ଅନ୍ତର୍ଜାତୀୟ

ମୁଲ୍ଲାଙ୍କୁ ଫୋନ୍‌ କଲେ ଟ୍ରମ୍ପ୍‌: କଏଦୀଙ୍କ ମୁକ୍ତି ନେଇ ଏବେ ବି ସନ୍ଦେହ !

ଓ୍ବାଶିଂଟନ,୪।୩: ତାଲିବାନ ମୁଖ୍ୟ ମୁଲ୍ଲା ବରଦାରଙ୍କ ସହିତ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫୋନ୍‌ରେ ଆଲୋଚନା ହୋଇଛି। ଜଣେ ଆତଙ୍କବାଦୀ ସଂଗଠନ ମୁଖ୍ୟଙ୍କ ସହିତ ନେଇ ଆମେରିକା ରାଷ୍ଟ୍ରପତିଙ୍କ ଆଲୋଚନାକୁ ପ୍ରଥମ ଥର ପାଇଁ ହ୍ବାଇଟ୍‌ ହାଉସ୍‌ ପକ୍ଷରୁ ଗୁରୁତ୍ୱ ଦିଆଯାଇଛି।…

କରୋନା ଭୟ: ୫୪ ହଜାର କଏଦୀଙ୍କୁ ମୁକ୍ତ କଲା ଇରାନ

ତେହେରାନ୍‌,୪।୩ : କରୋନା ଆତଙ୍କରେ ଇରାନ ସରକାର ଆତଙ୍କିତ ହୋଇପଡ଼ିଛନ୍ତି। ଇତିମଧ୍ୟରେ ୨୩ ସାଂସଦଙ୍କଠାରେ କରୋନା ଭୂତାଣୁ ଚିହ୍ନଟ ହୋଇସାରିଛି। ସୁରକ୍ଷା ଦୃଷ୍ଟିରୁ ସରକାର ୫୪ ହଜାର କଏଦୀଙ୍କୁ ମୁକ୍ତ କରିଛନ୍ତି। ତେବେ ୫ ବର୍ଷରୁ କମ ସମୟ ଜେଲରେ ବିତାଇଥିବା…

ଆଫଗାନ ସେନା ଘାଟିକୁ ତାଲିବାନର ଟାର୍ଗେଟ

କାବୁଲ,୪ା୩(ଏଏଫ୍‌ପି): ଆଫଗାନିସ୍ତାନର ସେନା ଘାଟି ଉପରେ ତାଲିବାନ ପକ୍ଷରୁ ଏକାଧିକ ଆକ୍ରମଣ କରାଯାଇଛି। ଫଳରେ ଆମେରିକା-ଆଫଗାନିସ୍ତାନ ଶାନ୍ତି ଆଲୋଚନାର ସଫଳତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି। ସୋମବାର ରାତିରେ ଆଫଗାନିସ୍ତାନର ୧୩ଟି ସ୍ଥାନରେ ଥିବା ସେନା ଘାଟି ଉପରେ ତାଲିବାନ ପକ୍ଷରୁ…

ଫେରିଆସିଲେ ସ୍ବାଗତ କରିବୁ: ପ୍ରିନ୍ସ ହ୍ୟାରିଙ୍କୁ ମହାରାଣୀ କହିଲେ

ଲଣ୍ଡନ,୪ା୩: ତୁମେ ଯେତେବେଳେ ବି ଫେରିଆସିବ ଆମେ ତୁମକୁ ସ୍ବାଗତ କରିବୁ। ରାଜକୀୟ ଉତ୍ତରଦାୟିତ୍ୱରୁ ଦୂରେଇ ଯାଇଥିବା ବ୍ରିଟେନର ମହାନ ରାଜବଂଶର ଅନ୍ୟତମ ଦାୟାଦ ପ୍ରିନ୍ସ ହ୍ୟାରିଙ୍କୁ ଏହା କହିଛନ୍ତି ସମ୍ରାଜ୍ଞୀ ଏଲିଜାବେଥ୍‌ ଦ୍ୱିତୀୟ। ସତେ ଯେମିତି ନିଜ ନାତି ହ୍ୟାରି…

ଭାଙ୍ଗିଲା ଶ୍ରୀଲଙ୍କା ସଂସଦ: ଏପ୍ରିଲରେ ହେବ ନିର୍ବାଚନ

କଲମ୍ବୋ,୩।୩: ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟବାୟ ରାଜପାକ୍‌ସେ ସୋମବାର ଦେଶର ସଂସଦକୁ ଭାଙ୍ଗି ଦେଇଛନ୍ତି। ନିର୍ବାଚନ କମିଶନଙ୍କ ପକ୍ଷରୁ ଏପ୍ରିଲ ୨୫ରେ ନିର୍ବାଚନ ଘୋଷଣା ହେବା ପରେ ସେ ଏହାକୁ ଭାଙ୍ଗି ଦେଇଥିବା ଜଣାପଡିଛି। ତେବେ କାର୍ଯ୍ୟକାଳ ପୂରଣ ହେବାର ୬ ମାସ…

କରୋନା ଭାଇରସ: ଦକ୍ଷିଣ କୋରିଆର ସ୍ଥିତି ଅସମ୍ଭାଳ ସଂକ୍ରମିତଙ୍କ ସଂଖ୍ୟା ୫ହଜାର ଅତିକ୍ରମ କଲା

ସିଓଲ,୩।୩: ଚାଇନା ପରେ ଏବେ ଦକ୍ଷିଣ କୋରିଆରେ କରୋନା ଭାଇରସ ତା’ର କାୟା ବିସ୍ତାର କରିବାରେ ଲାଗିଛି। ମଙ୍ଗଳବାର ସୁଦ୍ଧା ସେଠାରେ ସଂକ୍ରମିତଙ୍କ ସଂଖ୍ୟା ୫ ହଜାର ଟପିଗଲାଣି। ମଙ୍ଗଳବାର ୪୭୭ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଏହି…

ଆମେରିକାରେ ବଢୁଛି କରୋନା ଭାଇରସ ମୃତକଙ୍କ ସଂଖ୍ୟା

ଓ୍ବାଶିଂଟନ,୩।୩: କରୋନା ଭାଇରସ ଏବେ ବିଶ୍ୱବାସୀଙ୍କ ମୁଣ୍ଡ ବିଗାଡି ଥିବା ବେଳେ ଏବେ ଏହା ପାଖାପାଖି ୬୦ ଦେଶକୁ ବ୍ୟାପି ସାରିଲାଣି। ବିଶ୍ୱର ଶକ୍ତିଶାଳୀ ଦେଶ ଭାବେ ପରିଚିତ ଆମେରିକାରେ ମଧ୍ୟ ସମୟ କ୍ରମେ କରୋନା ଭାଇରସ ସଂକ୍ରମିତ ଓ ମୃତକଙ୍କ…

ଇସ୍ରାଏଲ୍‌ରେ ୧୨ ମାସରେ ୩ ଥର ନିର୍ବାଚନ

ଜେରୁଜେଲମ୍‌,୩ା୩(ଏଏଫ୍‌ପି): ଇସ୍ରାଏଲ୍‌ରେ ୧୨ ମାସ ମଧ୍ୟରେ ତୃତୀୟ ଥର ପାଇଁ ସାଧାରଣ ନିର୍ବାଚନ ହେଉଛି। ଦେଶରୁ ରାଜନୈତିକ ସଂକଟ ଦୂର କରିବା ଲାଗି ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ତୃତୀୟ ଥର ନିର୍ବାଚନ ଲଢ଼ୁଛନ୍ତି। ଏଥର ଯଦି କେହି ସଂଖ୍ୟାଗରିଷ୍ଠତା ହାସଲ କରିବାକୁ…

ପାକିସ୍ତାନରେ ଅଧିକରୁ ଅଧିକ ପିଲା ମେଦବହୁଳତାର ଶିକାର: ରିପୋର୍ଟ

ଇସ୍‌ଲାମାବାଦ,୨।୩: ପାକିସ୍ତାନରେ ୫୦ ପ୍ରତିଶତରୁ ଊର୍ଦ୍ଧ୍ୱ ଜନସଂଖ୍ୟା ମେଦବହୁଳତାର ଶିକାର ହେଉଥିବା ବେଳେ ଏଥିଯୋଗୁ ଲୋକଙ୍କୁ ମାରାତ୍ମକ ରୋଗ ହେବାର ଭୟ ମଧ୍ୟ ରହିଛି। ନିକଟରେ ହୋଇଥିବା ଏକ ଅଧ୍ୟୟନରୁ ଏହା ଜଣାପଡ଼ିଛି। ପାକିସ୍ତାନ ହେଲଥ୍‌ ରିସର୍ଚ୍ଚ କାଉନସିଲ ଅଧ୍ୟୟନରୁ ଜଣାପଡ଼ିଛି…

୭ ବର୍ଷ ପଛୁଆ ଦେଶ: ଏବେ ବି ଏଠାରେ ଚାଲିଛି ୨୦୧୨ ମସିହା

ଆଦିସ୍‌ ଆବା,୨।୩: ଏବେ ପୃଥିବୀ ସାରା ୨୦୨୦ ମସିହା ଚାଲିଛି। ତେବେ ଏପରି ଏକ ଦେଶ ରହିଛି ଯେଉଁଠି ଏବେ ବି ୨୦୧୨ ମସିହା ଚାଲିଛି। ଏହି ଦେଶ ପୃଥିବୀଠାରୁ ୭ ବର୍ଷ ୩ ମାସ ପଛୁଆ ରହିଛି। ଏପରି ଅଜବ…

ଦକ୍ଷିଣ କୋରିଆ ଯାତ୍ରୀବାହୀ ବିମାନ ଉପରେ କଟକଣା ଜାରି କଲା ଭିଏତନାମ୍‌

ହନୋଇ,୨।୩: ଦକ୍ଷିଣ କୋରିଆରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଭିଏତନାମ୍‌ ପକ୍ଷରୁ ଦକ୍ଷିଣ କୋରିଆ ବିମାନ ଉପରେ କଟକଣା ଜାରି କରାଯାଇଛି। ଦକ୍ଷିଣ କୋରିଆରୁ ଆସୁଥିବା ସମସ୍ତ ଯାତ୍ରୀବାହୀ ବିମାନକୁ ଭିଏତନାମ୍‌ ବାତିଲ କରିଛି। ଏନେଇ…

ଦିଲ୍‌ଜିତଙ୍କ ସହ ନିଜର ଫଟୋ ଦେଖି ଇଭାଙ୍କା କହିଲେ ତାଜମହଲ ବୁଲାଇଥିବାରୁ ଧନ୍ୟବାଦ

ଓ୍ବାଶିଂଟନ,୨।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିକଟରେ ପରିବାର ସହ ଦୁଇ ଦିନିଆ ଭାରତ ଗସ୍ତରେ ଆସିଥିଲେ। ତାଙ୍କ ସହ ଥିଲେ ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ, ଡୋନାଲ୍ଡଙ୍କ ଝିଅ ଇଭାଙ୍କା ଓ ଜ୍ୱାଇଁ ଜେରେଡ। ଏମାନେ ଭାରତ ଗସ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri