ବୈଠକରେ ଯୋଗ ଦେଲାନି ହେଲେ ରାତ୍ର ଭୋଜନ ପାଇଁ ପହଞ୍ଚିଲା ଦରିଦ୍ର ପାକିସ୍ତାନ
ନୂଆଦିଲ୍ଲୀ,୧୪।୯: ଜମ୍ମୁ-କଶ୍ମୀର ମାମଲାକୁ ନେଇ ପାକିସ୍ତାନ ଯେଉଁଭଳି ବିରୋଧୀ ମତ ଦେଉଛି ତା’ର ଏକ ସ୍ପଷ୍ଟ ଚିତ୍ର ପୁଣି ଦେଖିବାକୁ ମିଳିଛି। ନିଜର ପୂର୍ବ ପ୍ରକୃତିକୁ ନେଇ ଏବେ ବଦନାମ ହୋଇଛି ପାକିସ୍ତାନ। ଭାରତ ଦ୍ୱାରା ଦିଲ୍ଲୀରେ ଆୟୋଜିତ ଦୁଇ...
ଆଉ ଜଣେ ପାକ୍ ଚରମପନ୍ଥୀଙ୍କୁ ଗ୍ଲୋବାଲ୍ ଟେରରିଷ୍ଟ ଘୋଷଣା କଲା ଆମେରିକା
ଓ୍ବାଶିଂଟନ,୧୪।୯: ପାକିସ୍ତାନର ଆଉ ଜଣେ ଚରମପନ୍ଥୀଙ୍କୁ ଆମେରିକା ୨ ଦିନ ତଳେ ଗ୍ଲୋବାଲ୍ ଟେରରିଷ୍ଟ ଘୋଷଣା କରିଛି। ଏହାସହ ଆମେରିକା ଉକ୍ତ ଆତଙ୍କବାଦୀଙ୍କ ଉପରେ ୫୦ ଲକ୍ଷ ଡଲାର ପୁରସ୍କାର ମଧ୍ୟ ଘୋଷଣା କରିଛି। ତେବେ ଆମେରିକା ଯାହାଙ୍କୁ ଗ୍ଲୋବାଲ୍...
ୟେମେନରେ ଜାତିସଂଘ ମିଶନର ମୁଖ୍ୟ ଅଭିଜିତ୍ ଗୁହା
ଜାତିସଂଘ,୧୪ା୯(ପି.ଟି.): ୟେମେନରେ ଜାତିସଂଘ ମିଶନର ମୁଖ୍ୟ ଭାବେ ଅବସରପ୍ରାପ୍ତ ଭାରତୀୟ ସେନା ଅଧିକାରୀ ଲ୍ୟୁଟନାଣ୍ଟ ଜେନେରାଲ ଅଭିଜିତ୍ ଗୁହାଙ୍କୁ ଦାୟିତ୍ୱ ମିଳିଛି। ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍ ଗୁରୁବାର ତାଙ୍କୁ ଜାତିସଂଘ ମିଶନର ମୁଖ୍ୟ ନିଯୁକ୍ତ କରିଛନ୍ତି।
ଆମେରିକାରେ ‘ମୋଦି ଅଭିନନ୍ଦନ’ କାର୍ଯ୍ୟକ୍ରମ: ଯୋଗଦେବେ ୬୦ କଂଗ୍ରେସ ସଦସ୍ୟ
ହ୍ୟୁଷ୍ଟନ,୧୪ା୯(ପି.ଟି.): ହ୍ୟୁଷ୍ଟନ ସହରରେ ସେପ୍ଟେମ୍ବର ୨୨ରେ ଅନୁଷ୍ଠିତ ହେବାକୁ ଥିବା ମେଗା ପ୍ରବାସୀ ଭାରତୀୟ ସମ୍ମିଳନୀ ‘ହାଓଡି ମୋଦି’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସ୍ବାଗତ କରିବା ଲାଗି ୬୦ରୁ ଊର୍ଦ୍ଧ୍ୱ ଆମେରିକା କଂଗ୍ରେସ ଓ ସିନେଟ ସଦସ୍ୟ ଉପସ୍ଥିତ ରହିବେ।...
ବାଂଲାଦେଶର ସୀମାସ୍ତମ୍ଭରୁ ହଟିଲା ପାକିସ୍ତାନ
ଢାକା,୧୪ା୯(ଆଇଏଏନ୍ଏସ୍): ବାଂଲାଦେଶ ମୁକ୍ତି ଯୁଦ୍ଧର ୪୮ ବର୍ଷ ପରେ ଏହି ଦେଶର ସମସ୍ତ ସୀମାସ୍ତମ୍ଭ (ବୋର୍ଡର ପିଲାର)ରୁ ପାକିସ୍ତାନର ନାମକୁ ହଟାଇ ଦିଆଯାଇଛି। ୧୯୪୭ରେ ଦେଶ ବିଭାଜନ ବେଳେ ଏହି ସୀମାସ୍ତମ୍ଭଗୁଡ଼ିକୁ ସ୍ଥାପନ କରାଯାଇଥିଲା। ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍ ହାସିନାଙ୍କ...
ମୋଦିଙ୍କୁ କାପୁରୁଷ ବୋଲି କହିଲେ ଇମ୍ରାନ
ଇସ୍ଲାମାବାଦ,୧୩।୯: କଶ୍ମୀର ପ୍ରସଙ୍ଗକୁ ନେଇ ପୁଣିଥରେ ଗର୍ଜିଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ। ପାକ୍ ଅଧିକୃତ କଶ୍ମୀର(ପିଓକେ)ର ମୁଜ୍ଜାଫରାବାଦରେ ଶୁକ୍ରବାର ସେ ଏକ ରାଲିକୁ ସମ୍ବୋଧନ ଦେବା ଅବସରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କାପୁରୁଷ ବୋଲି କହିଛନ୍ତି। ମୋଦିଙ୍କ...
ଭାରତକୁ ଯୁଦ୍ଧ ଧମକ ଦେଲେ ଇମ୍ରାନ
ଇସ୍ଲାମାବାଦ,୧୩।୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଭାରତ ବିରୋଧରେ ପୁଣି ସ୍ବର ଉଠାଇଛନ୍ତି। ଏଥର ସେ ଭାରତକୁ ଯୁଦ୍ଧ ଧମକ ଦେଇଛନ୍ତି। ଶୁକ୍ରବାର ସେ ପାକ୍ ଅଧିକୃତ କଶ୍ମୀର(ପିଓକେ)ର ମୁଜ୍ଜଫରାବାଦରେ ଏକ ରାଲିକୁ ସମ୍ବୋଧନ ଦେବା ଅବସରରେ ପୁଣିଥରେ ଭାରତ...
ମୁହଁ ଖୋଲିଲା ପାକିସ୍ତାନ: ଆତଙ୍କବାଦୀ ସୃଷ୍ଟି ପାଇଁ ଆମେରିକା ଦେଇଥିଲା ଆର୍ଥିକ ସହାୟତା
ଇସ୍ଲାମାବାଦ,୧୩।୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଗୋଟିଏ ପରେ ଗୋଟିଏ ସତ ମାନୁଛନ୍ତି। ଏବେ ଇମ୍ରାନ୍ କହିଛନ୍ତି କି ୧୯୮୦ରେ ଆଫଗାନିସ୍ତାନରେ ରୁଷ( ତତ୍କାଳିନ ସୋଭିଏତ୍ ସଂଘ)ବିରୋଧରେ ଲଢିବା ପାଇଁ ପାକିସ୍ତାନ ଜେହାଦିଙ୍କୁ ପ୍ରସ୍ତୁତ କରିଥିଲା। ଏମାନଙ୍କୁ ପ୍ରଶିକ୍ଷଣ ମଧ୍ୟ...
ପାକିସ୍ତାନ ସଂସଦରେ ହଙ୍ଗାମା: ‘ଗୋ ନିୟାଜି ଗୋ’ ସ୍ଲୋଗାନ ଦେଲେ ବିରୋଧୀ
ଇସ୍ଲାମାବାଦ,୧୩।୯: ପାକିସ୍ତାନ ସଂସଦରେ ଗୁରୁବାର ଆୟୋଜିତ ଯୁଗ୍ମ ଅଧିବେଶନରେ ହଙ୍ଗାମା ହୋଇଛି। ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ କାର୍ଯ୍ୟକାଳ ୧ବର୍ଷ ପୂର୍ତ୍ତି ଅବସରରେ ଏହି ଅଧିବେଶନ ଡକାଯାଇଥିଲା। ଅଧିବେଶନ ଆରମ୍ଭ ହେବା ମାତ୍ରେ ରାଷ୍ଟ୍ରପତି ଆରିଫ ଆଲଓ୍ବି ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କୁ...
ଶେଷରେ ମାନିଲା ପାକିସ୍ତାନ: ଆତଙ୍କବାଦୀ ସଂଗଠନକୁ ପାକିସ୍ତାନରେ ଟ୍ରେନିଂ ଦିଆଯାଉଛି
ଇସାଲାମାବାଦ୍,୧୩।୯: ଆତଙ୍କବାଦୀ ସଂଗଠନକୁ ପାକିସ୍ତାନରେ ଟ୍ରେନିଂ ଦିଆଯାଉଛି ବୋଲି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ ଶେଷରେ ସ୍ବୀକାର କରିଛନ୍ତି। ୮୦ ଦଶକରେ ସୋଭିଏଟ ରୁଷ ଆଫଗାନିସ୍ତାନ ଉପରେ କବ୍ଜା କରିଥିବାବେଳେ ପାକିସ୍ତାନ ଆତଙ୍କବାଦୀ ସଂଗଠନ ମୁଜାହିଦ୍ଦିନଙ୍କୁ ତା’ ବିରୋଧରେ ଜିହାଦ...
କୁଳଭୂଷଣଙ୍କୁ ଆଉ ମିଳିବନି ଆଇନଗତ ସହାୟତା
ଇସ୍ଲାମାବାଦ,୧୩-୯(ପି.ଟି.):ପାକିସ୍ତାନର ଜେଲରେ ଥିବା ଭାରତର ପୂର୍ବତନ ନୌସେନା ଅଧିକାରୀଙ୍କୁ ଉଚ୍ଚାୟୁକ୍ତଙ୍କ ଜରିଆରେ ଦ୍ୱିତୀୟ ଥର ପାଇଁ ଆଇନଗତ ସହାୟତା ଦେବାକୁ ମନାକରିଦେଇଛି ଇସ୍ଲାମାବାଦ। ଆଉ ଥରେ କନ୍ସୁଲାର ଆକ୍ସେସ୍ ପାଇଁ କୌଣସି ଯୋଜନା ନାହିଁ ବୋଲି ଗୁରୁବାର ପାକିସ୍ତାନ ବହିର୍ବ୍ୟାପାର...
ସତ ମାନିଲା ପାକ୍:ହାଫିଜ୍ଙ୍କ ପାଇଁ ଖର୍ଚ୍ଚ କରିଛୁ କୋଟି କୋଟି
ଇସ୍ଲାମାବାଦ,୧୩-୯:ଅକଳରେ ପଡ଼ି ଶେଷରେ ସତ ମାନିଛି ପାକିସ୍ତାନ। ବମ୍ବେ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ତାଙ୍କ ସଙ୍ଗଠନ ଜମାତ୍-ଉଦ୍-ଦାଓ୍ବା (ଜେୟୁଡି) ପଛରେ ପାକିସ୍ତାନ କୋଟି କୋଟି ଟଙ୍କା ଖର୍ଚ୍ଚ କରିଥିବା ସେଠାକାର ସ୍ବରାଷ୍ଟ୍ରମନ୍ତ୍ରୀ ଐଜାଜ୍ ଅହମ୍ମଦ ସ୍ବୀକାର କରିଛନ୍ତି। ଘରୋଇ...
Archives


