ଚଳିତ ବର୍ଷ ଦିଆଯିବନି ରମଣ ମାଗାସେସ୍ ଆଓ୍ବାର୍ଡ: ୬୩ ବର୍ଷ ମଧ୍ୟରେ ତୃତୀୟ ଥର ପାଇଁ ବନ୍ଦ
ମାନିଲା,୯।୬: ଏସିଆର ନୋବେଲ ପୁରସ୍କାର କୁହାଯାଉଥିବା ରମଣ ମାଗାସେସ୍ ଆଓ୍ବାର୍ଡ ଚଳିତ ବର୍ଷ ଦିଆ ଯିବନାହିଁ। ଏହି ଫିଲିପାଇନ୍ସ୍ ଶାନ୍ତି ପୁରସ୍କାରକୁ କରୋନା ମହାମାରୀ ପାଇଁ ରଦ୍ଦ କରାଯାଇଛି। ପ୍ରତିବର୍ଷ ଏହାକୁ ମାନିଲାଠାରେ ଯୋଗ୍ୟ ପ୍ରାର୍ଥୀଙ୍କୁ ପ୍ରଦାନ କରାଯାଇଥାଏ। ୧୯୫୭ଠାରୁ ଗତ…
ଦକ୍ଷିଣକୋରିଆ ସହିତ ସମସ୍ତ ସମ୍ପର୍କ ଛିନ୍ନ କରିବାକୁ କହିଲା ଉତ୍ତରକୋରିଆ
ସିଓଲ,୯।୬: ଦକ୍ଷିଣକୋରିଆ ସହିତ ସମସ୍ତ ସମ୍ପର୍କ ଛିନ୍ନ କରିବା ଲାଗି ଉତ୍ତରକୋରିଆର ମଙ୍ଗଳବାର ନିଷ୍ପତ୍ତି ନେଇଛି। ଉତ୍ତରକୋରିଆ ବିରୋଧରେ ହେଉଥିବା ଅପପ୍ରଚାର ରୋକିବାରେ ଦକ୍ଷିଣକୋରିଆ ଅସମର୍ଥ ହୋଇଥିବାରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା କୁହାଯାଉଛି। ଦକ୍ଷିଣକୋରିଆ ଶତ୍ରୁ ରାଷ୍ଟ୍ର ବୋଲି ଉତ୍ତରକୋରିଆ…
କରୋନା ମହାମାରୀ ଯୋଗୁ ପୃଥିବୀର ସ୍ଥିତି ଅତି ଖରାପ ହେବାକୁ ଯାଉଛି: ଡବ୍ଲ୍ୟୁଏଚ୍ଓ
ଜେନେଭା, ୯।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। ଦିନକୁ ଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଧୀରେ ଧୀରେ ପୃଥିବୀର ସ୍ଥିତି ଅତି ଖରାପ ହେବାକୁ ଯାଉଛି ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ କୁହାଯାଇଛି।…
ନାଚିଲେ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହିଁକି
ୱେଲିଂଟନ,୯।୬: ନ୍ୟୁଜିଲାଣ୍ଡରୁ ଏକ ସୁଖଦ ଖବର ଆସିଛି। ଏହି ଦେଶ ଏବେ ସମ୍ପୂର୍ଣ୍ଣ କରୋନାମୁକ୍ତ ଦେଶ ଭାବେ ଘୋଷଣା କରାଯାଇଛି। ଏଠାରେ ଚିକିତ୍ସାଧୀନ ଥିବା ଶେଷ କରୋନା ରୋଗୀ ଏବେ ସୁସ୍ଥ ଘରକୁ ଫେରିଥିବାବେଳେ ୧୭ ଦିନ ହେବ କୌଣସି କରୋନା…
ମତଭେଦ ବିବାଦରେ ପରିଣତ ନ ହେଉ: ଚାଇନା
ବେଜିଂ,୯ା୬(ପି.ଟି.): ପୂର୍ବ ଲଦାଖ ଅଞ୍ଚଳରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ମାସେ ହେଲା ଲାଗି ରହିଥିବା ଉତ୍ତେଜନା ଦୂର କରିବା ଓ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍ଏସି)ରେ ଶାନ୍ତି ସ୍ଥାପନ ଦିଗରେ କାର୍ଯ୍ୟ କରିବା ପାଇଁ ଶନିବାର ଅନୁଷ୍ଠିତ କମାଣ୍ଡର…
ପୃଥିବୀ ଭଳି ଗ୍ରହର ସନ୍ଧାନ
ଓ୍ବାଶିଂଟନ,୯ା୬: ବାସଯୋଗ୍ୟ ପୃଥିବୀ ଭଳି ଆଉ ଏକ ଗ୍ରହ ଖୋଜିବାରେ ବୈଜ୍ଞାନିକ ଓ ମହାକାଶ ବିଜ୍ଞାନୀମାନେ ଉଦ୍ୟମ ଚଳାଇଛନ୍ତି। ଏଥିରେ ବିଳମ୍ବ ହେଲେ ବି ସେମାନଙ୍କ ମିଶନକୁ ଏବେ ଗତି ମିଳିଥିବା ଜଣାପଡ଼ିଛି। କାରଣ ପୃଥିବୀ ଭଳି ଆଉ ଏକ ଗ୍ରହର…
ଜନ୍ମ ନେବାର ୧୨ଘଣ୍ଟା ମଧ୍ୟରେ ନବଜାତ ଶିଶୁ କରୋନା ପଜିଟିଭ୍
ଲଣ୍ଡନ,୮।୬: ସାରା ବିଶ୍ୱରେ କରୋନା ଭାଇରସ୍ ସଂକ୍ରମଣ ତୀବ୍ରଗତିରେ ବୃଦ୍ଧି ପାଇବାରେ ଲାଗିଛି। ଦିନକୁ ଦିନ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଥମିବାର ନା ନେଉନି। ଇତିମଧ୍ୟରେ ବ୍ରିଟେନରେ କରୋନା ସହ ଜଡିତ ଆଉ ଏକ ନୂଆ…
କରୋନାରେ ଆକ୍ରାନ୍ତ ପାକିସ୍ତାନ ପୂର୍ବତନ ପ୍ରଧାନମନ୍ତ୍ରୀ
ଇସ୍ଲାମାବାଦ୍,୮।୬: ପାକିସ୍ତାନରେ କରୋନା କବଳରୁ ସାଧାରଣ ଜନତାଠାରୁ ଆରମ୍ଭ କରି ନେତାମନ୍ତ୍ରୀ ମଧ୍ୟ ବର୍ତ୍ତି ପାରିନାହାନ୍ତି। ଇତିମଧ୍ୟରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପିଏମ୍ଏଲ୍-ଏନ୍ ନେତା ଶାହିଦ ଖକାନ ଆବ୍ବାସି ମଧ୍ୟ କରୋନାରେ ପୀଡ଼ିତ ହୋଇଛନ୍ତି। ସୋମବାର ତାଙ୍କର ରିପୋର୍ଟ କରୋନା…
ପାକିସ୍ତାନ ରେଳମନ୍ତ୍ରୀଙ୍କୁ କରୋନା
ଇସ୍ଲାମାବାଦ୍,୮।୬: ସାରା ବିଶ୍ୱ କରୋନା କବଳରୁ ବର୍ତ୍ତି ପାରି ନ ଥିବା ବେଳେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ପାକିସ୍ତାନର ରେଳମନ୍ତ୍ରୀ ଶେଖ ରସିଦ ଅହମ୍ମଦ କରୋନା ପଜିଟିଭ୍ ହୋଇଥିବା ଜଣାପଡ଼ିଛି। ସୋମବାର ଏନେଇ ରେଲଓ୍ବେ ମନ୍ତ୍ରଣାଳୟ…
ନ୍ୟୁଜିଲାଣ୍ଡ କରୋନା ମୁକ୍ତ: ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଓ୍ବିଲିଂଟନ,୮।୬: ପୃଥିବୀରେ କରୋନା ସଂକ୍ରମଣ ଜାରି ରହିଥିବାବେଳେ ନ୍ୟୁଜିଲାଣ୍ଡ ଏବେ କରୋନା ମୁକ୍ତ ହୋଇଛି। ଗତ ୧୭ ଦିନ ଧରି ଦେଶରେ କୌଣସି ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇନାହିଁ। ଦେଶ କରୋନା ମୁକ୍ତ ହୋଇଥିବା ସମ୍ପର୍କରେ ପ୍ରଧାନମନ୍ତ୍ରୀ ଜେସିଣ୍ଡା ଅର୍ଡର୍ନ ଘୋଷଣା…
ଥମୁନି କରୋନା: ଆକ୍ରାନ୍ତଙ୍କ ସଂଖ୍ୟା ୭୦ ଲକ୍ଷ ୯୧ ହଜାର ଛୁଇଁଲା
ଓ୍ବାଶିଂଟନ/ନୂଆଦିଲ୍ଲୀ, ୮।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। ଦିନକୁ ଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ସୋମବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୭୦ ଲକ୍ଷ ୯୧ ହଜାର ୬୩୪ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୪…
ଚାଇନା ଜାରି କଲା ଶ୍ୱେତପତ୍ର: କେବେ, କେଉଁଠୁ ଆସିଛି କରୋନା
ବେଜିଂ,୭।୬: କରୋନା ଭୂତାଣୁ ସମଗ୍ର ବିଶ୍ୱରେ ଜଟିଳ ପରିସ୍ଥିତି ସୃଷ୍ଟି କରିଛି। ଚାଇନାର ଉହାନ ସହରରୁ ଆସିଥିବା କରୋନା ଆମେରିକା ସମେତ ସମଗ୍ର ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ପରିସ୍ଥିତି ଏଭଳି ହୋଇଛି ବିଶ୍ୱର ମହାଶକ୍ତି କୁହାଯାଉଥିବା ଆମେରିକାରେ କେବଳ ଏକ…

