ପ୍ରଥମ କୋଭିଡ୍ ଟିକାର ସଫଳ ପରୀକ୍ଷା
ମସ୍କୋ,୧୩ା୭: ରୁଷିଆ ଦ୍ୱାରା ପ୍ରସ୍ତୁତ ବିଶ୍ୱର ପ୍ରଥମ କରୋନା ଟିକାର କ୍ଲିନିକାଲ ପରୀକ୍ଷା ସଫଳ ହୋଇଛି। ସେଚେନୋଭ୍ ଫାଷ୍ଟ ମସ୍କୋ ଷ୍ଟେଟ୍ ମେଡିକାଲ ୟୁନିଭର୍ସିଟିରେ ଏହାର ପରୀକ୍ଷା ସଫଳତାର ସହ ସମ୍ପୂର୍ଣ୍ଣ ହୋଇଥିବା ଇନ୍ଷ୍ଟିଚ୍ୟୁଟ୍ ଫର ଟ୍ରାନ୍ସଲେଶନାଲ ମେଡିସିନ୍ ଆଣ୍ଡ ବାୟୋଟେକ୍ନୋଲୋଜିର…
ଭୋଟ୍ ଦେଲେ ୫ ଲକ୍ଷ ହଂକଂବାସୀ
ହଂକଂ,୧୩ା୭: ଚାଇନା ପକ୍ଷରୁ ହଂକଂରେ ଲାଗୁ ହୋଇଥିବା ନୂତନ ସୁରକ୍ଷା ଆଇନକୁ ସେଠାରେ ଜୋର୍ଦାର ବିରୋଧ କରାଯାଇଛି। ଲକ୍ଷାଧିକ ହଂକଂ ନାଗରିକ ଚାଇନାର ଏହି ଆଇନ ବିରୋଧରେ ଅଣଆନୁଷ୍ଠାନିକ ଭୋଟ ଦେଇଛନ୍ତି। ଏହା ବେଜିଂର କଠୋର ଆଇନ ବିରୋଧରେ ଏକ ପ୍ରତୀକାତ୍ମକ…
ଜନ୍ମ ଦିନର ଉପହାର: ଜୁଲାଇ ୧୨ ତାରିଖ ଘୋଷଣା ହେଲା ‘ମଲାଲା ଦିବସ’
ଜେନେଭା,୧୨।୭: ମାତ୍ର ୧୭ ବର୍ଷ ବୟସରେ ନୋବେଲ ପୁରସ୍କାର ପାଇଥିବା ମଲାଲା ୟୁସୁଫଜାଇଙ୍କର ଆଜି ହେଉଛି ଜନ୍ମଦିନ। ଏହିଦିନ ଅବସରରେ ଜାତିସଂଘ ମଲାଲାଙ୍କୁ ସମ୍ମାନ ଜଣାଇ ଜୁଲାଇ ୧୨କୁ ମଲାଲା ଡେ’ ଭାବେ ଘୋଷଣା କରିଛି। ତେବେ ମଲାଲା ଦିବସ ପୂର୍ବରୁ…
ବଡ଼ ସହରରେ କାର୍ ଚଳାଇବା ମନା: ସରକାର ତିଆରି କରୁଛନ୍ତି ୧୪୦୦ କିମି ସାଇକେଲ ରାସ୍ତା
ପ୍ୟାରିସ୍, ୧୨।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀର ବହୁ ଦେଶରେ ଲକ୍ଡାଉନ୍ ଜାରି ରହିଛି। କେତେକ ବଡ଼ ବଡ଼ ସହରରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ କାର୍ ଚଳାଇବାକୁ ବାରଣ କରାଯାଇଛି। ଯିବା ଆସିବା ପାଇଁ ଲୋକଙ୍କୁ ସାଇକେଲ ଚଳାଇବା ଲାଗି…
ପ୍ରଥମ ଥର ପାଇଁ ମାସ୍କ୍ ପିନ୍ଧିଲେ ଟ୍ରମ୍ପ୍
ଓ୍ବାଶିଂଟନ, ୧୨।୭: ଆମେରିକାରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ଜାରି ରହିଛି। ଆମେରିକାରେ କରୋନା ସଂକ୍ରମଣ ଖବର ଅପେକ୍ଷା ଏବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ଏକ ଫଟୋ ଏବେ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଫଟୋରେ ଟ୍ରମ୍ପ୍ ମାସ୍କ୍…
ସିଙ୍ଗାପୁର ନିର୍ବାଚନରେ ପିଏପିର ବିପୁଳ ବିଜୟ
ସିଙ୍ଗାପୁର/ନୂଆଦିଲ୍ଲୀ,୧୨ା୭: ସିଙ୍ଗାପୁରରେ ଶୁକ୍ରବାର ଅନୁଷ୍ଠିତ ସାଧାରଣ ନିର୍ବାଚନରେ ଶାସକ ପିପୁଲ୍ସ ଆକ୍ସନ ପାର୍ଟି (ପିଏପି) ବିପୁଳ ବିଜୟ ହାସଲ କରିଛି। ୯୩ ସଂସଦୀୟ ଆସନ ମଧ୍ୟରୁ ପ୍ରଧାନମନ୍ତ୍ରୀ ଲି ସିଏନ୍ ଲୁଙ୍ଗ୍ଙ୍କ ଦଳ ୮୩ଟି ଆସନ ପାଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ…
କରୋନା ନେଇ ପୂର୍ବରୁ ଜାଣିଥିଲା ଚାଇନା
ହଂକଂ,୧୨ା୭: କରୋନା ମହାମାରୀ ସାରା ବିଶ୍ୱରେ ୧୨ ନିୟୁତରୁ ଅଧିକ ଲୋକଙ୍କୁ ସଂକ୍ରମିତ ହେଲାଣି। ଚାଇନା ଯେଉଁ ସମୟରେ ସଂକ୍ରମଣ ନେଇ ସୂଚନା ଦେଲା ତାହାର ବହୁ ପୂର୍ବରୁ ଜାଣିଥିଲା ବୋଲି ହଂକଂର ଜଣେ ଭୂତାଣୁ ବିଜ୍ଞାନୀ କହିଛନ୍ତି। ସରକାରଙ୍କ ଉଚ୍ଚ…
ବିଶ୍ୱ ଜନସଂଖ୍ୟା ଦିବସ: ଏଥର ମିହିଳାଙ୍କ ସ୍ବାସ୍ଥ୍ୟକୁ ନେଇ ରଖାଯାଇଛି ଥିମ୍
ଓ୍ବାଶିଂଟନ,୧୧।୭: ବିଶ୍ୱର ଅଧିକାଂଶ ଦେଶରେ ବୃଦ୍ଧି ପାଉଥିବା ଜନସଂଖ୍ୟା ଏବେ ଚିନ୍ତାର କାରଣ ପାଲଟିଛି। ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜୁଲାଇ ୧୧ରେ ପାଳନ କରାଯାଇଛି ବିଶ୍ୱ ଜନସଂଖ୍ୟା ଦିବସ। ସବୁଥର ପରି ଏଥରର ଥିମ୍ ରହିଛି ‘Health And…
ଆମେରିକାରେ ସ୍ଥିତି ଅଣାୟତ୍ତ: ୨୪ ଘଣ୍ଟାରେ ୭୦ ହଜାର ନୂଆ ଆକ୍ରାନ୍ତ
ଓ୍ବାଶିଂଟନ, ୧୧।୭: କରୋନା ମହାମାରୀ ସଂକ୍ରମଣରେ ଆମେରିକାରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିରେ ଏହା ପୃଥିବୀରେ ରେକର୍ଡ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ ୭୦ ହଜାରରୁ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।…
ବାୟୁ ଚଳାଚଳ କରୁ ନ ଥିବା ହସ୍ପିଟାଲରେ କରୋନା ସଂକ୍ରମଣ ଆଶଙ୍କା ଅଧିକ
ଜେନେଭା,୧୧।୭: ପାଖାପାଖି ୩୨ ଦେଶର ୨୩୯ ବିଶେଷଜ୍ଞଙ୍କ ଦ୍ୱାରା କରାଯାଇଥିବା ଗବେଷଣାରୁ ଜଣାପଡିଥିଲା କି ବାୟୁ ଦ୍ୱାରା କରୋନା ସଂକ୍ରମଣ ହୋଇପାରେ। ପ୍ରଥମେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍ଓ) ଏହାକୁ ଅସ୍ବୀକାର କରୁଥିବା ବେଳେ ପରେ କିନ୍ତୁ ଏହାକୁ ମାନି ନେଇଥିଲା। ଏହାପରେ…
ଲକ୍ଡାଉନ୍ରେ ବି ଭାରତରେ ଜନ୍ମ ନେବେ ୨ କୋଟି ୧୦ ଲକ୍ଷ ଶିଶୁ: ଚାଇନା ଦ୍ୱିତୀୟ ସ୍ଥାନରେ
ଜେନେଭା, ୧୧।୭: ଚଳିତ ୨୦୨୦ ବର୍ଷରେ ପୃଥିବୀରେ ୧୧ କୋଟିରୁ ଅଧିକ ଶିଶୁ ଜନ୍ମ ହେବେ। କରୋନା ମହାମାରୀ ସଙ୍କଟରେ ବହୁ ଦେଶରେ ଲକ୍ଡାଉନ୍ ଜାରି ରହିଛି। ତେବେ ମାର୍ଚ୍ଚ ୧୧ଠାରୁ ଡିସେମ୍ବର ୧୬ ମଧ୍ୟରେ ଶିଶୁମାନେ ଜନ୍ମନେବେ ବୋଲି ୟୁନିସେଫ୍…
କରୋନା ରୋଗୀଙ୍କୁ ସୁସ୍ଥ କରିବ କଙ୍କଡ଼ା ରକ୍ତ: ୧ ଲିଟରର ଦାମ ୧୧ ଲକ୍ଷ!
ଓ୍ବାଶିଂଟନ,୧୦।୭: କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏବେ ଏଥିରୁ ମୁକ୍ତି ପାଇବାକୁ ସମସ୍ତ ବିକାଶଶୀଳ ଦେଶ ପ୍ରୟାସ ଜାରି ରଖିଛନ୍ତି। ପ୍ରଥମେ ଏହାର ଭ୍ୟାକ୍ସିନ ମୂଷା ଓ ମାଙ୍କଡଙ୍କଠାରେ ପରୀକ୍ଷା କରାଯାଉଥିବା ବେଳେ ଏବେ ଏହା ମାନବ…
Archives


