ଅନ୍ତର୍ଜାତୀୟ

୯/୧୧ ଭଳି ଆକ୍ରମଣ ପାଇଁ ପାକ୍‌ର ଷଡ଼ଯନ୍ତ୍ର

ନୂଆଦିଲ୍ଲୀ/ଇସ୍‌ଲାମାବାଦ, ୧୮ା୫(ଆଇଏଏନ୍‌ଏସ୍‌): ପାକିସ୍ତାନ ପାଶ୍ଚାତ୍ୟ ଦେଶଗୁଡ଼ିକ ବିରୋଧରେ ୯/୧୧ ଆକ୍ରମଣ ଭଳି ଆଉ ଏକ ଷଡ଼ଯନ୍ତ୍ର ରଚୁଛି। ପାକିସ୍ତାନ ସମର୍ଥତ୍ତ ହକ୍କାନି ନେଟ୍‌ଓ୍ବର୍କ (ଏଚ୍‌କ୍ୟୁଏନ୍‌) ଇସ୍‌ଲାମିକ୍‌ ଆତଙ୍କବାଦୀ ସଙ୍ଗଠନ ଅଲ୍‌-କାଏଦାକୁ ଏହି ଆକ୍ରମଣ ପାଇଁ ସହଯୋଗ କରୁଛି। ଆଫଗାନିସ୍ତାନର ପୂର୍ବତନ ଗୋଇନ୍ଦା…

ଗିଲ୍‌ଗିଟ୍‌-ବଲ୍ଟିସ୍ତାନରେ ହେବ ନିର୍ବାଚନ

ଇସ୍‌ଲାମାବାଦ,୧୮ା୫(ପି.ଟି.): ଗିଲ୍‌ଗିଟ୍‌-ବଲ୍ଟିସ୍ତାନ ପ୍ରଦେଶରେ ନିର୍ବାଚନକୁ ଭାରତ ଜୋର୍‌ଦାର ବିରୋଧ କରିଆସୁଥିବାବେଳେ ପାକିସ୍ତାନ ରାଷ୍ଟ୍ରପତି ଅରିଫ୍‌ ଆଲ୍‌ଭି ସେଠାରେ କାମଚଳା ସରକାର ଗଠନ ସହ ଭୋଟଗ୍ରହଣ ଲାଗି ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଉକ୍ତ ଅଞ୍ଚଳରେ ସାଧାରଣ ନିର୍ବାଚନ କରାଇବା ଲାଗି ୨୦୧୮…

ଇସ୍ରାଏଲ୍‌ରେ ଅବସ୍ଥାପିତ ଚାଇନା ରାଷ୍ଟ୍ରଦୂତଙ୍କ ସନ୍ଦେହ ଜନକ ମୃତ୍ୟୁ

ଜେରୁଜେଲମ୍‌,୧୭।୫: ଇସ୍ରାଏଲ୍‌ରେ ଅବସ୍ଥାପିତ ଥିବା ଚାଇନା ରାଷ୍ଟ୍ରଦୂତ ଡୁ ଓ୍ବେଇଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ଘଟିଛି। ବାସଭବନରେ ତାଙ୍କ ମୃତଦେହ ପଡ଼ି ରହିଥିବା କୁହାଯାଉଛି। ୫୮ ବର୍ଷ ବୟସ୍କ ଡୁ ଓ୍ବେଇଙ୍କୁ ଫେବୃୟାରୀରେ ଇସ୍ରାଏଲ୍‌ର ରାଷ୍ଟ୍ରଦୂତ ଭାବେ ଚାଇନା ସରକାର…

ଅଶରଫ୍‌ ଘନି-ଅବଦୁଲ୍ଲାଙ୍କ କ୍ଷମତା ଭାଗବଣ୍ଟା ଶେଷ

କାବୁଲ,୧୭।୫: ଆଫଗାନିସ୍ତାନରେ ରାଷ୍ଟ୍ରପତି ଅଶରଫ୍‌ ଘନି ଏବଂ ଅବଦୁଲ୍ଲା ଅବଦୁଲ୍ଲାଙ୍କ ମଧ୍ୟରେ ଜାରି ରହିଥିବା ରାଜନୈତିକ ସଙ୍କଟର ସମାଧାନ ହୋଇଛି। ଆମେରିକା ଚାପରେ ଶେଷରେ ଅଶରଫ୍‌ ଏବଂ ଅବଦୁଲ୍ଲାଙ୍କ ଭିତରେ ବୁଝାମଣା ହୋଇଛି। ବୁଝାମଣା ଅନୁସାରେ ଅଶରଫ୍‌ ରାଷ୍ଟ୍ରପତି ଭାବେ କାର୍ଯ୍ୟ…

ବିଶୋଧକ ସ୍ପ୍ରେ କରିବା କ୍ଷତି କାରକ: ଡବ୍ଲ୍ୟୁଏଚ୍‌ଓ

ଜେନେଭା,୧୭।୫: ପୃଥିବୀରେ କରୋନା ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ସ୍ପ୍ରେ କରାଯାଉଥିବା ବିଶୋଧକ କ୍ଷତି କାରକ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ସୂଚନା ଦିଆଯାଇଛି। ସର୍ବସାଧାରଣ ସ୍ଥଳ ଅବା ଘରେ ଏହାକୁ ସ୍ପ୍ରେ…

କରୋନା ସହ ଲଢିବାକୁ ଆମେରିକାରେ ନେତୃତ୍ୱର ଅଭାବ ରହିଛି: ଓବାମା

ଓ୍ବାଶିଂଟନ,୧୭।୫: ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଆମେରିକାରେ ଦେଖାଦେଇଥିବା କରୋନା ଭାଇରସ ସଂକ୍ରମଣକୁ ନେଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନେତୃତ୍ୱକୁ ଉପରେ ପରୋକ୍ଷରେ ପ୍ରଶ୍ନ ଉଠାଇଛନ୍ତି। ସେ କଲେଜ ଗାଜୁଏଟ୍ସ ଛାତ୍ରଙ୍କୁ ଅନ୍‌ଲାଇନରେ ସମ୍ବୋଧନ କରିବା ସମୟରେ କହିଛନ୍ତି ମହାମାରୀ…

କରୋନା ଭ୍ୟାକ୍ସିନକୁ ନେଇ ଖୁବ୍‌ଶୀଘ୍ର ମିଳିପାରେ ଖୁସି ଖବର

ଜେନେଭା,୧୭।୫: କରୋନା ଭାଇରସ ଏବେ ମହାମାରୀର ରୂପ ନେଇ ସାରା ବିଶ୍ୱକୁ ତା’କବଳକୁ ନେଇ ଯାଇଛି। ଏଥିରୁ ମୁକ୍ତି ପାଇବା ପାଇଁ ପ୍ରାୟତଃ ସବୁ ବିକାଶଶୀଳ ଦେଶ ଭ୍ୟାକ୍ସିନ ପ୍ରସ୍ତୁତି କାମରେ ଲାଗି ଯାଇଛନ୍ତି। ଇତିମଧ୍ୟରେ ଓ୍ବାର୍ଲଡ ହେଲ୍‌ଥ ଅର୍ଗାନାଇଜେଶନ(ଡବ୍ଲୁଏଚ୍‌ଓ)କହିଛି ଏବେସୁଦ୍ଧା…

କରୋନା ସଂକ୍ରମିତଙ୍କୁ ଭଲ କରିବ ‘ଇଣ୍ଟରଫେରନ’

ଟରଣ୍ଟୋ,୧୭।୫(ପି.ଟି.): ସାରା ବିଶ୍ୱରେ କରୋନା ସଂକ୍ରମଣର ଭୟାବହତା ବଢ଼ିବାରେ ଲାଗିଛି। ଏହାକୁ ନିୟନ୍ତ୍ରଣରେ ରଖିବାକୁ ଚେଷ୍ଟା କରାଯାଉଥିଲେ ସୁଦ୍ଧା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାର ନାଁ ନେଉନାହିଁ। ବିଶେଷକରି କୋଭିଡ୍‌-୧୯ର କୌଣସି ନିର୍ଦ୍ଦିଷ୍ଟ ଔଷଧ ବାହାରି ନ ଥିବାରୁ ଏହା…

ଅନ୍‌ଲାଇନ ବାଇବେଲ୍‌ କ୍ଲାସ୍‌ରେ ଚାଲିଲା ଅଶ୍ଳୀଳ ଭିଡିଓ

ସାନ୍‌ ଫ୍ରାନ୍ସିସ୍କୋ,୧୭।୫: ସାରା ବିଶ୍ୱରେ ସମ୍ପ୍ରତି ଲୋକପ୍ରିୟତା ସାଉଣ୍ଟୁଥିବା ଭିଡିଓ କନ୍‌ଫରେନ୍ସିଂ ଆପ୍‌ ‘ଜୁମ୍‌’ ବିରୋଧରେ ମକଦ୍ଦମା ରୁଜୁ କରିଛି ଆମେରିକା କାଲିଫର୍ନିଆର ଏକ ଚର୍ଚ୍ଚ। କାରଣ ଜୁମ୍‌ ଆପ୍‌ ଜରିଆରେ ଅନ୍‌ଲାଇନ ବାଇବେଲ୍‌ ଅଧ୍ୟୟନ କ୍ଲାସ୍‌ ଚାଲିଥିବାବେଳେ ହଠାତ୍‌ ଦେଖିବାକୁ…

୨୪ ଘଣ୍ଟାରେ ୪୬ ହଜାର ନୂଆ ମାମଲା

ଓ୍ବାଶିଂଟନ/ଲଣ୍ଡନ/ବ୍ରାଜିଲିଆ, ୧୭।୫: କରୋନା ଭୂତାଣୁ ଲୋକଙ୍କ ନିଦ ହଜାଇ ଦେଇଛି। ପ୍ରାଣଘାତୀ କରୋନା କବଳରୁ ବର୍ତ୍ତିବା ଲାଗି କାହାରିକୁ ବାଟ ଦେଖାଯାଉ ନାହିଁ। ଗତ ୪ ମାସରୁ ଊର୍ଦ୍ଧ୍ୱକାଳ ବିଶ୍ୱବାସୀ ଭୂତାଣୁର ଚକ୍ରବୂ୍ୟହ ଭିତରେ ଫସି ରହିଛନ୍ତି। ଏବେ ବିଶ୍ୱରେ ଆକ୍ରାନ୍ତଙ୍କ…

ଭାରତକୁ ୨୦୦ ଭେଣ୍ଟିଲେଟର ଯୋଗାଇ ଦେବ ଆମେରିକା

ଓ୍ବାଶିଂଟନ,୧୬।୫: ଆମେରିକା ଭାରତକୁ ଭେଣ୍ଟିଲେଟର ଯୋଗାଇ ଦେବ। ଏନେଇ ଆମେରିକା ରାଷ୍ଟ୍ରପତି ଡ୍ରୋନାଲ୍ଡ୍‌ ଟ୍ରମ୍ପ୍‌ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଭାରତକୁ ଆମେରିକା ୨୦୦ ମୋବାଇଲ୍‌ ଭେଣ୍ଟିଲେଟର ଯୋଗାଇଦେବ। ଆସନ୍ତା ୩ ସପ୍ତାହ ମଧ୍ୟରେ ଏହା ଭାରତରେ ପହଞ୍ଚିବ। ପ୍ରତି ଭେଣ୍ଟିଲେଟରର…

ସାଇଟୋକାଇନ୍‌ ଷ୍ଟର୍ମ: କରୋନା ମୁକାବିଲାରେ ମଣିଷ ପାଇଁ ଶତ୍ରୁ ପାଲଟୁଛି ଆଣ୍ଟିବଡ଼ି

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୬।୫: କରୋନା ସଂକ୍ରମଣରେ ମଣିଷ ଶରୀର ପାଇଁ କିଭଳି ରୋଗ ପ୍ରତିରୋଧକ ଶକ୍ତି ହିଁ ଶତ୍ରୁ ପାଲଟି ଥାଏ ସେ ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। ମଣିଷର ରୋଗ ପ୍ରତିରୋଧକ ଶକ୍ତିି ସୁଦୃଢ଼ ଥିଲେ ବାହାରର କୌଣସି ରୋଗ ସୃଷ୍ଟିକାରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri