ଅନ୍ତର୍ଜାତୀୟ

ବନ୍ଦ ହୋଇନି ସମ୍‌ଝୋତା ଏକ୍ସପ୍ରେସ୍‌: ଭାରତ

ଇସଲାମାବାଦ,୮।୮: ଖବର ଆସିଥିଲା କି ଭାରତ ପାକିସ୍ତାନ ମଧ୍ୟରେ ଚାଲୁଥିବା ସମ୍‌ଝୋତା ଏକ୍ସପ୍ରେସ୍‌ ବା ଫ୍ରେଣ୍ଡସିପ୍‌ ଏକ୍ସପ୍ରେସକୁ ପାକିସ୍ତାନ ବନ୍ଦ କରି ଦେଇଛି। ହେଲେ ଭାରତ କହିଛି ସମ୍‌ଝୋତା ଏକ୍ସପ୍ରେସ୍‌ ସେବା ବନ୍ଦ ହୋଇନାହିଁ। ପାକିସ୍ତାନ ସୁରକ୍ଷାର ଆଳ ଦେଖାଇ...

ଭାରତ ପାଇଁ ୩ ଆକାଶ ପଥ ବନ୍ଦ କଲା ପାକିସ୍ତାନ

ଇସଲାମାବାଦ,୮।୮: ଜମ୍ମୁ-କଶ୍ମୀରେ ଅନୁଚ୍ଛେଦ ୩୭୦ ହଟାଇ ଦିଆଯିବା ପରେ ଏକ ପ୍ରକାର ଅଡୁଆରେ ପଡିଯାଇଛି ପାକିସ୍ତାନ। ନିଜକୁ ଅସୁରକ୍ଷିତ ଭାବି ସେ ଭାରତ ସହ ଗୋଟିଏ ପରେ ଗୋଟିଏ ସମ୍ପର୍କକୁ ବନ୍ଦ କରିବାରେ ଲାଗିଛି। ଏବେ ଭାରତ ପାଇଁ ପାକିସ୍ତାନ...

ପାକିସ୍ତାନରେ ପ୍ରଦର୍ଶିତ ହେବନାହିଁ କୌଣସି ଭାରତୀୟ ଚଳଚ୍ଚିତ୍ର

ଇସଲାମାବାଦ,୮।୮: ଏଣିକି ପାକିସ୍ତାନରେ କୌଣସି ଭାରତୀୟ ଚଳଚ୍ଚିତ୍ର ପ୍ରଦର୍ଶିତ ହେବ ନାହିଁ ବୋଲି ସୂଚନା ମିଳିଛି। ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ସ୍ବତନ୍ତ୍ର ସହାୟକ ଥିବା ଡ.ଫିରଦୋସ ଆଶିକ୍‌ ଆଓ୍ବାନ ଗୁରୁବାର ଏହି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା...

ଗିରଫ ହେଲେ ମରିୟମ

ଇସଲାମାବାଦ,୮।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କ ଝିଅ ମରିୟମ ନଓ୍ବାଜଙ୍କୁ ଗୁରୁବାର ଗିରଫ କରାଯାଇଥିବା କହିଛି ପାକିସ୍ତାନ ଗଣମାଧ୍ୟମ। ନ୍ୟାଶନାଲ ଆକାଉଣ୍ଟବିଲିଟି ବ୍ୟୁରୋ(ଏନ୍‌ଏବି) ତାଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ, ପୂର୍ବରୁ ତାଙ୍କ ପିତା ନଓ୍ବାଜ ଶରିଫ ଦୋଷୀ ସାବ୍ୟସ୍ତ...

ସମ୍‌ଝୋତା ଏକ୍ସପ୍ରେସ୍‌ ଚଳାଚଳ ବନ୍ଦ କଲା ପାକିସ୍ତାନ

ଲାହୋର, ୮।୮: ପାକିସ୍ତାନ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏବେ ପ୍ରତିକ୍ରିୟାଶୀଳ ହୋଇ ଉଠିଛି। ବୁଧବାର ଭାରତ ସହିତ କୂଟନୈତିକ ତଥା ବ୍ୟବସାୟିକ ସମ୍ପର୍କ ଛିନ୍ନ କରିବା ପରେ ଗୁରୁବାର ପାକିସ୍ତାନ ଦୁଇ ଦେଶ ମଧ୍ୟରେ ଚଳାଚଳ କରୁଥିବା ସମ୍‌ଝୋତା...

ଭୋକିଲାଙ୍କ ପେଟକୁ ଦାନା ନ ଦେଇ ଇମ୍ରାନ୍‌ଙ୍କ ମୁହଁତୋଡ଼

ଇସଲାମାବାଦ୍‌,୮।୮: ପାକିସ୍ତାନର ଆର୍ଥିକ ଅବସ୍ଥା ଏବେ ଦୟନୀୟ ହୋଇପଡ଼ିଛି। ଲୋକଙ୍କ ପାଖରେ ଖାଇବା ପାଇଁ ଦାନା ନାହିଁ। ଭୋକିଲାଙ୍କ ପେଟକୁ ଦାନା ନ ଦେଇ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ଅଯଥାରେ ଭାରତର ଆଭ୍ୟନ୍ତରୀଣ ମାମଲାରେ ହସ୍ତକ୍ଷେପ କରୁଛନ୍ତି। ଇତିମଧ୍ୟରେ...

ଫ୍ୟାଟମ୍ୟାନ୍‌ ଅଗଷ୍ଟ ୯ରେ ନାଗାସାକୀରେ ରଚିଥିଲା ମୃତ୍ୟୁର ତାଣ୍ଡବ

ନୂଆଦିଲ୍ଲୀ/ଟୋକିଓ, ୮।୮: ଜାପାନର ନାଗାସାକୀ ସହରରେ ୭୪ ବର୍ଷ ତଳେ ପରମାଣୁ ବୋମା ତାଣ୍ଡବ ରଚିଥିଲା। ୧୯୪୫ ମସିହା ଅଗଷ୍ଟ ମାସ ୯ ତାରିଖ ପୂର୍ବାହ୍ନ ୧୧ଟା ୨ ମିନିଟରେ ସହର ଉପରେ ପରମାଣୁ ବୋମା ‘ଫ୍ୟାଟମ୍ୟାନ’ ପକାଯାଇଥିଲା। ନିମିଷକ...

ମହିଳାଙ୍କ ପାଇଁ ଆଦର୍ଶ ଥିଲେ ସୁଷମା: ଇଭାଙ୍କା ଟମ୍ପ୍‌

ଓ୍ବାଶିଂଟନ୍‌, ୮।୮: ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତ୍ରୀ ସୁଷମା ସ୍ବରାଜଙ୍କ ନିଧନରେ ଚାରିଆଡେ ଶୋକର ଛାୟା ଖେଳିଯାଇଛି। କେବଳ ଭାରତରେ ନୁହେଁ, ସାରା ବିଶ୍ୱ ତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ...

ଥରିଲା ଆଫଗାନିସ୍ତାନ ଓ ତାଇଓ୍ବାନ

କାବୁଲ/ତାଇପେଇ,୮।୮: ଆଫଗାନିସ୍ତାନ ଓ ତାଇଓ୍ବାନରେ ଗୁରୁବାର ଭୂକମ୍ପ ଅନୁଭୁତ ହୋଇଛି। ସକାଳ ୬ଟା ୧୫ରେ ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳରେ ଭୂକମ୍ପ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୯ ଥିବା ଆମେରିକା ଭୂବିଜ୍ଞାନ ସଂସ୍ଥା ପକ୍ଷରୁ କୁହାଯାଇଛି। ପୂର୍ବ ଫାରଖାର...

ପାକିସ୍ତାନୀ ଡାକ୍ତରଙ୍କୁ ଦେଶ ଛାଡ଼ିବାକୁ ଆଦେଶ ଦେଲା ସୌଦି

ରିୟାଦ୍‌,୮।୮: ପାକିସ୍ତାନୀ ଡାକ୍ତରଙ୍କୁ ଦେଶ ଛାଡ଼ିବାକୁ ସୌଦି ସରକାର ଆଦେଶ ଦେଇଛନ୍ତି। ପାକିସ୍ତାନୀ ଡାକ୍ତର ଚିକିତ୍ସା କ୍ଷେତ୍ରରେ ସଫଳ ହୋଇପାରୁ ନ ଥିବା ସୌଦି ଅଭିଯୋଗ କରିଛି। ଡାକ୍ତରମାନେ ଦେଶ ନ ଛାଡ଼ିଲେ ସେମାନଙ୍କୁ ଜବରଦସ୍ତ ପାକିସ୍ତାନ ପଠାଯିବ ବୋଲି...

ଚାଇନାକୁ ଗୁହାରି କରିବ ପାକିସ୍ତାନ

ଇସ୍‌ଲାମାବାଦ,୮ା୮: ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀ ଶାହ ମେହମୁଦ୍‌ କୁରେଶୀ ବୁଧବାର ରାତିରେ ଚାଇନା ଗସ୍ତ କରିଛନ୍ତି। ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ଭାରତର ନିଷ୍ପତ୍ତି ନେଇ ସେ ସେଠାରେ ଆଲୋଚନା କରିବେ। ପାକିସ୍ତାନ ପାର୍ଲାମେଣ୍ଟର ମିଳିତ ଅଧିବେଶନରେ ସେ ଏନେଇ ସୂଚନା ଦେଇଛନ୍ତି।...

ଆଲୋଚନା ଲାଗି ଆମେରିକାର ପରାମର୍ଶ

ଓ୍ବାଶିଂଟନ, ୮ା୮(ପି.ଟି.): ଜମ୍ମୁ-କଶ୍ମୀରକୁ ନେଇ ଦେଖାଦେଇଥିବା ଅଶାନ୍ତି ଦୂର କରିବା ଲାଗି ଶୀଘ୍ର ଆଲୋଚନା ଆରମ୍ଭ କରିବାକୁ ଆମେରିକା ପରାମର୍ଶ ଦେଇଛି। ପାକିସ୍ତାନ ଭାରତ ସହ ବୁଧବାର କୂଟନୈତିକ ସମ୍ପର୍କ ଛିନ୍ନ କରିବା ଓ ଭାରତର ଉଚ୍ଚାୟୁକ୍ତ ଅଜୟ ବିସାରିଆଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri