ଅନ୍ତର୍ଜାତୀୟ

ମେହୁଲ ଚୌକସିଙ୍କୁ ଠକ କହିଲେ ଆଣ୍ଟିଗୁଆ ପ୍ରଧାନମନ୍ତ୍ରୀ: ଭାରତ ନ୍ୟାୟିକ ଯାଞ୍ଚ ପାଇଁ ସ୍ବତନ୍ତ୍ର

ନ୍ୟୁୟର୍କ,୨୬।୯: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଦୁର୍ନୀତି ମାମଲାରେ ପଳାତକ ହୀରା ବ୍ୟବସାୟୀ ମେହୁଲ ଚୌକସିଙ୍କ ଉପରେ ଆଣ୍ଟିଗୁଆ ଓ ବାରବୁଡାର ପ୍ରଧାନମନ୍ତ୍ରୀ ଗେଷ୍ଟୋନ ବ୍ରାଉନି ବଡ଼ ବୟାନ ରଖିଛନ୍ତି। ମେହୁଲଙ୍କୁ ଜଣେ ଠକ ବୋଲି ଗେଷ୍ଟୋନ ସମ୍ବୋଧନ କରିଛନ୍ତି। ଏଥିସହ...

ଦୁଇଦିନ ପରେ ପୁଣି ଥରିଲା ଭାରତ-ପାକିସ୍ତାନ ସୀମାନ୍ତ ଅଞ୍ଚଳ

ନୂଆଦିଲ୍ଲୀ/ଇସଲାମାବାଦ୍‌,୨୬।୯: ଦୁଇ ଦିନ ପରେ ପୁଣି ଗୁରୁବାର ଭାରତ-ପାକିସ୍ତାନ ସୀମାନ୍ତ ଅଞ୍ଚଳରେ ଭୂକମ୍ପ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୪.୮ ଥିଲା ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମଧ୍ୟାହ୍ନ ୧୨ଟା ୩୧ରେ ଏଠାରେ ଭୂକମ୍ପ ହେବାରୁ...

ମାରିଟାଇମ ଜଗତରେ ମହିଳା ସଶକ୍ତୀକରଣ

ଜାତିସଂଘ:୨୦୧୯ସେପ୍ଟେମ୍ବର ୨୬, ଗୁରୁବାର ପାଳନ କରାଯାଉଛି ବିଶ୍ୱ ମାରିିଟାଇମ ଦିବସ। ‘ସାମୁଦ୍ରିକ ଜଗତ ସମ୍ପର୍କରେ ମହିଳାମାନଙ୍କୁ ସଶକ୍ତୀକରଣ କରିବା’ ସ୍ଲୋଗାନ ନେଇ ଏହି ଦିବସ ପାଳନ କରାଯାଉଛି। ଏହା ଜାତିସଂଘ ଦ୍ୱାରା ଇଣ୍ଟରନ୍ୟାଶ୍‌ନାଲ ମାରିଟାଇମ ଅର୍ଗାନାଇଜେଶନ(ଆଇଏମ୍‌ଓ) ବା ଆନ୍ତର୍ଜାତିକ ସାମୁଦ୍ରିକ...

ପୁଣି ଇଣ୍ଡୋନେସିଆରେ ଭୂକମ୍ପ

ଜାକର୍ତ୍ତା,୨୬।୯: ପୂର୍ବ ଇଣ୍ଡୋନେସିଆରେ ଗୁରୁବାର ସକାଳୁ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୫ ରହିଛି। ଅବଶ୍ୟ ଭୂକମ୍ପ ପରେ ଏବେ ସୁନାମି ନେଇ କୌଣସି ସତର୍କ ସୂଚନା ଜାରି କରାଯାଇ ନାହିଁ। ସୂଚନାଯୋଗ୍ୟ, ଗୁରୁବାର ସକାଳ...

ଧରା ପଡ଼ିଲା ଇମ୍ରାନ୍‌ଙ୍କ ବନ୍ଧୁ ଚେହେରା: ହାଫିଜ୍‌ ସଇଦ୍‌ଙ୍କ ପାଇଁ ମାଗିଲେ ଟଙ୍କା

ଇସଲାମାବାଦ୍‌,୨୬।୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ବନ୍ଧୁ ଚେହେରା ଏବେ ଧରା ପଡ଼ିଯାଇଛି। ଭାରତ ଉପରେ ବାରମ୍ବାର ଆତଙ୍କବାଦୀ ଆକ୍ରମଣ କରାଇଥିବା ବିଶ୍ୱ ଆତଙ୍କବାଦୀ ହାଫିଜ୍‌ ସଇଦ୍‌ଙ୍କ ପାଇଁ ଇମ୍ରାନ୍‌ ଜାତିସଂଘକୁ ଅନୁରୋଧ କରିଛନ୍ତି। ଜାତିସଂଘ ପକ୍ଷରୁ ସଇଦ୍‌ଙ୍କ ସମସ୍ତ...

ବିଶ୍ୱକୁ ବାଟ ଦେଖାଇଲେ ଗ୍ରେଟା

ଜଳବାୟୁ ପରିବର୍ତ୍ତନର ଭୟାବହତାକୁ ନେଇ ବିଶ୍ୱବ୍ୟାପୀ ନାନା ଆଶଙ୍କା ଲାଗିରହିଥିବାବେଳେ ଜାତିସଂଘ ଜଳବାୟୁ କାର୍ଯ୍ୟାନୁଷ୍ଠାନ ସମ୍ମିଳନୀରେ ଭାବଗର୍ଭକ ଭାଷଣ ଦେଇ ସମସ୍ତଙ୍କୁ ବିସ୍ମିତ କରିଦେଇଛନ୍ତି ଗ୍ରେଟା ଥନ୍‌ବର୍ଗ। ସ୍ବିଡେନ୍‌ର ଷ୍ଟକ୍‌ହୋମ୍‌ରେ ଜନ୍ମିତ ଏହି ୧୬ ବର୍ଷୀୟା ପରିବେଶ କର୍ମୀଙ୍କୁ ଏହାର...

ମହାକାଶରେ ଇତିହାସ ରଚିଲା ୟୁଏଇ

ଦୁବାଇ,୨୬ା୯(ଏଏଫ୍‌ପି): ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ବୁଧବାର ଇଣ୍ଟରନ୍ୟାଶନାଲ ସ୍ପେସ୍‌ ଷ୍ଟେଶନ(ଆଇଏସ୍‌ଏସ୍‌)କୁ ଦେଶର ପ୍ରଥମ ମହାକାଶ ଯାତ୍ରୀ ହଜ୍ଜା ଅଲ୍‌-ମନ୍‌ସୁରିଙ୍କୁ ପଠାଇ ଇତିହାସ ରଚିଛି। କାଜାଖସ୍ତାନର ବୈକୋନୁରରୁ ସୋୟୁଜ୍‌-ଏଫ୍‌ଜି ରକେଟରେ ୩୫ ବର୍ଷୀୟ ମନ୍‌ସୁରିଙ୍କ ସହ ରୁଷିଆର ଓଲେଗ୍‌ ସ୍କ୍ରିପୋଚକା...

ଗ୍ଲୋବାଲ ବିଜ୍‌ନେସ୍‌ ଫୋରମରେ ମୋଦି: ‘ଭାରତରେ ନିବେଶ ଲାଗି ସୁବର୍ଣ୍ଣ ସୁଯୋଗ’

ନ୍ୟୁୟର୍କ,୨୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଏଠାରେ ବ୍ଲୁମ୍‌ବର୍ଗ ଗ୍ଲୋବାଲ ଇନ୍‌ଭେଷ୍ଟର ଫୋରମ୍‌ରେ ଯୋଗ ଦେଇଛନ୍ତି। ଭାରତରେ ରାଜନୈତିକ ସ୍ଥିରତା ରହିଥିବା ବେଳେ ନିବେଶ ଲାଗି ଅନୁକୂଳ ବାତାବରଣ ରହିଛି। ତଥାପି ଏଥିରେ କୌଣସି ତ୍ରୁଟି ରହିଥିଲେ ସେ ତାହାକୁ...

ଆଲୋଚନା ପୂର୍ବରୁ ପାକ୍‌ କଠୋର ପଦକ୍ଷେପ ନେଉ

ଜାତିସଂଘ,୨୬ା୯(ପି.ଟି.): ପାକିସ୍ତାନ ସହ ଆଲୋଚନା ପୂର୍ବରୁ ଇସ୍‌ଲାମାବାଦକୁ କେତେକ କଠୋର ପଦକ୍ଷେପ ନେବାକୁ ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ କହିଛନ୍ତି। କଶ୍ମୀର ପ୍ରସଙ୍ଗରେ ଉଭୟ ରାଷ୍ଟ୍ର ଏକତ୍ର କିଛି କରିବାକୁ ଟ୍ରମ୍ପ୍‌ ପ୍ରସ୍ତାବ...

ଜାତିସଂଘକୁ ସୋଲାର ପାର୍କ ଉପହାର

ନ୍ୟୁୟର୍କ,୨୬ା୯(ପି.ଟି.): ଜାତିସଂଘ ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗାନ୍ଧୀ ସୋଲାର ପାର୍କ ଏବଂ ଗାନ୍ଧୀ ଶାନ୍ତି ଉଦ୍ୟାନକୁ ଉଦ୍‌ଘାଟନ କରିଛନ୍ତି। ଏଥିସହିତ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ଅବସରରେ ଜାତିସଂଘ ଦ୍ୱାରା ଜାରି ସ୍ମାରକୀ ଷ୍ଟାମ୍ପ୍‌କୁ ପ୍ରଧାନମନ୍ତ୍ରୀ ଅନ୍ୟ ନେତାମାନଙ୍କ...

କଶ୍ମୀର ପ୍ରସଙ୍ଗର ଆନ୍ତର୍ଜାତିକୀକରଣ: ବିଫଳତା ସ୍ବୀକାର କଲେ ଇମ୍ରାନ୍‌

ନ୍ୟୁୟର୍କ,୨୬ା୯: କଶ୍ମୀର ପ୍ରସଙ୍ଗକୁ ଅନ୍ତର୍ଜାତିକୀକରଣ କରାଇବାରେ ପାକିସ୍ତାନ ବିଫଳ ହୋଇଥିବା ଏହାର ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ସ୍ବୀକାର କରିଛନ୍ତି। ଏଥିପାଇଁ ଅନ୍ତର୍ଜାତୀୟ ସମୁଦାୟ ପାଖରେ ସେ ଦୁଃଖିତ ବୋଲି ଇମ୍ରାନ୍‌ କହିଛନ୍ତି। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ଲାଗି ଭାରତର...

ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ…

ପିଆଜ ଶଣ୍ଢା ଶରୀରର ଅନେକ ଉପକାର କରେ। ଏହା ବହୁ ରୋଗରୁ ଦୂରେଇ ରଖେ। ନିୟମିତ ଅଭ୍ୟାସ କରି ସକାଳେ ଅଧାକପ୍‌ ପିଆଜ ଶଣ୍ଢା ରସ ପିଇଲେ ହାର୍ଟ ଆଟାକ୍‌ରୁ ମୁକ୍ତି ମିଳେ ବୋଲି ଟରୋଣ୍ଟୋ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri