ଅନ୍ତର୍ଜାତୀୟ

ବିସିଜି ଟୀକା ଦିଆଯାଇଥିବା ଦେଶରେ କରୋନା ଆତଙ୍କ ହେବ କମ୍‌: ଭାରତରେ ଅଧିକ କ୍ଷତିର ନାହିଁ ଆଶଙ୍କା !

ନୂଆଦିଲ୍ଲୀ/ମେଲବୋର୍ନ,୧।୪: ଯେଉଁ ଦେଶରେ ଟିବି ପାଇଁ  ପ୍ରତିଷେଧକ ଟୀକା ବିସିଜି(ବାସଲି କାଲାମେଟ୍‌-ଗ୍ୟୁରିନ୍‌)ର ବ୍ୟବହାର କରାଯାଇଛି ସେସବୁ ଦେଶରେ କରୋନା ଆତଙ୍କ କମ ଦେଖାଯିବ ବୋଲି ନ୍ୟୁୟର୍କ ଇନଷ୍ଟିଚ୍ୟୁଟ ଅଫ୍‌ ଟେକ୍ନୋଲୋଜି ବିଭାଗର ବାୟୋଲୋଜିକାଲ ସାଇନ୍ସ୍‌ ପକ୍ଷରୁ ହୋଇଥିବା ଏକ ସର୍ଭେ ରିପୋର୍ଟରେ…

ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ପୃଥିବୀ ଉପରେ ଆସିଛି କରୋନା ସଙ୍କଟ: ଜାତିସଂଘ

ଜେନେଭା,୧।୪: ଦ୍ୱିତୀୟ ବିଶ୍ୱଯୁଦ୍ଧ ଏବେ ପୃଥିବୀ ଉପରେ କରୋନା ସଙ୍କଟ ଦେଖାଦେଇଛି। ବିଭିନ୍ନ ରାଷ୍ଟ୍ର ପାରସ୍ପରିକ ଭେଦଭାବ ଭୁଲି ଏକ ଜୁଟ ହୋଇ ଏହାର ମୁକାବିଲା କରିବା ଆବଶ୍ୟକ ବୋଲି ଜାତିସଂଘ ମହାସଚିବ ଆଣ୍ଟୋନିଓ ଗ୍ୟୁଟେରସ୍‌ ଆହ୍ବାନ ଦେଇଛନ୍ତି। କରୋନା ଯୋଗୁ…

୩ ଦିନରେ ୨ ଗୁଣା ହେଲା ଆମେରିକା କରୋନା ମୃତ୍ୟୁ ସଂଖ୍ୟା: ଗଲାଣି ୪,୦୭୬ଙ୍କ ଜୀବନ

ଓ୍ବାଶିଂଟନ,୧।୪: କରୋନା ସଂକ୍ରମଣ ଯୋଗୁ ଆମେରିକାରେ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଇତିମଧ୍ୟରେ ଏଠାରେ ମୃତ୍ୟୁ ସଂଖ୍ୟା ୪,୦୭୬ ଛୁଇଁଛି। ଗୋଟିଏ ଦିନରେ ଏଠାରେ ୮୬୫ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଗତ ୩ ଦିନ ମଧ୍ୟରେ ଏଠାରେ ମୃତକଙ୍କ…

୧୬ ବର୍ଷରେ ପାଦ ଦେଲା ଜି-ମେଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୧।୪: ଜି-ମେଲ୍‌କୁ ବୁଧବାର ୧୬ ବର୍ଷରେ ପାଦ ଦେଇଛି। ୨୦୦୪ ଏପ୍ରିଲ୍‌ ୧ରେ ଏହାର ଶୁଭାରମ୍ଭ ହୋଇଥିଲା। ଏହା ଆମେରିକାର କମ୍ପ୍ୟୁଟର ଇଞ୍ଜିନିୟର ପାଉଲ୍‌ ଟି ବୁଚେଟ୍‌ଙ୍କ ଦ୍ୱାରା ତିଆରି ହୋଇଥିଲା। ପ୍ରଥମେ ଜି-ମେଲ୍‌ ପ୍ରତି ବ୍ୟବହାରକାରୀଙ୍କୁ ଏକ ଗିଗାବାଇଟ୍‌ ସ୍ପେସ୍‌…

ୟୁରୋପ, ଆମେରିକାରେ ବିସ୍ଫୋରକ ସ୍ଥିତି

ଓ୍ବାଶିଂଟନ/ ରୋମ୍‌,୧ା୪: ବିଶ୍ୱବ୍ୟାପୀ କରୋନା ଭାଇରସ୍‌ ମୃତ୍ୟୁସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଅଦ୍ୟାବଧି ମୋଟ ୩୯,୫୭୫ ଜଣ ଏହି ରୋଗରେ ପଡ଼ି ପ୍ରାଣ ହରାଇଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୮୧୦,୧୨୫ରେ ପହଞ୍ଚିଛି। ତେବେ ବିଶ୍ୱରେ କରୋନା ସଂକ୍ରମିତଙ୍କ…

କରୋନା ଭୟ: ରାସ୍ତାରେ ଶୋଉଥିବା ଲୋକଙ୍କୁ ୫-ଷ୍ଟାର ହୋଟେଲରେ ରଖିବେ ସରକାର

କାନବେରା,୩୧।୩: ସାରା ବିଶ୍ୱରେ ମହାମାରୀ କରୋନା ଭାଇରସ୍‌ ଆତଙ୍କ ଖେଳିଯାଇଛି। କରୋନାକୁ ବ୍ୟାପିବାରୁ ରୋକିବା ପାଇଁ ସବୁ ଦେଶ ଭିନ୍ନ ଭିନ୍ନ ଉପାୟରେ ଉଦ୍ୟମ ଚଳାଇଛନ୍ତି। ଇତିମଧ୍ୟରେ କରୋନା ଭାଇରସ୍‌ରୁ ବର୍ତ୍ତିବା ପାଇଁ ଅଷ୍ଟ୍ରେଲିଆର ପର୍ଥ ସହର ଏକ ନିଆରା ଉଦ୍ୟମ…

କରୋନା ଯୋଗୁ ଭାଙ୍ଗିଯିବ ବିଶ୍ୱର ଆର୍ଥିକ ମେରୁଦଣ୍ଡ: ଜାତିସଂଘ

ଓ୍ବାଶିଂଟନ,୩୧।୩: କରୋନା ସଂକ୍ରମଣ ଏବେ ସାରା ବିଶ୍ୱପାଇଁ ଚିନ୍ତାର କାରଣ ପାଲଟି ଯାଇଛି। ଏବେ ସାରା ବିଶ୍ୱ କରୋନାକୁ ନେଇ ଏକ ପ୍ରକାର ଠପ୍‌ ହୋଇ ଯାଇଛି କହିଲେ ଚଳେ। ଏହାକୁ ଦେଖି ଜାତିସଂଘ କହିଛି ଚଳିତ ବର୍ଷ କରୋନା ଯୋଗୁ…

କରୋନା ଭାଇରସରେ ମୃତ ବ୍ୟକ୍ତିଙ୍କ ଅନ୍ତିମ ସଂସ୍କାରରେ ସାମିଲ ହେବେ ମାତ୍ର ୩ ଜଣ

ମ୍ୟାଡ୍ରିଡ,୩୧।୩: ସ୍ପେନରେ କରୋନା ଭାଇରସ ସଂକ୍ରମଣ ସଂଖ୍ୟା ଦ୍ରୁତ ଗତିରେ ବଢି ଚାଲିଛି। ମିଳିଥିବା ରିପୋର୍ଟ ଅନୁଯାୟୀ, ସୋମବାର ୨୪ ଘଣ୍ଟାରେ ସ୍ପେନରେ ୯୧୩ ଜଣଙ୍କ କରୋନା ସଂକ୍ରମଣରେ ମୃତ୍ୟୁ ହୋଇଥିଲା। ଏବେ ସେଠାରେ ସଂକ୍ରମିତଙ୍କ ସଂଖ୍ୟା ୮୭୯୫୬ ଥିବା ବେଳେ…

ତବଲିଗ୍‌ ଜମାତ୍‌ ଯୋଗୁ ଏସିଆରେ ବ୍ୟାପିଲା କରୋନା: ପାକିସ୍ତାନ-ମାଲେସିଆ ପରେ ଏବେ ଭାରତରେ ସୃଷ୍ଟି କଲା ସଙ୍କଟ

ନୂଆଦିଲ୍ଲୀ/ଇସଲାମାବାଦ୍‌,୩୧।୩: ସାରା ପୃଥିବୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦିଲ୍ଲୀର ନିଜାମୁଦ୍ଦିନ୍‌ରେ ହୋଇଥିବା ତବଲିଗ୍‌ ଜମାତ ଯୋଗୁ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି। ମାଲେସିଆ, ପାକିସ୍ତାନ ଏବଂ ଭାରତରେ ହୋଇଥିବା ତବଲିଗ୍‌ ଜମାତ୍‌ ଯୋଗୁ ଏବେ ସମଗ୍ର ଏସିଆ…

ଘଣ୍ଟାରେ ୨୩ଥର ମୁହଁରେ ହାତ ମାରନ୍ତି ଲୋକେ !

ଓ୍ବାଶିଂଟନ,୩୧।୩: କରୋନା ଭୂତାଣୁ ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ପୃଥିବୀର ୧୯୯ ଦେଶରେ କରୋନା ସଂକ୍ରମିତ ହୋଇସାରିଛି। ସେହିପରି ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଏପରିସ୍ଥଳେ ହାତରେ ମୁହଁ, ଆଖି ନାକ, ପାଟି, କାନ ଆଦିକୁ…

ଏଠି ଡାକ୍ତରଙ୍କ ଅବସାଦ ଦୂର କରୁଛି କୁକୁର

ଓ୍ବାଶିଂଟନ,୩୧।୩: କରୋନା ଭାଇରସ ଏବେ ଇଟାଲୀ ଓ ଆମେରିକାରେ ତା’ର କାୟା ବିସ୍ତାର କରିବାରେ ଲାଗିିଛି। ଦିନକୁ ଏଠାରେ ଶହ ଶହ ଲୋକ କରୋନାରେ ସଂକ୍ରମିତ ହେଉଥିବା ବେଳେ ଶହ ଶହ ଲୋକଙ୍କ ଜୀବନ ମଧ୍ୟ ଯାଉଛି। ଇଟାଲୀ ଓ ଆମେରିକାରେ…

କରୋନା ଭୂତାଣୁଠାରୁ କିପରି ଦୂରେଇ ରଖେ ସାନିଟାଇଜର

ଓ୍ବାଶିଂଟନ,୩୧।୩: ସାରା ପୃଥିବୀରେ କରୋନା ସଂକ୍ରମଣ ନେଇ ଭୟଙ୍କର ସ୍ଥିତି ଦେଖାଦେଇଛି। ଏପରିସ୍ଥଳେ ସାମାଜିକ ଦୂରତା, ହାତ ଧୋଇବା ଏବଂ ସାନିଟାଇଜର ବ୍ୟବହାର କରିବା ଉପରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଗୁରୁତ୍ୱାରୋପ କରାଯାଇଛି। ବହୁ ଲୋକ ସାନିଟାଇଜର ବ୍ୟବହାର କରିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri