ଆମେରିକାରେ ମୃତ୍ୟୁସଂଖ୍ୟା ୧୧
ସିଟଲ,୬ା୩: ଆମେରିକାରେ କରୋନା ସଂକ୍ରମଣଜନିତ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଲାଣି।କେବଳ ଓ୍ବାଶିଂଟନରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ସିଟଲ ଅଞ୍ଚଳର ଏକ ନର୍ସିଂ ହୋମ୍ରେ ପ୍ରଥମ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଫେଡେରାଲ କର୍ତ୍ତୃପକ୍ଷ ଏହାର ତଦନ୍ତ କରିବେ ବୋଲି ଘୋଷଣା କରିଛନ୍ତି।…
କରୋନା ଭୟ: ୪ ଫୁଟ ଦୂରରୁ ସେଲୁନ୍ରେ କଟାଯାଉଛି କେଶ
ବେଜିଂ,୫।୩: ଚାଇନାରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବା ସହିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ତେଣୁ ସୁରକ୍ଷା ଦୃଷ୍ଟିରେ ଏଠାରେ ଥିବା ସେଲୁନ୍ରେ ୪ ଫୁଟ ଦୂରରୁ କେଶ କଟାଯାଉଛି। ଗ୍ରାହକମାନଙ୍କଠାରୁ ସୁରକ୍ଷିତ ଦୂରତାରେ ରହି ସେଲୁନ କର୍ମଚାରୀ କେଶ କାଟୁଥିବାର…
ମୋବାଇଲ୍ ଆପ୍ କରୋନା ସମ୍ପର୍କରେ ୧୦୦ମିଟର ଦୂରରୁ କରୁଛି ସଚେତନ: ପ୍ରତି ଘଣ୍ଟାରେ ୨୦ ହଜାର ଡାଉନଲୋଡ୍
ସିଓଲ୍,୫।୩: କରୋନା ସଂକ୍ରମଣ ପୃଥିବୀରେ ବଢ଼ିବାରେ ଲାଗିଛି। କରୋନା ସଂକ୍ରମଣ ସମ୍ପର୍କରେ ସତର୍କ ସୂଚନା ଦେବା ପାଇଁ ଦକ୍ଷିଣ କୋରିଆ ଏକ ମୋବାଇଲ୍ ଆପ୍ ତିଆରି କରିଛି। କରୋନା ୧୦୦ଏମ୍ ନାମକ ଏହି ଆପ୍କୁ ପ୍ଲେ ଷ୍ଟୋରରୁ ସହଜରେ ଡାଉନଲୋଡ୍ କରାଯାଇପାରୁଛି।…
ଏଆଇ ଧରିବ କରୋନା
ବେଜିଂ: କରୋନା ଆତଙ୍କରେ ଥରହର ହେଉଛି ସାରା ବିଶ୍ୱ। ଦିନକୁ ଦିନ ଏହି ଭୂତାଣୁ ଗୋଟିଏ ପରେ ଗୋଟିଏ ଦେଶରେ କାୟା ମେଲାଇ ଚାଲିଛି। ଏହି ଜଟିଳ ରୋଗର ଶତ ପ୍ରତିଶତ ନିରାକରଣ ଲାଗି ଅଦ୍ୟାବଧି ପ୍ରତିଷେଧକ ବାହାରିନାହିଁ, ଯାହା ସମସ୍ୟାକୁ…
ୟୁନିସେଫ୍ ହ୍ୟାଣ୍ଡ୍ ଓ୍ବାଶିଂ ଡ୍ୟାନ୍ସ୍ ସୋସିଆଲ ମିଡ଼ିଆରେ ଭାଇରାଲ
ଜେନେଭା,୫।୩: କରୋନା ସଂକ୍ରମଣରୁ ସୁରକ୍ଷା ପାଇଁ ୟୁନିସେଫ୍ ପକ୍ଷରୁ ପ୍ରସ୍ତୁତ ହୋଇଥିବା ଏକ ହ୍ୟାଣ୍ଡ୍ ଓ୍ବାଶିଂ ଡ୍ୟାନ୍ସ୍ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ ଭିଏତ୍ନାମ୍ ଡ୍ୟାନ୍ସର କ୍ୱାଙ୍ଗ୍ ଏବଂ ଆଫଙ୍ଗ୍ ଲୋକଙ୍କୁ ହାତ ଧୋଇବା ଲାଗି ଗୀତ…
ମନୁଷ୍ୟଠାରୁ ଗୃହପାଳିତ ପ୍ରାଣୀଙ୍କୁ ବ୍ୟାପୁଛି କରୋନା ଭାଇରସ
ହଂକଂ,୫।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ବିଶ୍ୱର ଅଧିକାଂଶ ଦେଶକୁ ବ୍ୟାପି ସାରିଲାଣି। ଏମିତିକି ଶକ୍ତିଶାଳୀ ଦେଶ ଆମେରିକା ମଧ୍ୟ ଏବେ କରୋନା ଭାଇରସ କବଳକୁ ଚାଲି ଆସିଛି। ତେବେ ହଂକଂରେ ପ୍ରଥମ କରି ଗୋଟିଏ କୁକୁର କରୋନା…
ପ୍ରତି ମହିଳା ୬ ସନ୍ତାନ ପ୍ରସବ କରିବାକୁ କହିଲେ ରାଷ୍ଟ୍ରପତି
କାରାକସ,୫।୩: ବିଶ୍ୱରେ ଜନସଂଖ୍ୟା ବୃଦ୍ଧି ଏକ ସମସ୍ୟା ହୋଇ ଦେଖାଦେଇଥିବା ବେଳେ ଏବେ ଭେନେଜୁଏଲାର ରାଷ୍ଟ୍ରପତି ନିକୋଲସ ମଦୁରୋ ଏମିତି ଏକ ବୟାନ ଦେଇଛନ୍ତି ଯାହା ଚର୍ଚ୍ଚାକୁ ଆସିଛି। ସେ ତାଙ୍କ ଦେଶର ପ୍ରତି ମହିଳାଙ୍କୁ ଅତି କମ୍ରେ ୬ ସନ୍ତାନ…
କରୋନା ପାଇଁ ଡିଜାଇନିଂ ହେଲା ସୁରକ୍ଷା କବଚ
ବେଜିଂ,୫।୩: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଚାଇନାରେ ଏକ ସୁରକ୍ଷା କବଚ ଡିଜାଇନିଂ କରାଯାଇଛି। ଏହାକୁ ଆର୍କିଟେକଚର ଡାୟୋଙ୍ଗ୍ ସନ୍ ପ୍ରସ୍ତୁତ କରିଛନ୍ତି। ଏଥିରେ ୟୁଭି ଲାଇଟ୍ ରହିଛି। ଯାହାକି କବଚର ଆଭ୍ୟନ୍ତରୀଣ ତାପମାତ୍ରାକୁ ୪୦ ଡିଗ୍ରୀ ସେଲସିୟସ୍ ପର୍ଯ୍ୟନ୍ତ…
ପ୍ରତିଯୋଗିତାରେ ପ୍ରସ୍ତୁତ ହେଲା ୩୧୭୫ କିଲୋଗ୍ରାମ୍ ଦୁଗ୍ଧଜାତ ଖାଦ୍ୟ
ଓ୍ବାଶିଂଟନ,୫।୩ : ଆମେରିକାରେ ଏକ ନିଆରା ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇଛି। ଏହି ପ୍ରତିଯୋଗିତାରେ ୨୬ଟି ଦେଶର ପ୍ରତିଯୋଗୀ ବିଭିନ୍ନ ଦୁଗ୍ଧଜାତ ଖାଦ୍ୟ ପ୍ରସ୍ତୁତ କରିଛନ୍ତି। ସେଥିମଧ୍ୟରେ ଛେନା, ଦହି, ଲହୁଣୀ ସହିତ ଅନ୍ୟ ଖାଦ୍ୟ ମଧ୍ୟ ରହିଛି। ସ୍ଥାନୀୟ ମୈଡ଼ିସନ୍…
ନମସ୍ତେ କହି ଅଭିବାଦନ କଲେ କରୋନାଠାରୁ ରହିହେବ ଦୂରେଇ: ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ
ଜେରୁଜେଲମ୍,୫।୩: ପୃଥିବି ସାରା କରୋନା ନେଇ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ୯୦,୦୦୦ରୁ ଅଧିକ ଲୋକଙ୍କୁ କରୋନା ସଂକ୍ରମଣ ହୋଇଥିବାବେଳେ ୩,୧୦୦ରୁ ଅଧିକଙ୍କ ମୃତ୍ୟୁ ଘଟି ସାରିଲାଣି। ଏଥିରୁ ଦୂରେଇ ରହିବା ଲାଗି ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାବିନ୍ ନେତାନ୍ୟାହୁଙ୍କ ମନ୍ତବ୍ୟ ନେଇ…
ଦୌଡ଼ରୁ ଓହରିଲେ ବ୍ଲୁମ୍ବର୍ଗ
ଓ୍ବାଶିଂଟନ,୫ା୩: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ପ୍ରାର୍ଥୀ ହେବା ପାଇଁ ଉଦ୍ଦିଷ୍ଟ ଡେମୋକ୍ରାଟିକ୍ ପ୍ରାଇମେରି ପ୍ରସେସ୍ ‘ସୁପର ଟ୍ୟୁଜ୍ଡେ’ ଦୁର୍ବଳ ପ୍ରଦର୍ଶନ ପରେ ଦୌଡ଼ରୁ ଓହରିଯାଇଛନ୍ତି ବିଲିଅନାରି ବିଜନେସମ୍ୟାନ୍ ମାଇକ୍ ବ୍ଲୁମ୍ବର୍ଗ। ସେ ପ୍ରତିଦ୍ୱନ୍ଦ୍ୱିତାରୁ ହଟିଯିବା ସହ ବର୍ତ୍ତମାନ ଦୌଡ଼ରେ ଆଗୁଆ ଥିବା…
ଆଖିରେ ଟାଟୁ କରି ଦୃଷ୍ଟିଶକ୍ତି ହରାଇଲେ ମଡେଲ
ଓ୍ବାର୍ସା,୪।୩: ଶରୀରରେ ଟାଟୁ କରିବା ବର୍ତ୍ତମାନ ଟ୍ରେଣ୍ଡ ପାଲଟିଥିବା ବେଳେ ଏବେ ଏହାକୁ ନେଇ ଯୁବପିଢ଼ିଙ୍କ ମଧ୍ୟରେ କ୍ରେଜ୍ କାହିଁରେ କେତେ। ସୌନ୍ଦର୍ଯ୍ୟ ବଢ଼ାଇବା ପାଇଁ କରାଯାଉଥିବା ଟାଟୁ ବେଳେବେଳେ କ୍ଷତିକାରକ ମଧ୍ୟ ସାବ୍ୟସ୍ତ ହୋଇଥାଏ। କିଏ ହାତରେ ଟାଟୁ କରିଥାଏ…
Archives


