ଅନ୍ତର୍ଜାତୀୟ

ଭାରତୀୟଙ୍କୁ ଭାଗ୍ୟବାନ ବୋଲି କହିଲେ ଆମେରିକା ଡାକ୍ତର

ଓ୍ବାଶିଂଟନ,୧୮।୪: ଆମେରିକାର ନ୍ୟୁଜର୍ସିରେ ଏବେ କରୋନା ସଂକ୍ରମିତଙ୍କ ଚିକିତ୍ସା କରୁଥିବା ଭାରତୀୟ ଡାକ୍ତର କ୍ରିତି ଅଗ୍ରଓ୍ବାଲ କୁହନ୍ତି ପ୍ରତିଦିନ ସେ ଚିକିତ୍ସା କରୁଥିବା ହସ୍ପିଟାଲରେ ଶହ ଶହ କରୋନା ସଂକ୍ରମିତ ଲୋକ ଆସୁଛନ୍ତି। ଏହାସହ ଆମେରିକାରେ ପ୍ରତିଦିନ ହଜାର ହଜାର କରୋନା…

ଆଲପ୍ସ ପର୍ବତର ୮୦୦ ମିଟର ଉଚ୍ଚରେ ତ୍ରିରଙ୍ଗା: କରୋନା ଲଢ଼େଇରେ ଭାରତୀୟ ଏକଜୁଟ କହିଲେ ମୋଦି

ନୂଆଦିଲ୍ଲୀ/ବେର୍ନ,୧୮।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ସମୟ ସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏପରିସ୍ଥଳେ ଭାରତବାସୀଙ୍କ ଏକତାକୁ ରୂପାୟନ କରି ସୁଇଜରଲାଣ୍ଡ୍‌ର ଆଲପ୍ସ୍‌ ପର୍ବତରେ ଲାଇଟ୍‌ ଇଫେକ୍ଟ ଦ୍ୱାରା ଭାରତୀୟ ଜାତୀୟ ପତାକା…

ସିମ୍ପାଜିର ସାନିଟାଇଜେଶନକୁ ନେଇ ଆସିଲା ଅଭିଯୋଗ!

ବ୍ୟାକଂକ,୧୮।୪: ସାରା ବିଶ୍ୱକୁ କରୋନା ଭାଇରସ ସଂକ୍ରମଣ ହେବା ଫଳରେ ପ୍ରାୟ ସବୁଦିନ କିଛି ନା କିଛି ଦୁଃଖଦ ଖବର ସାମ୍ନାକୁ ଆସୁଛି। ତେବେ କରୋନାଠାରୁ ଦୂରେଇ ରହିବାକୁ ହେଲେ ସାନିଟାଇଜେଶନକୁ ସବୁଠି ଗୁରୁତ୍ୱ ଦିଆଯାଉଛି। ଏହି ସମୟରେ ଏମିତି ଏକ…

କରୋନା ମୃତ୍ୟୁର ୫ ବଡ଼ କାରଣ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୮।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ଆତଙ୍କ ଜାରି ରହିଛି। ତେବେ ସଂକ୍ରମିତଙ୍କ ମୃତ୍ୟୁର ୫ ବଡ଼ କାରଣ ସମ୍ପର୍କରେ ଏବେ ପ୍ରକାଶ ପାଇଛି। ଆମେରିକାର ସେଣ୍ଟର ଫର୍‌ ଡିଜିଜ୍‌ କଣ୍ଟ୍ରୋଲ୍‌ ଆଣ୍ଡ୍‌ ପ୍ରିଭେଶନ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଅଧିକ…

ଗୁରୁତର କରୋନା ସଂକ୍ରମିତଙ୍କୁ ଶାନ୍ତି ମୃତ୍ୟୁ: ବ୍ରିଟେନ୍‌ରେ ଅଫ୍‌ କରି ଦିଆଯାଉଛି ଭେଣ୍ଟିଲେଟର ସ୍ବିଚ୍‌ !

ଲଣ୍ଡନ,୧୮।୪: କରୋନା ବିରୋଧରେ ସାରା ପୃଥିବୀରେ ଲଢ଼େଇ ଜାରି ରହିଛି। ବ୍ରିଟେନ୍‌ରେ କରୋନା ସଂକ୍ରମିତଙ୍କ ଚିକିତ୍ସା କରୁଥିବା ଡାକ୍ତର, ନର୍ସ ତଥା ସ୍ବାସ୍ଥ୍ୟକ୍ରର୍ମୀ ଅଧିକ ବିସାଦଗ୍ରସ୍ତ ହେଉଥିବା ଏକ ରିପୋର୍ଟ ପ୍ରକାଶ ପାଇଛି। ଏଠାରେ ଗୁରୁତର କରୋନା ସଂକ୍ରମିତଙ୍କୁ ଅଧିକ ଯନ୍ତ୍ରଣା…

ସେପ୍ଟେମ୍ବର ସୁଦ୍ଧା ଆସିବ କରୋନା ଟିକା !

ଲଣ୍ଡନ,୧୮।୪: କରୋନା ଭାଇରସର ସଂକ୍ରମଣ ସାରା ବିଶ୍ୱକୁ ଚିନ୍ତାରେ ପକାଇଥିବା ବେଳେ ଏବେ ସବୁ ବିକାଶଶୀଳ ଦେଶ ଏହାକୁ ନେଇ ଗବେଷଣା ଜାରି ରଖିଛନ୍ତି। ବିଶେଷ କରି ଏହି ଭୂତାଣୁକୁ ମାରିବାକୁ ଏପର୍ଯ୍ୟନ୍ତ କୌଣସି ନିର୍ଦ୍ଦିଷ୍ଟ ଔଷଧ ନ ଥିବାରୁ ଏହା…

କରୋନା ସଂକ୍ରମଣ: ଆମେରିକା-ଚାଇନା ପରସ୍ପର ମୁଣ୍ଡରେ ଅଠା ବୋଲିବାକୁ କରୁଛନ୍ତି ଯୋଜନା; ମିଳିତ ରିସର୍ଚ୍ଚରେ ଫାଟ !

ଓ୍ବାଶିଂଟନ/ବେଜିଂ,୧୮।୪: ପୃଥିବୀରେ ହୋଇଥିବା କରୋନା ସଂକ୍ରମଣ ନେଇ ଏବେ ଆମେରିକା ଚାଇନା ପରସ୍ପର ମୁଣ୍ଡରେ ଅଠା ବୋଳିବାକୁ ଯୋଜନା କରୁଛନ୍ତି। ଗଣମାଧ୍ୟମ ସମ୍ମିଳନୀରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏକ ପ୍ରଶ୍ନର ଉତ୍ତରରେ କହିଛନ୍ତି ଯେ, ଚାଇନାର ଉହାନ ସ୍ଥିତ ଲ୍ୟାବ୍‌ରୁ…

ପ୍ରାଣୀଙ୍କ ମିନି ରେଷ୍ଟୁରାଣ୍ଟ

ନୂଆଦିଲ୍ଲୀ: ବିଶ୍ୱର ବିଭିନ୍ନ ସହରରେ ଏବେ ଲକ୍‌ଡାଉନ୍‌ ଚାଲିଥିବାରୁ ରାଜରାସ୍ତା ଉପରେ ବେଶ୍‌ ଆରାମରେ ବୁଲୁଛନ୍ତି ବିଭିନ୍ନ ଜୀବ। ରାସ୍ତା ଉପରେ ସେମାନଙ୍କୁ ହଇରାଣ କରିବା ପାଇଁ କେହି ରହୁ ନାହାନ୍ତି। କିନ୍ତୁ ଅନେକ ସ୍ଥାନରେ ପ୍ରାଣୀମାନେ ନିଜର ଖାଦ୍ୟ ପାଇଁ…

ଉହାନରେ କରୋନା ମୃତ୍ୟୁସଂଖ୍ୟା ୫୦% ବଢ଼ିଲା

ବେଜିଂ/ଉହାନ,୧୮ା୪(ପି.ଟି.): ଚାଇନା ସରକାର ପୂର୍ବରୁ ପ୍ରକାଶିତ କରୋନାଜନିତ ମୃତ୍ୟୁସଂଖ୍ୟାରେ ଶୁକ୍ରବାର ସଂଶୋଧନ କରିଛନ୍ତି। ଦେଶରେ କରୋନା ସଂକ୍ରମଣରେ ୪,୬୩୨ ଜଣଙ୍କ ମୃତ୍ୟୁ ଘଟିଥିବା ଏହି ରିପୋର୍ଟରେ କୁହାଯାଇଛି। ଭୂତାଣୁ ଉତ୍ପତ୍ତିର କେନ୍ଦ୍ରସ୍ଥଳ ଉହାନ ସହରରେ ମୃତ୍ୟୁସଂଖ୍ୟା ୫୦ ପ୍ରତିଶତ ବୃଦ୍ଧି ପାଇଛି।…

ବ୍ରିଟେନ ଆକାଶରେ ରହସ୍ୟମୟ ଧୂଆଁ

ଲଣ୍ଡନ,୧୮ା୪: ବ୍ରିଟେନ ଆକାଶରେ ଗୁରୁବାର ରାତି ୮ଟାରେ ଏକ ରହସ୍ୟଜନକ ବସ୍ତୁ ଜଳି ଜଳି ଯାଉଥିବାବେଳେ ତା’ ପଛପଟରୁ ଧୂଆ ବାହାରୁଥିବା ଦେଖିବାକୁ ମିଳିଥିଲା। ତାହା ୨୦ ମିନିଟ ଜଳିବା ସହ ଆକାଶରେ ଧୂମ ବଳୟ ସୃଷ୍ଟି କରିଥିଲା। କେମ୍ବ୍ରିଜ୍‌ଶାୟରର ଜଣେ…

ସତର୍କ କରିବାରେ ବିଫଳ ହୋଇଥିଲା ଚାଇନା

ବେଜିଂ,୧୭।୪: କରୋନା ଭୂତାଣୁ ବିଶ୍ୱରେ ମହାମାରୀର ରୂପ ନେଇଛି। ୨୧୦ ଦେଶ ଏବେ ଏହା କବଳରେ ପଡ଼ି ଛଟପଟ ହେଉଛନ୍ତି। ଚାଇନାରୁ ଆସିଥିବା ଏହି ଭୂତାଣୁ ଏବେ ସମସ୍ତଙ୍କ ମେରୁଦଣ୍ଡ ଭାଙ୍ଗିପକାଇଛି। ପ୍ରାରମ୍ଭରୁ ଏନେଇ ଲୋକଙ୍କୁ ସତର୍କ କରାଯାଇଥିଲେ ସୁଫଳ ମିଳିବାର…

‘ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ଫଳପ୍ରଦ ହୋଇ ନ ପାରେ’

ବେଜିଂ, ୧୭।୪: କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ଏକ ଉପାଦେୟ ଔଷଧ ବୋଲି ଭାରତ ସମେତ ଅନେକ ରାଷ୍ଟ୍ର ଏହାର ବ୍ୟବହାର ଉପରେ ଜୋର ଦେଉଛନ୍ତି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଓ ବ୍ରାଜିଲ ପ୍ରତିପକ୍ଷ ଜୈର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri