ଅନ୍ତର୍ଜାତୀୟ

ଭାରତୀୟ ନ୍ୟୁଜ ଚ୍ୟାନେଲ ଉପରେ ରୋକ ଲଗାଇଲା ନେପାଳ

କାଠମାଣ୍ଡୁ,୧୦।୭: ନେପାଳର କେପି ଓଲି ସରକାର ଭାରତର ଏକ ସ୍ଥାନକୁ ନିଜ ନୂଆ ନକ୍ସାରେ ସାମିଲ କରିବା ପରେ ଉଭୟ ଦେଶ ମଧ୍ୟ ବିବାଦ ଆରମ୍ଭ ହୋଇଯାଇଛି। ଭାରତୀୟ ମିଡ଼ିଆରେ ନେପାଳର ରାଜନୀତି ଏବଂ କୂଟନୀତିକୁ ନେଇ ଭୁଲ ବାର୍ତ୍ତା ଭାରତୀୟ…

ପୁଣି ଜଣେ ରାଷ୍ଟ୍ରପତିଙ୍କୁ କରୋନା

ଲା ପାଜ୍‌,୧୦।୭: ବୋଲଭିଆର ଅନ୍ତରୀଣ ରାଷ୍ଟ୍ରପତି ଜିନାଇନ୍‌ ଅନେଜ କରୋନା ଆକ୍ରାନ୍ତ ହୋଇଛନ୍ତି। ଏନେଇ ନିଜେ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି ରାଷ୍ଟ୍ରପତି। ୫୩ ବର୍ଷୀୟ ଜିନାଇନ୍‌ ୧୪ ଦିନ କ୍ୱାରେଣ୍ଟାଇନରେ ରହିବା ପରେ ଦ୍ୱିତୀୟ ଥର କରୋନା ଟେଷ୍ଟ କରାଇବେ।…

ଭାରତରେ ସୁଧୁରୁଛି ଆର୍ଥତ୍କ ସ୍ଥିତି

ଲଣ୍ଡନ, ୧୦ା୭(ପି.ଟି.):କୋଭିଡ୍‌-୧୯ ଯୋଗୁ ସାରା ବିଶ୍ୱର ଅର୍ଥନୀତି ଗୁରୁତର ଭାବେ ପ୍ରଭାବିତ ହୋଇଛି। ଏଥିରୁ ମୁକିଳିବା ପାଇଁ ବିଭିନ୍ନ ଦେଶ ଉଦ୍ୟମ ଚଳାଇଥିବାବେଳେ ଭାରତରେ ସ୍ଥିତି ସୁଧୁରୁଥିବାର ସକାରାତ୍ମକ ଚିତ୍ର ଦେଖିବାକୁ ମିଳିଛି। ବିଶ୍ୱ ଅର୍ଥନୀତିକୁ ସୁଧାରିବାରେ ଭାରତ ପ୍ରମୁଖ ଭୂମିକା…

ବିଭାଜନ ମୁହାଁ ନେପାଳ କମ୍ୟୁନିଷ୍ଟ ପାର୍ଟି

କାଠମାଣ୍ଡୁ,୧୦ା୭(ପି.ଟି.):ନେପାଳର ଶାସକ ଦଳ କମ୍ୟୁନିଷ୍ଟ ପାର୍ଟି ବିଭାଜନ ଆଡ଼କୁ ମୁହାଁଉଛିି। ଦଳରେ ସୃଷ୍ଟ ମତଭେଦ ଦୂର ଲାଗି ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ଏବଂ ନେପାଳ କମ୍ୟୁନିଷ୍ଟ ପାର୍ଟି (ଏନ୍‌ସିପି) କାର୍ଯ୍ୟକାରୀ ସଭାପତି ପୁଷ୍ପ କମଲ ଦହଲ ‘ପ୍ରଚଣ୍ଡ’ଙ୍କ ମଧ୍ୟରେ ସପ୍ତାହେ…

କରୋନାରୁ ମସ୍ତିଷ୍କ ସମସ୍ୟା

ଲଣ୍ଡନ,୧୦ା୭(ପି.ଟି.):କୋଭିଡ୍‌-୧୯ ସହ ଷ୍ଟ୍ରୋକ୍‌, ଉନ୍ମାଦନା ଓ ଅନ୍ୟ ନ୍ୟୁରୋଲୋଜିକାଲ ଜଟିଳତାର ସମ୍ପୃକ୍ତି ରହିଛି। ଅତ୍ୟଧିକ କରୋନା ସଂକ୍ରମିତ ଅଧିକାଂଶ ଦେଶରୁ ଏଭଳି ଖବର ଆସିଥିବା ଏକ ନୂତନ ଅଧ୍ୟୟନରୁ ଜଣାପଡିଛି। କରୋନା ରୋଗୀ ସାଧାରଣତଃ ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କରିବା ସହ…

ଅଷ୍ଟ୍ରେଲିଆରେ ଟିକ୍‌ଟକ୍‌ ମନା

ସିଡ୍‌ନୀ,୯।୭: ସାଇଥ୍‌ ଚାଇନା ମର୍ଣ୍ଣିଂ ପୋଷ୍ଟରେ ପ୍ରକାଶିତ ଏକ ଖବର ଅନୁଯାୟୀ ଏବେ ଭାରତ ପରେ ଅଷ୍ଟ୍ରେଲିଆରେ ମଧ୍ୟ ଟିକ୍‌ଟକ୍‌କୁ ବ୍ୟାନ କରିବାକୁ ପ୍ରସ୍ତାବ ଦିଆଯାଇଛି। ଏହା ଏକ ଚାଇନା ଆପ୍‌ ହୋଇଥିବା ବେଳେ ଏଥିରେ ଡାଟା ଚୋରି ହେବାର ସମ୍ଭାବନା…

ଟ୍ରମ୍ପ୍‌ ଦୁନିଆର ସବୁଠାରୁ ଭୟଙ୍କର ବ୍ୟକ୍ତି: ସେ ମହାଠକ ବୋଲି କହିଲେ ଝିଆରି ମେରୀ

ଓ୍ବାଶିଂଟନ, ୯।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ନେଇ ତାଙ୍କ ଝିଆରି ମେରୀ ଟ୍ରମ୍ପ୍‌ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ମୋ ଦାଦା ଜଣେ ମହାଠକ। ତାଙ୍କ ଭଳି ଭୟଙ୍କର ବ୍ୟକ୍ତି ଏ ପୃଥିବୀରେ ଅନ୍ୟ କେହି ନାହାନ୍ତି। ତାଙ୍କୁ…

୧୮ ପଡ଼ୋଶୀଙ୍କ ସହିତ ରହିଛି ଚାଇନାର ସୀମା ବିବାଦ

ବେଜିଂ, ୯।୭: ଚାଇନାର ସୀମା ବିବାଦ କେବଳ ଭାରତ ସହିତ ନୁହେଁ। ଡ୍ରାଗନ୍‌ ସହିତ ୧୮ଟି ପଡ଼ୋଶୀ ଦେଶର ଏଭଳି ସ୍ଥଳ ଏବଂ ସାମୁଦ୍ରିକ ସୀମା ବିବାଦ ଜାରି ରହିଛି। ଚାଇନା ପଡ଼ୋଶୀଙ୍କ ଅଞ୍ଚଳ ନିଜ ଦଖଲକୁ ନେବା ଲାଗି ଷଡ଼ଯନ୍ତ୍ର…

ଟିକା ନ ଆସିଲେ ଭାରତରେ ପ୍ରତିଦିନ ଦେଖାଦେବେ ୩ ଲକ୍ଷ ନୂଆ ସଂକ୍ରମିତ !

ଓ୍ବାଶିଂଟନ/ନୂଆଦିଲ୍ଲୀ,୯।୭: ଆମେରିକାରେ ପ୍ରତିଷ୍ଠିତ ମାସାଚ୍ୟୁଏଟ୍ସ ଇନଷ୍ଟିଚ୍ୟୁଟ ଅଫ୍‌ ଟେକ୍ନୋଲୋଜି(ଏମ୍‌ଆଇଟି)ର ବିଶେଷଜ୍ଞମାନେ ଦାବି କରିଛନ୍ତି କି ଯଦି କରୋନା ଭାଇରସର ଟିକା ନ ମିଳିବ ତେବେ ଭାରତର ସ୍ଥିତି ଅତ୍ୟନ୍ତ ଖରାପ ହୋଇଯିବ। ଟିକା ନ ଆସିଲେ ୨୦୨୧ ବର୍ଷାଋତୁର ଶେଷ ବେଳକୁ…

କରୋନା ରୋଗୀଙ୍କ ପାଇଁ ଭାଓଲିନ ବଜାଉଛନ୍ତି ଏହି ନର୍ସ

ସାଣ୍ଟିଆଗୋ,୯।୭: ଏବେ ବିଶ୍ୱର ଅଧିକାଂଶ ହସ୍ପିଟାଲରେ କରୋନା ରୋଗୀ ଭର୍ତ୍ତି ହୋଇ ରହିଛନ୍ତି। କରୋନା ଯୁଦ୍ଧରେ ବିଜୟୀ ହେବା ପାଇଁ ଏବେ ଡାକ୍ତର, ନର୍ସ ମେଡିକାଲ ଷ୍ଟାଫ୍‌ କାହାକୁ ସମୟ ନାହିଁ। ପିପିଇ କିଟ୍‌ ପିନ୍ଧି ଏମାନେ ଦୀର୍ଘ ସମୟ ପର୍ଯ୍ୟନ୍ତ…

ମେଲାନିଆଙ୍କ ପ୍ରତିମୂର୍ତ୍ତିରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ସ୍ଲୋଭେନିଆ,୯।୭: ଆମେରିକାର ପ୍ରଥମ ଲେଡି ମେଲାନିଆ ଟ୍ରମ୍ପଙ୍କ ଏକ କାଠ ପ୍ରତିମୂର୍ତ୍ତି ତାଙ୍କ ସହର ସ୍ଲୋଭେନିଆର ସେଭେନିକାଠାରେ ସ୍ଥାପିତ ହୋଇଥିଲା। ଏହି ପ୍ରତିମୂର୍ତ୍ତିକୁ ଜୁଲାଇ ୪ ତାରିଖ ରାତିରେ କିଏ ନିଆଁ ଲଗାଇଦେଇଥିବା ଅଭିଯୋଗ ହୋଇଛି। ଏହି ଦିନ ଆମେରିକାରେ ସ୍ବାଧୀନତା…

ଟ୍ରମ୍ପ୍‌ ପ୍ରଶାସନର ବିଦେଶୀ ଛାତ୍ର ଭିଜା ନିୟମକୁ ବିରୋଧ

ଓ୍ବାଶିଂଟନ,୯ା୭: ଅନ୍ତର୍ଜାତୀୟ ଛାତ୍ରୀଛାତ୍ରଙ୍କ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ପ୍ରସ୍ତାବିତ ନୂଆ ଭିଜା ନିୟମକୁ ବିରୋଧ କରି ହାର୍ଭାର୍ଡ ୟୁନିଭର୍ସିଟି ଏବଂ ମାସାଚୁସେଟ୍ସ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଟେକ୍‌ନୋଲୋଜି (ଏମ୍‌ଆଇଟି) ବୁଧବାର ବୋଷ୍ଟନ କୋର୍ଟରେ ପିଟିଶନ ଦାଏର କରିଛନ୍ତି। ବିବାଦୀୟ ନିୟମକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri