ଭେନିସ୍ କେନାଲରେ ଡଲଫିନ୍: ୫୫ ସେକେଣ୍ଡର ଭିଡ଼ିଓ ଭାଇରାଲ
ଭେନିସ୍,୧୮।୩: ଚାଇନା ପରେ କରୋନାର ନୂଆ ଠିକଣା ପାଲଟିଛି ଇଟାଲୀ। ସୁରକ୍ଷା ଦୃଷ୍ଟିରୁ ସାଢ଼େ ୬ କୋଟି ଲୋକଙ୍କୁ ଘରୁ ନ ବାହାରିବାକୁ ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ଏହାର ପ୍ରଭାବ ଯୋଗୁ ଏବେ ଭେନିସ୍ କେନାଲରେ ଆଉ ପୂର୍ବପରି ଗହଳି…
ଆସିଛି କରୋନା, ଆପରାଧୀକ କାର୍ଯ୍ୟ ବନ୍ଦ କର: ଆମେରିକା ପୋଲିସ
ଓ୍ବାଶିଂଟନ,୧୮।୩ : ଆମେରିକାର ୫୦ଟି ରାଜ୍ୟରେ କରୋନା ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ଏହାକୁ ଦୃଷ୍ଟିରେ ରଖି ଆମେରିକା ପୋଲିସ ପକ୍ଷରୁ ଅପରାଧିଙ୍କୁ ଅପିଲ୍ କରାଯାଇଛି ଯେ, ଦେଶରେ କରୋନା ସକ୍ରିୟ ରହିଛି, ତେଣୁ କିଛି ଦିନ ପାଇଁ ଆପରାଧୀକ କାର୍ଯ୍ୟ…
ତାଳି, ବାସନ ବଜାଇ ଏକଜୁଟ ହୋଇ କରୋନାର ମୁକାବିଲା ଲାଗି ସଚେତନତା ସୃଷ୍ଟି କରୁଛନ୍ତି ଲୋକେ
ମାଦ୍ରିଦ୍,୧୮।୩: କରୋନା ସଂକ୍ରମଣ ଯୋଗୁ ସ୍ପେନ୍ରେ ସ୍ଥିତି ସଙ୍କଟ ଜନକ ହୋଇଛି। ସରକାରଙ୍କ ପକ୍ଷରୁ ଲୋକଙ୍କ ଘରୁ ନ ବାହାରିବାକୁ ପରାମର୍ଶ ଦେଇଛନ୍ତି। ଏପରିସ୍ଥଳେ ଲୋକେ ଘରେ ରହି ତାଳି, ବାସନକୁସନ ତଥା ବିଭିନ୍ନ ବାଦ୍ୟ ଯନ୍ତ୍ର ବଜାଇ ଏକ ଜୁଟ…
କରୋନା ଆତଙ୍କରେ ବି ପ୍ରତି କର୍ମଚାରୀଙ୍କୁ ୭୪,୦୦୦ଟଙ୍କା ବୋନସ ଦେବ ଫେସବୁକ
ଓ୍ବାଶିଂଟନ,୧୮।୩: କରୋନା ସଂକ୍ରମଣ ଆତଙ୍କରେ ସାରା ପୃଥିବୀ ଭୟଭୀତ। ଫେସବୁକ୍ କର୍ମଚାରୀଙ୍କ ସୁରକ୍ଷା ଦୃଷ୍ଟିରୁ ସେମାନଙ୍କୁ ଘରେ ରହି କାମ କରିବାକୁ ପରାମର୍ଶ ଦେଇଛି। ଏହା ସହିତ କରୋନା ଆତଙ୍କରେ ବି ପ୍ରତି କର୍ମଚାରୀଙ୍କୁ ୭୪,୦୦୦ଟଙ୍କାର ବୋନସ ଦେବାକୁ ଫେସବୁକ ସିଇଓ…
‘ଏ’ ବ୍ଲଡ୍ ଗ୍ରୁପ୍ଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ: ଚାଇନା ରିପୋର୍ଟ !
ବେଜିଂ,୧୮।୩: ଚାଇନାରେ କରୋନା ସଂକ୍ରମଣ ଯୋଗୁ ବହୁ ଲୋକଙ୍କ ମୃତ୍ୟୁ ଘଟିଛି। ସମ୍ପ୍ରତି ଚାଇନାର ଉହାନ ଏବଂ ଶେନଜେନ୍ ସହରରେ କରାଯାଇଥିବା ଏକ ଗବେଷଣା ରିପୋର୍ଟରେ ଦର୍ଶାଯାଇଛି ଯେ, ‘ଏ’ ବ୍ଲଡ୍ ଗ୍ରୁପ୍ଙ୍କୁ କେରୋନା ସଂକ୍ରମଣ ଆଶଙ୍କା ଅନ୍ୟ ବ୍ଲଡ୍ ଗ୍ରୁପ୍…
କରୋନା ଭୟ: ଏହି ଦେଶରୁ ମୁକୁଳିଲେ ୮୫ହଜାର କଏଦୀ
ତେହେରାନ,୧୭।୩: କରୋନା ଭାଇରସ୍ ଯୋଗୁ ଇରାନରେ ଏପର୍ଯ୍ୟନ୍ତ ୧୪,୯୯୧ ବ୍ୟକ୍ତି ସଂକ୍ରମିତ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୮୫୩କୁ ଛୁଇଁଛି। କରୋନା ପ୍ରଭାବକୁ ଦେଖି ଇରାନ ଜେଲରେ ବନ୍ଦୀ ଥିବା ହଜାର ହଜାର କଏଦୀଙ୍କୁ ମୁକ୍ତ କରିବା ପାଇଁ ସରକାର ନିଷ୍ପତ୍ତି…
ପାକିସ୍ତାନରେ ପ୍ରଥମ କରୋନା ରୋଗୀ ମୃତ
ଇସ୍ଲାମାବାଦ,୧୭।୩: ସାରା ବିଶ୍ୱରେ କରୋନା ଆତଙ୍କ ଖେଳାଇଥିବା ବେଳେ ଏହା କବଳରେ ଏପର୍ଯ୍ୟନ୍ତ ୧୬୦ ଦେଶ ରହିଛି। ଏଥିରୁ ପାକିସ୍ତାନ ମଧ୍ୟ ବର୍ତ୍ତି ପାରିନାହିଁ। ପାକିସ୍ତାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯୩ ହୋଇଥିବା ବେଳେ ଆଗକୁ ଆହୁରି ସଂଖ୍ୟା ବୃଦ୍ଧି ପାଇବ…
ଅଷ୍ଟ୍ରେଲିଆ ଗବେଷକଙ୍କ ମତ: ଦୁଇଟି ଔଷଧ କୋଭିଡ-୧୯କୁ ଆରୋଗ୍ୟ କରିପାରେ
ମେଲବୋର୍ନ,୧୭।୩: କରୋନା ଭାଇରସ ଏବେ ସାରା ବିଶ୍ୱରେ ତା’ର କାୟା ବିସ୍ତାର କରି ଚାଲିଥିବା ବେଳେ ଭାରତ ମଧ୍ୟ ଏଥିରେ ସାମିଲ ହୋଇଛି। ଚାଇନାରୁ ଆରମ୍ଭ ହୋଇଥିବା ଏହି କରୋନା ଭାଇରସ ବା କୋଭିଡ-୧୯ର ଚିକିତ୍ସା ପାଇଁ ଗବେଷକମାନେ ଦିନରାତି ଏକ…
ଗର୍ଭବତୀ ମା’ଠାରୁ ନବଜାତକକୁ ହେବନାହିଁ କରୋନା!
ବେଜିଂ,୧୭।୩: କରୋନା ଭାଇରସ ଏବେ ବିଶ୍ୱକୁ ଚିନ୍ତାରେ ପକାଇ ଦେଇଥିବା ବେଳେ ଏହି ଭୂତାଣୁ ଗର୍ଭବତୀ ମା’ଠାରୁ ନବଜାତ ଶିଶୁକୁ ସଂକ୍ରମଣ କରିବ ନାହିଁ ବୋଲି ବିଶେଷଜ୍ଞମାନେ କହିଛନ୍ତି। ଚାଇନାର ହୁଆଝୋଙ୍ଗ ୟୁନିଭର୍ସିଟି ଅଫ୍ ସାଇନ୍ସ ଆଣ୍ଡ ଟେକ୍ନୋଲୋଜିର ବିଶେଷଜ୍ଞମାନେ ଏହି…
ୟୁରୋପରେ ବିଗୁଡ଼ୁଛି କରୋନା ସ୍ଥିତି
ମାଡ୍ରିଡ୍, ୧୭।୩: ପ୍ରାଣଘାତୀ କରୋନା ଭାଇରସ୍ ବିଶ୍ୱବ୍ୟାପୀ ଆତଙ୍କ ଖେଳାଇ ଥିବାବେଳେ ୟୁରୋପରେ ଏହା ସର୍ବାଧିକ ପ୍ରଭାବ ବିସ୍ତାର କରିଛି। ସ୍ପେନ୍ରେ ଗତ ୨୪ ଘଣ୍ଟା ମଧ୍ୟରେ ଏକ ହଜାର ଲୋକ ସଂକ୍ରମିତ ହୋଇଥିବା ସୋମବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦର୍ଶାଯାଇଛି।…
ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ନ କରିବାକୁ ଟ୍ରମ୍ପ୍ଙ୍କ ଆହ୍ବାନ
ଓ୍ବାଶିଂଟନ,୧୭।୩(ପି.ଟି.): ଆମେରିକାରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୦ ଟପିଥିବାବେଳେ ସେଠାରେ ତେଜରାତି ଓ ଅନ୍ୟାନ୍ୟ ସାମଗ୍ରୀ ଆଗକୁ ନ ମିଳିବା ଆଶଙ୍କାରେ ଲୋକେ ତାହାକୁ ଗଚ୍ଛିତ କରି ରଖୁଥିବା ଜଣାପଡିଛି। ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ନ କରିବାକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍…
ସତର୍କତା ପରେ ବି ପାକିସ୍ତାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଲା ୯୪ରେ
ଇସ୍ଲାମାବାଦ,୧୬।୩: ପାକିସ୍ତାନରେ ସୋମବାର ୪୧ ଜଣ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ସେଠାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪ରେ ପହଞ୍ଚିଥିବା କୁହାଯାଉଛି। ରବିବାର ଏଠାରେ ସଂକ୍ରମିତଙ୍କ ସଂଖ୍ୟା ୫୩ ଥିବା ବେଳେ ଏଥିରେ ଏତେ ପରିମାଣରେ ବୃଦ୍ଧି…
Archives


