କରୋନା ଭୟ: ଏହି ଦେଶର ପ୍ରତ୍ୟେକ ସ୍ଥାନରେ ଲାଗିଛି ‘ଓ୍ବାଶ୍ ବେସିନ୍’
ଚାଇନାର ଉହାନରୁ ଆରମ୍ଭ ହୋଇଥିବା କରୋନା ଭାଇରସ୍ ଏବେ ସାରା ବିଶ୍ୱରେ ନିଜର କାୟା ବିସ୍ତାର କରିଚାଲିଛି। ବିଶ୍ୱର କେତେକ ଦେଶ ଏଥିରୁ ନିସ୍ତାର ପାଇବା ପାଇଁ ଉଚିତ ପଦକ୍ଷେପ ନେବା ସହ ସଚେତନ ମଧ୍ୟ ହେଉଛନ୍ତି। ତେବେ ଏଭଳି ଏକ…
କରୋନା କବଳରେ ଅଷ୍ଟ୍ରେଲିଆ ଗୃହମନ୍ତ୍ରୀ
କାନବେରା,୧୩।୩: ସାରା ବିଶ୍ୱରେ ମାଡି ଚାଲିଛି କରୋନା ଭାଇରସର ଭୟାବହତା। କାନାଡା ପ୍ରଧାନମନ୍ତ୍ରୀଙ୍କ ସହଧର୍ମିଣୀ କରୋନା ଭାଇରସରେ ପୀଡ଼ିତ ଥିବା ଖବର ଆସିବା ପରେ ଏବେ ଅଷ୍ଟ୍ରେଲିଆର ଗୃହମନ୍ତ୍ରୀ ମଧ୍ୟ କରୋନା ଭାଇରସରେ ପୀଡ଼ିତ ଥିବା ସୂଚନା ମିଳିଛି। ଯଦିଓ ବିଧିବଦ୍ଧ…
ଉହାନ ହସ୍ପିଟାଲରୁ ଡିସଚାର୍ଜ ହେଲେ ଶେଷ କରୋନା ସଂକ୍ରମିତ: ଫଟୋ ଭାଇରାଲ
ବେଜିଂ,୧୩।୩: ଗତବର୍ଷ ଶେଷ ବେଳକୁ ଚାଇନାରେ ଦେଖାଦେଇଥିବା କରୋନା ଭାଇରସ ଧୀରେ ଧୀରେ ତା’ର କାୟା ବିସ୍ତାର କରିଥିଲା। ବିଶେଷ କରି ଉହାନ ସହରରେ ଏହା ଅଧିକ ପରିମାଣରେ ଦେଖାଦେଇଥିଲା। ଏହାପରେ ଅଧିକାଂଶ ହସ୍ପିଟାଲରେ ରୋଗୀଙ୍କ ଲମ୍ବା ଲାଇନ୍ ଦେଖିବାକୁ ମିଳିଥିଲା।…
ସାମ୍ନାକୁ ଆସିଲା କରୋନା ଭାଇରସରେ ସଂକ୍ରମିତ ଫୁସ୍ଫୁସ୍ର ପ୍ରଥମ ୩ଡି ଇମେଜ!
ଓ୍ବାଶିଂଟନ,୧୩।୩: କରୋନା ଭାଇରସ ଏବେ ସାରା ବିଶ୍ୱରେ ଆତଙ୍କ ଖେଳାଇଥିବା ବେଳେ ଏବେ ଏଥିରେ ସଂକ୍ରମିତଙ୍କ ମଧ୍ୟରୁ ପ୍ରାୟ ୪ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହେଲାଣି। ସେହିପରି ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ୧ଲକ୍ଷ ପାର କରି ସାରିଲାଣି। ଅପରପକ୍ଷେ ଏହାକୁ…
କରୋନା ଭାଇରସ: ଭାରତୀୟ ସଂସ୍କୃତିକୁ ଆପଣାଇଲା ଆମେରିକା
ଓ୍ବାଶିଂଟନ,୧୩।୩: କରୋନା ଭାଇରସର ଭୟ ଏତେ ମାତ୍ରାରେ ବଢି ଚାଲିଛି ଯେ ଏଥିରୁ ଦୂରେଇ ରହିବାକୁ ସମସ୍ତେ ଚେଷ୍ଟା ଚଳାଇଛନ୍ତି। କରୋନା ଯୋଗୁ ଆଲିଙ୍ଗନ କରିବା, ହାତ ମିଳାଇବା ଆଦିକୁ ବାରଣ କରାଯାଇଥିବାରୁ ଏବେ ବିଦେଶୀମାନେ ଭାରତୀୟ ସଂସ୍କୃତିକୁ ଆପଣାଉଥିବା ଦେଖାଯାଇଛି।…
କରୋନା ଭାଇରସରେ ପୀଡ଼ିତ କାନାଡା ପ୍ରଧାନମନ୍ତ୍ରୀଙ୍କ ସହଧର୍ମିଣୀ
ଓଟାଓ୍ବା,୧୩।୩: କରୋନା ଭାଇରସ ଏବେ ପ୍ରାୟ ୧୧୭ ଦେଶକୁ ବ୍ୟାପିଥିବା ବେଳେ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡେଙ୍କ ସହଧର୍ମିଣୀ ଶୋଫିଆ ଗ୍ରିଗୋଇରେ ଟ୍ରୁଡେ ମଧ୍ୟ ଏଥିରେ ପୀଡିତ ହୋଇଥିବା ସୂଚନା ମିଳିଛି। ଲଣ୍ଡନରୁ ଫେରିବା ପରେ ତାଙ୍କ ନିକଟରେ ଫ୍ଲୁର ଲକ୍ଷଣ…
ଟ୍ରମ୍ପଙ୍କୁ ଭେଟିଥିବା ବ୍ରାଜିଲ ଅଧିକାରୀଙ୍କୁ କରୋନା
ବ୍ଲୁମ୍ବର୍ଗ, ୧୩।୩: ବ୍ରାଜିଲ ରାଷ୍ଟ୍ରପତି ଜୈର ବୋଲ୍ସୋନାରୋଙ୍କ ସହଯୋଗୀ ତଥା ବରିଷ୍ଠ ଅଧିକାରୀ ଫାବିଓ ଓ୍ବାଜ୍ଙ୍ଗର୍ଟେନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ସାକ୍ଷାତ କରି ତାଙ୍କ ସହ ଡିନରରେ ଯୋଗ ଦେଇଥିଲେ। ସେ କରୋନା ସଂକ୍ରମିତ ଥିବା ଗୁରୁବାର ଜଣାପଡ଼ିଛି। ବ୍ରାଜିଲ…
କରୋନା ଯୋଗୁ ୩୬ କୋଟିରୁ ଅଧିକ ଛାତ୍ରୀଛାତ୍ରଙ୍କ ଶିକ୍ଷା ପ୍ରଭାବିତ: ସମାଧାନର ବାଟ ଖୋଜୁଛି ୟୁନେସ୍କୋ
ଜେନେଭା,୧୨।୩: କରୋନା ଭୂତାଣୁ ସଂକ୍ରମଣ ଯୋଗୁ ପୃଥିବୀର ୧୨୧ ଦେଶରେ ସଙ୍କଟ ଦେଖାଦେଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ବିଭିନ୍ନ ଦେଶରେ ବହୁ ସ୍କୁଲକୁ ବନ୍ଦ କରି ଦିଆଯାଇଛି। ଏହା ଦ୍ୱାରା ୩୬ କୋଟିରୁ ଅଧିକ ଛାତ୍ରୀଛାତ୍ରଙ୍କ ଶିକ୍ଷା ପ୍ରଭାବିତ ହୋଇଥିବା ୟୁନେସ୍କୋ…
ୟୁରୋପ ଯାତ୍ରା ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା: ଓ୍ବାଶିଂଟନ୍ରେ ଜରୁରୀକାଳିନ ଘୋଷଣା
ଓ୍ବାଶିଂଟନ୍,୧୨।୩: କରୋନା ଭାଇରସ୍ ସାରା ବିଶ୍ୱରେ ଧିରେ ଧିରେ ନିଜର କାୟା ବିସ୍ତାର କରଚାଲିଛି। ଏଥିଯୋଗୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କରୋନାକୁ ବିଶ୍ୱ ମହାମାରୀ ଘୋଷଣା କରିଛି। ଅପରପକ୍ଷେ କରୋନା ଯୋଗୁ ଆମେରିକା ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି। ଏହି…
ମହାକାଶରେ ବନ୍ଧା କୋବି ଚାଷ କଲା ନାସା
ଓ୍ବାଶିଂଟନ, ୧୨।୩: ମହାକାଶ ଗବେଷଣା ସଂସ୍ଥା ନାସା ଏକ ନୂଆ ଅଧ୍ୟୟନ କରିଛି। ମହାକାଶରେ ନାସାର ବୈଜ୍ଞାନିକ ସାଲାଡରେ ବ୍ୟବହାର କରାଯାଉଥିବା ବନ୍ଧା କୋବି(ଲେଟସ୍) ଚାଷ କରିବାକୁ ସକ୍ଷମ ହୋଇଛନ୍ତି। ମହାକାଶରେ ଚାଷ କରାଯାଇଥିବା ଏହି ବନ୍ଧା କୋବି ପୃଥିବୀରେ ଚାଷ…
ଭିଟାମାଟି ଛାଡ଼ିଛନ୍ତି ୭ କୋଟି ଶରଣାର୍ଥୀ: ନ ମିଳିଲେ ଶରଣ ହଜାର ହଜାର ବାଳିକା ଚୋରା ଚାଲାଣ ହେବା ଆଶଙ୍କା
ଜେନେଭା,୧୨।୩: ପୃଥିବୀରେ ଶରଣାର୍ଥୀଙ୍କ ସମସ୍ୟା ଏବେ ବଢ଼ିବାରେ ଲାଗିଛି। ସମ୍ପ୍ରତି ବିଭିନ୍ନ ଦେଶରେ ୭ କୋଟିରୁ ଅଧିକ ଶରଣାର୍ଥୀ ରହିଛନ୍ତି। ଗୃହଯୁଦ୍ଧ, ଆତଙ୍କବାଦ ଅବା ଅନ୍ୟ ରାଜନୈତିକ କାରଣରୁ ସେମାନେ ନିଜ ଭିଟାମାଟିର ମୋହ ପଛରେ ପକାଇ ଅନ୍ୟ ଦେଶରେ ଶରଣ…
ଘରେ ରହି କାମ କରିବାକୁ କର୍ମଚାରୀଙ୍କୁ ପରାମର୍ଶ ଦେଲା ଟୁଇଟର
ଓ୍ବାଶିଂଟନ,୧୨।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଟୁଇଟର ଏହାର କର୍ମଚାରୀଙ୍କୁ ଘରେ ରହି କାମ କରିବାକୁ ପରାମର୍ଶ ଦେଇଛି। ପୃଥିବୀ ସାରା କାମ କରୁଥିବା କର୍ମଚାରୀଙ୍କୁ ଏନେଇ ଟୁଇଟର ପକ୍ଷରୁ ନୋଟିସ୍ ଜାରି କରାଯାଇଛି। ସମ୍ପ୍ରତି ଟୁଇଟରରେ ପ୍ରାୟ ୫,୦୦୦ କର୍ମଚାରୀ…
Archives


