ଅନ୍ତର୍ଜାତୀୟ

ବାଂଲାବନ୍ଧୁଙ୍କ ହତ୍ୟାକାରୀଙ୍କୁ ଫାଶୀ

ଢାକା,୧୩ା୪: ବାଂଲାଦେଶର ପ୍ରତିଷ୍ଠାତା ତଥା ବାଂଲାବନ୍ଧୁ ନାମରେ ପରିଚିତ ଶେଖ୍‌ ମୁଜିବୁର ରହମନଙ୍କ ହତ୍ୟାକାରୀ ପୂର୍ବତନ କ୍ୟାପ୍‌ଟେନ ଅବଦୁଲ ମଜେଦଙ୍କୁ ରବିବାର ଫାଶୀ ଦିଆଯାଇଛି। ୨୫ ବର୍ଷ ଫେରାର ରହିବା ପରେ ତାଙ୍କୁ ଗତ ମଙ୍ଗଳବାର ଗିରଫ କରାଯାଇଥିଲା। ପାକିସ୍ତାନରୁ ଅଲଗା…

ସାରା ବିଶ୍ୱରେ ବଢ଼ିପାରେ ଋଣ ସଙ୍କଟ

ନୂଆଦିଲ୍ଲୀ,୧୪।୪: କରୋନା ପାଇଁ ସାରା ବିଶ୍ୱରେ ଋଣ ସଙ୍କଟ ଆହୁରି ଉତ୍କଟ ହେବ ବୋଲି ପୂର୍ବାନୁମାନ କରାଯାଇଛି। ବିଶ୍ୱର ବିଭିନ୍ନ ଅର୍ଥ ବ୍ୟବସ୍ଥା ପାଇଁ ଏଭଳି ସମସ୍ୟା ଆସିବା ନେଇ ଏକ ରିପୋର୍ଟରେ ଉଲ୍ଲେଖ ରହିଛି। ସୁଇଜରଲାଣ୍ଡର କେନ୍ଦ୍ରୀୟ ବ୍ୟାଙ୍କ ବ୍ୟାଙ୍କ…

ଗିଲ୍‌ଗିଟ୍‌-ବଲ୍ଟିସ୍ତାନ-ପିଓକେରେ ବଢୁଛି କରୋନା ସଂକ୍ରମଣ: ପାକିସ୍ତାନ ସରକାରଙ୍କ ନାହିଁ ନିଘା

ଇସଲାମାବାଦ,୧୨।୪: କରୋନା ସଂକ୍ରମଣ ଯୋଗୁ ପାକିସ୍ତାନରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶର ଗିଲ୍‌ଗିଟ୍‌, ବଲ୍ଟିସ୍ତାନ ଏବଂ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ସଂକ୍ରମିତଙ୍କ ସଂଖ୍ୟାରେ ଅଧିକ ବୃଦ୍ଧି ଘଟୁଛି। ସରକାର ଏସମ୍ପର୍କରେ ଜାଣିଥିଲେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରୁ…

କରୋନାକୁ ହରାଇ ଘରକୁ ଫେରିଲେ ବୋରିସ୍‌ ଜନସନ୍‌: କିଛି ଦିନ ବିଶ୍ରାମ ପରେ କାର୍ଯ୍ୟରେ ଦେବେ ଯୋଗ

ଲଣ୍ଡନ,୧୨।୪: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ କରୋନାକୁ ପରାଜିତ କରି ସୁସ୍ଥ ହୋଇ ରବିବାର ଘରକୁ ଫେରିଛନ୍ତି। କିଛି ଦିନ ବିଶ୍ରାମ ପରେ ସେ କାର୍ଯ୍ୟରେ ଯୋଗଦେବେ ବୋଲି କୁହାଯାଉଛି। ୫୫ ବର୍ଷ ବୟସ୍କ ବୋରିସ୍‌ଙ୍କ ଠାରେ କରୋନା ସଂକ୍ରମଣ ଚିହ୍ନଟ…

ଆମାଜନ୍‌ ଜଙ୍ଗଲରେ ପହଞ୍ଚିଲା କରୋନା: ୟାନୋମାମି ଜନଜାତି ବାଳକଙ୍କ ମୃତ୍ୟୁ

ସାଓ ପାଓଲୋ,୧୨।୪: କରୋନା ସଂକ୍ରମଣ ଏବେ ବ୍ରାଜିଲ୍‌ର ଆମାଜନ୍‌ ଜଙ୍ଗଲରେ ପହଞ୍ଚିଛି। ସଂକ୍ରମଣ ଯୋଗୁ ଏଠାରେ ଜଣେ ୧୫ ବର୍ଷ ବୟସ୍କ ୟାନୋମାମି ଜନଜାତି ବାଳକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକଙ୍କୁ ଏପ୍ରିଲ୍‌ ୩ରେ ଜ୍ୱର ହେବା ସହିତ ମୁଣ୍ଡବିନ୍ଧା, ଗଳାରେ…

ଲକ୍‌ଡାଉନ ଖୋଲିବା ପରେ ପ୍ରିୟଜନଙ୍କ ଅନ୍ତିମ ସଂସ୍କାର ପାଇଁ ଲାଗିଲା ଲମ୍ବା ଲାଇନ୍‌ !

ବେଜିଂ,୧୨।୪: କରୋନା ଭାଇରସ ସଂକ୍ରମଣକୁ ନେଇ ଚାଇନାର ଉହାନ ସହରରେ ଲାଗିଥିବା ୭୮ ଦିନିଆ ଲକ୍‌ଡାଉନ୍‌ ଏବେ ଶେଷ ହୋଇଛି। ଏହାପରେ ସେଠାରେ ସାଧାରଣ ଜୀବନଯାତ୍ରା ସ୍ବାଭାବିକ ହେବା ସହ ସହର ବଜାର ସବୁ ଖୋଲାଥିବା ଦେଖିବାକୁ ମିଳିଛି। ଚାଇନା ସରକାରଙ୍କ…

କରୋନାକୁ ଜିତିଲେ ୯୩ ବର୍ଷର ବୃଦ୍ଧା !

ଇସ୍ତାନବୁଲ,୧୨।୪: ଇରାନ ପରେ ଏବେ ତୁର୍କୀକୁ କରୋନା ସଂକ୍ରମଣର ହଟ୍‌ସ୍ପଟ ବୋଲି କୁହାଯାଉଛି। ପ୍ରତି ସପ୍ତାହରେ ଏଠାରୁ କରୋନାକୁ ନେଇ ଦୁଃଖଦ ଖବର ଆସୁଥିବା ବେଳେ ଏବେ ଏଠାରୁ ଆସିଛି ଏକ ଖୁସି ଖବର। ତୁର୍କୀର ୯୩ ବର୍ଷର ବୃଦ୍ଧା ଏଲି…

ନେପାଳରେ ଥିବା ୩ ଭାରତୀୟ କରୋନାରେ ସଂକ୍ରମିତ

ବିରଗୁଞ୍ଜ,୧୨।୪: ନେପାଳର ବିରଗୁଞ୍ଜ ସହରରେ ରହୁଥିବା ୩ ଭାରତୀୟ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଥିବା ରବିବାର ସୂଚନା ମିଳିଛି। ହେତଉଦରେ ଥିବା ଏକ ଲ୍ୟାବ୍‌ରେ ଟେଷ୍ଟ କରାଯିବା ପରେ ୩ ଜଣଙ୍କ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡିଛି। ଏହାପରେ ଏମାନଙ୍କର…

କେତେ ସଫଳ ହେବ ଆଣ୍ଟିବଡି ପରୀକ୍ଷା

ଓ୍ବାଶିଂଟନ,୧୨।୪: କୋଭିଡ୍‌-୧୯ ସଂକ୍ରମଣକୁ ନେଇ ଅଧିକାଂଶ ଦେଶ ଲକ୍‌ଡାଉନ ରହିଛି। କେବେ ଜୀବନଯାତ୍ରା ସ୍ବାଭାବିକ ହେବ ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କରୋନା ଦ୍ୱାରା ସର୍ବାଧିକ ପ୍ରଭାବିତ ହୋଇଛି ଆମେରିକା। ଏବେ ବଡ଼ ପ୍ରଶ୍ନ ଉଠୁଛି, ଆମେରିକୀୟମାନେ କେବେ ଓ…

ଆମେରିକାରେ ୪୦ ଭାରତୀୟଙ୍କ ମୃତ୍ୟୁ ହେଲାଣି

ଓ୍ବାଶିଂଟନ,୧୨।୪: ଆମେରିକା କୋଭିଡ୍‌-୧୯ ସଂକ୍ରମଣର ବିଶ୍ୱ ହଟ୍‌ସ୍ପଟରେ ପରିଣତ ହୋଇଛି। ଏଠାରେ କରୋନା ସଂକ୍ରମଣରେ ୪୦ରୁ ଊର୍ଦ୍ଧ୍ୱ ଭାରତୀୟ ନାଗରିକ ତଥା ଭାରତୀୟ-ଆମେରିକୀୟଙ୍କର ମୃତ୍ୟୁ ଘଟିଲାଣି। ଏହି ଘାତକ ଭୂତାଣୁ ଦ୍ୱାରା ସେଠାରେ ୧୫୦୦ରୁ ଅଧିକ ଭାରତୀୟ ସଂକ୍ରମିତ ହୋଇଥିବା ଜଣାପଡିଛି।…

ଭେଣ୍ଟିଲେଟର ଯୋଗାଣ ବିଳମ୍ବରୁ ଚାଇନାରେ ବଢ଼ିଥିଲା ମୃତ୍ୟୁସଂଖ୍ୟା

ବେଜିଂ,୧୨।୪(ପି.ଟି.): ଚାଇନାରେ ଉପଯୁକ୍ତ ସମୟରେ ଯଥେଷ୍ଟ ଭେଣ୍ଟିଲେଟର ଯୋଗାଣ ହୋଇଥିଲେ କରୋନାଜନିତ ମୃତ୍ୟୁସଂଖ୍ୟାକୁ ହ୍ରାସ କରାଯାଇ ପାରିଥାନ୍ତା ବୋଲି ଏକ ଅଧ୍ୟୟନରେ କୁହାଯାଇଛି। ସେଠାରେ କରୋନାରେ ଯେତିକି ଲୋକଙ୍କ ମୃତ୍ୟୁ ଘଟିଛି ସେଥିରୁ ୨୦ ପ୍ରତିଶତଙ୍କୁ ଯାନ୍ତ୍ରିକ ଭେଣ୍ଟିଲେଟର ଓ ରେସ୍ପିରେଟୋରି…

କରୋନା ସହ ଲଢ଼େଇ ପାଇଁ ଅଣ୍ଟାଭିଡ଼ା: ତୁର୍କୀର ୩୧ ସହରରେ ୪୮ ଘଣ୍ଟିଆ କର୍ଫ୍ୟୁ

ଆଙ୍କରା,୧୧।୪: କରୋନା ସଂକ୍ରମିତଙ୍କ ସଂଖ୍ୟାକୁ ରୋକିବା ପାଇଁ ତୁର୍କୀର ୩୧ଟି ସହରରେ ୪୮ ଘଣ୍ଟିଆ କର୍ଫ୍ୟୁ ଜାରି ହୋଇଛି। କର୍ଫ୍ୟୁ ଜାରି ହୋଇଥିବା ଅଞ୍ଚଳ ମଧ୍ୟରେ ରାଜଧାନୀ ଆଙ୍କରା, ଆଦନା, ଅନ୍ତାଲ୍ୟା, ଆୟାଦିନ୍‌, ବାଲିକସିର୍‌, ବୁର୍ସା, ଡେନିଜିଲ୍‌ ଆଦି ସହର ରହିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri