ଅନ୍ତର୍ଜାତୀୟ

ବ୍ଲାକ୍‌ଲିଷ୍ଟରେ ପାକିସ୍ତାନ

ଇସଲାମାବାଦ,୨୩।୮: ଭାରତ ସହ ଯୁଦ୍ଧ କରିବାକୁ ପ୍ରସ୍ତୁତ ଥିବା ପାକିସ୍ତାନ ଓ ତା’ର ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କୁ ପୁଣି ଏକ ଶକ୍ତ ଧକ୍କା ଲାଗିଛି। ଫାଇନାନ୍‌ସିଆଲ୍‌ ଆକ୍ସନ୍‌ ଟାକ୍ସ ଫୋର୍ସ(ଏଫ୍‌ଏଟିଏଫ୍‌)ଶେଷରେ ପାକିସ୍ତାନକୁ ବ୍ଲାକ୍‌ଲିଷ୍ଟରେ ପକାଇ ଦେଇଛି। ଭାରତ କିଛି ବର୍ଷ...

ଫ୍ରାନ୍ସରେ ମୋଦିଙ୍କୁ ଜୋରଦାର ସ୍ବାଗତ କଲେ ମୁସଲମାନ: ଚିଡିଲା ପାକିସ୍ତାନ

ପ୍ୟାରିସ୍‌,୨୩।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଫ୍ରାନ୍ସ ଗସ୍ତରେ ଯାଇଛନ୍ତି। ବିମାନବନ୍ଦରରେ ମୋଦିଙ୍କୁ ଗୁଜରାଟର ବୋହରା ମୁସଲମାନମାନେ ତ୍ରିରଙ୍ଗା ଧରି ଜୋରଦାର ସ୍ବାଗତ କରିଥିଲେ। ଏହାସହ ଭାରତ ମାତା କୀ ଜୟ ନାରା ଦେଇଥିଲେ। ତେବେ ମୋଦିଙ୍କୁ ମୁସଲମାନମାନେ ସ୍ବାଗତ କରିବା...

ଆମେରିକାର ଚେତାବନୀ: ଭାରତ ସହ ପ୍ରତିଶୋଧ ନ ନେଉ ପାକିସ୍ତାନ

ଓ୍ବାଶିଂଟନ୍‌, ୨୩।୮:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଚେତାବନୀ ଦେଇଛନ୍ତି। ଭାରତଠାରୁ ଏବେ ପ୍ରତିଶୋଧ ନେଲେ ତାର ପରିଣାମ ପାକିସ୍ତାନକୁ ଭୋଗିବାକୁ ପଡିବ ବୋଲି ସେ କହିଛନ୍ତି। ଭାରତ ସୀମାରେ ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି...

ଫ୍ରାନ୍ସରେ ପହଞ୍ଚିଲେ ମୋଦି

ପ୍ୟାରିସ୍‌, ୨୩ା୮(ପି.ଟି.):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତ୍ରିରାଷ୍ଟ୍ରୀୟ ଗସ୍ତକ୍ରମରେ ଗୁରୁବାର ଫ୍ରାନ୍ସରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ତାଙ୍କୁ ଫ୍ରାନ୍ସର ବହିର୍ବ୍ୟାପାର ତଥା ୟୁରୋପ ବ୍ୟାପାର ଦାୟିତ୍ୱରେ ଥିବା ମନ୍ତ୍ରୀ ଜିନ୍‌-ୟେଭ୍ସ୍‌ ଲେ ଡ୍ରାଏନ ସ୍ବାଗତ କରିଥିଲେ। ସେଠାରେ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କ ସହ...

କଶ୍ମୀର ପ୍ରସଙ୍ଗ: ଭାରତକୁ ଫ୍ରାନ୍ସର ସମର୍ଥନ

ପ୍ୟାରିସ୍‌, ୨୩।୮:ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ଭାରତକୁ ସମର୍ଥନ ଜଣାଇଛି ଫ୍ରାନ୍ସ। ଉଭୟ ଭାରତ-ପାକିସ୍ତାନ ଦ୍ୱିପାକ୍ଷୀୟ କଥାବାର୍ତ୍ତା ଜରିଆରେ କଶ୍ମୀର ପ୍ରସଙ୍ଗ ସମାଧାନ ଆବଶ୍ୟକ। ଏଥିରେ ତୃତୀୟ ପକ୍ଷ ପଶିବା ଉଚିତ୍‌ ନୁହେଁ ବୋଲି ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ୍‌ ମ୍ୟାକ୍ରୋନ୍‌ କହିଛନ୍ତି। ପ୍ରଧାନମନ୍ତ୍ରୀ...

‘ଆଇଏସ୍‌ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଉ ଭାରତ’

ଓ୍ବାଶିଂଟନ, ୨୩ା୮(ପି.ଟି.): ଆତଙ୍କବାଦ ବିରୋଧରେ ଲଢେଇ ଜାରି ରଖିଥିବା ଭାରତ ଆଫଗାନିସ୍ତାନରେ ଆଇଏସ୍‌ ଆତଙ୍କବାଦୀଙ୍କ ବିରୋଧରେ ଦୃଢ ପଦକ୍ଷେପ ଗ୍ରହଣ କରୁ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି। ଭାରତ ସହ ଇରାନ, ରୁଷିଆ, ତୁର୍କୀ ଭଳି ଦେଶ...

‘ଭାରତ ସହ ଆଉ ଆଲୋଚନା ଚାହୁଁନୁ’

ନୂଆଦିଲ୍ଲୀ, ୨୩ା୮(ପି.ଟି.):୩୭୦ ଧାରା ଉଚ୍ଛେଦ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ତିକ୍ତତା ବୃଦ୍ଧି ପାଇଥିବାବେଳେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ହତୋତ୍ସାହିତ ହୋଇପଡ଼ିଛନ୍ତି। ଆମେ ଭାରତ ସହ ଆଉ ଦ୍ୱିପାକ୍ଷିକ ଆଲୋଚନା ଚାହୁଁନାହୁଁ ବୋଲି ସେ ବିଦେଶୀ ମିଡିଆକୁ...

ଘର ପାଖ ପାର୍କ ମାନସିକ ସ୍ବାସ୍ଥ୍ୟ ପାଇଁ ଭଲ

ଲଣ୍ଡନ: ସହରାଞ୍ଚଳରେ ଘର ପାଖରୁ ୩୦୦ ମିଟର ମଧ୍ୟରେ ପାର୍କ କିମ୍ବା ସବୁଜ ପରିବେଶ ରହିଲେ ତାହା ବ୍ୟକ୍ତିଙ୍କୁ ସୁଖଦ ଅନୁଭବ ଦେଇଥାଏ।ଏହାଦ୍ୱାରା ସେମାନଙ୍କ ମାନସିକ ସ୍ବାସ୍ଥ୍ୟ ଭଲ ରହେ ବୋଲି ଗବେଷକମାନେ କହିଛନ୍ତି। ଇଂଲଣ୍ଡର ବାର୍ଷିକ ଜନସଂଖ୍ୟା ସର୍ଭେରେ...

ପ୍ଲାଷ୍ଟିକମୁକ୍ତ ହେବ ଏଭରେଷ୍ଟ୍‌

କାଠମାଣ୍ଡୁ: ଏଭରେଷ୍ଟ୍‌ରେ ପ୍ଲାଷ୍ଟିକ ପ୍ରଦୂଷଣ ବୃଦ୍ଧି ପାଉଥିବାରୁ ଏହାକୁ ୨୦୨୦ ସୁଦ୍ଧା ପ୍ଲାଷ୍ଟିକମୁକ୍ତ କରିବା ପାଇଁ ଏକ ଯୋଜନା ପ୍ରସ୍ତୁତ କରିଛି ଖୁମ୍ବୁ ପାସଙ୍ଗଲାମୁୁ ରୁରାଲ୍‌ ମ୍ୟୁନିସିପାଲିଟି(ସୋଲୁଖୁମ୍ବୁ ଜିଲା, ନେପାଳ)ର କାର୍ଯ୍ୟନିର୍ବାହୀ ପରିଷଦ । ସେଠାରେ ପ୍ଲାଷ୍ଟିିକ ବ୍ୟାଗ୍‌,ଷ୍ଟ୍ର,ସୋଡା ଏବଂ...

ଶୁଦ୍ଧ ବାୟୁମଣ୍ଡଳର ଦେଶ ଫିନ୍‌ଲ୍ୟାଣ୍ଡ୍‌

ଭାରତର ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଏବେ ଦିନକୁ ଦିନ ବିଷାକ୍ତ ହେବାରେ ଲାଗିଛି। କେବଳ ଦିଲ୍ଲୀ ନୁହେଁ, ବାୟୁପ୍ରଦୂଷଣ ଦୃଷ୍ଟିରେ ଦୁନିଆର ସବୁଠୁ ଅଧିକ ପ୍ରଦୂଷିତ ୨୦ ସହର ମଧ୍ୟରେ ୧୦ଟି ଭାରତରେ ରହିଛି। ଏହି ବିଷାକ୍ତ ବାୟୁ ଯୋଗୁ...

୭୦ ବର୍ଷ ଧରି ଟ୍ରାଫିକ୍‌ ଜାମ୍‌

ଟ୍ରାଫିକ୍‌ ଜାମ୍‌ ସମସ୍ୟାକୁ ସମସ୍ତେ ଉଣା ଅଧିକେ ଅଙ୍ଗେଲିଭାଇ ଥିବେ। ହେଲେ ଏମିତି ଏକ ଟ୍ରାଫିକ୍‌ ଜାମ୍‌ର କଥା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବ। କାରଣ ଏଠି ଦୀର୍ଘ ପ୍ରାୟ ୭୪ ବର୍ଷ ହେବ ଲାଗିଛି ଟ୍ରାଫିକ୍‌ ଜାମ୍‌। ହଁ ବେଲଜିୟମର...

ମାଲିକଙ୍କ ମୃତ୍ୟୁର ୧୫ ମିନିଟ ଭିତରେ ଜୀବନ ହାରିଲା ପୋଷା କୁକୁର

ମଣିଷ-ପଶୁ ସମ୍ପର୍କ ସବୁବେଳେ ସ୍ବତନ୍ତ୍ର। ଏହା ଏପରି ସମ୍ପର୍କ, ଯାହା କେବେ ସ୍ବାର୍ଥ ଦେଖେନାହଁି ନା ଏଥିରେ ଥାଏ ଛନ୍ଦ କପଟ! ଏଭଳି ଏକ ନିଆରା ସମ୍ପର୍କର ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି ସ୍କଟଲାଣ୍ଡରେ। ଉଲ୍ଲେଖଯୋଗ୍ୟ, ମାଲିକଙ୍କ ମୃତ୍ୟୁର ୧୫...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri