ଅନ୍ତର୍ଜାତୀୟ

ହେଲିକପ୍ଟର ଦୁର୍ଘଟଣାରେ ପ୍ରସିଦ୍ଧ ବାସ୍କେଟବଲ ଖେଳାଳି କୋବେ ବ୍ରାଏଣ୍ଟ ମୃତ

କାଲିଫର୍ଣ୍ଣିଆ,୨୭।୧: ଆମେରିକାର କାଲିଫର୍ଣ୍ଣିଆ ସହରରେ ଏକ ବଡ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୯ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ପ୍ରସିଦ୍ଧ ବାସ୍କେଟବଲ ଖେଳାଳି କୋବେ ବ୍ରାଏଣ୍ଟ(୪୧) ଓ ତାଙ୍କର ୧୩ ବର୍ଷୀୟ ଝିଅ ଅଛନ୍ତି। ସ୍ଥାନୀୟ ସମୟ ସକାଳ…

କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ୬ ଦିନରେ ହଜାରେ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ନିର୍ମାଣ କରୁଛି ଚାଇନା

ବେଜିଂ,୨୬।୧: କରୋନା ଭୁତାଣୁ ସଂକ୍ରମଣ ଯୋଗୁ ଇତିମଧ୍ୟରେ ଚାଇନାରେ ୫୬ ଜଣଙ୍କ ମୃତ୍ୟୁ ଘଟିଛି। ୨୩୭ ଲୋକ ଗୁରୁତର ଭାବେ ଏହାଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ସେହିପରି ୧,୯୬୫ ସନ୍ଦିଗ୍ଧଙ୍କ ମଧ୍ୟରୁ ୧,୨୮୭ ଜଣଙ୍କଠାରେ କରୋନା ଭୁତାଣୁ ଚିହ୍ନଟ ହୋଇଛି। ସର୍ବାଧିକ ମୃତ୍ୟୁ…

ଚାଇନାରେ ମୃତ୍ୟୁସଂଖ୍ୟା ୪୧

ବ୍ରାଜିଲ,୨୬ା୧: ଚାଇନାରେ କରୋନା ଭୂତାଣୁ ସଂକ୍ରମଣ ଜନିତ ମୃତ୍ୟୁସଂଖ୍ୟା ଶନିବାର ୪୧ରେ ପହଞ୍ଚତ୍ଛି। ୧୩୦୦ରୁ ଊର୍ଦ୍ଧ୍ୱ ଲୋକ ଏଥିରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ସେମାନଙ୍କ ମଧ୍ୟରୁ ୨୩୭ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଅନ୍ୟ ୧୯୬୫ ଜଣଙ୍କ ଠାରେ ଏହି ଭୂତାଣୁ…

ଶେଷନାଗ ସହ ଟକ୍କର ଦେବାକୁ ପ୍ରସ୍ତୁତ ହେଉଛି ବିଭିନ୍ନ ଦେଶର ବରଫ କଳାକୃତି

ଓ୍ବାଶିଂଟନ,୨୫।୧: ଆମେରିକାର କଲରାଡୋରେ ଏବେ ଏକ ଭିନ୍ନ ଧରଣର ତଥା ପ୍ରାଚୀନ ପ୍ରତିଯୋଗୀତା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପ୍ରତିଯୋଗୀତା ହେଉଛି ବରଫ ଉପରେ ନିଜ ନିଜର ମନର ଭାବନାକୁ ପ୍ରକାଶ କରିବା। ବ୍ରେକନରିଜରେ ଆୟୋଜିତ ହେଉଥିବା ୩୦ତମ ଆନୁଆଲ…

ଦମକଳ ବାହିନୀଙ୍କ ସହାୟତା ପାଇଁ ୩୩୮ ଫୁଟ ଲମ୍ବ ୯୦ କିଲୋ ପିଜା ତିଆରି କଲେ ଭଉଣୀ-ଭାଇ

ସିଡ୍‌ନୀ,୨୫।୧: ଅଷ୍ଟ୍ରେଲିଆରେ ଭୟଙ୍କର ଜଙ୍ଗଲ ନିଆଁରେ ଅନେକ କ୍ଷତି ହୋଇଛି। ଜଙ୍ଗଲ ନିଆଁ ଲିଭାଇବା ସମୟରେ ମୃତ୍ୟୁ ଘଟିଥିବା ଦମକଳ ବାହିନୀ କର୍ମଚାରୀଙ୍କ ଲାଗି ଅଷ୍ଟ୍ରେଲିଆରେ ୩୩୮ ଫୁଟ ଲମ୍ବ ୯୦ କିଲୋର ପିଜା ପ୍ରସ୍ତୁତ ହୋଇଛି। ପିଜା ବିକ୍ରିରୁ ଯେଉଁ…

୧୬ ବର୍ଷ ଧରି କୌଣସି ଚିଠି ନ ବାଣ୍ଟି ଘରେ ଲୁଚାଇ ରଖିଲେ ପୋଷ୍ଟମ୍ୟାନ

ଟୋକିଓ,୨୫।୧: ଜାପାନରେ ଜଣେ ୬୧ ବର୍ଷ ବୟସ୍କ ଅବସର ପ୍ରାପ୍ତ ପୋଷ୍ଟମ୍ୟାନ୍‌ ୨୪ ହଜାରରୁ ଅଧିକ ଚିଠି ନ ବାଣ୍ଟି ପକାଇ ରହିଥିଲେ। ଏନେଇ ଜଣାପଡ଼ିବା ପରେ ପୋଷ୍ଟାଲ ଅଧିକାରୀ ଲୋକଙ୍କୁ କ୍ଷମା ମାଗିଛନ୍ତି। ସ୍ଥାନୀୟ ୟୋକୋହାମାରେ ଏଭଳି ଘଟଣା ଘଟିଛି।…

ଦ୍ରୁତ ଗତିରେ ବ୍ୟାପୁଛି କରୋନାଭାଇରସ

ପ୍ୟାରିସ,୨୫।୧: ଚାଇନାରେ ଆତଙ୍କ ସୃଷ୍ଟି କରିଥିବା କରୋନାଭାଇରସ ଏବେ ୟୁରୋପ ପହଞ୍ଚିଯାଇଥିବା ଜଣାପଡିଛି। ଶୁକ୍ରବାର ଫ୍ରାନ୍ସ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଏବେ ୨ଜଣ କରୋନାଭାଇରସରେ ଆକ୍ରାନ୍ତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଜଣେ ଚାଇନାରୁ ଫେରିଥିବା ଜଣାପଡିଛି। ଏଥି ମଧ୍ୟରୁ ଜଣେ…

ମହାକାଶରେ ୨ ଘଣ୍ଟାରେ ତିଆରି ହେଲା କୁକିଜ୍‌-ଚକୋଲେଟ୍‌-ଚିପ୍ସ୍‌

ହଷ୍ଟନ,୨୫।୧: ମହାକାଶଚାରୀମାନେ ପ୍ରଥମ ଥର ପାଇଁ ଅନ୍ତର୍ଜାତୀୟ ମହାକାଶ ଗବେଷଣା କେନ୍ଦ୍ରରେ ଖାଦ୍ୟ ପ୍ରସ୍ତୁତ କରିଛନ୍ତି। ଜିରୋ ଗ୍ରାଭିଟିରେ ମହାକାଶଚାରୀମାନେ ଦୀର୍ଘ ୨ ଘଣ୍ଟା ପରିଶ୍ରମ କରି କୁକିଜ୍‌,ଚକୋଲେଟ୍‌ ଓ ଚିପ୍ସ୍‌ ପ୍ରସ୍ତୁତ କରିଛନ୍ତି। ଖାଦ୍ୟ ତିଆରି କରିବା ଲାଗି ମହାକାଶଚାରୀଙ୍କ…

ଲଗାତାର ୬୦ ଥର ଥରିଲା ତୁର୍କୀ: ଚାପି ହୋଇ ୧୮ଜଣଙ୍କ ଜୀବନ ଗଲା

ଆଙ୍କରା,୨୫।୧: ତୁର୍କୀରେ ଶୁକ୍ରବାର ବିଳମ୍ବିତ ରାତ୍ରରେ ଲଗାତାର ୬୦ ଥର ଭୂକମ୍ପ ଅନୁଭୁତ ହୋଇଛି। ସେଥିମଧ୍ୟରେ ୧୫ଥର ବଡ଼ ଧରଣର ଭୂକମ୍ପ ହୋଇଛି। ଏଥିରେ ୧୮ ଜଣ ଲୋକଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ଏଥିରେ ୫୦୦ରୁ ଅଧିକ ଲୋକ ଆହତ ହୋଇଥିବା…

ବିଜ୍ଞାନ ବାର୍ତ୍ତାକୁ ଶୁଣୁ ଭାରତ

ଡାଭୋସ୍‌,୨୫ା୧: ‘ବିଜ୍ଞାନକୁ ଶୁଣ’। ଜଳବାୟୁ ପରିବର୍ତ୍ତନର ଭୟାବହତାରୁ ମୁକ୍ତିପାଇବା ପାଇଁ ଡାଭୋସ୍‌ ମଞ୍ଚରୁ ଶୁକ୍ରବାର ଭାରତକୁ ଏହି ବାର୍ତ୍ତା ଦେଇଛନ୍ତି ସ୍ବଳ୍ପବୟସ୍କା ପରିବେଶ କର୍ମୀ ଗ୍ରେଟା ଥନ୍‌ବର୍ଗ। ଅନ୍ୟପକ୍ଷରେ ବିଶ୍ୱ ଅର୍ଥନୈତିକ ମଞ୍ଚ (ଡବ୍ଲ୍ୟୁଇଏଫ୍‌)ରେ ଜଳବାୟୁ ପରିବର୍ତ୍ତନର ମୁକାବିଲା ପାଇଁ ଉଦ୍ଦିଷ୍ଟ…

ଆଇନ ହେଲା ବ୍ରେକ୍‌ଜିଟ ଚୁକ୍ତି

ଲଣ୍ଡନ,୨୫ା୧(ଆଇଏଏନ୍‌ଏସ୍‌): ବ୍ରିଟିଶ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନଙ୍କ ବ୍ରେକ୍‌ଜିଟ ଚୁକ୍ତି ସମସ୍ତ ପାର୍ଲମେଣ୍ଟାରୀ ପ୍ରତିବନ୍ଧକ ଅତିକ୍ରମ କରି ରାଣୀଙ୍କ ମଞ୍ଜୁରୀ ପାଇବା ପରେ ଆଇନରେ ପରିଣତ ହୋଇଛି। ଫଳରେ ୟୁରୋପୀୟ ସଂଘ (ଇୟୁ)ରୁ ବ୍ରିଟେନ ବାହ।ରିଯିବା ପାଇଁ ପଥ ପରିଷ୍କାର ହୋଇଯାଇଛି। ଏନେଇ…

କରୋନା ନେଲାଣି ୨୬ ମୁଣ୍ଡ

ବେଜିଂ,୨୫ା୧(ପି.ଟି.): ଚାଇନାରେ କରୋନା ଭୂତାଣୁ ନେଲାଣି ୨୬ ଜୀବନ। ସେଠାରେ ସ୍ଥିତି ଅଣାୟତ୍ତ ହୋଇପଡ଼ିଛି। ୮୩୦ରୁ ଊର୍ଦ୍ଧ୍ୱ ଏହି ଭୂତାଣୁ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ସଂକ୍ରମଣକୁ ନିୟନ୍ତ୍ରଣ କରିବା ଲାଗି ଚାଇନା ସରକାର ଗୋଟିଏ ପରେ ଗୋଟିଏ ପଦକ୍ଷେପ ଗ୍ରହଣ କରୁଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri