ଅନ୍ତର୍ଜାତୀୟ

ଆତଙ୍କବାଦୀ ଆକ୍ରମଣଠାରୁ ଅଧିକ ଭୟଙ୍କର କରୋନା ସଂକ୍ରମଣ: ଡବ୍ଲ୍ୟୁଏଚ୍‌ଓ

ଓ୍ବାଶିଂଟନ,୩୦।୪: ପୃଥିବୀରେ କରୋନା ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ବର୍ତ୍ତମାନ ସୁଦ୍ଧା ପୃଥିବୀରେ ୩୨ ଲକ୍ଷ ୧୯ ହଜାର ୪୨୪ ଜଣ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ସେହିପରି ମୃତକଙ୍କ ସଂଖ୍ୟା ୨ ଲକ୍ଷ ୨୮ ହଜାର ୧୯୭ ଛୁଇଁଛି।…

ଖୁସି ଖବର: ରେମ୍‌ଡିସିଭିର୍‌ ଔଷଧ କରୋନା ଭୂତାଣୁକୁ ରୋକିବାରେ ସଫଳ

ଓ୍ବାଶିଂଟନ,୩୦।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆମେରିକାରେ ଇବୋଲା ସଂକ୍ରମଣ ରୋକିବା ପାଇଁ ବ୍ୟବହାର କରାଯାଇଥିବା ରେମ୍‌ଡିସିଭିର୍‌ ଔଷଧର ପ୍ରୟୋଗ ବେଶ୍‌ ସଫଳ ରହିଥିବା କୁହାଯାଉଛି। କରୋନା ସଂକ୍ରମିତଙ୍କ କ୍ଷେତ୍ରରେ ଏହି ଔଷଧ ଆଶ୍ଚର୍ଯ୍ୟଜନକ ଭାବେ…

କରୋନା ପରର ପୃଥିବୀ: ଭିଡ଼ରୁ ଦୂରେଇ ରହିବେ ୪୬ ପ୍ରତିଶତ, ୪୪.୯ ପ୍ରତିଶତ ପିନ୍ଧିବେ ମାସ୍କ୍‌

ଓ୍ବାଶିଂଟନ,୩୦।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଏହାକୁ ରୋକିବା ପାଇଁ ବହୁରାଷ୍ଟ୍ରର ବୈଜ୍ଞାନିକ ନାନା ପ୍ରକାର ଗବେଷଣା ଜାରି ରଖିଛନ୍ତି। ଏପରିସ୍ଥଳେ ଗ୍ଲୋବାଲ ଡାଟା ଏଜେନ୍ସି ଷ୍ଟେରିଷ୍ଟା ପକ୍ଷରୁ ପ୍ରକାଶିତ ଏକ ସର୍ଭେ ରିପୋର୍ଟରେ ଦର୍ଶାଯାଇଛି ଯେ,…

ଅଲଟ୍ରାଭାୟୋଲେଟ୍‌ ଲାଇଟ୍‌ରେ ନଷ୍ଟ ହେବ କରୋନା ଭୂତାଣୁ

ନ୍ୟୁୟର୍କ,୩୦।୪: ସାରା ପୃଥିବୀରେ କରୋନା ସଂକ୍ରମଣ ନେଇ ଅଚଳାବସ୍ଥା ଦେଖାଦେଇଛି। କରୋନା ଭୂତାଣୁକୁ ରୋକିବା ପାଇଁ ବହୁ ଗବେଷଣା ମଧ୍ୟ ଜାରି ରହିଛି। ବାୟୁ ମଣ୍ଡଳରେ ଏହି ଭୂତାଣୁର ଉପସ୍ଥିତି ଯଦି ବଢ଼େ ତେବେ ସଂକ୍ରମଣକୁ ରୋକିବା ଅସମ୍ଭବ ହୋଇ ପଡ଼ିବ…

ମୋର ଦ୍ୱିତୀୟ ଥର ରାଷ୍ଟ୍ରପତି ହେବା ବାଟରେ କଣ୍ଟା ସାଜିଛି ଚାଇନା: ଟ୍ରମ୍ପ୍‌

ଓ୍ବାଶିଂଟନ,୩୦।୪: ଚାଇନାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ଟାଗେର୍ଟ କରିଛନ୍ତି। ଟ୍ରମ୍ପ୍‌ କହିଛନ୍ତି ମୋର ଦ୍ୱିତୀୟ ଥର ରାଷ୍ଟ୍ରପତି ହେବା ବାଟରେ ଚାଇନା କଣ୍ଟା ସାଜିଛି। ଗଣମାଧ୍ୟମ ସଂସ୍ଥା ରଏଟରକୁ ଦେଇଥିବା ଏକ ସାକ୍ଷାତ୍‌କାରରେ ଟମ୍ପ୍‌ ଏଭଳି କହିଛନ୍ତି। ଟ୍ରମ୍ପ୍‌ ପୁଣି…

ନିର୍ମାଣସ୍ଥଳୀରେ ନିଆଁ: ୩୮ ମୃତ

ସିଓଲ,୩୦ା୪: ଦକ୍ଷିଣ କୋରିଆ ରାଜଧାନୀ ନିକଟ ଏକ ନିର୍ମାଣସ୍ଥଳୀରେ ବୁଧବାର ନିଆଁଲାଗି ୩୮ ଜଣଙ୍କ ଜୀବନ ଯାଇଛି। ଓ୍ବେର୍‌ହାଉସ ପରିସରରେ ଅଧିକ ଲୋକ ଫସିରହିଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି। ସିଓଲର ଦକ୍ଷିଣ ପାର୍ଶ୍ୱରେ ଥିବା ଇଚେଓନ୍‌ଠାରେ ଏହି ଓ୍ବେର୍‌ହାଉସ୍‌ ନିର୍ମାଣ…

ପଦାକୁ ଆସିଲା ଅଷ୍ଟ୍ରେଲିଆ ପ୍ରତି ଚାଇନା ମନୋଭାବ

କାନ୍‌ବେରା,୩୦ା୪: ଅଷ୍ଟ୍ରେଲିଆ ପ୍ରତି ଚାଇନା ସରକାରଙ୍କ ବାସ୍ତବ ମନୋଭାବ ଜଣାପଡ଼ିଯାଇଛି। ଚାଇନାର ଅସଲ ମୁଖାକୁ ଖୋଲିଦେଇଛନ୍ତି ଏହାର ରାଷ୍ଟ୍ରଦୂତ ଚେଙ୍ଗ୍‌ ଜିଙ୍ଗ୍‌ୟେ। ଅଷ୍ଟ୍ରେଲିଆର ସାର୍ବଭୌମତ୍ୱକୁ ଦୁର୍ବଳ କରିବା ଲାଗି ଚାଇନାର କମ୍ୟୁନିଷ୍ଟ ପାର୍ଟି ଦୀର୍ଘବର୍ଷ ଧରି ବ୍ୟବସ୍ଥିତ ଢଙ୍ଗରେ କାର୍ଯ୍ୟ କରିଆସୁଛି।…

ଆମେରିକାର ପ୍ରଥମ କରୋନା ମୃତକଙ୍କ ହୃତ୍‌ପିଣ୍ଡ ଫାଟିଯାଇଥିଲା

ନ୍ୟୁୟର୍କ,୩୦ା୪: ମହାମାରୀ କରୋନାର ସର୍ବାଧିକ ପ୍ରକୋପ ଆମେରିକାରେ ଦେଖିବାକୁ ମିଳୁଛି। ଅଦ୍ୟାବଧି ଦେଶରେ ପ୍ରାୟ ସାଢ଼େ ୧୦ ଲକ୍ଷ ଲୋକ କରୋନାରେ ସଂକ୍ରମିତ ହୋଇଥିବାବେଳେ ୬୦ହଜାରରୁ ଊର୍ଦ୍ଧ୍ୱ ଆମେରିକୀୟଙ୍କ ଜୀବନ ଗଲାଣି। ହେଲେ ଆମେରିକାର ପ୍ରଥମ କରୋନା ମୃତ୍ୟୁ ହୃତ୍‌ପିଣ୍ଡ ଫାଟିଯିବା…

୩ ସପ୍ତାହର ବନ୍ଧୁତା

ଓ୍ବାଶିଂଟନ,୩୦ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଟୁଇଟର୍‌ରେ ଅନ୍‌ଫଲୋ କରିଛନ୍ତି। କେବଳ ବ୍ୟକ୍ତିଗତ ଭାବେ ଟ୍ରମ୍ପ୍‌ ନୁହନ୍ତି, ବରଂ ପ୍ରେସିଡେଣ୍ଟ ଅଫ୍‌ ଦି ୟୁନାଇଟେଡ୍‌ ଷ୍ଟେଟ୍ସ (ପିଓଟିୟୁଏସ୍‌) ଏବଂ ଆମେରିକାର ପାଓ୍ବାର ପଏଣ୍ଟ ତଥା ତାଙ୍କ ସରକାରୀ…

ପିତା ହେଲେ ବୋରିସ୍‌ ଜନସନ୍‌

ଲଣ୍ଡନ,୨୯।୪: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ ଗୁରୁବାର ଏକ ପୁତ୍ର ସନ୍ତାନର ଜନକ ହୋଇଛନ୍ତି। ତାଙ୍କ ପ୍ରେମିକା କାରି ସାଇମଣ୍ଡ୍‌ ଲଣ୍ଡନର ଏନ୍‌ଏଚ୍‌ଏସ୍‌ ହସ୍ପିଟାଲରେ ଶିଶୁପୁତ୍ରଙ୍କୁ ଜନ୍ମ ଦେଇଛନ୍ତି। ଉଭୟ ମା’ ଏବଂ ଶିଶୁ ସୁସ୍ଥ ଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି।…

ଆସିଲା ଖୁସି ଖବର: ମାଙ୍କଡ଼ଠାରେ କରୋନା ପ୍ରତିଷେଧକ ଟୀକାର ସଫଳ ପ୍ରୟୋଗ; ସେପ୍ଟେମ୍ବର ସୁଦ୍ଧା ୧୦ ଲକ୍ଷ ଟୀକା ହେବ ପ୍ରସ୍ତୁତ

ଓ୍ବାଶିଂଟନ,୨୯।୪: ପୃଥିବୀରେ କରୋନା ସଂକ୍ରମଣ ନେଇ ଆତଙ୍କଦେଖାଛି। ଏପରିସ୍ଥଳେ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟର ଜେନର ଇନଷ୍ଟିଚ୍ୟୁଟ୍‌ ରେ କରୋନା ପ୍ରତିଷେଧକ ଟୀକାର ସଫଳ ପ୍ରୟୋଗ ସମ୍ପନ୍ନ ହୋଇଛଇ। ସିମ୍ପାଜୀ ଶରୀରରୁ ଭୂତାଣୁ ମାଙ୍କଡ଼ଠାରେ ପ୍ରୟୋଗ କରାଯାଇଛି। ଏଥିରେ ସଫଳତା ମିଳିଥିବା ଗବେଷକ କହିଛନ୍ତି।…

ଲକ୍‌ଡାଉନ୍‌ ଯୋଗୁ ମିଳିଛି ସୁଫଳ: ୩୦ ଦିନରେ ଭାରତରେ ୨୨ ହଜାର ସଂକ୍ରମିତ; ଚାଇନାରେ ୭୫ ହଜାର, ଇଟାଲିରେ ଟପିଥିଲା ଲକ୍ଷେ ୨୬ ହଜାର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୯।୪: ଭାରତରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ସ୍ଥିତିରେ ସୁଧାର ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି ହୋଇଛି। ତେବେ ଏହା ଦ୍ୱାରା ସଂକ୍ରମିତଙ୍କ ସଂଖ୍ୟା କମ୍‌ ହୋଇଛି। ୩୦ ଦିନରେ ଭାରତରେ ସଂକ୍ରମିତଙ୍କ ସଂଖ୍ୟା ୨୨…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri