ନେପାଳ ବନ୍ୟା: ହଜାରେ ଟପିଲା ମୃତ୍ୟୁ ସଂଖ୍ୟା, ଏବେବି ନିଖୋଜ ଅଛନ୍ତି…
କାଠମାଣ୍ଡୁ,୧।୯: ନେପାଳରେ ଭୟଙ୍କର ବନ୍ୟା ଓ ଭୂସ୍ଖଳନ ପରେ ଧ୍ୱଂସର ଚିତ୍ର ଦିନକୁ ଦିନ ସାମ୍ନାକୁ ଆସୁଛି। ବନ୍ୟାରେ ଏପର୍ଯ୍ୟନ୍ତ ୧ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ନେପାଳରେ ୯୮୭ ଏବଂ ଚୀନ୍ରେ ୧୬ ଜଣଙ୍କ ମୃତ୍ୟୁ…
ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ଆଗରେ ବର୍ଷିଲେ ମୋଦି: କହିଲେ, ବନ୍ଦ କର ନଚେତ୍…
ନୂଆଦିଲ୍ଲୀ,୧।୯: ସାଂଘାଇ ସହଯୋଗ ସଂଗଠନ (SCO)ର ୨୬ତମ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆତଙ୍କବାଦ ପ୍ରସଙ୍ଗରେ ଏକ ଦୃଢ଼ ମତ ଗ୍ରହଣ କରି କହିଛନ୍ତି। କେବଳ ଘଟଣାଗୁଡ଼ିକର ପ୍ରତିକ୍ରିୟା କରିବାର ନୀତି ଏହାର ମୁକାବିଲା ପାଇଁ ଯଥେଷ୍ଟ ନୁହେଁ। ସେ…
ନେପାଳ ବନ୍ୟାର ଛାତିଥରା ଦୃଶ୍ୟ; ଗୋଟିଏ ଘରୁ ମିଳିଲା ୨୩ ମୃତଦେହ, ମା’ କୋଳକୁ ଜାବୁଡ଼ି ଧରିଥିଲା ଛୁଆ
କାଠମାଣ୍ଡୁ,୧।୯: ନେପାଳରେ ଭୟଙ୍କର ବନ୍ୟା ଓ ଭୂସ୍ଖଳନ ପରେ ଧ୍ୱଂସର ଚିତ୍ର ଦିନକୁ ଦିନ ସାମ୍ନାକୁ ଆସୁଛି । ବନ୍ୟାରେ ଏପର୍ଯ୍ୟନ୍ତ ୯୬୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ହଜାରରୁ ଅଧିକ ଲୋକ ଏବେ ବି ନିଖୋଜ ଥିବା ଜଣାପଡ଼ିଛି…
ଚାଇନା ଗଣମାଧ୍ୟମରେ ଦୃଶ୍ୟ ହେଉନି ନେପାଳ ବନ୍ୟା! ଜିନ ପିଙ୍ଗଙ୍କ ଏକଛତ୍ରବାଦୀ ଶାସନକୁ ନେଇ ହେଉଛି ଆଲୋଚନା, କ’ଣ ରହିଛି ଏହା ପଛର କାରଣ ଜାଣନ୍ତୁ
ବେଜିଂ,୧।୯: ୨୬ ଅଗଷ୍ଟ, ୨୦୨୬ରେ ନେପାଳ-ତିବ୍ଦତ ସୀମାରେ ଘଟିଥିବା ଭୟଙ୍କର ବନ୍ୟା ଏବଂ ମାଟି ଧସିବା କେବଳ ବ୍ୟାପକ କ୍ଷୟକ୍ଷତି ଘଟାଇ ନଥିଲା ବରଂ ଚାଇନାର ସୂଚନା ନିୟନ୍ତ୍ରଣ ନୀତିକୁ ମଧ୍ୟ ଲୋକଲୋଚନକୁ ଆଣିଥିଲା। ହଠାତ ହିମପାତ ଯୋଗୁ ଏହି ବିପର୍ଯ୍ୟୟ…
ମୋଦି ବିଦେଶରୁ ଜାରି କରିଛନ୍ତି ନୂଆ ଭିଡ଼ିଓ, ସୁନା କ୍ରୟ ସହ ବିଦେଶ ଯାତ୍ରା ଉପରେ ଦେଲେ ବଡ଼ ପରାମର୍ଶ
ବିଶକେକ/ନୂଆଦିଲ୍ଲୀ,୧।୯: ପ୍ରଧାନମନ୍ତ୍ରୀ ମୋଦି ବିଦେଶରୁ ସୋସିଆଲ ମିଡିଆରେ ଏକ ନୂଆ ଭିଡିଓ ଜାରି କରିଛନ୍ତି, ଯେଉଁଥିରେ ସେ ଦେଶର ଅଭିବୃଦ୍ଧି ହାର ବିଷୟରେ ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ବର୍ତ୍ତମାନ ବିଦେଶ ଗସ୍ତରେ ଅଛନ୍ତି; ତାସକେଣ୍ଟ ଗସ୍ତ କରିବା ପରେ, ସେ ମଙ୍ଗଳବାର…
ପତ୍ନୀଙ୍କ ନାମ ନେବାରୁ ରାଗିଲେ ଆମେରିକାର ଉପରାଷ୍ଟ୍ରପତି ଭାନ୍ସ, ହେଲେ କାହିଁକି? ଜାଣନ୍ତୁ…
ଓ୍ବାଶିଂଟନ,୧।୯: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ମିଶିଗନର ଡେମୋକ୍ରାଟିକ ସିନେଟ ପ୍ରାର୍ଥୀ ଅବଦୁଲ ଏଲ-ସାୟଦଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। ସୋମବାର ଏକ ପ୍ରଚାର ରାଲିରେ ଭାଷଣ ଦେଇ ଭାନ୍ସ କହିଥିଲେ, ‘ମୋ ସ୍ତ୍ରୀଙ୍କ ନାମ ଉଚ୍ଚାରଣ କରିବାକୁ ସାହସ କରନାହିଁ।’ ସେ…
BRICSରେ ବିଶ୍ୱକୁ ଆଶ୍ଚର୍ଯ୍ୟ କରିବାକୁ ପ୍ରସ୍ତୁତ ଭାରତ- ଏହା ସଫଳ ହେବ କି? ଜାଣନ୍ତୁ…
ନୂଆଦିଲ୍ଲୀ,୧।୯: ବ୍ରିକ୍ସ ସମ୍ମିଳନୀରେ, ଭାରତ ସମସ୍ତ ପ୍ରମୁଖ ପ୍ରସଙ୍ଗରେ ସଦସ୍ୟ ରାଷ୍ଟ୍ରମାନଙ୍କ ମଧ୍ୟରେ ସହମତି ସୃଷ୍ଟି କରିବାକୁ ଚେଷ୍ଟା କରୁଛି। ଭାରତ ଲକ୍ଷ୍ୟ ରଖିଛି ଯେ ଶିଖର ସମ୍ମିଳନୀର ଶେଷରେ ସମସ୍ତ ଦେଶ ଦ୍ୱାରା ସହମତ ଏକ ମିଳିତ ବିବୃତ୍ତି ଜାରି…
‘କମିବ ତେଲ ଦର’, ଏମିତି ଘୋଷଣା କରି ଚମକାଇ ଦେଲେ ଟ୍ରମ୍ପ
ଓ୍ବାଶିଂଟନ,୧।୯: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ଜୋର ଦେଇ କହିଥିଲେ ଯେ ଭେନେଜୁଏଲା ସହିତ ତାଙ୍କର ତୈଳ ଚୁକ୍ତି ଯୋଗୁ ଗ୍ୟାସ ମୂଲ୍ୟରେ ଦ୍ରୁତ ହ୍ରାସ ଘଟିବ, ଯଦିଓ ସେ ସ୍ବୀକାର କରିଛନ୍ତି ଯେ ଏଥିପାଇଁ ସମୟସୀମା ଅନିଶ୍ଚିତ ରହିଛି। ଓଭାଲ…
ଆମେରିକା ସେନା ଘାଟି ଉପରେ ଇରାନ୍ର ଆକ୍ରମଣ
ଓ୍ବାଶିଂଟନ/ତେହରାନ୍,୧ା୯: କିଛିଦିନର ବିରତି ପରେ ଆମେରିକା ସେନା ରବିବାର ରାତିରେ ଷ୍ଟ୍ରେଟ୍ ଅଫ୍ ହର୍ମୁଜ୍ରେ ଇରାନୀୟ ରକେଟ ଲଞ୍ଚରଗୁଡ଼ିକ ଉପରେ ଆକ୍ରମଣ କରିଛି। ଏହାର ଜବାବରେ ଇରାନ ଜୋର୍ଡ଼ାନରେ ଥିବା ଆମେରିକା ସେନା ଘାଟି ଉପରେ ପ୍ରତିଆକ୍ରମଣ କରିଥିବା କହିଛି। ଲାରାକ…
ପ୍ରଧାନମନ୍ତ୍ରୀ ମୋଦି-ପୁଟିନଙ୍କ କାର କୂଟନୀତି: ଚାହିଁ ରହିଗଲା ସାରା ବିଶ୍ୱ
ବିଶ୍କେକ୍,୧ା୯: ବିଶ୍କେକ୍ରେ ଅନୁଷ୍ଠିତ SCO ସମ୍ମିଳନୀ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଦୁଇ ନେତା ବର୍ତ୍ତମାନର ବିଶ୍ୱ ପରିସ୍ଥିତି ଉପରେ ଆଲୋଚନା କରିଛନ୍ତି। ଏହି ସମୟରେ ମୋଦି ଏବଂ ପୁଟିନଙ୍କ ମଧ୍ୟରେ ‘କାର କୂଟନୀତି’…
ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର
ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି। ଏହି ଅବସରରେ ତାଙ୍କର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ସାକ୍ଷାତ ହୋଇଛି।…
ନେପାଳ ବନ୍ୟାରେ ଭାସିଗଲା କୋଟି କୋଟି ଟଙ୍କା ଗଚ୍ଛିତ ଥିବା ବ୍ୟାଙ୍କ, ୩୫ କର୍ମଚାରୀ ନିଖୋଜ, ଏବେ ବଢୁଛି ଲୁଟ୍ ମାମଲା
କାଠମାଣ୍ଡୁ,୩୧।୮: ପାର୍ବତ୍ୟ ଦେଶ ନେପାଳରେ, ପ୍ରକୃତିର ଭୟଙ୍କର ଶକ୍ତି କେବଳ ଦୈନନ୍ଦିନ ଜୀବନକୁ ନୁହେଁ ବରଂ ସମଗ୍ର ଅର୍ଥନୈତିକ ବ୍ୟବସ୍ଥାକୁ ଦୋହଲାଇ ଦେଇଛି। ଭୋଟେ କୋଶି ନଦୀରେ ଏକ ବିଶାଳ ଜଳପ୍ରବାହ ରସୁୱା ଏବଂ ନୁୱାକୋଟ ଜିଲାରେ ବିପର୍ଯ୍ୟୟ ସୃଷ୍ଟି କରିଛି…

