ଅନ୍ତର୍ଜାତୀୟ

କରୋନା ଭୟ: ୧୨ ପ୍ରତିଶତ ଭାରତୀୟଙ୍କ ଆଖିକୁ ନାହିଁ ନିଦ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୮।୪: କରୋନା ସଂକ୍ରମଣ ଯୋଗୁ ଭାରତରେ ଲୋକେ ଆତଙ୍କିତ ହୋଇ ପଡ଼ିଛନ୍ତି। ସାମାଜିକ ଦୂରତା, ମାସ୍କ୍‌ ବ୍ୟବହାର, ବାରମ୍ବାର ହାତ ଧୋଇବା, ସାନିଟାଇଜର ବ୍ୟବହାର ଆଦି ନେଇ ଲୋକଙ୍କ ବ୍ୟସ୍ତ ବିବ୍ରତ ହୋଇପଡ଼ିଛନ୍ତି। ଭାରତରେ କରୋନା ଭୟ ଯୋଗୁ ୧୨ ପ୍ରତିଶତ…

କରୋନା ସଂକ୍ରମିତଙ୍କ ଗୁରୁତର ଅବସ୍ଥା ସମ୍ପର୍କରେ ପୂର୍ବରୁ ସୂଚିତ କରିବ ବାୟୋମାର୍କର

ଓ୍ବାଶିଂଟନ,୨୮।୪: କରୋନା ସଂକ୍ରମିତଙ୍କ ଅବସ୍ଥା ଗୁରୁତର ହେବ କି ନାହିଁ ସେନେଇ ପୂର୍ବରୁ ଜଣାପଡ଼ିବ। ଏନେଇ ଇଣ୍ଟରନ୍ୟାଶନାଲ ଇମ୍ୟୁନୋ ଫାର୍ମାକୋଲୋଜି ପତ୍ରିକାରେ ଏକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଦର୍ଶାଯାଇଛି ଯେ, ମଣିଷ ଶରୀରର ରୋଗପ୍ରତିରୋଧକ କ୍ଷମତା ମୁଖ୍ୟତଃ ନ୍ୟୁଟ୍ରୋଫିଲ୍‌ ଏବଂ…

ଇନଭର୍ଟ ମାଇସିନ୍‌ ଦ୍ୱାରା ୨ ଦିନରେ ସଂକ୍ରମିତ ହେବେ କରୋନା ମୁକ୍ତ

ଓ୍ବାଶିଂଟନ/ମେଲବୋର୍ନ,୨୮।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଏହି ମହାମାରୀକୁ କିଭଳି ରୋକା ଯିବ ସେ ନେଇ ବୈଜ୍ଞାନିକମାନେ ଉଦ୍ୟମ ଜାରି ରଖିଛନ୍ତି। ନିକଟରେ ଆମେରିକା ନର୍ଥଶୟାର ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି ଯେ, ଆଣ୍ଟି…

କାର୍ଯ୍ୟସ୍ଥଳରେ ସୁରକ୍ଷା ଓ ସ୍ବାସ୍ଥ୍ୟରକ୍ଷା ଜରୁରୀ

ଜେନିଭା,୨୮।୪: ପ୍ରତିବର୍ଷ ଏପ୍ରିଲ ୨୮ରେ ବିଶ୍ୱବ୍ୟାପୀ କାର୍ଯ୍ୟସ୍ଥଳରେ ସୁରକ୍ଷା ଓ ସ୍ବାସ୍ଥ୍ୟ ଦିବସ ପାଳନ କରାଯାଇ ଆସୁଛି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ପକ୍ଷରୁ ଜାରି ଏହି ଅଭିଯାନରେ ଏହାର ଉଚିତ ଉପଯୋଗ ଉପରେ ଗୁରୁତ୍ୱାରୋପ କରାଯାଇଛି। କାର୍ଯ୍ୟକ୍ଷେତ୍ରରେ ଘଟୁଥିବା ଦୁର୍ଘଟଣା କିମ୍ବା…

ରୁଷିଆ ସେନାରେ ୮୭୪ କରୋନା ଆକ୍ରାନ୍ତ

ମସ୍କୋ,୨୮ା୪: ରୁଷିଆ ସୈନ୍ୟବାହିନୀରେ ଏପର୍ଯ୍ୟନ୍ତ ୮୭୪ ଜଣ କରୋନାରେ ସଂକ୍ରମିତ ହୋଇଥିବା ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସେମାନଙ୍କ ମଧ୍ୟରୁ ୩୭୯ ଜଣ ଘରେ ଆଇସୋଲେଶନରେ ରହିଥିବାବେଳେ ଅନ୍ୟମାନେ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ୪ ଜଣଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ରୁଷିଆରେ…

ବାୟୁରେ କରୋନାର ଆନୁବଂଶିକ ଉପାଦାନ

ବେଜିଂ,୨୮ା୪(ପି.ଟି.): କରୋନା ଭୂତାଣୁର ଆନୁବଂଶିକ ଉପାଦାନ ବାୟୁରେ ଥିବା ବୈଜ୍ଞାନିକମାନେ ଜାଣିବାକୁ ପାଇଛନ୍ତି। ଏହି ଭୂତାଣୁ ଉପାଦାନରୁ ସଂକ୍ରମଣ ହେବ କି ନାହିଁ ତାହା ସ୍ପଷ୍ଟ ହୋଇନାହିଁ। ଚାଇନାର ଉହାନ ସହରରେ ଥିବା ଦୁଇଟି ହସ୍ପିଟାଲ ଏବଂ କେତେକ ସର୍ବସାଧାରଣ ସ୍ଥାନରେ…

୩୦ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଓ୍ବାଶିଂଟନ/ରୋମ୍‌/ଲଣ୍ଡନ,୨୮ା୪: ପ୍ରାଣଘାତୀ କରୋନାରେ ୨୧୦ ଦେଶରେ ମୋଟ ୨.୦୮ ଲକ୍ଷରୁ ଅଧିକ ଲୋକ ପ୍ରାଣ ହରାଇଲେଣି। ସଂକ୍ରମିତଙ୍କ ସଂଖ୍ୟା ୩୦ ଲକ୍ଷ ଟପିଥିବା ବେଳେ ଆମେରିକା, ସ୍ପେନ୍‌, ଇଟାଲୀ, ଫ୍ରାନ୍ସ, ଜର୍ମାନୀ ଓ ବ୍ରିଟେନ ସ୍ଥିତି ସଙ୍ଗିନ ହୋଇପଡ଼ିଛି। ଯଦିଓ ସୋମବାର…

ସାମ୍ନାକୁ ଆସିଲା କରୋନା ଭାଇରସ୍‌ ସଂକ୍ରମଣର ୬ଟି ନୂଆ ଲକ୍ଷଣ

ଓ୍ବାଶିଂଟନ୍‌,୨୭।୪: କରୋନା ଭାଇରସ୍‌ ସଂକ୍ରମଣ ପ୍ରାରମ୍ଭରୁ ସଂକ୍ରମିତ ରୋଗୀଙ୍କ ମଧ୍ୟରେ ସୁଖା କାଶ, ଭୀଷଣ ଜ୍ୱର ଓ ଶ୍ବାସକ୍ରିୟାରେ କଷ୍ଟ ଅନୁଭବ ହେଲା ଭଳି ଲକ୍ଷଣ ଦେଖାଯାଉଥିଲା। କିନ୍ତୁ ଏବେ ଏହି ସଂକ୍ରମଣର ଆଉ କିଛି ନୂଆ ଲକ୍ଷଣ ଦେଖାଯାଇଛି। ଏନେଇ…

ଆର୍ଥାରାଇଟିସ୍‌ ଔଷଧ ଦ୍ୱାରା ସମ୍ଭବ କରୋନା ଚିକିତ୍ସା: ୪୮ ଘଣ୍ଟାରେ ହୋଇଥାଏ ଫଳପ୍ରଦ !

ଓ୍ବାଶିଂଟନ,୨୭।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ବହୁ ଦେଶରେ ସୁରକ୍ଷା ଦୃଷ୍ଟିରୁ ଲକ୍‌ ଡାଉନ୍‌ ଜାରି ହୋଇଛି। କରୋନା ମହାମାରୀର ଚିକିତ୍ସା ନେଇ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ କଥା ଶୁଣିବାକୁ ମିଳୁଛି। ଆର୍ଥାରାଇଟିସ୍‌…

କରୋନାରୁ ଆରୋଗ୍ୟ ଲାଭ କରି କାର୍ଯ୍ୟରେ ଯୋଗଦେଲେ ବ୍ରିଟେନ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୭।୪: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ କରୋନାରୁ ସମ୍ପୂର୍ଣ୍ଣ ଆରୋଗ୍ୟ ଲାଭ କରିବା ପରେ ପୁଣିଥରେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଆରୋଗ୍ୟ ହୋଇ ଫେରିବା ପରେ ପ୍ରଥମଥର ଦେଶବାସୀଙ୍କୁ ଉଦ୍‌ବୋଧନ ଦେଇ ସେ କହିଛନ୍ତି, ଦେଶରେ ଜାରି ରହିଥିବା ଲକ୍‌ଡାଉନ କେବେ…

ଆମେରିକାରେ କରୋନା ତାଣ୍ଡବ ଜାରି: ମୃତ୍ୟୁ ସଂଖ୍ୟା ୫୫ ହଜାର ଟପିଲା

ଓ୍ବାଶିଂଟନ,୨୭।୪: ଆମେରିକାରେ କରୋନାର ତାଣ୍ଡବ ଜାରି ରହିଛି। ଆମେରିକାରେ ମୃତ୍ୟୁ ସଂଖ୍ୟା ୫୫,୪୧୫ରେ ପହଞ୍ଚିଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୮୭ ହଜାର ୩୨୨ ଛୁଇଁଛି। ଇତିମଧ୍ୟରେ ଏଠାରେ ଲକ୍ଷେ ୧୮ ହଜାର ୭୮୧ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ…

ସୋଦିରେ ନାବାଳକ ଅପରାଧୀଙ୍କୁ ଦିଆ ଯିବନି ମୃତ୍ୟୁଦଣ୍ଡ

ରିୟାଦ୍‌,୨୭।୪: ସୌଦିରେ ଏଣିକି ନାବାଳକ ଅପରାଧୀଙ୍କୁ ଆଉ ମୃତ୍ୟୁ ଦଣ୍ଡାଦେଶ ହେବ ନାହିଁ। ଏନେଇ ସୌଦିର ରାଜା ଶାହ ସଲମାନ୍‌ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ପ୍ରଚଳିତ ଥିବା ଏହି ଆଇନକୁ ରଦ୍ଦ କରିବାକୁ ସେ ଦେଶର ନ୍ୟାୟପାଳିକଙ୍କୁ ସୂଚିତ କରିଛନ୍ତି। ରାଜା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri