ଅନ୍ତର୍ଜାତୀୟ

କରୋନା ସମ୍ପର୍କରେ ବାହାରେ ପ୍ରକାଶ କଲେ ଜୀବନରୁ ମାରି ଦିଆଯିବ: ଡାକ୍ତରଙ୍କୁ ଧମକାଇଥିଲେ ଚାଇନା ଅଧିକାରୀ

ବେଜିଂ,୧୨।୩: ଚାଇନାର ଉହାନରେ ଦେଖାଦେଇଥିବା କରୋନା ଭୂତାଣୁ ସଂକ୍ରମଣ ଏବେ ପୃଥିବୀର ୧୨୧ଟି ଦେଶରେ ପହଞ୍ଚିଛି। ଯଦି ଚାଇନା ସରକାର ଡାକ୍ତରଙ୍କ କଥା ଶୁଣିଥାନ୍ତେ ତେବେ ହୁଏତ ଆଜି କରୋନା ପୃଥିବୀରେ ମହାମାରୀ ଭାବେ ଉଭା ହୋଇ ନ ଥାନ୍ତା। ଏବେ…

ହାତରେ ଟର୍ଚ୍ଚ ଧରି ଏଭରେଷ୍ଟ ଶୃଙ୍ଗ ଚଢୁଛନ୍ତି ପର୍ବତାରୋହୀ

କାଠମାଣ୍ଡୁ,୧୨।୩: ଏବେ ଗିରି ଶୃଙ୍ଗ ଏଭରେଷ୍ଟ ଚଢିବା ପାଇଁ ପର୍ବତାରୋହୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗିରିଶୃଙ୍ଗ ଆରୋହଣ କରିବାର ନିଶାରେ ମସଗୁଲ୍‌ ପର୍ବତାରୋହୀ ହାତରେ ଟର୍ଚ୍ଚ ଧରି ଆଗେଇ ଚାଲିଛନ୍ତି। ଏ ସମ୍ପର୍କିତ ଏକ ଫଟୋ ଆଇଏଫ୍‌ଏସ୍‌ ଅଫିସର ପରବିନ୍‌ କାସଓ୍ବାନ…

ଟମ୍‌ ହଙ୍କ୍‌,ରିଟା ଓ୍ବିଲସନଙ୍କୁ କରୋନା ସଂକ୍ରମଣ

ଲସ୍‌ଏଞ୍ଜେଲସ୍‌,୧୨।୩: ହଲିଉଡ୍‌ ଅଭିନେତା ଟମ୍‌ ହଙ୍କ୍‌ ଏବଂ ତାଙ୍କ ସ୍ତ୍ରୀ ରିଟା ଓ୍ବିଲସନ୍‌ଙ୍କୁ କରୋନା ସଂକ୍ରମଣ ହୋଇଛି। ସେମାନଙ୍କ ନମୂନା ପରୀକ୍ଷାରୁ ଏହା ଜଣାପଡ଼ିଛି। ଅଷ୍ଟ୍ରେଲିଆରେ ହୋଇଥିବା ଏକ ପରୀକ୍ଷାରେ ଉଭୟ ଟମ୍‌ ଓ ରିଟାଙ୍କଠାରେ କରୋନା ଭୂତାଣୁ ଚିହ୍ନଟ ହୋଇଛି।…

୩୧ ବର୍ଷରେ ଡବ୍ଲ୍ୟୁ-ଡବ୍ଲ୍ୟୁ-ଡବ୍ଲ୍ୟୁ

ଓ୍ବାଶିଂଟନ,୧୨।୩: ବ୍ଲ୍ୟୁ-ଡବ୍ଲ୍ୟୁ-ଡବ୍ଲ୍ୟୁ(ଓ୍ବାଲର୍‌ଡ ଓ୍ବାଇଡ୍‌ ଓ୍ବେବ୍‌)କୁ ଗୁରୁବାର ୩୧ ବର୍ଷ ପୂରଣ ହୋଇଛି। ୧୯୮୯ ମାର୍ଚ୍ଚ ୧୨ରେ ଏହାର ସ୍ଥାପିତ ହୋଇଥିଲା। ଏଭଳି ଓ୍ବେବସାଇଟ୍‌ ସହିତ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲ୍‌ ମିଳିତ ଭାବେ କାର୍ଯ୍ୟ କରି ବେଶ୍‌ ସଫଳତା ହାସଲ କରିପାରିଛି। ଇଣ୍ଟରନେଟ୍‌…

ପାକିସ୍ତାନ ଯୁଦ୍ଧ ବିମାନ ଏଫ୍‌-୧୬ ଦୁର୍ଘଟଣା ଗ୍ରସ୍ତ: ପାଇଲଟ ମୃତ

ଇସଲାମାବାଦ୍‌, ୧୧।୩: ପାକିସ୍ତାନର ଯୁଦ୍ଧ ବିମାନ ଏଫ୍‌-୧୬ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏଥିରେ ପାଇଲଟ ଓ୍ବିଙ୍ଗ୍‌ କମାଣ୍ଡର ନୌମାନ ଅକରମ୍‌ଙ୍କ ମୃତ୍ୟୁ ଘଟିଛି। ମାର୍ଚ୍ଚ ୨୩ରେ ପାକିସ୍ତାନ ଦିବସ ପାଳନ ଅବସରରେ ହେବାକୁ ଥିବା ପରେଡ଼ ଲାଗି ଯୁଦ୍ଧ ବିମାନଟି ଅଭ୍ୟାସ…

ଉହାନରେ ପୁଣିଥରେ କାମ ଆରମ୍ଭ କରିବାକୁ ଅନୁମତି ଦେଲେ ସରକାର

ବେଜିଂ,୧୧।୩: କରୋନା ଭାଇରସ ଯୋଗୁ ଚାଇନାର ଉହାନ ସହର ବିଶେଷ ପ୍ରଭାବିତ ହୋଇଥିବା ବେଳେ ଏହାକୁ ଏକ ପ୍ରକାର ବନ୍ଦ କରି ଦିଆଯାଇଥିଲା। ଏବେ କରୋନା ସ୍ଥିତିରେ ସୁଧାର ଆସିବାରୁ ପୁଣିଥରେ ଏଠାରେ ଥିବା କମ୍ପାନୀ ଗୁଡିକ କାମ ଆରମ୍ଭ କରିବାକୁ…

ଶିକାର ହେଲେ ବିରଳ ଧଳା ଜିରାଫ

ନାଇରୋବି,୧୧।୩: ସାଧାରଣ ଜିରାଫଙ୍କଠାରୁ ଅଲଗା ଥିବା ଧଳା ଜିରାଫ ଓ ତା’ର ଛୁଆ ପ୍ରଥମ କରି ୨୦୧୭ ମସିହାରେ ଦେଖାଯାଇଥିଲେ। କେନିଆ ବନ୍ୟଜନ୍ତୁ ଅଭୟାରଣ୍ୟରେ ଦେଖାଯାଇଥିବା ଏହି ଦୁର୍ଲଭ ଜିରାଫଙ୍କୁ ଶିକାରୀମାନେ ମାରି ଦେଇଥିବା ଜଣାପଡିଛି। ଉତ୍ତର ପୂର୍ବ କେନିଆର ଗରିସା…

କରୋନା ଭାଇରସରେ ସଂକ୍ରମିତ ବ୍ରିଟେନ ସ୍ବାସ୍ଥ୍ୟମନ୍ତ୍ରୀ

ଲଣ୍ଡନ,୧୧।୩: ବ୍ରିଟେନର ସ୍ବାସ୍ଥ୍ୟମନ୍ତ୍ରୀ ନାଡିନେ ଡୋରିସ କରୋନା ଭାଇରସରେ ସଂକ୍ରମିତ ଥିବା ଜଣାପଡିଛି। ମଙ୍ଗଳବାର ତାଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ନିଜ ଘରେ ତାଙ୍କୁ ଆଇସୋଲେଶନରେ ରଖାଯାଇଥିବା ସୂଚନା ମିଳିଛି। କରୋନା ଭାଇରସକୁ ନେଇ ସମସ୍ତ ପ୍ରକାର ସତର୍କତା ଅବଲମ୍ବନ…

ଇଟାଲିରେ ବୃଦ୍ଧି ପାଉଛି କରୋନା ଭାଇରସ ମୃତ୍ୟୁସଂଖ୍ୟା

ରୋମ,୧୧।୩: କରୋନା ଭାଇରସ ଏବେ ତା’ର ଠିକଣା ବଦଳାଇ ଦେଇଛି ବୋଲି କୁହାଯାଉଛି। ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ବିଶ୍ୱର ପ୍ରାୟ ୧୦୦ ଦେଶକୁ ବ୍ୟାପିଗଲାଣି। ଏଥିମଧ୍ୟରୁ ଇଟାଲିରେ କରୋନା ରୋଗୀଙ୍କ ମୃତ୍ୟୁ ସଂଖ୍ୟା ଧୀରେ ଧୀରେ ବଢିବାରେ…

ପଙ୍ଗପାଳ ହଟାଇବାକୁ ପାକିସ୍ତାନ ସମେତ ପ୍ରସ୍ତୁତ ହେଉଛନ୍ତି ୪ ଦେଶ

ଇସ୍‌ଲାମାବାଦ,୧୧।୩: ପାକିସ୍ତାନ, ଭାରତ, ଇରାନ ଓ ଆଫଗାନିସ୍ତାନ ଆଦି ଦେଶ ପଙ୍ଗପାଳ ଦଳଠାରୁ ମୁକ୍ତି ପାଇବାକୁ ଉପାୟ ଚିନ୍ତା କରୁଛନ୍ତି। ଏହାକୁ ନେଇ ଏହି ୪ ଦେଶ ବୁଧବାର ଏକ ଭିଡଓ କନଫରେନ୍ସ ଆୟୋଜନ କରିଥିବା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସବୁ…

ଧୂମ୍ରପାନ କରୁଥିବା ବ୍ୟକ୍ତିଙ୍କ ପୋଷାକ ବି ସ୍ବାସ୍ଥ୍ୟପାଇଁ କ୍ଷତିକାରକ

ଓ୍ବାଶିଂଟନ,୧୧।୩: ଧୂମ୍ରପାନ ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ। ହେଲେ ଯେଉଁମାନେ ଧୂମ୍ରପାନ କରୁଥିବା ବ୍ୟକ୍ତିଙ୍କ ନିକଟରେ ଥାଆନ୍ତି ସେମାନଙ୍କ ପାଇଁ ବି ଏହା କ୍ଷତିକାରକ ହୋଇଥାଏ ବୋଲି କୁହାଯାଏ। ଏବେ ଆମେରିକାର ୟେଲେ ବିଶ୍ୱବିଦ୍ୟାଳୟର ଗବେଷକମାନେ କହିଛନ୍ତି ଧୂମ୍ରପାନ କରୁଥିବା ବ୍ୟକ୍ତିଙ୍କ ପୋଷାକ…

କରୋନା ଭାଇରସ ସଂକ୍ରମଣ ପରେ ପ୍ରଥମଥର ଉହାନ ଗଲେ ଚାଇନା ରାଷ୍ଟ୍ରପତି

ବେଜିଂ,୧୦।୩: ଚାଇନା ହୁବଇ ଅଞ୍ଚରେ ଥିବା ଉହାନ ସହର କରୋନା ଭାଇରସ ଯୋଗୁ ଅଧିକ ପ୍ରଭାବିତ ହୋଇଥିଲା। କରୋନା ଭାଇରସ ସଂକ୍ରମଣରେ ଉହାନରେ ସର୍ବାଧିକ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିଲା। ଗତବର୍ଷ ଶେଷ ବେଳକୁ ଉହାନରେ ପ୍ରଥମକରି କାରୋନା ଭାଇରସ ସଂକ୍ରମିତଙ୍କୁ ଚିହ୍ନଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri