ଅନ୍ତର୍ଜାତୀୟ

ଇରାନବାସୀଙ୍କୁ ଟ୍ରମ୍ପ ଦେଲେ ମେସେଜ: “ଆନ୍ଦୋଳନ ଜାରି ରଖ, ଖୁବଶୀଘ୍ର ସାହାଯ୍ୟ ମିଳିବ”

ନୂଆଦିଲ୍ଲୀ,୧୩।୧: ଇରାନ ଉପରେ ଖୁବଶୀଘ୍ର ଆକ୍ରମଣ କରିପାରେ ଆମେରିକା। ମଙ୍ଗଳବାର ଏକ ପ୍ରକାର ଏହା ନିଶ୍ଚିତ ହୋଇଯାଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଟ୍ରୁଥ୍ ସୋସିଆଲ୍’ରେ ଏକ ପୋଷ୍ଟ କରି ଏହା କହିଛନ୍ତି। ଇରାନରେ ସରକାର…

ଇରାନରେ ରକ୍ତପାତ: ଆନ୍ଦୋଳନରେ ୨,୦୦୦ ମୃତ, ପ୍ରଥମ ଥର ପାଇଁ ସ୍ୱୀକାର କଲେ ସରକାର

ନୂଆଦିଲ୍ଲୀ,୧୩।୧: ଇରାନରେ ଜାରି ରହିଥିବା ଦେଶବ୍ୟାପୀ ଅଶାନ୍ତି ମଧ୍ୟରେ ଏକ ଚମକାଇଲା ଭଳି ତଥ୍ୟ ସାମ୍ନାକୁ ଆସିଛି। ପ୍ରାୟ ୨,୦୦୦ ଲୋକ ଏହି ଆନ୍ଦୋଳନରେ ପ୍ରାଣ ହରାଇଥିବା ଜଣେ ଇରାନୀୟ ଅଧିକାରୀ ମଙ୍ଗଳବାର ‘ରଏଟର୍ସ’କୁ ସୂଚନା ଦେଇଛନ୍ତି। ଦେଶରେ ଚାଲିଥିବା ଦମନଲୀଳା…

ଇରାନରେ ରାଜନୈତିକ ଅଶାନ୍ତି: ସଙ୍କଟରେ ଭାରତୀୟ ବାସୁମତୀ ଚାଉଳ ରପ୍ତାନି

ନୂଆଦିଲ୍ଲୀ,୧୩।୧: ଇରାନରେ ଜାରି ରହିଥିବା ରାଜନୈତିକ ଅସ୍ଥିରତା ଓ ଆର୍ଥିକ ସଙ୍କଟ ଯୋଗୁଁ ଭାରତର ବାସୁମତୀ ଚାଉଳ ରପ୍ତାନି ବାଧାପ୍ରାପ୍ତ ହୋଇଛି। ଗୋଟିଏ ସମୟରେ ଭାରତୀୟ ବାସୁମତୀର ସବୁଠାରୁ ବଡ଼ କ୍ରେତା ଥିବା ଇରାନର ଚାହିଦା ଏବେ ବହୁ ପରିମାଣରେ ହ୍ରାସ…

ଭାରତ ସହ ବଡ଼ ଡିଲ୍‌, ଟ୍ରମ୍ପଙ୍କୁ ଝଟ୍‌କା!

ନୂଆଦିଲ୍ଲୀ,୧୩।୧: ଭାରତ ଏବଂ ୟୁରୋପୀୟ ସଂଘ (EU) ମଧ୍ୟରେ ଏକ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ପାଇଁ ଦୀର୍ଘ ସମୟ ଧରି ଚାଲିଥିବା ଆଲୋଚନା ଏବେ ଏକ ର୍ନିଣ୍ଣାୟକ ପର୍ଯ୍ୟାୟରେ ପହଞ୍ଚିଥିବା ପରି ମନେ ହେଉଛି। ଯଦି ସବୁକିଛି ଯୋଜନା ଅନୁଯାୟୀ ହୁଏ,…

୧ ଲକ୍ଷ ଲୋକଙ୍କ ସ୍ବପ୍ନକୁ ଚୂରମାର କରିଦେଲେ ଟ୍ରମ୍ପ: ଦେଲେ ବଡ଼ ଝଟକା, ଭାରତୀୟଙ୍କ ଉପରେ କି ପ୍ରଭାବ ପଡିବ, ଜାଣନ୍ତୁ…

ଓ୍ବାଶିଂଟନ୍‌,୧୩।୧: ଆମେରିକାରେ ଅପରାଧିକ କାର୍ଯ୍ୟକଳାପ ପାଇଁ ଆଇନ ଉଲ୍ଲଂଘନ କରୁଥିବା ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ୮,୦୦୦ ଛାତ୍ର ଭିଜା ସମେତ ୧୦୦,୦୦୦ରୁ ଅଧିକ ଭିଜା ରଦ୍ଦ କରିଛନ୍ତି। ଆମେରିକାର ବୈଦେଶିକ ବିଭାଗ ସୋମବାର ଏକ ସୋସିଆଲ ମିଡିଆ ପୋଷ୍ଟରେ…

‘ମୁଁ ଯାହା ଚାହିଁବି ତାହା କରିବି!’ ଟ୍ରମ୍ପଙ୍କ ନିଷ୍ପତ୍ତିକୁ ନେଇ ରାଗିଲା ଚାଇନା, ଏମିତି AI ଭିଡିଓ ଜାରିକଲା ସମସ୍ତେ ଆଶ୍ଚର୍ଯ୍ୟ

ବେଜିଂ,୧୩।୧: ଡୋନାଲ୍ଡ ଟ୍ରମ୍ପ ଆମେରିକାର ରାଷ୍ଟ୍ରପତି ହେବା ପରଠାରୁ, ତାଙ୍କ ନୀତିଗୁଡ଼ିକ ନିରନ୍ତର ଶିରୋନାମା ପାଲଟିଛି। ଟ୍ରମ୍ପ ଅନେକ ଦେଶ ଉପରେ ଶୁଳ୍କ ଲାଗୁ କରିଛନ୍ତି ଏବଂ କଠୋର ନିଷ୍ପତ୍ତି ନେଇଛନ୍ତି। ସମ୍ପ୍ରତି, ଟ୍ରମ୍ପଙ୍କ ନିର୍ଦ୍ଦେଶ ପରେ, ଭେନେଜୁଏଲା ରାଷ୍ଟ୍ରପତି ନିକୋଲାସ…

‘ଆମେ ବରବାଦ ହୋଇଯିବୁ’, କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ…

ଓ୍ବାଶିଂଟନ,୧୩।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିରନ୍ତର ଅନ୍ୟ ଦେଶଗୁଡ଼ିକ ଉପରେ ଭାରୀ ଶୁଳ୍କ ଲାଗୁ କରୁଛନ୍ତି। ଏହାକୁ ତାଙ୍କ ନିଜ ଦେଶ ଭିତରେ ବିରୋଧର ସମ୍ମୁଖୀନ ହେବାକୁ ପଡୁଛି। ଏହି ସମୟରେ, ସୁପ୍ରିମକୋର୍ଟ ଶୁଳ୍କ ଉପରେ ଏକ ରାୟ ଦେବାକୁ…

India-Iran Trade: ଇରାନଠାରୁ ଏହି ଜିନିଷ କ୍ରୟ-ବିକ୍ରୟ କରିଥାଏ ଭାରତ, ଟ୍ରମ୍ପଙ୍କ ୨୫ ପ୍ରତିଶତ ଟାରିଫ ପରେ ଭାରତ କେତେ କ୍ଷତି ସହିବ? ଜାଣନ୍ତୁ…

ନୂଆଦିଲ୍ଲୀ,୧୩।୧: ଇରାନ ବର୍ତ୍ତମାନ ଏକ ଗମ୍ଭୀର ରାଜନୈତିକ ଏବଂ ଆର୍ଥିକ ସଙ୍କଟର ସମ୍ମୁଖୀନ ହେଉଛି। ଦେଶବ୍ୟାପୀ ପ୍ରତିବାଦ ସରକାରଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ପରିସ୍ଥିତି ଏପରି ଖରାପ ହୋଇଛି ଯେ ଇରାନରେ ଇଣ୍ଟରନେଟ ଏବଂ ମୋବାଇଲ ସେବା…

ହିଂସାର ନିଆଁରେ ଜଳୁଛି ଇରାନ, ଏବେ ପର୍ଯ୍ୟନ୍ତ ୬୪୮ ଜଣଙ୍କ ମୃତ୍ୟୁ, ୧୦ ହଜାରରୁ ଅଧିକ ଗିରଫ

ନୂଆଦିଲ୍ଲୀ,୧୩।୧: ଇରାନରେ ହିଂସା ବୃଦ୍ଧି ପାଇବାରେ ଲାଗିଛି। ଇରାନ ହିଂସାରେ ଏପର୍ଯ୍ୟନ୍ତ ପ୍ରାୟ ୬୪୮ ଜଣଙ୍କ ମୃତ୍ୟୁ ହୋଇଛି। ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇବାର ଆଶଙ୍କା କରାଯାଉଛି। ଆମେରିକାର ଏକ ମାନବାଧିକାର ସମ୍ବାଦ ସଂସ୍ଥା ମୃତ୍ୟୁ ସଂଖ୍ୟା ଶେୟାର କରିଛି,…

ବାଂଲାଦେଶରେ ଥମୁନି ହିନ୍ଦୁ ନିର୍ଯାତନା, ଆଉ ଜଣେ ଯୁବକଙ୍କୁ ନିର୍ମମ ହତ୍ୟା

ନୂଆଦିଲ୍ଲୀ,୧୩।୧: ବାଂଲାଦେଶରେ ହିନ୍ଦୁ ସମ୍ପ୍ରଦାୟର ସଦସ୍ୟମାନଙ୍କୁ ନିରନ୍ତର ଟାର୍ଗେଟ କରାଯାଉଛି। ହିନ୍ଦୁ ସମ୍ପ୍ରଦାୟ ବିରୁଦ୍ଧରେ ହିଂସା ଜାରି ରହିଛି । ଏହାରି ଭିତରେ ଆଉ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଦାଗାନଭୂଇଁଆନରେ ୨୮ ବର୍ଷୀୟ ହିନ୍ଦୁ ଯୁବକ ସମୀର…

ଟ୍ରମ୍ପ୍‌ଙ୍କ ଧମକ ପରେ ନରମିଲା ଇରାନ

ଦୁବାଇ,୧୩ା୧: ଇରାନରେ ମୁଦ୍ରାସ୍ଫୀତି ଓ ଆର୍ଥତ୍କ ସଙ୍କଟକୁ ନେଇ ସରକାରଙ୍କ ବିରୋଧରେ ୨ ସପ୍ତାହରୁ ଊର୍ଦ୍ଧ୍ୱ ସମୟ ହେଲା ଦେଶବ୍ୟାପୀ ବିକ୍ଷୋଭ ଜାରି ରହିଥିବା ବେଳେ ସୁରକ୍ଷାବଳର କାର୍ଯ୍ୟାନୁଷ୍ଠାନରେ ଅନୂ୍ୟନ ୫୪୪ ଜଣଙ୍କ ମୃତ୍ୟୁ ଘଟିଲାଣି। ଆନ୍ଦୋଳନକୁ ଚାପିଦେବା ଲାଗି ଇରାନ…

ଶକ୍ସଗାମ୍‌ ଉପତ୍ୟକାକୁ ନିଜର ଦାବିକଲା ଚାଇନା

ବେଜିଂ,୧୩ା୧(ପି.ଟି.): ଶକ୍ସଗାମ୍‌ ଉପତ୍ୟକାକୁ ଚାଇନା ସୋମବାର ପୁନର୍ବାର ନିଜର ଦାବି କରିବା ପରେ ବିବାଦ ମୁଣ୍ଡ ଟେକିଛି। ଉକ୍ତ ଅଞ୍ଚଳରେ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ଭିତ୍ତିଭୂମି ପ୍ରକଳ୍ପକୁ ଭାରତ ବିରୋଧ କରିଥିବାବେଳେ ଚାଇନା ଏହାକୁ ଖୋଲା ପ୍ରତ୍ୟାଖ୍ୟାନ କରିଛି। ଚାଇନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?