ପୃଥିବୀ ମୁହାଁ ଜଳନ୍ତା ଗ୍ରହାଣୁପିଣ୍ଡ, ନାସା ପକ୍ଷରୁ ଜାରି ହେଲା ଏଭଳି ସୂଚନା…
ଓ୍ବାଶିଂଟନ, ୧୯।୭: ପୃଥିବୀ ମୁହାଁ ଏକ ଜଳନ୍ତା ଗ୍ରହାଣୁପିଣ୍ଡ ମାଡ଼ି ଆସୁଛି। ଏହା ପୃଥିବୀ ପାଇଁ ବିପଦ ଜନକ ହୋଇପାରେ ବୋଲି ନାସା ପକ୍ଷରୁ କୁହାଯାଇଛି। ଏହି ଗ୍ରହାଣୁପିଣ୍ଡ ୨୦୨୦-ଏନ୍ଡି ଜୁଲାଇ ୨୪ରେ ପୃଥିବୀର ନିକଟବର୍ତ୍ତୀ ହେବ। ଏହାର ଲମ୍ବ ୧୭୦…
ହ୍ବାଇଟ ହାଉସରୁ ହଟିଲା ବିଲ୍ କ୍ଲିଣ୍ଟନ, ଜର୍ଜ ବୁଶଙ୍କ ଫଟୋ
ଓ୍ବାଶିଂଟନ,୧୯।୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜର୍ଜ ବୁଶ ଓ ବିଲ୍ କ୍ଲିଣ୍ଟନଙ୍କ ସମ୍ମାନରେ ଆଞ୍ଚ ଆସିଛି। ହ୍ବାଇଟ ହାଉସରେ ଥିବା ଏହି ଦୁଇ ରାଷ୍ଟ୍ରପତିଙ୍କ ଫଟୋକୁ ମୁଖ୍ୟସ୍ଥାନରୁ ଉଠାଇ ଦିଆଯାଇ ଏମିତି ଏକ କୋଠରୀରେ ଲଗାଇ ଦିଆଯାଇଛି ଯେଉଁ କୋଠରୀ ବ୍ୟବହାର…
୧୫୦ କୋଟି ସ୍କୁଲ ପିଲାଙ୍କ ପାଠପଢ଼ା ଠପ୍
ଓ୍ବାଶିଂଟନ, ୧୯।୭: ଜାରି ରହିଥିବା କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ପୃଥିବୀ ବହୁ ଦେଶରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏପରିସ୍ଥଳେ ୧୫୦ କୋଟିରୁ ଅଧିକ ସ୍କୁଲ ପିଲାଙ୍କ ପାଠପଢ଼ା ଠପ୍ ହୋଇ ଯାଇଛି। ଭାରତ ଏବଂ ବାଂଲାଦେଶ ଭଳି ଦେଶରେ…
୨୪ ଘଣ୍ଟାରେ ୨ ଲକ୍ଷ ୬୦ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ
ଓ୍ବାଶିଂଟନ, ୧୯।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ପୃଥିବୀରେ ୨ ଲକ୍ଷ ୬୦ ହଜାର ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେଥିମଧ୍ୟରୁ ଆମେରିକାରେ ୭୧ ହଜାର ୪୮୪ ଜଣ, ବ୍ରାଜିଲ୍ରେ…
କରୋନା ବଦଳାଇଲା ନିୟମ: ବ୍ରସେଲ୍ସ ସମ୍ମିଳନୀରେ ହାତ ବଦଳରେ ପରସ୍ପରଙ୍କୁ କହୁଣୀରେ ଜଣାଇଲେ ଅଭିବାଦନ
ବ୍ରସେଲ୍ସ,୧୮।୭: ସାରା ବିଶ୍ୱରେ କରୋନା ଭାଇରସ୍ ସଂକ୍ରମଣ ଅଣାୟତ ହେବାରେ ଲାଗିଛି। ସାରା ଦେଶରେ ପ୍ରତିଦିନ ହଜାର ହଜାର ସଂଖ୍ୟାରେ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। କରୋନା ବ୍ୟାପିବାରୁ ରୋକିବା ପାଇଁ ସବୁ ଦେଶର ସରକାରଙ୍କ ପାଇଁ ଏବେ ଚିନ୍ତାର ବିଷୟ ହୋଇଥିବା…
ମଶା କାମୁଡ଼ିଲେ ହେବ କି କରୋନା!
ଓ୍ବାଶିଂଟନ,୧୮।୭: କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଛି। ଏହାକୁ ନେଇ ପ୍ରାୟ ସମସ୍ତ ବିକାଶଶୀଳ ଦେଶରେ ଗବେଷଣା ଚାଲିଥିବା ବେଳେ ପ୍ରତିଦିନ କରୋନା ଭାଇରସକୁ ନେଇ କିଛି ନା କିଛି ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଅନ୍ୟପଟେ…
ସିଧା ପ୍ରସାରଣ ସମୟରେ ଖସି ପଡିଲା ମହିଳା ଆଙ୍କରଙ୍କ ଦାନ୍ତ
କ୍ୱିଭ,୧୮।୭: ୟୁକ୍ରେନର ଜଣେ ଟେଲିଭିଜନ ନ୍ୟୁଜ ଆଙ୍କର ମରିକା ପଡଲ୍କୋ ସମାଚାର ପଢିବା ସମୟରେ ହଠାତ୍ ତାଙ୍କର ଏକ ଦାନ୍ତ ଖସି ପଡିଥିଲା। ହେଲେ ସେ ଖୁବ୍ ସତର୍କତାର ସହ ହାତରେ ତାଙ୍କ ଦାନ୍ତକୁ ଧରି ନେଇଥିଲେ। ଏହାପରେ ଏହାର ଏକ…
ଟିକ୍ଟକ୍ ବିରୋଧରେ ଫେସ୍ବୁକ୍-ଇନଷ୍ଟାଗ୍ରାମ୍ରେ ଟ୍ରମ୍ପ୍ଙ୍କ ଆଡ୍ କ୍ୟାମ୍ପେନ୍
ଓ୍ବାଶିଂଟନ, ୧୮।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଶର୍ଟ ଭିଡ଼ିଓ ମେକିଂ ଆପ୍ ଟିକ୍ଟକ୍ ବିରୋଧରେ ଫେସ୍ବୁକ୍ ଏବଂ ଇନଷ୍ଟାଗ୍ରାମ୍ରେ ଆଡ୍ କ୍ୟାମ୍ପେନ୍ ଆରମ୍ଭ କରିଛନ୍ତି। ଏହି ଆପ୍ ଆମେରିକା ନାଗରିକଙ୍କ ଗୁପ୍ତ ତଥ୍ୟ ଚୋରି କରୁଥିବା କୁହାଯାଉଛି। କିଛି ଦିନ…
ଏକେ-୪୭ ରାଇଫଲ ଦିଅ ୨ ଗାଈ ନିଅ
ଆବୁଜା, ୧୮।୭: ନାଇଜେରିଆରେ ସରକାର ଏକ ନୂଆ ଯୋଜନା ପ୍ରଣୟନ କରିଛନ୍ତି। ଏହି ଯୋଜନା ଅନୁସାରେ ଦେଶରେ ଥିବା ଡକାୟତଙ୍କୁ ସମାଜର ମୁଖ୍ୟଧାରାରେ ପୁଣି ସାମିଲ୍ କରାଇବାର ଉଦ୍ୟମ ହେଉଛି। ଆତ୍ମସମର୍ପଣ କରୁଥିବା ଡକାୟତଙ୍କୁ ଏକେ-୪୭ ରାଇଫଲ ବଦଳରେ ୨ଟି ଗାଈ…
୨୭.୩ କୋଟି ଭାରତୀୟ ଦାରିଦ୍ର୍ୟମୁକ୍ତ
ଜାତିସଂଘ,୧୮ା୭(ପି.ଟି.): ୨୦୦୫-୦୬ରୁ ୨୦୧୫-୧୬ ମଧ୍ୟରେ ଭାରତରେ ୨୭.୩ କୋଟି ଲୋକ ଦାରିଦ୍ର୍ୟମୁକ୍ତ ହୋଇଥିବା ଜାତିସଂଘ ପକ୍ଷରୁ ପ୍ରକାଶିତ ରିପୋର୍ଟରେ କୁହାଯାଇଛି। ରିପୋର୍ଟ ଅନୁଯାୟୀ ୧୦ ବର୍ଷ ମଧ୍ୟରେ ଭାରତରେ ଗରିବୀ ସର୍ବାଧିକ ହ୍ରାସ ପାଇଛି। ଜାତିସଂଘ ବିକାଶ କାର୍ଯ୍ୟକ୍ରମ (ୟୁଏନ୍ଡିପି) ଏବଂ…
କୁଳଭୂଷଣଙ୍କୁ ତୃତୀୟ କନ୍ସୁଲାର ଆକ୍ସେସ୍ ମିଳିବ
ଇସ୍ଲାମାବାଦ,୧୮ା୭(ପି.ଟି.): ମୃତ୍ୟୁଦଣ୍ଡାଦେଶ ପାଇ ପାକିସ୍ତାନ ଜେଲ୍ରେ ଥିବା ଭାରତର ପୂର୍ବତନ ନୌସେନା ଅଧିକାରୀ କୁଳଭୂଷଣ ଯାଦବଙ୍କୁ ପ୍ରଦାନ କରାଯାଇଥିବା ଦ୍ୱିତୀୟ କନ୍ସୁଲାର ଆକ୍ସେସ୍ (ଦୂତାବାସ ମାଧ୍ୟମରେ ଆଇନଗତ ସହାୟତା)ର କୌଣସି ଅର୍ଥ କିମ୍ବା ବିଶ୍ୱସନୀୟତା ନାହିଁ ବୋଲି ନୂଆଦିଲ୍ଲୀ କହିଛି। ଭାରତର…
ମହାରାଣୀଙ୍କ ନାତୁଣୀ ଗୋପନରେ ବାହାହେଲେ
ଲଣ୍ଡନ,୧୮ା୭: ବ୍ରିଟେନ ମହାରାଣୀ ଏଲିଜାବେଥ୍ ଦ୍ୱିତୀୟଙ୍କ ନାତୁଣୀ ପ୍ରିନ୍ସେସ୍ ବିଟ୍ରାଇସ୍ ଗୋପନରେ ବାହା ହୋଇଛନ୍ତି। ସେ ତାଙ୍କ ପ୍ରେମିକ ତଥା କୋଟିପତି ପ୍ରପର୍ଟି ଟାଇକୁନ୍ ଏଡୋଆର୍ଡୋ ମାପେଲି ମୋଜିଙ୍କ ସହ ଶୁକ୍ରବାର ଓ୍ବିଣ୍ଡସରଠାରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ବ୍ରିଟେନର ପ୍ରଭାବଶାଳୀ…
Archives


