କବାଦୀଙ୍କ ପ୍ରତି ଇମ୍ରାନ୍‌ଙ୍କ କରୁଣା: ଓ୍ବାଚ୍‌ଲିଷ୍ଟ୍‌ରୁ ହଟିଲେ ୧୮,୦୦ ଜଣ

ଇସଲାମାବାଦ୍‌,୨୧।୪: କରୋନା ସଂକ୍ରମଣକୁ ଦୂରେଇବା ପାଇଁ ସାରା ପୃଥିବୀରେ ଲଢ଼େଇ ଜାରି ରହିଥିବାବେଳେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ଆତଙ୍କବାଦୀଙ୍କ ପ୍ରତି କରୁଣା ଦେଖାଇଛନ୍ତି। ପାକିସ୍ତାନର ଓ୍ବାଚ୍‌ଲିଷ୍ଟ୍‌ରୁ ୧୮,୦୦ ଆତଙ୍କବାଦୀଙ୍କୁ ହଟାଯାଇଛି। କରୋନା ଲଢ଼େଇରେ ପୃଥିବୀ ବ୍ୟସ୍ତ ଥିବାବେଳେ ପାକିସ୍ତାନ ସରକାର…

କରୋନାକୁ କରନ୍ତୁନି ହେୟଜ୍ଞାନ; ଆଗାମୀ ଦିନରେ ପୃଥିବୀରେ ସୃଷ୍ଟି କରିବ ଭୟଙ୍କର ସ୍ଥିତି: ଡବ୍ଲ୍ୟୁଏଚ୍‌ଓ

ଜେନେଭା,୨୧।୪: କରୋନା ବିରୋଧରେ ସାରା ପୃଥିବୀରେ ଲଢ଼େଇ ଜାରି ରହିଛି। ସୁରକ୍ଷା ଦୃଷ୍ଟିରୁ ବହୁ ଦେଶରେ ଲକ୍‌ ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ କୁହାଯାଇଛି ଯେ, ଆଗାମୀ ଦିନରେ କରୋନା ପୃଥିବୀରେ ଭୟଙ୍କର ସ୍ଥିତି…

କରୋନା ପରେ ବାଲ୍ୟ ବିବାହ ବୃଦ୍ଧି ପାଇବା ଆଶଙ୍କା: ଜାତିସଂଘ

ଜେନେଭା,୨୧।୪: କରୋନା ସଂକ୍ରମଣର ତାଣ୍ଡବ ଯୋଗୁ ପୃଥିବୀର ଆର୍ଥିକ ସ୍ଥିତି ଖରାପ ହେବାରେ ଲାଗିଛି। କରୋନା ପରବର୍ତ୍ତୀ ପୃଥିବୀରେ ବହୁ ପରିବର୍ତ୍ତନ ଆସିବା ସହିତ ଆପରାଧୀକ କାର୍ଯ୍ୟକଳାପ ବଢ଼ିବାର ଆଶଙ୍କା ରହିଛି। ପୃଥିବୀର ବିଭିନ୍ନ ଦେଶରେଥିବା ଶରଣାର୍ଥୀ ମହିଳା ଏବଂ ବାଳିକାମାନେ…

ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରେ ଖବର କାଗଜକୁ ସାମିଲ୍‌ କରନ୍ତୁ ଲୋକେ: ବ୍ରିଟେନ୍‌ ସଂସ୍କୃତି ମନ୍ତ୍ରୀ

ଲଣ୍ଡନ,୨୧।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆଥିକ ମାନ୍ଦାବସ୍ଥା ସୃଷ୍ଟି ହୋଇଛି। ଏପରିସ୍ଥଳେ ଗଣମାଧ୍ୟମ ଶିଳ୍ପ ବିଶେଷ ଫତିଗ୍ରସ୍ତ ହୋଇଛି। ଏହାକୁ ଦୃଷ୍ଟିରେ ରଖି ବ୍ରିଟେନ୍‌ ସଂସ୍କୃତି ମନ୍ତ୍ରୀ ଓଲିଭର ଡାଓ୍ବଡେନ୍‌ କହିଛନ୍ତି ଯେ, ଲୋକେ ଖବର କାଗଜକୁ ନିଜର…

ଆମେରିକାରେ ନୂଆ ପ୍ରବାସନ ନେଇ କଟକଣା: ଟୁଇଟ୍‌ କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୨୧।୪: ପୃଥିବୀ ସାରା କରୋନା ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। କରୋନା ଯୋଗୁ ଆମେରିକାରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ନୂଆ ପ୍ରବାସନ କଟକଣା ଜାରି କରିବାକୁ ଯାଉଥିବା…

କିମ୍‌ ଜୋଙ୍ଗ୍‌ ଉନ୍‌ଙ୍କ ବ୍ରେନ୍‌ ଡେଡ୍‌: ଗଣମାଧ୍ୟମ ରିପୋର୍ଟ !

ଓ୍ବାଶିଂଟନ,୨୧।୪: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ଙ୍କ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତାଙ୍କର ବ୍ରେନ୍‌ ଡେଡ୍‌ ହୋଇଯାଇଥିବା କେତେକ ବିଦେଶୀ ଗଣମାଧ୍ୟମ ପକ୍ଷରୁ କୁହାଯାଇଛି। ତେବେ ଏନେଇ ଅଧିକ ତଥ୍ୟ ସଂଗ୍ରହ କରାଯାଉଛି। ଗଣମାଧ୍ୟମ ସଂସ୍ଥା…

ଚାଇନା ଉପରେ ବ୍ରିଟେନ୍‌ ଲଗାଇଲା କଟକଣା: ସହାୟତାକାରୀଙ୍କ ବିରୋଧରେ ହେବ ତଦନ୍ତ

ଲଣ୍ଡନ,୨୧।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏପରିସ୍ଥଳେ ଅନ୍ତର୍ଜାତୀୟ ବ୍ୟବସାୟ କ୍ଷେତ୍ରରେ ଚାଇନାର ବିସ୍ତାରବାଦ ନୀତିକୁ ବିଟ୍ରେନ୍‌ ନାପସନ୍ଦ କରିବା ସହି କଟକଣା ଜାରି…

ବିଲ୍‌ ଗେଟ୍ସଙ୍କ ଭାରତୀୟ ଏଜେଣ୍ଡାର ପର୍ଦ୍ଦାଫାଶ

ଓ୍ବାଶିଂଟନ,୨୧ା୪: ଆମେରିକାର ବିଶିଷ୍ଟ ବ୍ୟବସାୟୀ ଓ୍ବିଲିୟମ୍‌ ବିଲ୍‌ ଗେଟ୍ସଙ୍କ ଭାରତୀୟ ଏଜେଣ୍ଡାର ପର୍ଦ୍ଦାଫାଶ ହୋଇଛି। ଭାରତରେ ଭାକ୍‌ସିନ ବେପାର କରିବା ପାଇଁ ଗେଟ୍ସଙ୍କୁ କିପରି ନିଶା ଘାରିଛି ସେନେଇ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜନ୍‌ ଏଫ୍‌. କେନେଡି (ଜେଏଫ୍‌କେ)ଙ୍କ ପୁତୁରା ରବର୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri