ଅଚେତ ନ କରି ଯୁବତୀର ବ୍ରେନ ସର୍ଜରୀ କଲେ ଡାକ୍ତର, ହଜାର ହଜାର ଲୋକ ଦେଖିଲେ ଫେସବୁକ୍ ଲାଇଭ
ଲଣ୍ଡନ,୨।୧୧: ଚିକିତ୍ସା ଇତିହାସରେ ପ୍ରଥମ ଥର ରୋଗୀକୁ ଅଚେତ ନ କରି ବ୍ରେନ ସର୍ଜରୀ କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ଶୁଣିଲା ବେଳକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ କଥାଟି ସତ। ଏଭଳି ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି ଆମେରିକାର ଏକ...
ସୈନ୍ୟ ଶିବିରରେ ଆତଙ୍କବାଦୀ ଆକ୍ରମଣ: ୫୪ ମୃତ
ବାମାକୋ,୨।୧୧: ମାଲିର ଉତ୍ତର-ପୂର୍ବ ମନେକା ଅଞ୍ଚଳରେ ଆତଙ୍କବାଦୀମାନେ ଏକ ସୈନ୍ୟ ଶିବିର ଉପରେ ଆକ୍ରମଣ କରିଛନ୍ତି। ଏଥିରେ ୫୩ ଜଣ ସୈନ୍ୟ ଏବଂ ଜଣେ ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ଏନେଇ ସଞ୍ଚାର ମନ୍ତ୍ରୀ ୟାୟା ସାଙ୍ଗ୍ରେ ଟୁଇଟ୍...
ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ରୋକିବାରେ ଅସଫଳ ପାକିସ୍ତାନ: ଆମେରିକା ରିପୋର୍ଟ
ଓ୍ବାଶିଂଟନ,୨।୧୧: ପାକିସ୍ତାନ ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ରୋକିବାରେ ଅସଫଳ ହୋଇଛି। ଏନେଇ ଆମେରିକା ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ଆମେରିକା ବହିର୍ବ୍ୟାପାର ବିଭାଗ ଦ୍ୱାରା ପ୍ରକାଶ ପାଇଥିବା କଣ୍ଟ୍ରି ରିପୋର୍ଟ ଅନ୍ ଟେରୋରିଜିମ୍-୨୦୧୮ ରିପୋର୍ଟରେ ଏହା ସୂଚିତ ହୋଇଛି।...
୨୦୩୦ ସୁଦ୍ଧା ନିର୍ମାଣ ହେବ ହାଇପରସୋନିକ୍ ବିମାନ: ୪ ଘଣ୍ଟାରେ ଲଣ୍ଡନରୁ ସିଡ୍ନୀ ୧୭ ହଜାର କିମି କରିବ ଅତିକ୍ରମ
ଲଣ୍ଡନ,୨।୧୧: ଲଣ୍ଡନରୁ ସିଡ୍ନୀ ୧୭ ହଜାର କିମି ଅତିକ୍ରମ କରିବାକୁ ବିମାନକୁ ୨୨ରୁ ୨୫ ଘଣ୍ଟା ଲାଗିଥାଏ। ତେବେ ବ୍ରିଟେନ୍ ପକ୍ଷରୁ ହାଇପରସୋନିକ୍ ବିମାନ ନିର୍ମାଣ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ୨୦୩୦ ସୁଦ୍ଧା ଏହି ବିମାନର ନିର୍ମାଣ କାର୍ଯ୍ୟ...
ଗିନିଜ୍ ବୁକ୍ ରେକର୍ଡରେ ଦାନ୍ତ
ବର୍ଲିନ: ଥରେ ଭାବି ଦେଖନ୍ତୁ ତ, ଜଣେ ସୁସ୍ଥସବଳ ମିଣିଷର ଦାନ୍ତର ଲମ୍ବ କେତେ ହୋଇପାରେ? ଚିକିତ୍ସା ବିଜ୍ଞାନ ଅନୁଯାୟୀ ଦାନ୍ତର ହାରାହାରି ଲମ୍ବା ମାଢ଼ିଠାରୁ ୮.୭୦ ମିଲିମିଟର ଏବଂ ମୂଳଠାରୁ ୧୫.୫୧ ମିମି। ଯଦି କୁହାଯାଏ ଜଣେ ବ୍ୟକ୍ତିଙ୍କ...
୧୨ ବର୍ଷରେ ଗଡ଼ିଛି ୧,୧୦୯ ଖବରଦାତାଙ୍କ ମୁଣ୍ଡ
ଲଣ୍ଡନ, ୨ା୧୧(ପି.ଟି.): ରାଜନୀତି, ଅପରାଧ ଓ ଦୁର୍ନୀତି ସମ୍ପର୍କରେ ରିପୋର୍ଟିଂ କରୁଥିବା ଖବରଦାତାଙ୍କୁ ବିଭିନ୍ନ ସମୟରେ ଆକ୍ରମଣ କରାଯାଉଛି। ରାଜନୈତିକ ବାହୁଛାୟା ତଳେ ରହି ଅପରାଧୀମାନେ ଗୋଟିଏ ପରେ ଗୋଟିଏ ମୁଣ୍ଡ ଗଡ଼ାଇବାକୁ ପଛାଉ ନାହାନ୍ତି। ବିଗତ ୨ ବର୍ଷ...
ଅଜବ କୁସ୍ତି ପ୍ରତିଯୋଗିତା
ଚାଇନାର ଚୋଙ୍ଗକିଙ୍ଗ ସହରରେ ଅନୁଷ୍ଠିତ ହେଉଥିବା କୁସ୍ତି ପ୍ରତିଯୋଗିତା ବିଷୟରେ ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହୋଇ ଯାଆନ୍ତି। କାରଣ କୁସ୍ତି ସାଧାରଣତଃ ଦୁଇ ଯୋଦ୍ଧାଙ୍କ ଭିତରେ ହେଉଥିବା ବେଳେ ଏଠାରେ ହେଉଥିବା କୁସ୍ତି ୨ ବ୍ୟକ୍ତିଙ୍କ ଆଙ୍ଗୁଠି ମଧ୍ୟରେ...
ୟେମେନରେ ୨୦୧୫ରୁ ନିହତ ହେଲେଣି ଲକ୍ଷେ
କାଇରୋ,୧।୧୧:ୟେମେନରେ ଲାଗିରହିଥିବା ଗୃହଯୁଦ୍ଧରେ ୨୦୧୫ରୁ ବର୍ତ୍ତମାନ ସୁଦ୍ଧା ଲକ୍ଷେରୁ ଊର୍ଦ୍ଧ୍ୱ ଲୋକ ପ୍ରାଣ ହରାଇଲେଣି। ଏଥିରେ ୧୨ ହଜାରରୁ ଅଧିକ ସାଧାରଣ ଲୋକଙ୍କ ଜୀବନ ଯାଇଥିବା ଆର୍ମଡ୍ କନ୍ଫ୍ଲିକ୍ଟ ଲୋକେଶନ ଆଣ୍ଡ ଇଭେଣ୍ଟ ଡାଟା ପ୍ରୋଜେକ୍ଟ (ଏସିଏଲ୍ଇଡି) ରିପୋର୍ଟରେ କୁହାଯାଇଛି।...
ମୋଦିଙ୍କୁ ପ୍ରଶଂସା କଲେ ଆମେରିକା ଏମ୍ପି
ଓ୍ବାଶିଂଟନ୍,୧।୧୧: ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ହଟିବା ନିଷ୍ପତ୍ତି ବେଶ୍ ପ୍ରଶଂସନୀୟ ବୋଲି ଆମେରିକା ଏମ୍ପି ଜର୍ଜ ହୋଲ୍ଡିଂ କହିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସାର ପାତ୍ର ବୋଲି ସେ କହିଛନ୍ତି। ୩୭୦ ଅନୁଚ୍ଛେଦ ହଟିବା ଦ୍ୱାରା ରାଜ୍ୟରେ ବିକାଶ...
ଇମ୍ରାନଙ୍କ ଘୋଷଣା: ବିନା ପାସପୋର୍ଟରେ ପାକିସ୍ତାନ ଆସିପାରିବେ ଭାରତୀୟ ଶ୍ରଦ୍ଧାଳୁ
ଇସଲାମାବାଦ,୧।୧୧:କରତାରପୁର କରିଡର ଦେଇ ପାକିସ୍ତାନ ଆସୁଥିବା ଭାରତୀୟ ତୀର୍ଥଯାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍। ବିନା ପାସପୋର୍ଟରେ ଭାରତୀୟ ଶ୍ରଦ୍ଧାଳୁ ପାକିସ୍ତାନ ଆସିପାରିବେ ବୋଲି ଇମ୍ରାନ ଘୋଷଣା କରିଛନ୍ତି। ଶ୍ରଦ୍ଧାଳୁଙ୍କ ପାଖରେ ଏକ ବୈଧ...
ରାଜନୈତିକ ବିଜ୍ଞାପନ ବନ୍ଦ କରିବ ଟୁଇଟର୍
ନ୍ୟୁୟର୍କ,୧।୧୧:ସୋସିଆଲ ମିଡିଆ ଟୁଇଟର ରାଜନୈତିକ ବିଜ୍ଞାପନ ବନ୍ଦ କରିବା ପାଇଁ ନିଷ୍ପତ୍ତି ନେଇଥିବା ଏହାର ସିଇଓ ଜାକ୍ ଡୋର୍ସେ ଘୋଷଣା କରିଛନ୍ତି। ଟୁଇଟର ଜରିଆରେ ବିଶ୍ୱ ସ୍ତରରେ ସମସ୍ତ ରାଜନୈତିକ ବିଜ୍ଞାପନ ବନ୍ଦ କରିବା ଲାଗି ନିଷ୍ପତ୍ତି ହୋଇଛି। ନଭେମ୍ବର...
ଭିଏନା ଚୁକ୍ତିର ଉଲ୍ଲଂଘନ କରିଛି ପାକ୍:ଜାତିସଂଘକୁ ଜଣାଇଲେ ଆଇସିଜେ ଅଧ୍ୟକ୍ଷ
ଜାତିସଂଘ,୧।୧୧ (ଆଇଏଏନ୍ଏସ୍):ନୌସେନାର ପୂର୍ବତନ ଅଧିକାରୀ କୁଳଭୂଷଣ ଯାଦବ ମାମଲାରେ ପାକିସ୍ତାନ ଭିଏନା ଚୁକ୍ତିର ଉଲ୍ଲଂଘନ କରିଛି। ପାକିସ୍ତାନ ଜେଲରେ ଥିବା କୁଳଭୂଷଣଙ୍କୁ ଭାରତୀୟ ଉଚ୍ଚାୟୁକ୍ତଙ୍କ ଜରିଆରେ ଆଇନଗତ ସହାୟତା ପ୍ରଦାନ ପାଇଁ ଇସ୍ଲାମାବାଦ ଅନୁମତି ଦେଇନାହିଁ। ଅନ୍ତର୍ଜାତୀୟ ଅଦାଲତ (ଆଇସିଜେ)...
Archives


