ଅନ୍ତର୍ଜାତୀୟ

ଇୟୁରୁ ବିଦାୟ ନେଲା ବ୍ରିଟେନ

ଲଣ୍ଡନ/ବ୍ରସେଲ୍ସ,୧ା୨: ଦୀର୍ଘ ସାଢ଼େ ୩ ବର୍ଷର ଉଦ୍ୟମ ପରେ ୟୁରୋପୀୟ ସଂଘ (ଇୟୁ)ରୁ ବ୍ରିଟେନ ଶୁକ୍ରବାର ରାତି ୧୧ଟାରେ ଅଲଗା ହୋଇଯାଇଛି। ଏହା ୟୁରୋପ ଏବଂ ବ୍ରିଟେନ ପାଇଁ ଏକ ଐତିହାସିକ ମୁହୂର୍ତ୍ତ ଥିଲା। ଦୀର୍ଘ ଅର୍ଦ୍ଧଶତାବ୍ଦୀର ସମ୍ପର୍କ ଛିନ୍ନ କରି…

ରୁଷରେ ୨ କରୋନାଭାଇରସ ପଜିଟିଭ

ମସ୍କୋ,୩୧।୧: ସାରା ବିଶ୍ୱକୁ କାୟା ବିସ୍ତାର କରିବାରେ ଲାଗିଛି କରୋନା ଭୂତାଣୁ। ପ୍ରଥମେ ଚାଇନାରେ ଦେଖାଯାଇଥିବା ଏହି ଭୂତାଣୁ ଏବେ ମହାମାରୀର ରୂପ ନେଲାଣି। ରୁଷରେ ପ୍ରଥମ କରି ୨ ଜଣଙ୍କ ନିକଟରେ କରୋନାଭାଇରସ ପଜିଟିଭ ଥିବା ଜଣାପଡିଛି। ଡେପୁଟି ପ୍ରାଇମିନିଷ୍ଟର…

ଫଟୋଶୁଟ୍‌ ପାଇଁ ଏକାଠି ହେଲେ ଗୋଟିଏ ଓ୍ବାର୍ଡରେ ୧୯ସନ୍ତାନ ଜନ୍ମ ଦେଇଥିବା ୧୯ ନର୍ସ

ଓ୍ବାଶିଂଟନ,୩୧।୧: କିଛିଦିନ ତଳେ ଶୁଣିବାକୁ ମିଳିଥିଲା ଆମେରିକାର ଏକ ଘରୋଇ ହସ୍ପିଟାଲର ଗୋଟିଏ ୟୁନିଟରେ କାମ କରୁଥିବା ୧୯ ଜଣ ନର୍ସ ପାଖାପାଖି ମାସରେ ଗର୍ଭବତୀ ହୋଇଛନ୍ତି। ଏମାନେ ୨୦୧୯ରେ ମଧ୍ୟ ମାସେ ଦୁଇ ମାସ ବ୍ୟବଧାନରେ ୧୯ ସନ୍ତାନ ଜନ୍ମ…

ତରଳୁଛି ଫ୍ଲୋରିଡାକ୍ଷେତ୍ର ଭଳି ହିମପାହାଡ଼: ଚେତାବନୀ ଦେଲେ ବୈଜ୍ଞାନିକ

ଓ୍ବାଶିଂଟନ,୩୧।୧: ପୃଥିବୀ ଉପରେ ବିପଦ ମାଡ଼ି ଆସୁଛି। ଫ୍ଲୋରିଡାର କ୍ଷେତ୍ର ଭଳି ହିମପାହାଡ଼ ତରଳିବାରେ ଲାଗିଛି ବୋଲି ସମ୍ପୃକ୍ତି ଏକ ଗବେଷଣାରୁ ଜଣାପଡ଼ିଛି। ଜଳବାୟୁ ପରିବର୍ତ୍ତନ ଏବଂ ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ପ୍ରଥମଥର ପାଇଁ ଆଣ୍ଟାର୍କଟିକାରେ ଗରମ ପାଣି ଯୋଗୁ ବରଫ…

‘କରୋନା’ ଭୂତାଣୁ ଆତଙ୍କ: ଅନ୍ତର୍ଜାତୀୟ ସ୍ବାସ୍ଥ୍ୟ ସଙ୍କଟ ଘୋଷଣା କଲା ଡବ୍ଲ୍ୟୁଏଚଓ

ନୂଆଦିଲ୍ଲୀ,୩୧।୧: ଭୟଙ୍କର ‘କରୋନା’ ଭୂତାଣୁ ଗୋଟିଏ ପରେ ଗୋଟିଏ ଦେଶକୁ ବ୍ୟାପିବାକୁ ଲାଗିଛି। ଏହି ଭାଇରସ ଏବେ ବିଶ୍ୱର ୧୮ଟି ଦେଶରେ ପହଞ୍ଚିଛି। ପରିସ୍ଥିତିକୁ ଦେଖି ଏହାକୁ ଅନ୍ତର୍ଜାତୀୟ ସ୍ବାସ୍ଥ୍ୟ ସଙ୍କଟ ଘୋଷଣା କରିଛି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚଓ)। ସମସ୍ତ ଦେଶ…

କରୋନା ଭୟ: ଚାଇନାରୁ ସ୍ବତନ୍ତ୍ର ବିମାନରେ ଆସିବେ ଭାରତୀୟ

ବେଜିଂ,୩୧।୧: ଭୂତାଣୁ ସଂକ୍ରମଣର କେନ୍ଦ୍ରସ୍ଥଳ କୁହାଯାଉଥିବା ଚାଇନାର ୟୁହାନ ସହରରୁ ଭାରତୀୟମାନଙ୍କୁ ଫେରାଇ ଆଣିବା ପାଇଁ ନୂଆଦିଲ୍ଲୀ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି। ସେମାନଙ୍କୁ ଦୁଇଟି ବିମାନରେ ଫେରାଇ ଆଣିବା ପାଇଁ ଚାଇନା କର୍ତ୍ତୃପକ୍ଷଙ୍କୁ ଅନୁମତି ମଗାଯାଇଛି। ଶୁକ୍ରବାର ସାରେ ସୁଦ୍ଧା…

ଚାଇନାରେ କରୋନା ଭାଇରସ୍‌ ଆତଙ୍କ:ଗଲାଣି ୨୧୨ ଜଣଙ୍କ ଜୀବନ, ୭୭୦୦ରୁ ଅଧିକ ସଂକ୍ରମିତ

ବେଜିଂ,୩୧।୧: ଚାଇନାରେ ବଢି ଚାଲିଛି କରୋନା ଭୂତାଣୁରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା। ଏବେସୁଦ୍ଧା ସେଠାରେ ଏହି ଭୂତାଣୁ ସଂକ୍ରମଣରେ ୨୧୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହାସହ ୭୭୦୦ ନୂଆ ସଂକ୍ରମିତଙ୍କୁ ମଧ୍ୟ ଚିହ୍ନଟ କରାଯାଇଛି। ଏହାକୁ ନେଇ…

କରୋନା ଭୟ: ଜାହାଜରେ ଫସିଛନ୍ତି ୭୦୦୦ ଲୋକ

ସିଭିଟାଭେଛିଆ (ଇଟାଲୀ),୩୧-୧:କରୋନା ଭୂତାଣୁ ସଂକ୍ରମଣ ଭୟରେ ଇଟାଲୀର ଏକ କ୍ରୁଜ୍‌ ଜାହାଜରେ ୭୦୦୦ ଲୋକ ସମୁଦ୍ର ମଧ୍ୟରେ ଅଟକି ରହିଛନ୍ତି। ଜାହାଜରେ ଥିବା ଜଣେ ୫୪ ବର୍ଷୀୟା ମହିଳା ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କଠାରେ କରୋନା ଭୂତାଣୁ ରହିଥିବା ସନ୍ଦେହ କରାଯାଉଛି। ମାକାଉରୁ…

ଆଜି ଇୟୁ ଛାଡ଼ିବ ବ୍ରିଟେନ

ଲଣ୍ଡନ,୩୧-୧:ୟୁରୋପୀୟ ସଂଘ (ଇୟୁ)ରୁ ବ୍ରିଟେନ ଶୁକ୍ରବାର ରାତି ୧୧ଟାରେ ଅଲଗା ହୋଇଯିବ। ଏଥିପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନଙ୍କ ବ୍ରେକ୍‌ଜିଟ ଚୁକ୍ତିକୁ ଚୂଡ଼ାନ୍ତ ଅନୁମୋଦନ ମିଳିଯାଇଛି। ବ୍ରସେଲ୍ସରେ ଥିବା ୟୁରୋପୀୟ ପାର୍ଲାମେଣ୍ଟର ବ୍ରିଟିଶ ସଦସ୍ୟମାନେ ସେମାନଙ୍କ…

୧୨୬ ବର୍ଷ ବୟସରେ ଆଖି ବୁଜିଲେ ପୃଥିବୀର ବୟସ୍କା ମହିଳା: ରହିଛନ୍ତି ୨୦୦ରୁ ଅଧିକ ନାତିନାତୁଣୀ

ଦଖନା,୩୦।୧: ପୃଥିବୀର ବୟସ୍କା ମହିଳାଙ୍କର ୧୨୬ ବର୍ଷ ବୟସରେ ମୃତ୍ୟୁ ଘଟିଛି। ତାଙ୍କର ୨୦୦ରୁ ଅଧିକ ନାତିନାତୁଣୀ ଥିବା କୁହାଯାଉଛି। ଉଜ୍‌ବେକିସ୍ତାନର ଏହି ବୟସ୍କା ମହିଳା ଫାତିମା ମିର୍ଜୋକୁଲଓ୍ବାଙ୍କର ଅନ୍ତିିମ ସଂସ୍କାର ଇତିମଧ୍ୟରେ ଦଖନା ସହରରେ ଶେଷ ହୋଇଛି। ପାସପୋର୍ଟ ଅନୁସାରେ…

ଜାରି ହେଲା ସୂର୍ଯ୍ୟର ସ୍ପଷ୍ଟ ଫଟୋ: ଝଟକୁଛି ଦାନାଦାର ସୁନା କଣିକା

ହଓ୍ବାଇ,୩୦।୧: ସୂର୍ଯ୍ୟର ସ୍ପଷ୍ଟ ଫଟୋକୁ ଆମେରିକା ଜାରି କରିଛି। ଏହାକୁ ହାଓ୍ବାଇର ନ୍ୟାସନାଲ୍‌ ସାଇନ୍ସ୍‌ ଫାଉଣ୍ଡେଶନ ପକ୍ଷରୁ ଡେନିୟଲ କେ ଇନୋୟ ଟେଲିସ୍କୋପ୍‌ ଦ୍ୱାରା ଉତ୍ତୋଳନ କରାଯାଇଛି। ଏଥିରେ ସୂର୍ଯ୍ୟରେ ସୁନା ଭଳି ଦାନାଦାର କଣିକା ଥିବାର ଦେଖିବାକୁ ମିଳୁଛି। ଏହା…

ଗଙ୍ଗାରେ ଅସ୍ଥି ବିସର୍ଜନ ଲାଗି ଭାରତୀୟ ଭିଜାନୀତି କୋହଳ ଲାଗି ଦାବି କଲେ ପାକିସ୍ତାନୀ ହିନ୍ଦୁ

ନୂଆଦିଲ୍ଲୀ/ଇସଲାମାବାଦ୍‌,୩୦।୧: ପାକିସ୍ତାନରେ ବାସ କରୁଥିବା ହିନ୍ଦୁମାନେ ଗଙ୍ଗାରେ ଅସ୍ଥି ବିସର୍ଜନ ଲାଗି ଭାରତ ସରକାରଙ୍କ ଭିଜା ନୀତିକୁ କୋହଳ କରିବାକୁ ଦାବି କରିଛନ୍ତି। ଭାରତ ସରକାର ପାକିସ୍ତାନୀ ହିନ୍ଦୁ ଶରଣାର୍ଥୀଙ୍କୁ ନାଗରିକତ୍ୱ ପ୍ରଦାନ କରିବା ଭଳି ମହାନ କାର୍ଯ୍ୟ କରିଥିବାବେଳେ ଏବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri