ଇ-ଗ୍ଲୋବ୍ : କୃତ୍ରିମ ହାତକୁ ଦେବ ବାସ୍ତବ ଅନୁଭବ
ନ୍ୟୁୟର୍କ: ଆମେରିକାର ପୁରଡ୍ୟୁ କଲେଜ ଅଫ ଇଞ୍ଜିନିୟରିଂର ଗବେଷକମାନେ ଏକ ଇଲେକ୍ଟ୍ରୋନିକ ଗ୍ଲୋବ୍(ଇ-ଗ୍ଲୋବ୍) ବିକାଶ କରିଛନ୍ତି, ଯାହା ପ୍ରୋସ୍ଥେଟିକ୍ ହ୍ୟାଣ୍ଡ୍ ବା ରୋବୋ ବାୟୋନିକ୍ ହ୍ୟାଣ୍ଡ୍କୁ ମଣିଷ ହାତ ସ୍ବର୍ଶର ବାସ୍ତବ ଅନୁଭବ ଦେଇପାରିବ। ଏହି ଗ୍ଲୋବ୍କୁ ବାୟୋନିକ ହ୍ୟାଣ୍ଡ୍ରେ...
ମୋଦିଙ୍କୁ ସର୍ପ ଦଂଶନରେ ମାରିବାକୁ ଧମକ ଦେଲେ ପାକିସ୍ତାନୀ ପପ୍ ଗାୟିକା
ଇସ୍ଲାମାବାଦ,୪।୯: ଏବେ ସୋସିଆଲ ମିଡିଆରେ ଜଣେ ପାକିସ୍ତାନୀ ପପ୍ ଗାୟିକାଙ୍କ ଭିଡିଓ ଭାଇରାଲ ହେବାରେ ଲାଗିଛି। ଆଉ ଏହାକୁ ଦେଖି ଲୋକେ ହସି ହସି ବେଦମ୍ ହେଉଛନ୍ତି। କେବଳ ଭାରତୀୟ କାହିଁକି ପାକିସ୍ତାନୀମାନେ ମଧ୍ୟ ଏହାକୁ ଦେଖି ବିଭିନ୍ନ ପ୍ରକାର...
ବିମାନରେ ଯାନ୍ତ୍ରିକ ତ୍ରୁଟି ଯୋଗୁ କରାଗଲା ଜରୁରୀ ଅବତରଣ
କାଠମାଣ୍ଡୁ,୪।୯: ନେପାଳର ଏକ ଘରୋଇ ବିମାନ କମ୍ପାନୀ ସୀତା ଏୟାରର ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଛି। କାଠମାଣ୍ଡୁରୁ ଲୁକ୍ଲା ଯାଉଥିବା ବିମାନର ଇଞ୍ଜିନରେ ତ୍ରୁଟି ଦେଖାଦେବାରୁ ଏହାର ଜରୁରୀ ଅବତରଣ କରାଯାଇଛି। ବିମାନଟି ଉଡିବାର କିଛି ସମୟ ପରେ ଇଞ୍ଜିନରେ...
କରାଚି ଆକାଶ ମାର୍ଗ ବନ୍ଦ କଲା ପାକିସ୍ତାନ
ଇସ୍ଲାମାବାଦ,୪।୯: ଜମ୍ମୁ-କଶ୍ମୀରରେ ଭାରତ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ପରେ ପାକିସ୍ତାନ ବିଚଳିତ ହୋଇପଡ଼ି କ’ଣ କରିବ ଆଉ କ’ଣ ନ କରିବ ସେନେଇ କିଛି ବୁଝିପାରୁନି। ନିକଟରେ ପାକିସ୍ତାନ ସମୁଦ୍ର ପଥରେ ତା’ର ଶକ୍ତି ପଦର୍ଶନ କରୁଥିବା ଦେଖାଯାଇଛି। ଭାରତରୁ...
ପାକିସ୍ତାନ ସିନ୍ଧ ଅଞ୍ଚଳରେ ପୋଲିସ ବିଭାଗରେ ଯୋଗ ଦେଲେ ପ୍ରଥମ ହିନ୍ଦୁ ମହିଳା
ଇସ୍ଲାମାବାଦ,୪।୯: ପ୍ରଥମ ଥର ଲାଗି ପାକିସ୍ତାନର ସିନ୍ଧ ଅଞ୍ଚଳରେ ଜଣେ ହିନ୍ଦୁ ମହିଳାଙ୍କୁ ପୋଲିସ ବିଭାଗରେ ନିଯୁକ୍ତି ମିଳିଛି। ଜିଓ ନ୍ୟୁଜର ସୂଚନା ଅନୁଯାୟୀ, ପୁଷ୍ପା କୋହଲି ନାମକ ଏହି ହିନ୍ଦୁ ମହିଳାଙ୍କୁ ଆସିଷ୍ଟାଣ୍ଟ ସବ-ଇନ୍ସପେକ୍ଟର ପଦ ମିଳିଛି। ଏହି...
ବିନା ଭିଜାରେ ବର୍ଷ ସାରା କରତାରପୁର କରିଡର ଯାତ୍ରା କରିପାରିବେ ଯାତ୍ରୀ
ଇସ୍ଲାମାବାଦ,୪।୯: କରତାରପୁର କରିଡର ନେଇ ଭାରତ ଓ ପାକିସ୍ତାନ ଅଧିକାରୀଙ୍କ ମଧ୍ୟରେ ତୃତୀୟ ସ୍ତର ଆଲୋଚନା ଶେଷ ହୋଇଛି। ବୁଧବାର ଅଟାରୀ ବର୍ଡରରେ ଦୁଇ ଦେଶର ପ୍ରତିନିଧିଙ୍କ ମଧ୍ୟରେ ଏନେଇ ଆଲାଚନା ହୋଇଥିଲା। ଆଲୋଚନା ଅନୁଯାୟୀ ଏବେ ଭାରତର ଶିଖ୍...
ମୋଦି-ପୁଟିନ୍ଙ୍କ ମିଳିତ ବିବୃତି: ଦେଶର ଆଭ୍ୟନ୍ତରୀଣ ମାମଲାରେ ଅନ୍ୟ କାହାର ହସ୍ତକ୍ଷେପ ବରଦାସ୍ତ କରାଯିବନି
ଭ୍ଲାଡ଼ିଭୋସ୍ତକ,୪।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ଗସ୍ତରେ ଯାଇଛନ୍ତି। ଭ୍ଲାଡ଼ିଭୋସ୍ତକଠାରେ ଏକ ଖବରଦାତା ସମ୍ମିଳନୀରେ ମୋଦି ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମୀର୍ ପୁଟିନ୍ ମିଳିତ ଭାବେ ବିବୃତି ଦେଇଛନ୍ତି। ଦେଶର ଆଭ୍ୟନ୍ତରୀଣ ମାମଲାରେ ଅନ୍ୟ କୌଣସି ବାହାର ଦେଶର ହସ୍ତକ୍ଷେପକୁ...
ମହିଳାଙ୍କୁ ଛୁଇଁ ଜରିମାନା ଦେଲେ ଭାରତୀୟ
ସିଙ୍ଗାପୁର,୪।୯: ସିଙ୍ଗାପୁରର ଏକ ଚର୍ଚ୍ଚରେ ଜଣେ ମହିଳାଙ୍କୁ ଛୁଇଁବା ଭାରତୀୟ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଏଥିପାଇଁ ୨୭ ବର୍ଷୀୟ ଭାରତୀୟ ମୂଳବାସିନ୍ଦା ଯୁବକଙ୍କୁ ୫ ଦିନ ଜେଲ୍ ଓ ୨,୫୦୦ ଡଲାର(ପ୍ରାୟ ଦେଢ଼ ଲକ୍ଷ ଟଙ୍କା) ଜରିମାନା ଦେବାକୁ ପଡ଼ିଛି।...
ରୁଷରେ ମୋଦିଙ୍କୁ ଜୋରଦାର୍ ସ୍ବାଗତ
ମସ୍କୋ,୪।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୁଇ ଦିନିଆ ରୁଷ ଗସ୍ତରେ ଯାଇଛନ୍ତି। ବୁଧବାର ମୋଦି ଭ୍ଲାଦିଭୋଷ୍ଟକରେ ପହଞ୍ଚିବା ପରେ ତାଙ୍କୁ ଜୋରଦାର ସ୍ବାଗତ କରାଯାଇଥିଲା। ଏହି ଗସ୍ତ କାଳରେ ମୋଦି ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା...
ଲଣ୍ଡନରେ ଭାରତୀୟ ଉଚ୍ଚାୟୁକ୍ତଙ୍କ କାର୍ଯ୍ୟାଳୟ ଉପରେ ଅଣ୍ଡାମାଡ଼ କଲେ ପାକିସ୍ତାନୀ ବିକ୍ଷୋଭକାରୀ
ଲଣ୍ଡନ,୪।୯: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ ପାକିସ୍ତାନ ପ୍ରତିଶୋଧ ପରାୟଣ ହୋଇ ଉଠିଛି। ଲଣ୍ଡନରେ ଥିବା ଭାରତୀୟ ଉଚ୍ଚାୟୁକ୍ତଙ୍କ କାର୍ଯ୍ୟାଳୟ ଉପରକୁ କେତେକ ପାକିସ୍ତାନୀ ବିକ୍ଷୋଭକାରୀ ଅଣ୍ଡାମାଡ଼ କରିଥିବା ଅଭିଯୋଗ ହୋଇଛି। ସେମାନେ ଉଚ୍ଚାୟୁକ୍ତଙ୍କ କାର୍ଯ୍ୟାଳୟ ସମ୍ମୁଖରେ...
ସଂଖ୍ୟାଗରିଷ୍ଠତା ହରାଇଲେ ବ୍ରିଟେନ ପ୍ରଧାନମନ୍ତ୍ରୀ
ଲଣ୍ଡନ,୪ା୯: ଆଗକୁ ବ୍ରେକ୍ଜିଟକୁ ନେଇ ଭୋଟ ହେବାକୁ ଥିବାବେଳେ କଞ୍ଜରଭେଟିଭ ପାର୍ଟିର ଜଣେ ବିଦ୍ରୋହୀ ଏମ୍ପି ମଙ୍ଗଳବାର ଲିବେରାଲ ଡେମୋକ୍ରାଟ୍ସ ପାର୍ଟିରେ ଯୋଗଦେବା ଫଳରେ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍ ଜନ୍ସନ ପାର୍ଲାମେଣ୍ଟରେ ସଂଖ୍ୟାଗରିଷ୍ଠତା ହରାଇଛନ୍ତି। ତାଙ୍କର ବ୍ରେକ୍ଜିଟ ନୀତିକୁ ଅଟକାଇବା...
ମାନିଲେ ପାକିସ୍ତାନର ଆଇସିଜେ ଓକିଲ: କଶ୍ମୀରରେ ନରସଂହାର ଅଭିଯୋଗର ପ୍ରମାଣ ନାହିଁ
ଇସ୍ଲାମାବାଦ,୪ା୯: ପ୍ରମାଣ ଅଭାବରୁ କଶ୍ମୀରରେ ନରସଂହାର ଅଭିଯୋଗର ପ୍ରମାଣ କରିବା ଅତ୍ୟନ୍ତ କଷ୍ଟକର ବୋଲି ପାକିସ୍ତାନର ଅନ୍ତର୍ଜାତୀୟ ନ୍ୟାୟିକ ଅଦାଲତ (ଆଇସିଜେ) ଓକିଲ ଖଓ୍ବର କୁରେଶି ସ୍ବୀକାର କରିଛନ୍ତି। ଫଳରେ କଶ୍ମୀର ପ୍ରସଙ୍ଗକୁ ନେଇ ଆଇସିଜେ ଯିବାକୁ ଧମକ ଦେଉଥିବା...
Archives


