ଅନ୍ତର୍ଜାତୀୟ

କରୋନା ଭାଇରସ: ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କୁ ମୃତ ଘୋଷଣା କରିବାକୁ ପ୍ରସ୍ତୁତ ହେଉଥିଲେ ଡାକ୍ତର

ଲଣ୍ଡନ,୩।୫: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ କିଛିଦିନ ହେବ କରୋନାରେ ପୀଡ଼ିତ ଥିବା ବେଳେ ଏବେ ସେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଯାଇଛନ୍ତି। ହେଲେ ସେ ଯେତେବେଳେ କରୋନାରେ ପୀଡ଼ିତ ହୋଇ ଚିକତ୍ସିତ ହେଉଥିଲେ ସେହି ସମୟର ଅନୁଭୂତିକୁ ସେ ଏକ…

କରୋନା ଯୋଦ୍ଧାଙ୍କ ପିପିଇ ଅସୁରକ୍ଷିତ

ବେଜିଂ,୩।୫: ମହାମାରୀ କରୋନା ସଂକ୍ରମିତଙ୍କୁ ଚିକିତ୍ସା କରୁଥିବା ଡାକ୍ତର ଓ ପାରା ମେଡିକାଲ ଷ୍ଟାଫ୍‌ଙ୍କ ପାଇଁ ବ୍ୟକ୍ତିଗତ ସୁରକ୍ଷା ଉପକରଣ (ପିପିଇ) ଅନିବାର୍ଯ୍ୟ। ଏହାଦ୍ୱାରା ସେମାନେ ଚିକିତ୍ସା କରିବାବେଳେ ନିଜେ କରୋନା ସଂକ୍ରମଣରୁ ରକ୍ଷା ପାଇବେ। ହେଲେ ଏକ ନୂତନ ଅଧ୍ୟୟନ…

ଚାଇନାରେ ସଂକ୍ରମଣ ୧କୁ ହ୍ରାସ

ବେଜିଂ,୩।୫: କରୋନା ଭୂତାଣୁର ଉତ୍ପତ୍ତିସ୍ଥଳ ଚାଇନାରେ ଶୁକ୍ରବାର ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ତାହା ବାହାରୁ ଆସିଥିବା ମାମଲା ବୋଲି କୁହାଯାଉଛି। ଡିସେମ୍ବର ମାସରେ ପ୍ରଥମେ ଏହି ଭୂତାଣୁ ସଂକ୍ରମଣ ଜଣାପଡିଥିଲା। ସେଠାରେ କରୋନାରେ ୪୬୩୩ ଜଣଙ୍କର ମୃତ୍ୟୁ ଘଟିଥିଲା। ମୁଖ୍ୟ…

ଦିନକରେ ୩୮ ହଜାର ନୂଆ ମାମଲା

ଓ୍ବାଶିଂଟନ/ରୋମ୍‌/ ଲଣ୍ଡନ, ୩।୫: କରୋନା ମହାମାରୀ ଯୋଗୁ ବିଶ୍ୱ ଏବେ ଥରହର। ୨୧୨ ଦେଶରେ ଏହି ଭୂତାଣୁ ରାଜୁତି କରୁଥିବା ବେଳେ ଅନାୟାସରେ ଗୋଟିକ ପରେ ଗୋଟିଏ ଜୀବନ ଯାଉଛି। ଶନିବାର ସୁଦ୍ଧା ବିଶ୍ୱରେ ୩୪.୩ ଲକ୍ଷରୁ ଊର୍ଦ୍ଧ୍ୱ ଭୂତାଣୁ ଆକ୍ରାନ୍ତ…

ବିଶ୍ୱକୁ ମିଛ କହିଥିଲା ଚାଇନା

ବେଜିଂ, ୩।୫: କରୋନା ଭୂତାଣୁ ସାରାବିଶ୍ୱରେ ଆତଙ୍କ ଖେଳାଇଛି। ବିଶ୍ୱକୁ ବ୍ୟାପିଥିବା ଏହି ଭୂତାଣୁର ଉତ୍ପତ୍ତି ଓ ସଂକ୍ରମଣ ସମ୍ପର୍କରେ ଚାଇନା ଜାଣିଶୁଣି ତଥ୍ୟ ଲୁଚାଇଥିଲା, ଯାହା ଫଳରେ ଏହି ପ୍ରାଣଘାତୀ ଭୂତାଣୁ କବଳରୁ ରକ୍ଷା ପାଇବା ଲାଗି ସଫଳ ଔଷଧ…

ସଙ୍କଟରେ ବିଶ୍ୱର ଅଧା ଶ୍ରମଶକ୍ତି

ଜେନେଭା,୩।୫ : ମହାମାରୀ କରୋନା ମୁକାବିଲା ପାଇଁ ଜାରି ଲକ୍‌ଡାଉନ୍‌ ଯୋଗୁ ଅଣସଙ୍ଗଠିତ ଅର୍ଥନୀତିର ପ୍ରାୟ ୧୬୦ କୋଟି ଶ୍ରମିକ ଜୀବିକା ହରାଇବେ, ଯାହାଙ୍କୁ ବିଶ୍ୱର ଅଧା ଶ୍ରମଶକ୍ତି ବୋଲି ଧରାଯାଇଥାଏ। ସେହିପରି ୪୩୬ ନିୟୁତ ଉଦ୍ୟୋଗ ବନ୍ଦ ହେବା ଅବସ୍ଥାକୁ…

ବିଶେଷ ଧରଣର ଟୋପି ପିନ୍ଧି ସାମାଜିକ ଦୂରତ୍ୱ ରକ୍ଷାକଲେ ଚାଇନା ଛାତ୍ରୀଛାତ୍ର

ବେଜିଂ,୨।୫: ବିଗତ ୪ ମାସ ଧରି କରୋନା ସଂକ୍ରମଣରେ ଛଟପଟ ହେଉଥିବା ଚାଇନା ଏକ ପ୍ରକାର ଏହି ଯୁଦ୍ଧରେ ବିଜୟୀ ହୋଇଛି ବୋଲି କହୁଥିବା ବେଳେ ଏବେବି ସେଠି କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଉଥିବା ଖବର ବେଳେ ବେଳେ ନଜରକୁ ଆସୁଛି।…

ଏଲୋନ୍‌ ମୁସ୍କ୍‌ଙ୍କ ବିବାଦୀୟ ଟୁଇଟ୍‌: ଟେସଲାର ୧୫ ଶହ କୋଟି ଡଲାର କ୍ଷତି

ନ୍ୟୁୟର୍କ,୨।୫: ଟେସଲା ଇଲେକ୍ଟ୍ରିକ୍‌ କାର୍‌ କମ୍ପାନୀ ପ୍ରାୟ ୧୫ ଶହ କୋଟି ଡଲାରର କ୍ଷତି ସହିଛି। ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ କାର୍ଯ୍ୟନିବାହୀ ଏଲୋନ୍‌ ମୁସ୍କ୍‌ଙ୍କର ଏକ ବିବାଦୀୟ ଟୁଇଟ୍‌ ଯୋଗୁ ଏଭଳି ଘଟିଛି। ସୂଚନାଯୋଗ୍ୟ, କମ୍ପାନୀର ଶେୟାର ଦାମ ଅଧିକ…

କରୋନାର କରୁଣ ଦୃଶ୍ୟ: ମୃତ ଲୋକଙ୍କ ପାଇଁ ମିଳୁନି କଫିନ!

ସାଓ ପୋଲୋ,୨।୫: ବ୍ରାଜିଲର ମାନୁସ ସହରରେ କରୋନାର କରୁଣ ଦୃଶ୍ୟ ଦେଖିବାକୁ ମିଳିଛି। ମିଳିଥିବା ଖବର ଅନୁଯାୟୀ, ଏଠାରେ ପ୍ରତିଦିନ କରୋନା ସଂକ୍ରମଣରେ ଶହ ଶହ ଲୋକଙ୍କ ମୃତ୍ୟୁ ହେଉଛି। ମୃତଦେହ ରଖିବାକୁ ଶବଗୃହରେ ସ୍ଥାନର ଅଭାବ ପଡିଥିବା ବେଳେ ମୃତଦେହ…

କରୋନା ଆତଙ୍କ: ମୃତ୍ୟୁ ସଂଖ୍ୟା ୨ଲକ୍ଷ ୩୯ ହଜାର ଟପିଲା; ୩୪ ଲକ୍ଷରୁ ଅଧିକ ସଂକ୍ରମିତ

ଓ୍ବାଶିଂଟନ,୨।୫: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ପୃଥିବୀରେ ମୃତକଙ୍କ ସଂଖ୍ୟା ୨ ଲକ୍ଷ ୩୯ ହଜାର ୫୮୬ରେ ପହଞ୍ଚିଛି। ସେହିପରି ସଂକ୍ରମିତଙ୍କ ସଂଖ୍ୟା ୩୪ ଲକ୍ଷ ୬୦୭ ଛୁଇଁଛି। ଆମେରିକାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧…

କରୋନା ସଙ୍କଟରେ ପୃଥିବୀ: ତୃତୀୟ ବିଶ୍ୱଯୁଦ୍ଧ ପାଇଁ ରୁଷ୍‌ର ପ୍ରସ୍ତୁତି ଆରମ୍ଭ

ମସ୍କୋ,୨।୫: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଏହାକୁ ରୋକିବା ପାଇଁ ବହୁରାଷ୍ଟ୍ରର ବୈଜ୍ଞାନିକ ନାନା ପ୍ରକାର ଗବେଷଣା ଜାରି ରଖିଛନ୍ତି। ଏପରିସ୍ଥଳେ ଚାଇନା ଏବଂ ଆମେରିକା ମଧ୍ୟରେ ନୂଟନୈତିକ ସମ୍ପର୍କ ଖରାପ ହେବାରେ ଲାଗିଛି। ଏଭଳି ସ୍ଥିତି…

କିମ୍‌ ଜୋଙ୍ଗ୍‌ ଉନ୍‌ଙ୍କୁ ନେଇ ହେଉଥିବା ଚର୍ଚ୍ଚାରେ ପୂର୍ଣ୍ଣଛେଦ: ୨୦ ଦିନ ପରେ ବାହାରକୁ ଆସିଲେ

ସିଓଲ୍‌,୨।୫: ଉତ୍ତରକୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ଙ୍କୁ ନେଇ ନାନା ଚର୍ଚ୍ଚା ଜାରି ରହିଥିଲା। ତେବେ ଦୀର୍ଘ ୨୦ ଦିନ ପରେ କିମ୍‌ ବାହାରକୁ ଆସିଛନ୍ତି। ଅନ୍ତର୍ଜାତୀୟ ଶ୍ରମିକ ଦିବସ ଅବସରରେ ସେ ଏକ ଫର୍ଟିଲାଇଜର କମ୍ପାନୀର ଉଦ୍‌ଘାଟନ କରୁଥିବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri