ଅନ୍ତର୍ଜାତୀୟ

କରୋନା ମୃତ୍ୟୁ: ୬୫ ବର୍ଷରୁ କମ୍‌ ବୟସ୍କଙ୍କ ପାଇଁ ବିପଦ ୩୪ଗୁଣ କମ୍‌

ଲଣ୍ଡନ,୧୬ା୫: ବ୍ରିଟେନ୍‌ରେ କରୋନା ଭାଇରସ୍‌ ଜନିତ ମୃତ୍ୟୁ ତଥ୍ୟକୁ ଅନୁଧ୍ୟାନ କଲେ ୬୫ ବର୍ଷରୁ କମ୍‌ ବୟସ୍କଙ୍କ ଜୀବନହାନି ଆଶଙ୍କା ୩୪ଗୁଣ କମ୍‌ ବୋଲି ଜଣାପଡ଼ିଛି। ବ୍ରିଟେନରେ ଏପର୍ଯ୍ୟନ୍ତ ପ୍ରାୟ ୩୪,୦୦୦ ଲୋକଙ୍କ ଏହି ମହାମାରୀ ଭୂତାଣୁରେ ମୃତ୍ୟୁ ଘଟିଛି। ହେଲେ…

ସ୍ଲୋଭେନିଆ କରୋନା ମୁକ୍ତ

ଲୁବଲଜାନା, ୧୬ା୫ : ମହାମାରୀ କରୋନା କବଳରେ ବିଶ୍ୱର ସ୍ଥିତି ଜଟିଳ ଥିବାବେଳେ ପ୍ରଥମ ୟୁରୋପୀୟ ଦେଶ ଭାବେ ସ୍ଲୋଭେନିଆ ନିଜକୁ କରୋନା ମହାମାରୀ ମୁକ୍ତ ଘୋଷଣା କରିଛି। ଇଟାଲୀକୁ ଲାଗି ରହିଥିବା ଏହି ପାର୍ବତ୍ୟାଞ୍ଚଳରେ ୨୦ ଲକ୍ଷ ଲୋକ ବାସକରନ୍ତି।…

ପଦ ଛାଡ଼ିଲେ ଡବ୍ଲ୍ୟୁଟିଓ ମୁଖ୍ୟ

ଜାତିସଂଘ, ୧୬ା୫ : ମହାମାରୀ କରୋନା ଭୂତାଣୁ କବଳରେ ବିଶ୍ୱ କଲବଲ ହେଉଥିବା ବେଳେ ବାଣିଜି୍ୟକ ଓ ଆର୍ଥତ୍କ ସମସ୍ୟା ଉତ୍କଟ ହେବାରେ ଲାଗିଛି। ଏହି ସମୟରେ ବିଶ୍ୱ ବାଣିଜ୍ୟ ସଙ୍ଗଠନ(ଡବ୍ଲ୍ୟୁଟିଓ)ର ମୁଖ୍ୟ ରୋବେର୍ଟୋ ଆଜେଭେଡୋ ସମାଲୋଚନାର ଶିକାର ହୋଇ ନିଜ…

ମୋଦିଙ୍କ ଗଣିତ ବିଗାଡ଼ିଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୧୬ା୫: ଚାଇନାରୁ ସୃଷ୍ଟି ହୋଇଥିବା ଘାତକ କରୋନା ଭାଇରସ୍‌ ଜି ଜିନ୍‌ପିଙ୍ଗ୍‌ ସରକାରଙ୍କ ମୁଣ୍ଡବ୍ୟଥା ବଢ଼ାଇ ଦେଇଛି। ଏଥିଯୋଗୁ ଚାଇନାର ଅର୍ଥ ବ୍ୟବସ୍ଥା ବହୁଳ ଭାବେ ପ୍ରଭାବିତ ହୋଇଥିବାବେଳେ ବୈଶ୍ୱିକ ଯୋଗାଣ ଶୃଙ୍ଖଳ ମଧ୍ୟ ବାଧାପ୍ରାପ୍ତ ହୋଇଛି। ଏଭଳି ସମୟରେ ଆର୍ଥିକ…

ଦୁଇମୁଣ୍ଡିଆ କଇଁଛ

ଓ୍ବାଶିଂଟନ: ପ୍ରକୃତିରେ ବେଳେବେଳେ ଅନେକ ପ୍ରକାରର ବିସ୍ମୟ ବି ଦେଖିବାକୁ ମିଳିଥାଏ। ଠିକ୍‌ ଏମିତି ଏକ ବିସ୍ମୟ ଦେଖିବାକୁ ମିଳିଛି ଏକ କଇଁଛ ପାଖରେ। ସାଧାରଣତଃ କଇଁଚର ଗୋଟିଏ ମୁଣ୍ଡଥିବା ସମସ୍ତେ ଦେଖିଛନ୍ତି, କିନ୍ତୁ ଦୁଇଟି ମୁଣ୍ଡଥିବା ଏକ ବିରଳ କଇଁଛ…

ହଗ୍‌ କର୍ଟନ୍‌

କାଲିଫର୍ଣ୍ଣିଆ: କରୋନା ସଂକ୍ରମଣରୁ ରକ୍ଷାପାଇବା ପାଇଁ ସମସ୍ତେ ସାମାଜିକ ଦୂରତ୍ୱ ଅବଲମ୍ବନ କରିବା ଉପରେ ଜୋର୍‌ ଦେଉଛନ୍ତିି। ସେଥିପାଇଁ ତ କେହି କାହା ପାଖକୁ ନ ଆସିବା ପାଇଁ କୁହାଯାଉଛି। କିନ୍ତୁ ସାମାଜିକ ଦୂରତା ରକ୍ଷାକରି ଜେଜେ, ଜେଜେ ମା’ଙ୍କୁ ହଗ୍‌…

ହୋଟେଲରେ ସୋସିଆଲ ଡିଷ୍ଟାନସିଂର ଭିନ୍ନ ଚିତ୍ର

ଓ୍ବାଶିଂଟନ,୧୫।୫: କରୋନା ଭାଇରସ ସଂକ୍ରମଣକୁ ନେଇ ବିଶ୍ୱର ଅଧିକାଂଶ ଦେଶରେ ଏବେ ଲକ୍‌ଡାଉନ ଜାରି ରହିଛି। ଆମେରିକାରେ ସ୍ଥିତି ଅସମ୍ଭାଳ ହୋଇପଡିଥିବା ବେଳେ ଏବେ ଏହି ଶକ୍ତିଶାଳୀ ଦେଶର ଅର୍ଥବ୍ୟବସ୍ଥା ମଧ୍ୟ ଦୋହଲି ଯାଇଛି। ଏପରି ସ୍ଥଳେ ଏବେ ପୁଣିଥରେ ଆମେରିକା…

କରୋନା ବଢ଼ାଉଛି ମାନସିକ ଯନ୍ତ୍ରଣା

ଜାତିସଂଘ,୧୫।୫: କରୋନା ମହାମାରୀ ଯୋଗୁ ମାନସିକ ଯନ୍ତ୍ରଣା ବୃଦ୍ଧି ପାଉଥିବା ନେଇ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ ସତର୍କ କରାଇଦେଇଛନ୍ତି। ମାନସିକ ସ୍ବାସ୍ଥ୍ୟ ସମସ୍ୟାର ସମାଧାନ ଦିଗରେ ତୁରନ୍ତ ପଦକ୍ଷେପ ନେବାକୁ ସେ ସରକାର, ସିଭିଲ୍‌ ସୋସାଇଟି ଏବଂ ସ୍ବାସ୍ଥ୍ୟ କର୍ତ୍ତୃପକ୍ଷମାନଙ୍କୁ…

ଜାତିସଂଘ ଅର୍ଥନୀତି ବିଶେଷଜ୍ଞଙ୍କ ପ୍ରଶଂସା

ଜାତିସଂଘ,୧୫।୫(ପି.ଟି.): କରୋନା ମହାମାରୀ ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ଅର୍ଥନୀତିକୁ ସଜାଡିବା ଲାଗି ଭାରତ ସରକାର ଆଣିଥିବା ୨୦ ଲକ୍ଷ କୋଟି ଟଙ୍କାର ଆର୍ଥତ୍କ ପ୍ୟାକେଜକୁ ଜାତିସଂଘର ଅର୍ଥନୀତି ବିଶେଷଜ୍ଞମାନେ ଉଚ୍ଚ ପ୍ରଶଂସା କରିଛନ୍ତି। ବିକାଶଶୀଳ ରାଷ୍ଟ୍ରଗୁଡ଼ିକ ମଧ୍ୟରେ ବର୍ତ୍ତମାନ ସୁଦ୍ଧା ଏହା…

କରୋନା ପରେ ଆସୁଛି ନୂଆ ମହାମାରୀ: ଆମାଜନ ଜଙ୍ଗଲରେ ଜୁନୋଟିକ୍‌ ସଂକ୍ରମଣ ଆଶଙ୍କା

ଓ୍ବାଶିଂଟନ,୧୪।୫: ପୃଥିବୀରେ କରୋନା ସଂକ୍ରମଣ ଯୋଗୁ ସଙ୍କଟ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସମସ୍ତ ଦେଶ ଏକଜୁଟ ହୋଇ ଲଢ଼େଇ ଜାରି ରଖିଛନ୍ତି। ତେବେ କରୋନା ପରେପରେ ଆମାଜନର ଜଙ୍ଗଲରେ ଏକ ନୂଆ ମାରାତ୍ମକ ରୋଗ ଦେଖାଯିବାର ଆଶଙ୍କା ରହିଛି।…

ପୃଥିବୀରୁ ଶେଷ ହୋଇ ନ ପାରେ କରୋନା ମହାମାରୀ: ଡବ୍ଲ୍ୟୁଏଚ୍‌ଓ

ଜେନେଭା,୧୪।୫: କରୋନା ମହାମାରୀ ଯୋଗୁ ପୃଥିବୀରେ ସଙ୍କଟଜନକ ସ୍ଥିତି ସୃଷ୍ଟି ହେବାରେ ଲାଗିଛି। ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢୁଥିବାରୁ ଅନ୍ତର୍ଜାତୀୟସ୍ତରରେ ଚିନ୍ତା ବଢୁଛି। ଏପରିସ୍ଥଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ କୁହାଯାଇଛି ଯେ, ସମ୍ଭବତଃ କରୋନା ମହାମାରୀ ଶେଷ ହୋଇ…

ପିପିଇ କିଟ୍‌ ସିଲେଇ କରୁଛନ୍ତି ୯ ବର୍ଷର ଝିଅ

ସେରେମ୍ବାନ୍‌: କରୋନା ଯୁଦ୍ଧରେ କୋଭିଡ୍‌ ଯୋଦ୍ଧାଙ୍କୁ ଲୋକେ ସମ୍ମାନ ଜଣାଇବାକୁ ସବୁଆଡ଼େ କୁହାଯାଉଛି। ତେବେ ଏହି କୋଭିଡ୍‌ ଯୋଦ୍ଧାଙ୍କ ମଧ୍ୟରେ ଜଣେ ୯ ବର୍ଷର ଝିଅ ଏବେ ସୋସିଆଲ୍‌ ମିଡିଆରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଝିଅଟିର ନାଁ ହେଉଛି ନୁର୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri