ମୋଦିଙ୍କ ଜନ୍ମଦିନରେ ଟୁଇଟ୍ କରି ଲୋକହସା ହେଲେ ପାକ୍ ମନ୍ତ୍ରୀ
ଇସ୍ଲାମାବାଦ,୧୭।୯: ପାକିସ୍ତାନ ବିଜ୍ଞାନ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଫୟାଦ ଚୌଧୁରୀ ପୁଣିଥରେ ବିବାଦୀୟ ବୟାନ ଦେଇ ଆସିଛନ୍ତି ଚର୍ଚ୍ଚାକୁ। କେବଳ ଚର୍ଚ୍ଚାକୁ ନୁହେଁ ସେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମ ଦିନରେ ଏମିତି କିଛି ଟୁଇଟ୍ କରିଛନ୍ତି ଯାହାକୁ ନେଇ ତାଙ୍କ ନିଜ...
ମାଡ଼ି ଆସୁଛି ବିପଦ: ୭ମ ଥର ପାଇଁ ସମ୍ପୂର୍ଣ୍ଣ ଧ୍ୱଂସ ହେବ ପୃଥିବୀ !
ଓ୍ବାଶିଂଟନ,୧୭।୯ : ଜଳବାୟୁ ପରିବର୍ତ୍ତନର ପ୍ରଭାବ ପରିବେଶ ଉପରେ ପଡ଼ିବାରେ ଲାଗିଛି। ଏହାଯୋଗୁ ପୃଥିବୀ ପୁଣି ଧ୍ୱଂସ ମୁହାଁ ହେବାରେ ଲାଗିଛି। ଏହା ପୂର୍ବରୁ ପୃଥିବୀ ୬ଥର ସମ୍ପୂର୍ଣ୍ଣ ଧ୍ୱଂସ ହୋଇ ସାରିଛି। ଏବେ ୭ମ ଥର ପାଇଁ ସେହି...
ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା କମିଛି: ମୋଦି-ଇମ୍ରାନ୍ଙ୍କୁ ଖୁବ୍ ଶୀଘ୍ର ଭେଟିବାକୁ ସୂଚନା ଦେଲେ ଟ୍ରମ୍ପ୍
ଓ୍ବାଶିଂଟନ,୧୭।୯: ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ପୁଣି ଥରେ ମଙ୍ଗଳବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ମନ୍ତବ୍ୟ ଦେଇଛନ୍ତିି। ଜମ୍ମୁ-କଶ୍ମୀର ନାମ ନ ନେଇ ଟ୍ରମ୍ପ୍ କହିଛନ୍ତି ଯେ, ଦୁଇ ଦେଶ ମଧ୍ୟରେ ଉତ୍ତେଜନା କମିଛି । ସେ ଖୁବ୍ ଶୀଘ୍ର ପ୍ରଧାନମନ୍ତ୍ରୀ...
ସ୍ମୃତିର ଅବଧି ୨ ଘଣ୍ଟା
ଶିକାଗୋ: ମିଷ୍ଟର ପରଫେକ୍ସୋନିଷ୍ଟ ଆମୀର ଖାନ୍ଙ୍କ ଅଭିନୀତ ବ୍ଲକବଷ୍ଟର ଫିଲ୍ମ ‘ଗଜନୀ’। ଖଳନାୟକ ଗଜନୀଙ୍କ ମରଣାନ୍ତକ ଆକ୍ରମଣରେ ଚଳଚ୍ଚିତ୍ରର ନାୟକ ସଞ୍ଜୟ ସିଙ୍ଘାଣିଆ ଓରଫ୍ ଆମୀର ଶିକାର ହୁଅନ୍ତି ଜଟିଳ ‘ଆଣ୍ଟ୍ରୋଗ୍ରେଡ୍ ଆମ୍ନେସିଆ’ରେ। ନାୟକଙ୍କ ନିକଟରେ ଦେଖିବାକୁ ମିଳେ ଏକ...
ଆପ୍ କହିବ କ’ଣ ଚିନ୍ତା କରୁଛନ୍ତି ମହିଳା
ଟୋକିଓ: ଜାପାନର ଏକ କମ୍ପାନୀ ମହିଳାଙ୍କ ଚିନ୍ତାଧାରା ବୁଝିବା ପାଇଁ ତିଆରି କରିଛି ଏକ ଆପ୍। ଦାମ୍ପତ୍ୟ ଜୀବନରେ ମହିଳାଙ୍କ ଆଚାର ବ୍ୟବହାର ବୁଝିବା ଲାଗି ଏହି ଆପ୍ ତିଆରି ହୋଇଥିବା କୁହାଯାଉଛି। ଏହା ଦ୍ୱାରା ସ୍ବାମୀମାନେ ବେଶ୍ ଉପକୃତ...
ନେତନ୍ୟାହୁଙ୍କ ଭାଗ୍ୟ ପରୀକ୍ଷା
ଜେରୁଜେଲମ୍,୧୭।୯: ଇସ୍ରାଏଲ୍ରେ ନୂଆ ପ୍ରଧାନମନ୍ତ୍ରୀ ଚୟନ ପାଇଁ ମଙ୍ଗଳବାର ନେତାଙ୍କ ଭାଗ୍ୟ ପରୀକ୍ଷା ହେବ। ଏଥିପାଇଁ ମଙ୍ଗଳବାର ଦେଶରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଥିବା ବେଳେ ବହୁ ଭୋଟର ନିଜର ମତ ସାବ୍ୟସ୍ତ କରିଛନ୍ତି। ଚଳିତ ଥର ନିର୍ବାଚନରେ ନେତନ୍ୟାହୁଙ୍କ...
ଥାଇଲାଣ୍ଡ ମନ୍ଦିରରୁ ଉଦ୍ଧାର ୮୦ ବାଘ ମୃତ
ବ୍ୟାଙ୍କକ୍,୧୭ା୯(ଏଏଫପି): ଥାଇଲାଣ୍ଡର ଏକ ବିବାଦୀୟ ମନ୍ଦିରରୁ ୧୪୭ ବାଘଙ୍କୁ ଉଦ୍ଧାର କରାଯାଇ ଅନ୍ୟତ୍ର ନିଆଯାଇଥିଲା। ସେଥିରୁ ୮୦ରୁ ଊର୍ଦ୍ଧ୍ୱ ବାଘଙ୍କ ମୃତ୍ୟୁ ଘଟିଛି। ଜିନ୍ଗତ ସମସ୍ୟା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇଥିବା ଅଭୟାରଣ୍ୟ କର୍ତ୍ତୃପକ୍ଷ କହିଛନ୍ତି। ଥାଇଲାଣ୍ଡର କାଞ୍ଚନବୁରୀ ପ୍ରଦେଶର...
ମୋଦିଙ୍କ ହ୍ୟୁଷ୍ଟନ ସମାବେଶରେ ଯୋଗଦେବେ ଆମେରିକା ରାଷ୍ଟ୍ରପତି
ଓ୍ବାଶିଂଟନ/ନୂଆଦିଲ୍ଲୀ,୧୭ା୯: ଭାରତ-ଆମେରିକା ସମ୍ପର୍କ ବୃଦ୍ଧି ଲାଗି ଆସନ୍ତା ରବିବାର ହ୍ୟୁଷ୍ଟନ୍ ସହରରେ ଅନୁଷ୍ଠିତ ହେବାକୁ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଭିନନ୍ଦନ ସମାବେଶରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଯୋଗଦେବେ ବୋଲି ଜଣାପଡିଛି। ହ୍ବାଇଟ ହାଉସ୍ ପକ୍ଷରୁ ଏହା ଘୋଷଣା କରାଯାଇଛି।...
ସ୍ମରଣ ଶକ୍ତି ବୃଦ୍ଧି ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…
ମୌନ ବା କଥା ନ କହିି ନୀରବ ରହିବା ଦ୍ୱାରା ଅନେକ ଉପକାର ମିଳିଥାଏ। ସପ୍ତାହରେ ୨ ଘଣ୍ଟା ଏପରି କଲେ ସ୍ମରଣ ଶକ୍ତି ବୃଦ୍ଧି ପାଇବା ସହ ମନରେ ଆଧ୍ୟାତ୍ମିକ ଭାବନା ଜାତ ହୋଇଥାଏ ବୋଲି ବୁଦାପେଷ୍ଟ କେନ୍ଦ୍ରୀୟ...
ସ୍ମୃତିଶକ୍ତି ବୃଦ୍ଧି କରିବାକୁ ଚାହୁଁଥିଲେ ମନେ ମନେ ଗାଆନ୍ତୁ ଗୀତ
ବୟସର ମଧ୍ୟବର୍ତ୍ତୀ ସୋପାନରେ ପହଞ୍ଚିବା ପରେ ଶାରୀରିକ ଏବଂ ମାନସିକ ରୂପରେ ଧୀରେ ଧୀରେ ମଣିଷ ଦୁର୍ବଳ ହୋଇପଡ଼େ। ଏସମୟରେ ଅନେକଙ୍କ କ୍ଷେତ୍ରରେ ସ୍ମୃତି ଶକ୍ତି ହ୍ରାସ ହେବା ଭଳି ସମସ୍ୟା ଦେଖାଯାଏ। ସ୍ବିଡେନ୍ରେ ୮୦୦ ମହିଳାଙ୍କ ଉପରେ ଏକ...
ଏହି ଚାଉଳ ଖାଇଲେ ବଢ଼େ ଡାଇବେଟିସ୍…
ଧଳା ଚାଉଳ ଭାତ ଖାଇବାକୁ କେତେକ ଭଲ ପାଆନ୍ତି। ଏହା ରୁଚିକର। କିନ୍ତୁ ଧଳା ଚାଉଳ ଡାଇବେଟିସ୍ ଟାଇପ୍-୨ ବୃଦ୍ଧି କରିଥାଏ। ଦିନକୁ ୧୬୦ ଗ୍ରାମ୍ ଧଳା ଚାଉଳର ଭାତ ଖାଉଥିବା ବ୍ୟକ୍ତିଙ୍କଠାରେ ଡାଇବେଟିସ୍ ଟାଇପ୍-୨ ପ୍ରାୟ ୧୧ ଶତକଡ଼ା...
ଏଠି ସମସ୍ତଙ୍କର ଗୋଟିଏ କିଡ୍ନୀ
ଗୋଟିଏ କିଡ୍ନୀରେ ଗାଁର ସବୁ ଲୋକ ବଞ୍ଚୁଛନ୍ତି। ଏହି ଗାଁଟି ପଡୋଶୀ ଦେଶ ନେପାଳରେ ରହିଛି। ଗାଁର ନାଁ ହୋକ୍ସେ। ଏଠି ଅଧିକାଂଶ ଲୋକେ ଗୋଟିଏ କିଡ୍ନୀରେ ଜୀବନ ବିତାଉଛନ୍ତି। କୌଣସି ରୋଗ ପାଇଁ ନୁହେଁ ବରଂ ଅଭାବରୁ ଏମାନେ...
Archives


