ଅନ୍ତର୍ଜାତୀୟ

ହସ୍ପିଟାଲକୁ ଆତଙ୍କବାଦୀଙ୍କ ଟାର୍ଗେଟ: ୧୬ ନିହତ

କାବୁଲ,୧୪ା୫: ଆଫଗାନିସ୍ତାନ ରାଜଧାନୀ କାବୁଲର ପଶ୍ଚିମପାର୍ଶ୍ୱରେ ଥିବା ଏକ ହସ୍ପିଟାଲ ଉପରେ ଆତଙ୍କବାଦୀ ଆକ୍ରମଣ କରିବାରୁ ୧୬ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଦୁଇଜଣ ନବଜାତ ଶିଶୁ, ସେମାନଙ୍କ ମାଆ ଓ କେତେଜଣ ନର୍ସ ଅଛନ୍ତି। ସୁରକ୍ଷା କର୍ମୀ ଉକ୍ତ…

ମନ୍ଦିରରେ ଅସହାୟ ଲୋକଙ୍କୁ ସହାୟତାର ହାତ ବଢ଼ାଇଲେ ପାକିସ୍ତାନ ଖେଳାଳି

ଇସ୍‌ଲାମାବାଦ୍‌,୧୩।୫: ସାରା ବିଶ୍ୱରେ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଚାଲିଛି। ଦିନକୁ ଦିନ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ସହ ମୁକାବିଲା ପାଇଁ ସବୁ ଦେଶରେ ସରକାର ଏକତ୍ରିତ ହୋଇଥିବା ବେଳେ ସରକାରଙ୍କ ସହ ସବୁ ବର୍ଗର…

ସ୍ବାସ୍ଥ୍ୟ ସେବା ଉପରେ କରୋନା ପ୍ରଭାବ: ଆସନ୍ତା ୬ ମାସରେ ୧୨ ଲକ୍ଷ ଶିଶୁଙ୍କ ହେବ ମୃତ୍ୟୁ

ଜେନେଭା,୧୩।୫: ପୃଥିବୀରେ କରୋନା ସଂକ୍ରମଣ ଯୋଗୁ ସଙ୍କଟ ଦେଖାଦେଇଛି। ଏପରି ସ୍ଥଳେ ବହୁ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଫଳରେ ସାଧାରଣ ସ୍ବାସ୍ଥ୍ୟ ସେବା ଯୋଗାଣ ବାଧାପ୍ରାପ୍ତ ହେଉଥିବା ୟୁନିସେଫ୍‌ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ କୁହାଯାଇଛି। ଏହି ଧାରା ଜାରି…

କରୋନା ସମ୍ପର୍କରେ ସୂଚନା ନ ଦେବାକୁ ଡବ୍ଲ୍ୟୁଏଚ୍‌ଓ ଉପରେ ଚାପ ପକାଇଥିଲା ଚାଇନା: ସିଆଇଏ

ଓ୍ବାଶିଂଟନ,୧୩।୫: ପୃଥିବୀରେ କରୋନା ସଂକ୍ରମଣ ବ୍ୟାପିବା ପଛରେ ଚାଇନାର ହାତ ରହିଛି। କରୋନା ସମ୍ପର୍କରେ ଆବଶ୍ୟକ ତଥ୍ୟ ଚାଇନା ଲୁଚାଇବା ସହିତ ଏନେଇ କୌଣସି ସୂଚନା ନ ଦେବାକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ଉପରେ ଚାପ ପକାଇଥିବା ଆମେରିକା କହିଛି। ଆମେରିକାର…

୨୦ ବର୍ଷରେ ଚାଇନାରୁ ଆରମ୍ଭ ହୋଇଛି ୫ ପ୍ରକାର ଭୂତାଣୁ ସଂକ୍ରମଣ: ଏହାର ସମାଧାନ ଜରୁରୀ, କହିଲା ଆମେରିକା

ଓ୍ବାଶିଂଟନ,୧୩।୫: ଗତ ୨୦ ବର୍ଷ ମଧ୍ୟରେ ଚାଇନାରୁ ୫ ପ୍ରକାର ଭୂତାଣୁ ସଂକ୍ରମଣ ହୋଇଛି। ଏସବୁ ଦ୍ୱାରା ପୃଥିବୀ ଉପରେ ସଙ୍କଟ ଦେଖାଦେଇଛି। ଏଭଳି ସଂକ୍ରମଣର ସମାଧାନ ଜରୁରୀ ବୋଲି ଆମେରିକା କହିଛି। ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା ରବର୍ଟ ଓ…

କରୋନାକୁ ପରାସ୍ତ କଲେ ୧୧୩ ବର୍ଷ ବୟସ୍କା ବୃଦ୍ଧା

ମାଦ୍ରିଦ୍‌,୧୩।୫: କରୋନା ସଂକ୍ରମିତ ସଂଖ୍ୟା ଅନୁସାରେ ସ୍ପେନ୍‌ ପୃଥିବୀରେ ଦ୍ୱିତୀୟ ସ୍ଥାନରେ ରହିଛି। ଏଠାରେ ୨ଲକ୍ଷ ୬୯ ହଜାର ୫୨୦ ଜଣ ସଂକ୍ରମିତ ହୋଇଥିବାବେଳେ ମୃତକଙ୍କ ସଂଖ୍ୟା ୨୬ ହଜାର ୯୨୦ ରହିଛି। ସ୍ପେନ୍‌ର ଜଣେ ୧୩୩ ବର୍ଷ ବୟସ୍କା ବୃଦ୍ଧା…

କରୋନା ପ୍ରତିଷେଧକ ଟୀକା: ୪୦୦ ଗବେଷକ ଦିନରାତି କରୁଛନ୍ତି ଗବେଷଣା, ୮୦୦ କୋଟି ଡଲାର ଅନୁଦାନ ଦେଇଛନ୍ତି ୪୦ ଦେଶ

ଜେନେଭା,୧୩।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଅଚଳାବସ୍ଥା ଦେଖାଦେଇଛି। ସଂକ୍ରମଣ ରୋକିବା ଏବଂ ପ୍ରତିଷେଧକ ଟୀକା ପ୍ରସ୍ତୁତି ପାଇଁ ୪୦୦ ଗବେଷକ ଦିନରାତି ଗବେଷଣା କରୁଛନ୍ତି। ଏଥିରେ ୧୦୦ଟି ସଂସ୍ଥା କାମ କରୁଛି। ଗବେଷଣା ଜାରି ରଖିବା ପାଇଁ ପୃଥିବୀର ୪୦ଟି…

କରୋନା ମୃତ୍ୟୁ ସଂଖ୍ୟା: ଇଟାଲିକୁ ଟପିଲା ବ୍ରିଟେନ୍‌

ଲଣ୍ଡନ,୧୩।୫: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ପୃଥିବୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୩ ଲକ୍ଷ ୪୨ ହଜାର ୬୮୫ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୨ ଲକ୍ଷ ୯୨ ହଜାର ୮୯୩ ଛୁଇଁଛି। ୧୬ ଲକ୍ଷ ୨…

କମିଛି ଆଣ୍ଟିବାୟୋଟିକ ବ୍ୟବହାର

ଲଣ୍ଡନ,୧୩।୫: କରୋନା ରୋଗୀଙ୍କ ଚିକିତ୍ସା ପାଇଁ ଏ ପର୍ଯ୍ୟନ୍ତ କୌଣସି ସଫଳ ଔଷଧ ବାହାରି ନ ଥିବାରୁ ସଂକ୍ରମଣ ରୋକିବାକୁ ସ୍ବଚ୍ଛତାକୁ ଗୁରୁତ୍ୱ ଦିଆଯାଉଛି। ଅଧିକାଂଶ ଲୋକେ ଏବେ ନିଜକୁ ସଫାସୁତୁରା ରଖିବାକୁ ବାରମ୍ବାର ହାତ ଧୋଇବା, ପରିବେଶ ପରିମଳ ରଖିବା,…

ଉହାନ୍‌ରେ ହେବ ସମସ୍ତଙ୍କ କରୋନା ଟେଷ୍ଟ

ଉହାନ୍‌, ୧୩ା୫: ମହାମାରୀ କରୋନା ଏବେ ବିଶ୍ୱବାସୀଙ୍କୁ ଆତଙ୍କିତ କରି ରଖିଛି। ଚାଇନାରେ ଏହି ଭୂତାଣୁ କିଛିଟା ନିୟନ୍ତ୍ରଣକୁ ଆସିଥିଲେ ହେଁ ସମ୍ପୂର୍ଣ୍ଣ ଭାବେ ଏହାକୁ ଦୂର କରାଯାଇ ପାରିନାହିଁ। ଉହାନ୍‌ ସହରରେ କିଛି ସପ୍ତାହ ପରେ ପୁଣି ଏହି ଭୂତାଣୁ…

ରୁଷିଆରେ ଭୟଙ୍କର ସ୍ଥିତି

ଓ୍ବାଶିଂଟନ/ ମସ୍କୋ/ ଲଣ୍ଡନ, ୧୩ା୫: ପ୍ରାଣଘାତୀ କରୋନା ଭୂତାଣୁ ବିଶ୍ୱକୁ ଆତଙ୍କିତ କରି ରଖିଛି। ଏହି ମହାମାରୀ ଯୋଗୁ ବିଶ୍ୱରେ ୪୨.୯୭ ଲକ୍ଷ ଲୋକ ଭୂତାଣୁ ଆକ୍ରାନ୍ତ ହୋଇଥିବା ବେଳେ ୨.୮୯ ଲକ୍ଷରୁ ଅଧିକ ଲୋକ ପ୍ରାଣ ହରାଇଲେଣି। ମଙ୍ଗଳବାର ୪୫…

ଖୋଲିଲା ଡିଜ୍‌ନି ଲ୍ୟାଣ୍ଡ

ସାଙ୍ଘାଇ: କରୋନା ଭାଇରସ୍‌ ବିଶ୍ୱବାସୀଙ୍କ ନିଦ ହଜାଇ ଦେଇଥିବା ବେଳେ ଚାଇନାରେ ଏହାର ପ୍ରଭାବ ଏବେ କିଛି କମିଛି। ଲକ୍‌ଡାଉନ୍‌ ଯୋଗୁ ଦୀର୍ଘଦିନ ଧରି ବନ୍ଦ ରହିଥିବା ଚାଇନାର ସାଙ୍ଘାଇ ଡିଜ୍‌ନି ଲ୍ୟାଣ୍ଡ ପାର୍କ ପୁଣି ଥରେ ଖୋଲିଛି। ମନୋରଞ୍ଜନର ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri