ଜାତିସଂଘରେ କଶ୍ମୀର ପ୍ରସଙ୍ଗକୁ ମିଳିଲାନି ସମର୍ଥନ
ନୂଆଦିଲ୍ଲୀ,୧୭।୧(ପି.ଟି.):ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍ଏସ୍ସି)ରେ ପାକିସ୍ତାନ କଶ୍ମୀର ପ୍ରସଙ୍ଗ ଉଠାଇବାରେ ବିଫଳ ହୋଇଛି। ତେବେ ଇସ୍ଲାମାବାଦର ଏହି ଉଦ୍ୟମକୁ ଚାଇନା ସହାୟତା କରୁଥିବାରୁ ଭାରତ ଏହାର ସମାଲୋଚନା କରିଛି। ବିଶ୍ୱସ୍ତରୀୟ ସହମତିକୁ ବେଜିଂ ଗୁରୁତ୍ୱର ସହ ନେବା ଉଚିତ। ଭବିଷ୍ୟତରେ ଏଭଳି…
ମିଖାଇଲ୍ ମିଶୁଷ୍ଟିନ୍ ରୁଷିଆ ପ୍ରଧାନମନ୍ତ୍ରୀ
ମସ୍କୋ,୧୭।୧:ରୁଷିଆର ନୂଆ ପ୍ରଧାନମନ୍ତ୍ରୀ ଭାବେ ମିଖାଇଲ୍ ମିଶୁଷ୍ଟିନ୍ଙ୍କ ନାମକୁ ଗୁରୁବାର ପାର୍ଲାମେଣ୍ଟ (ଡୁମା) ଅନୁମୋଦନ କରିଛି। ପ୍ରଧାନମନ୍ତ୍ରୀ ପଦ ପାଇଁ ଏହି ୫୩ ବର୍ଷୀୟ ଟିକସ ସେବା ଅଧିକାରୀଙ୍କ ନାଁ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ସୁପାରିସ କରିଥିଲେ। ବୁଧବାର ପ୍ରଧାନମନ୍ତ୍ରୀ ଡିମିଟ୍ରି…
‘ଟ୍ରମ୍ପଙ୍କ ଭୂଗୋଳ ଜ୍ଞାନ କମ୍’
ୱାଶିଂଟନ,୧୭।୧:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ଭୂଗୋଳ ଜ୍ଞାନ କମ । ଭାରତ ଏବଂ ଚାଇନା ମଧ୍ୟରେ ଅନ୍ତର୍ଜାତୀୟ ସୀମା ରହିଛି ବୋଲି ସେ ଜାଣିନାହାନ୍ତି। ଦୁଇଜଣ ପୁଲିଟ୍ଜର ପୁରସ୍କାର ବିଜେତା ଆମେରିକାର ଖବରଦାତା ‘ଏ ଭେରି ଷ୍ଟାବଲ ଜିନିୟସ୍’ ଶୀର୍ଷକ ଏକ…
ଶୁକ୍ରବାର ଜିସାଟ୍-୩୦ର ହେବ ଉତ୍କ୍ଷେପଣ: ୧୫ ବର୍ଷ ପାଇଁ କରିବ କାର୍ଯ୍ୟ
ସାୟେନି,୧୬।୧: ଦେଶର ସଞ୍ଚାର ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଶୁକ୍ରବାର ମହାକାଶକୁ ଜିସାଟ୍-୩୦ ଉତ୍କ୍ଷେପଣ କରାଯିବ। ଏହା ଦ୍ୱାରା ଟେଲିଭିଜନ ପ୍ରସାରଣ, ପାଣିପାଗ ସୂଚନା ଆଦି କାର୍ଯ୍ୟ ଅଧିକ ଭଲ ଭାବେ ସମ୍ପନ୍ନ ହୋଇପାରିବ। ଏହାଦ୍ୱାରା ଭାରତରେ ଇଣ୍ଟରନେଟ୍ ସ୍ପିଡ୍ ବଢ଼ିପାରିବ।…
ଆତଙ୍କବାଦୀଙ୍କୁ ସହାୟତା: ପାକିସ୍ତାନକୁ ଚେତାବନୀ ଦେଲା ବ୍ରିଟେନ୍
ଲଣ୍ଡନ,୧୬।୧: ପାକିସ୍ତାନ ଆତଙ୍କବାଦୀଙ୍କୁ ସହାୟତା ଜାରି ରଖିଛି। ଏନେଇ ବ୍ରିଟେନ୍ ପକ୍ଷରୁ ଗୁରୁବାର ପାକିସ୍ତାନକୁ ଚେତାବନୀ ଦିଆଯାଇଛି। ଆତଙ୍କବାଦ ବିରୋଧରେ ପାକିସ୍ତାନ ଆବଶ୍ୟକ ପଦକ୍ଷେପ ଗ୍ରହଣ ନ କଲେ ଅଗାମୀ ଦିନରେ ଫାଇନାନ୍ସିଆଲ ଆକ୍ସନ୍ ଟ୍ୟାସ୍କ୍ ଫୋର୍ସ(ଏଫ୍ଏଟିଏଫ୍) ପକ୍ଷରୁ କଡ଼ା କଟକଣା…
ଜାତିସଂଘ ସୁରକ୍ଷା ପରିଷଦରେ ଫସର ଫାଟିଲା ଚାଇନାର ଚାଲ୍
ଜେନେଭା, ୧୬।୧: ଜାତିସଂଘରେ ଚାଇନାକୁ ଲୋକହସା ହେବାକୁ ପଡ଼ିଛି। ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପ୍ରସଙ୍ଗ ଚାଇନା ପକ୍ଷରୁ ଜାତିସଂଘର ସୁରକ୍ଷା ପରିଷଦରେ ଉପସ୍ଥାପନ କରାଯାଇଥିଲା। ତେବେ ଏନେଇ ଉପସ୍ଥିତ ଅନ୍ୟ ସଦସ୍ୟ କୌଣସି ମନ୍ତବ୍ୟ ଦେଇ ନ ଥିଲେ। ଫଳରେ…
ରୁଷିଆ ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା
ମସ୍କୋ,୧୬ା୧: ରୁଷିଆ ପ୍ରଧାନମନ୍ତ୍ରୀ ଡିମିଟ୍ରି ମେଡ୍ଭେଡେଭ୍ ବୁଧବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ରାଷ୍ଟ୍ରପତି ଭ୍ଲାଡିମିର୍ ପୁଟିନଙ୍କୁ ଦେଇଥିଲେ। ପୁଟିନ ମେଡ୍ଭେଡେଭ୍ଙ୍କୁ ତାଙ୍କ ସେବା ପାଇଁ ଧନ୍ୟବାଦ ଜଣାଇଛନ୍ତି। ଗଣମାଧ୍ୟମରେ ହେଉଥିବା ଚର୍ଚ୍ଚା ଅନୁଯାୟୀ ମେଡ୍ଭେଡେଭଙ୍କୁ ରାଷ୍ଟ୍ରପତୀୟ…
ଆମେରିକା, ୟୁରୋପକୁ ରୁହାନିଙ୍କ ଧମକ: ଆଗକୁ ଭୟାବହ ପରିଣତି
ତେହେରାନ,୧୬ା୧: ୨୦୧୫ ଇରାନ ଆଣବିକ ଚୁକ୍ତିରୁ ଆମେରିକା ଓହରିଯିବା ଏକ ବଡ଼ ବିପଦ। ମଧ୍ୟପ୍ରାଚ୍ୟରେ ଆମେରିକା ଓ ୟୁରୋପୀୟ ଦେଶଗୁଡ଼ିକର ସୈନ୍ୟ ମୁତୟନର ପରିଣାମ ଭୟଙ୍କର ହେବ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ହାସନ ରୁହାନି ଧମକ ଦେଇଛନ୍ତି। ଦେଶର ସରକାରୀ…
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଇରାନ ବହିର୍ବ୍ୟାପାରମନ୍ତ୍ରୀ: ଗଲ୍ଫରେ ଉତ୍ତେଜନା ହ୍ରାସକରୁ ଭାରତ
ନୂଆଦିଲ୍ଲୀ,୧୬ା୧(ପି.ଟି.): ଗଲ୍ଫ (ଉପସାରଗରୀୟ ଅଞ୍ଚଳ)ରେ ଲାଗିରହିଥିବା ଉତ୍ତେଜନାକୁ ହ୍ରାସ କରିବାରେ ଭାରତ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇପାରେ। ଆମେରିକା ଓ ଇରାନ ମଧ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚତ୍ଥିବାବେଳେ ତେହେରାନ ପକ୍ଷରୁ ପ୍ରଥମଥର ପାଇଁ ନୂଆଦିଲ୍ଲୀର ଭୂମିକା ଉପରେ ଏପରି ଗୁରୁତ୍ୱ ଦିଆଯାଇଛି।…
ୟୁକ୍ରେନ୍ ଯାତ୍ରୀବାହୀ ବିମାନରେ ମାଡ଼ ହୋଇଥିଲା ୨ଟି ଇରାନୀ କ୍ଷେପଣାସ୍ତ୍ର
ଓ୍ବାଶିଂଟନ,୧୫।୧: ଇରାନ ପକ୍ଷରୁ ଇରାକ୍ରେ ଥିବା ଆମେରିକା ଏୟାର ବେସ୍ ଉପରେ କ୍ଷେପଣାସ୍ତ୍ର ମାଡ଼ କରାଯାଇଥିଲା। ଏହି ସମୟରେ ଭୁଲ୍ ବଶତଃ ତେହେରାନ୍ରୁ ୟୁକ୍ରେନ୍ ଯାତ୍ରା କରୁଥିବା ଯାତ୍ରୀବାହୀ ବିମାନ ଉପରେ ଇରାନୀ କ୍ଷେପଣାସ୍ତ୍ର ମାଡ଼ ହୋଇଥିଲା। ଫଳରେ ବିମାନରେ ଥିବା…
ପ୍ରଥମ ଧାଡ଼ି ପଢ଼ି ବହି ବିଷୟରେ ସମ୍ପୂର୍ଣ୍ଣ କହି ଦିଅନ୍ତି…
ଓ୍ବାଶିଂଟନ, ୧୫।୧: କୁହାଯାଏ ବଣ ମଲ୍ଲୀର ବାସରେ ଚଉଦିଗ ସୁବାସିତ ହୋଇଯାଇଥାଏ। ସେହିପରି ପ୍ରତିଭା ଦିନେ ନା ଦିନେ ଲୋକଲୋଚନକୁ ଆସିପାରିଥାଏ। ଆମେରିକାର ଜଣେ ୧୪ ବର୍ଷ ବୟସ୍କ ବାଳକ ମୋଣ୍ଟି ଲର୍ଡଙ୍କ ପାଖରେ ଏପରି ପ୍ରତିଭା ରହିଛି। ପୁସ୍ତକର ପ୍ରଥମ…
ୟୁକ୍ରେନ ବିମାନ ଦୁର୍ଘଟଣା: ଇରାନରେ ୩୦ ଗିରଫ
ତେହେରାନ,୧୫ା୧(ପି.ଟି.): ୟୁକ୍ରେନ ବିମାନ ଦୁର୍ଘଟଣାକୁ ନେଇ ଇରାନରେ ସରକାର ବିରୋଧୀ ବିକ୍ଷୋଭ ତେଜିବା ପରେ ମଙ୍ଗଳବାର ୩୦ ଜଣଙ୍କୁ ଗିରଫ କରାଯାଇଛି। ଗତ ୮ ତାରିଖରେ ଶତ୍ରୁପକ୍ଷର ବିମାନ ଭାବି ୟୁକ୍ରେନର ବୋଇଂ ୭୩୭କୁ ଇରାନ ପକ୍ଷରୁ ଭୁଲ୍ବଶତଃ ମିଶାଇଲ ମାଡ଼…
Archives


