ତେଲ ଟ୍ୟାଙ୍କର ବିସ୍ଫୋରଣ: ୬୨ ନିହତ
ଦାର୍ ଏସ୍ ସଲାମ (ତାଞ୍ଜାନିଆ),୧୧ା୮: ତାଞ୍ଜାନିଆର ମୋରୋଗୋରୋ ସହରରେ ଏକ ତେଲ ଟ୍ୟାଙ୍କର ବିସ୍ଫୋରଣ ହେବାରୁ ୬୨ ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନୂ୍ୟନ ୭୦ ଜଣ ଆହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ କେତେଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଦୁର୍ଘଟଣାଗ୍ରସ୍ତ...
ବ୍ରିଟିଶ ସଂସଦ ଭବନରେ ଗୀତା ମହୋତ୍ସବ : ସୁଷମା ସ୍ବରାଜ ଭାଗ ନେବାକୁ ଚାହିଁଥିଲେ
ଲଣ୍ଡନ: ବ୍ରିଟିଶ ସଂସଦ ଭବନ ହାଉସ ଅଫ କମନ୍ସ ପରିସରରେ ତିନିଦିନ ବ୍ୟାପୀ ଗୀତା ମହୋତ୍ସବ ଆରମ୍ଭ କରାଯାଇଛି। ମରିସସ୍ ପରେ ଏହା ଦ୍ୱିତୀୟ ମହୋତ୍ସବ। କଞ୍ଜରଭେଟିଭ ପାର୍ଟିର ଉପାଧ୍ୟକ୍ଷ ତଥା ସାଂସଦ ପଲ୍ ଷ୍ଟୁଆର୍ଟ ସ୍କୋଲି ସମ୍ମାନିତ ଅତିଥି...
ଏହି ପନିପରିବା ଜୀବନ ପାଇଁ ଅମୃତ ତୁଲ୍ୟ…
ବିଭିନ୍ନ ପନି ପରିବାର ରଙ୍ଗ ଭିନ୍ନ ଭିନ୍ନ ରହିଥାଏ। ତେବେ ପନିପରିବାର ଏହି ରଙ୍ଗ କଣିକା ମଣିଷ ଜୀବନ ପାଇଁ ଅମୃତ ତୁଲ୍ୟ ସାବ୍ୟସ୍ତ ହୋଇଥାଏ। ଏ ସମ୍ପର୍କରେ ନେଦରଲାଣ୍ଡର ଲେଇଦେନ୍ ବିଶ୍ୱବିଦ୍ୟାଳୟର ମେଡିକାଲ ସାଇନ୍ସ ବିଭାଗର ଗବେଷକ ସେମାନଙ୍କ...
ବନ୍ଦ ହେଲା ଅମୃତସର-ଲାହୋର ବସ୍ ସେବା
ନୂଆଦିଲ୍ଲୀ/ଇସଲାମାବାଦ,୧୦।୮: ବିଚଳିତ ପାକିସ୍ତାନ ଏବେ ଭାରତକୁ ନେଇ ଆଉ ଏକ ବଡ ନିଷ୍ପତ୍ତି ନେଇଛି। ପ୍ରଥମେ କୁଟନୈତିକ ସମ୍ପର୍କ, ପରେ ଟ୍ରେନ୍ ସେବା ବନ୍ଦ କରିଥିବା ପାକିସ୍ତାନ ଏବେ ଭାରତ ସହ ବସ୍ ସେବାକୁ ମଧ୍ୟ ବନ୍ଦ କରି ଦେଇଛି।...
ମହଙ୍ଗା ପଡ଼ିଲା ଭାରତ ସହିତ ପାକିସ୍ତାନର ଶତ୍ରୁତା: ଟମାଟୋ କିଲୋ ୩ଶହ
ଇସ୍ଲାମାବାଦ,୧୦।୮: ଜମ୍ମୁ-କଶ୍ମୀରରେ ମୋଦି ସରକାରଙ୍କ ଅନୁଚ୍ଛେଦ ୩୭୦କୁ ହଟାଇ ଦିଆଯିବା ନିଷ୍ପତ୍ତିକୁ ନେଇ ପାକିସ୍ତାନ ବିଚଳିତ ହୋଇପଡ଼ିଛି। ଏହାପରେ ପାକିସ୍ତାନ ଭାରତରୁ ସବୁ ସମ୍ପର୍କ ଭାଙ୍ଗିବାକୁ ଚେଷ୍ଟା ଚଳାଇଛି। ଭାରତରୁ କୁଟନୈତିକ ସମ୍ପର୍କ ବିଚ୍ଛିନ୍ନ କରିବା ପାକିସ୍ତାନକୁ ଏବେ ମହଙ୍ଗା...
ଗାଜା ସୀମାରେ ୪ ପାଲେଷ୍ଟାଇନ୍ ଆତଙ୍କବାଦୀଙ୍କୁ ହତ୍ୟା କଲେ ଇସ୍ରାଏଲ୍ ସୈନ୍ୟ
ଜେରୁଜେଲମ୍,୧୦।୮:ଗାଜା ସୀମାରେ ୪ ପାଲେଷ୍ଟାଇନ୍ ଆତଙ୍କବାଦୀଙ୍କୁ ଇସ୍ରାଏଲ୍ ସୈନ୍ୟ ହତ୍ୟା କରିଛନ୍ତି। ଆତଙ୍କବାଦୀମାନଙ୍କ ମଧ୍ୟରୁ ଜଣେ ଇସ୍ରାଏଲ୍ ସୈନ୍ୟ ବାହିନୀ ଶିବିର ଉପରକୁ ଗ୍ରେନେଡ୍ ମାଡ଼ କରିଥିଲେ। ଏହାର ଜବାବରେ ଇସ୍ରାଏଲ୍ ସୈନ୍ୟଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା। ସୂଚନାଯୋଗ୍ୟ,...
ଟାଇଫୁନ୍ ‘ଲେକିମା’ ତାଣ୍ଡବ: ୧୦ ଲକ୍ଷ ଲୋକ ସ୍ଥାନାନ୍ତର
ବେଜିଂ,୧୦।୮: ଚାଇନାରେ ଟାଇଫୁନ୍ ‘ଲେକିମା’ ତାଣ୍ଡବ ରଚିଛି। ସ୍ଥାନୀୟ ପୂର୍ବ ଉପକୂଳରେ ଦେଖାଦେଇଥିବା ଏହି ପ୍ରଳୟଙ୍କରୀ ସାମୁଦ୍ରିକ ଝଡ଼ରେ ଇତିମଧ୍ୟରେ ୧୩ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି। ଏଥିରେ ୧୬ରୁ ଅଧିକ ନିଖୋଜ ଥିବା କୁହାଯାଉଛି। ସୁରକ୍ଷା ଦୃଷ୍ଟିରୁ ୧୦...
ପୁଣି କ୍ଷେପଣାସ୍ତ୍ର ପରୀକ୍ଷଣ କଲେ କିମ୍: ବଢ଼ିଲା ଆମେରିକାର ଚିନ୍ତା
ସିଓଲ୍,୧୦।୮: ଉତ୍ତରକୋରିଆର ଏକଛତ୍ରବାଦୀ ଶାସନ କିମ୍ ଜୋଙ୍ଗ୍ ଉନ୍ ଶନିବାର ପୁଣି ୨ଟି କ୍ଷେପଣାସ୍ତ୍ର ପରୀକ୍ଷା କରିଛନ୍ତି। ଏହାକୁ ହେମହଙ୍ଗ୍ଠାରୁ ପୂର୍ବ ସାଗରକୁ ଉତ୍କ୍ଷେପଣ କରାଯାଇଛି। ଉତ୍ତରକୋରିଆର ସୈନ୍ୟ ବିଭାଗର ତତ୍ୱାବଧାନରେ ଏହା କରାଯାଇଛି। ଭୋର୍ ୫ଟା ୨୪ଏବଂ ୫ଟା...
ଗଣମାଧ୍ୟମ ପାଇଁ ଫେସ୍ବୁକ୍ରେ ନୂଆ ସୁଯୋଗ: ଖବର ପ୍ରକାଶନ ପାଇଁ ବର୍ଷକୁ ମିଳିବ ୨୧.୨୬ କୋଟି ଟଙ୍କା
ସାନ୍ ଫ୍ରାନ୍ସିସ୍କୋ, ୧୦।୮: ଗଣମାଧ୍ୟମ ପାଇଁ ଫେସ୍ବୁକ୍ରେ ନୂଆ ସୁଯୋଗ ସୃଷ୍ଟି ହୋଇଛି। ଏନେଇ ଫେସ୍ବୁକ୍ ପକ୍ଷରୁ ଶୀଘ୍ର ନୂଆ ପଦକ୍ଷେପ ଗ୍ରହଣ କରାଯିବ। ଏହା ଅନ୍ତର୍ଗତ ଏଣିକି ଗଣମାଧ୍ୟମ ସଂସ୍ଥାଗୁଡ଼ିକୁ ଫେସ୍ବୁକ୍ରେ ଖବର ପ୍ରକାଶନ ଲାଗି ବର୍ଷକୁ ୨୧.୨୬...
ରକେଟ ପରୀକ୍ଷଣ ସମୟରେ ବିସ୍ଫୋରଣ: ୫ ବୈଜ୍ଞାନିକଙ୍କ ମୃତ୍ୟୁ;ବିକିରଣ ଆଶଙ୍କାରେ ଆତଙ୍କିତ ଲୋକେ
ମସ୍କୋ,୧୦।୮: ରୁଷିଆରେ ରକେଟ ପରୀକ୍ଷଣ ସମୟରେ ବିସ୍ଫୋରଣ ଘଟି ୫ ବୈଜ୍ଞାନିକଙ୍କ ମୃତ୍ୟୁ ଘଟିଛି। ଏଥିରେ ୯ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହା ଦ୍ୱାରା ଆଣବିକ ବିକିରଣ ହେବାର ଆଶଙ୍କା କରାଯାଉଛି।...
ପାକିସ୍ତାନ ହାତ ଛାଡ଼ିଲା ରୁଷିଆ: ଭାରତ ନେଇଛି ସାମ୍ବିଧାନିକ ନିଷ୍ପତ୍ତି
ମସ୍କୋ, ୧୦।୮: ଭାରତ ଅନୁଚ୍ଛେଦ ୩୭୦ର ଉଚ୍ଛେଦ କରିବା ପରେ ପାକିସ୍ତାନ ଏହାର ବିରୋଧ କରିବା ଜାରି ରଖିଛି। ତେବେ ରୁଷିଆର ମନ୍ତବ୍ୟ ପାକିସ୍ତାନକୁ ଝଟ୍କା ଦେଇଛି। ଏହି ପ୍ରସଙ୍ଗରେ ରୁଷିଆ କହିଛି ଯେ, ଭାରତ ଏପରି କରି ସାମ୍ବିଧାନିକ...
୩୭୦ ଉଚ୍ଛେଦ ପରେ ଭାରତ-ପାକ୍ ବିବାଦ :ମୁଣ୍ଡ ଖେଳାଇବନି ଜାତିସଂଘ
ଜାତିସଂଘ,୧୦ା୮(ପି.ଟି./ଆଇଏଏନ୍ଏସ୍): ସମ୍ବିଧାନ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ସୃଷ୍ଟି ହୋଇଥିବା ବିବାଦରେ ଜାତିସଂଘ ମୁଣ୍ଡ ଖେଳାଇବ ନାହିଁ। ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ଦୁଇଦେଶ କୌଣସି ଉତ୍ତେଜନା ସୃଷ୍ଟିକାରୀ ପଦକ୍ଷେପ ନ ନେଇ ସର୍ବାଧିକ ସଂଯମ ଅବଲମ୍ବନ...
Archives


