ଅନ୍ତର୍ଜାତୀୟ

ଭିଏତ୍‌ନାମରେ ବନ୍ୟା ବିତ୍ପାତ

ହାନୋଇ,୬।୯: ଭିଏତ୍‌ନାମରେ ନିକଟରେ ହୋଇଥିବା ଲଘୁଚାପ ଯୋଗୁ ସହରର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ହୋଇଛି। ଫଳରେ କେତେକ ସ୍ଥାନରେ ବନ୍ୟା ପରିସ୍ଥିତି ଓ ଭୂସ୍ଖଳନ ଘଟିଛି। ଏଥିଯୋଗୁ ଏବେ ପର୍ଯ୍ୟନ୍ତ ୫ ଜଣଙ୍କ ଜୀବନ ଯାଇଥିବା ବେଳେ ୩...

ପୁଣି ଯୁଦ୍ଧ ଧମକ ଦେଲା ପାକିସ୍ତାନ

ଇସାଲାମାବାଦ,୬।୯:ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ବିଚଳିତ ହୋଇପଡ଼ିଥିବା ପାକିସ୍ତାନ ପୁଣି ଭାରତକୁ ଯୁଦ୍ଧ ଧମକ ଦେଇଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ କିଛି ଦିନ ତଳେ ଭାରତକୁ ପରମାଣୁ ଯୁଦ୍ଧ ଧମକ ଦେଇଥିବାବେଳେ ଦେଶର ସେନା ମୁଖ୍ୟ କମର ଜାଭେଦ୍‌ ବାଜଓ୍ବା ଭାରତ...

ସୋଫା ଛାଡି ସାଧାରଣ ଚେୟାର୍‌ରେ ବସିଲେ ମୋଦି

ଭ୍ଲାଡିଭୋଷ୍ଟକ୍‌,୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ରୁଷ ଗସ୍ତରେ ଯାଇଛନ୍ତି। ଇଇଏଫର ପଞ୍ଚମ ସମ୍ମିଳନୀରେ ଯୋଗଦେବାକୁ ରୁଷିଆ ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ। ଗସ୍ତର ଦ୍ୱିତୀୟ ଦିନରେ ଏକ ଫଟୋ ସେସନ୍‌ ଆୟୋଜିତ କରାଯାଇଥିଲା। ଏହି ସେସନରେ ମୋଦିଙ୍କ ପାଇଁ...

ପ୍ରତିରକ୍ଷା ଦିବସକୁ ‘କଶ୍ମୀର ସଂହତି ଦିବସ’ ଭାବେ ପାଳନ କରିବ ପାକିସ୍ତାନ

ଇସାଲାମାବାଦ୍‌,୬।୯: ଜମ୍ମୁ-କଶ୍ମୀର ୩୭୦ ଧାରା ଉଠିଯିବା ପରେ ରକ୍ତ ଚାଉଳ ଚୋବାଉଛି ପାକିସ୍ତାନ। ଭାରତ ସହ ପରମାଣୁ ଯୁଦ୍ଧ ଧମକ ଦେଉଥିବା ପାକିସ୍ତାନ ଏବେ ନିଜ ଦେଶର ପ୍ରତିରକ୍ଷା ଦିବସକୁ ‘କଶ୍ମୀର ସଂହତି ଦିବସ’ ଭାବେ ପାଳନ କରିବ। ପାକିସ୍ତାନର...

ଆତ୍ମଘାତୀ ବିସ୍ଫୋରଣରେ ୧୦ ନିହତ

କାବୁଲ,୬-୯: କାବୁଲରେ ଗୁରୁବାର ଏକ ଆତ୍ମଘାତୀ ବିସ୍ଫୋରଣରେ ୧୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆଫଗାନିସ୍ତାନରେ ଥିବା ନାଟୋ ସେନା ମୁଖ୍ୟାଳୟ ଏବଂ ଆମେରିକା ଦୂତାବାସ ନିକଟରେ ଏହି ବିସ୍ଫୋରଣ ହୋଇଛି। ବିସ୍ଫୋରଣ ଯୋଗୁ ସେଠାରେ...

ଭାରତ-ରୁଷିଆ ପ୍ରତିରକ୍ଷା ସମ୍ପର୍କ:ଆମେରିକା କଟକଣା ପ୍ରଭାବହୀନ

ଭ୍ଲାଡିଭୋଷ୍ଟକ୍‌,୬-୯ (ପି.ଟି.):ଭାରତ-ରୁଷିଆ ସମ୍ପର୍କରେ ଆମେରିକା କଟକଣା ପ୍ରତିବନ୍ଧକ ହୋଇପାରିବ ନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ପ୍ରତିରକ୍ଷା ଓ ଶକ୍ତି କ୍ଷେତ୍ରରେ ଦୁଇଦେଶ ମଧ୍ୟରେ ବଢ଼ୁଥିବା ସହଯୋଗ ପ୍ରଭାବିତ ହେବନାହିଁ। ରୁଷିଆ ଦୂରପ୍ରାଚ୍ୟର ବିକାଶ ପାଇଁ ଭାରତ ୧୦୦...

କାବୁଲରେ କାର୍‌ ବୋମା ବିସ୍ଫୋରଣ, ୧୦ମୃତ

କାବୁଲ,୫।୯: ଆଫଗାନିସ୍ତାନ ରାଜଧାନୀ କାବୁଲରେ ଗୁରୁବାର ସକାଳେ କାର୍‌ ବୋମା ବିସ୍ଫୋରଣ ହୋଇଛି। ଏହି ଦୁର୍ଘଟଣାରେ ୧୦ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଏହି...

ଭାରତ ବିରୋଧରେ ଯାଇ ଅଣ୍ଡାମାଡ଼ ଖାଇଲେ ପାକିସ୍ତାନ ନେତା

ଲଣ୍ଡନ,୫।୯: କଶ୍ମୀର ପ୍ରସଙ୍ଗକୁ କୌଣସି ସ୍ଥିତିରେ ହାତଛଡ଼ା କରିବାକୁ ଚାହୁଁ ନାହିଁ ପାକିସ୍ତାନ। ଏଥିପାଇଁ ଅନ୍ତଃରାଷ୍ଟ୍ରୀୟ ସ୍ତରରେ ଏହି ପ୍ରସଙ୍ଗ ଉଠାଇବା ସହ ଆଶ୍ୱାସନା ପାଇବାକୁ ଚେଷ୍ଟା ଚଳାଇଛି। ହେଲେ ପାକିସ୍ତାନକୁ ଏହାର ବିପରୀତ ଫଳ ଭୋଗିବା ସହ ଧୂଳି...

ସମୁଦ୍ର ଓ ଆକାଶରେ ମିଳିତ ଭାବେ କାର୍ଯ୍ୟ କରିବେ ଭାରତ-ରୁଷିଆ: ମୋଦିଙ୍କ ଘୋଷଣା

ଭ୍ଲାଡିଭୋଷ୍ଟକ୍‌,୫।୯: ଭାରତ-ରୁଷିଆ ଏଣିକି ସମୁଦ୍ର ଏବଂ ଆକାଶରେ ମିଳିତ ଭାବେ କାର୍ଯ୍ୟ କରିବେ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଷ୍ଟର୍ଣ୍ଣ ଇକୋନୋମିକ୍‌ ଫୋରମରେ ଘୋଷଣା କରିଛନ୍ତି। ଭାରତ-ରୁଷିଆ ମଧ୍ୟରେ ୫୦ ଦ୍ୱିପାକ୍ଷିକ ଚୁକ୍ତି ହୋଇଥିବା ମୋଦି କହିଛନ୍ତି। ଏହି କାର୍ଯ୍ୟକ୍ରମରେ...

ପାକିସ୍ତାନୀ ପୋଲିସ ଅଫିସର ହେଲେ ପ୍ରଥମ ହିନ୍ଦୁ ଯୁବତୀ

ଇସଲାମାବାଦ: ଜଣେ ହିନ୍ଦୁ ଯୁବତୀ ପାକିସ୍ତାନର ସିନ୍ଧ୍‌ ପ୍ରଦେଶରେ ପୋଲିସ ଅଫିସର ହେବାର ଗୌରବ ଅର୍ଜନ କରିଛନ୍ତି। ସେ ପ୍ରାଦେଶିକ ପ୍ରତିଯୋଗିତାମୂଳକ ପରୀକ୍ଷା ଦେଇ ଉତ୍ତୀର୍ଣ୍ଣ ହୋଇଛନ୍ତି। ପୁଷ୍ପା କୋହଲି ନାମ୍ନୀ ଏହି ଯୁବତୀଙ୍କୁ ଆସିଷ୍ଟାଣ୍ଟ ସବ୍‌ ଇନ୍ସପେକ୍ଟର(ଏଏସ୍‌ଆଇ) ପଦବୀରେ...

ଶ୍ରୀଦେବୀଙ୍କ ମହମ ପ୍ରତିମୂର୍ତ୍ତି ଅନାବରଣ

ସିଙ୍ଗାପୁର: ବଲିଉଡ ସୁପରଷ୍ଟାର ତଥା ସ୍ବର୍ଗୀୟା ଅଭିନେତ୍ରୀ ଶ୍ରୀଦେବୀଙ୍କ ମହମ ପ୍ରତିମୂର୍ତ୍ତି ବୁଧବାର ସ୍ଥାନୀୟ ମାଡାମ ଟୁସାଡ୍ସରେ ଅନାବରଣ ହୋଇଛି। ଏଥିପାଇଁ ଆୟୋଜିତ ଏକ ଉତ୍ସବରେ ଯୋଗଦେଇଥିଲେ ଅଭିନେତ୍ରୀଙ୍କ ସ୍ବାମୀ ବୋନି କପୁର ଏବଂ ତାଙ୍କର ଦୁଇ କନ୍ୟା ଜାହ୍ନବୀ...

ନୂ୍ୟନତମ ବାସଯୋଗ୍ୟ ସହର ତାଲିକା: ୫ମ ସ୍ଥାନରେ କରାଚୀ

କରାଚୀ: ବିଶ୍ୱର ନୂ୍ୟନତମ ବାସଯୋଗ୍ୟ ସହର ତାଲିକାରେ କରାଚୀ ରହିଛି। ବିଶ୍ୱ ବାସଯୋଗ୍ୟ ସୂଚକାଙ୍କ-୨୦୧୯ ବୁଧବାର ପ୍ରକାଶ ପାଇଥିବାବେଳେ ଇକନମିଷ୍ଟ ଗ୍ରୁପ୍‌ର ରିସର୍ଚ୍ଚ ଆଣ୍ଡ ଆନାଲିସିସ୍‌ ଡିଭିଜନ୍‌ର ଇକୋନୋମିଷ୍ଟ ଇଣ୍ଟେଲିଜେନ୍ସ ୟୁନିଟ୍‌ (ଇଆଇୟୁ)ର ରିପୋର୍ଟରୁ ଏହି ସୂଚନା ମିଳିଛି। ଚଳିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri