ଆଲୋଚନା ଲାଗି ଆମେରିକାର ପରାମର୍ଶ
ଓ୍ବାଶିଂଟନ, ୮ା୮(ପି.ଟି.): ଜମ୍ମୁ-କଶ୍ମୀରକୁ ନେଇ ଦେଖାଦେଇଥିବା ଅଶାନ୍ତି ଦୂର କରିବା ଲାଗି ଶୀଘ୍ର ଆଲୋଚନା ଆରମ୍ଭ କରିବାକୁ ଆମେରିକା ପରାମର୍ଶ ଦେଇଛି। ପାକିସ୍ତାନ ଭାରତ ସହ ବୁଧବାର କୂଟନୈତିକ ସମ୍ପର୍କ ଛିନ୍ନ କରିବା ଓ ଭାରତର ଉଚ୍ଚାୟୁକ୍ତ ଅଜୟ ବିସାରିଆଙ୍କୁ...
ଭାରତ ସହ କୂଟନୈତିକ ସମ୍ପର୍କ ଛିନ୍ନ କଲା ପାକିସ୍ତାନ
ଇସ୍ଲାମାବାଦ,୭ା୮: ଭାରତ ସହ ସମସ୍ତ ପ୍ରକାର କୂଟନୈତିକ ଓ ବାଣିଜି୍ୟକ ସମ୍ପର୍କ ଛିନ୍ନ କରିବାକୁ ପାକିସ୍ତାନ ନିଷ୍ପତ୍ତି ନେଇଛି। ଏଥିସହ ଇସ୍ଲାମାବାଦରେ ଅବସ୍ଥାପିତ ଭାରତୀୟ ଉଚ୍ଚାୟୁକ୍ତ ଅଜୟ ବିସାରିଆଙ୍କୁ ବହିଷ୍କାର କରିଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ଙ୍କ ଇସ୍ଲାମାବାଦସ୍ଥିତ ଅଫିସ୍ରେ...
ହାଫିଜ୍ ସଇଦ୍ ଦୋଷୀ ସାବ୍ୟସ୍ତ: ମାମଲା ଗୁଜରାଟ ଅଦାଲତକୁ ସ୍ଥାନାନ୍ତର
ଲାହୋର, ୭।୮: ଆତଙ୍କବାଦୀ ହାଫିଜ୍ ସଇଦ୍ଙ୍କୁ ପାକିସ୍ତାନର ଏକ ଅଦାଲତ ଦୋଷୀ ସାବସ୍ତ୍ୟ କରିଛି। ତାଙ୍କ ନାମରେ ଏକାଧିକ ମାମଲା ରହିଥିବାବେଳେ ଏକ ମାମଲାରେ ତାଙ୍କର ସମ୍ପୃକ୍ତି ଥିବା ଅଦାଲତ କହିଛନ୍ତି। ଏହା ସହିତ ହାଫିଜ୍ଙ୍କ ଉପରେ ଚାଲିଥିବା ଏହି...
କାର୍ ବୋମା ବିସ୍ଫୋରଣ
କାବୁଲ,୭।୮: ଆଫଗାନିସ୍ତାନ କାବୁଲରେ କାର୍ ବୋମା ବିସ୍ଫୋରଣରେ ୯୫ ଜଣ ଲୋକ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୋଲିସ ଡିଷ୍ଟ୍ରିକ୍ଟ-୬ ମୁଖ୍ୟାଳୟକୁ ଟାର୍ଗେଟ କରି ଏପରି କରାଯାଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ...
ଇରାକ୍-ସିରିଆରେ ଅଛନ୍ତି ୧୮ ହଜାର ଆଇଏସ୍ ଆତଙ୍କବାଦୀ: ଆମେରିକା
ଓ୍ବାଶିଂଟନ,୭।୮: ଇରାକ୍-ସିରିଆରେ ୧୮ ହଜାର ଇସଲାମିକ୍ ଷ୍ଟେଟ୍(ଆଇଏସ୍) ଆତଙ୍କବାଦୀ ରହିଥିବା ଆମେରିକା କହିଛି। ସେମାନଙ୍କ ମଧ୍ୟରେ ୩ ହଜାର ବିଦେଶୀ ଆତଙ୍କବାଦୀ ମଧ୍ୟ ରହିଛନ୍ତି ବୋଲି ପେଣ୍ଟାଗନ ପକ୍ଷରୁ କୁହାଯାଇଛି। ଗତ ସପ୍ତାହରେ ସିରିଆରେ ଥିବା ଆମେରିକାର ସ୍ବତନ୍ତ୍ର ପ୍ରତିନିଧି...
ଲଦାଖ ପ୍ରସଙ୍ଗରେ ଚାଇନାର ବିରୋଧ
ବେଜିଂ/ନୂଆଦିଲ୍ଲୀ,୭ା୮(ପି.ଟି.): ଜମ୍ମୁ-କଶ୍ମୀରରୁ ଲଦାଖକୁ ଅଲଗା କରି ସ୍ବତନ୍ତ୍ର କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ପାଇଁ ଭାରତର ନିଷ୍ପତ୍ତିକୁ ନେଇ ମଙ୍ଗଳବାର ଆପତ୍ତି ଉଠାଇଛି ଚାଇନା। ଏହା ଚାଇନାର କ୍ଷେତ୍ରୀୟ ସାର୍ବଭୌମତ୍ୱକୁ ନୂ୍ୟନ କରୁଥିବାରୁ ସ୍ଥିତାବସ୍ଥା ବଜାୟ ରଖିବାକୁ ବେଜିଂ କହିଛି।...
ପୁଲଓ୍ବାମା ଭଳି ଆକ୍ରମଣ ଘଟିବ
ଇସ୍ଲାମାବାଦ,୭ା୮: ଜମ୍ମୁ-କଶ୍ମୀରର ସ୍ବତନ୍ତ୍ର ରାଜ୍ୟ ପାହ୍ୟା ପ୍ରତ୍ୟାହାର କରି ଏହାକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ପରେ ପାକିସ୍ତାନ ଛାନିଆ ହୋଇଯାଇଛି। ନୂଆଦିଲ୍ଲୀର ଏହି ପଦକ୍ଷେପ ପରେ ଭାରତରେ ପୁଲଓ୍ବାମା ଭଳି ଆକ୍ରମଣ ଘଟିବ। ଏଥିଯୋଗୁ ଭାରତ ଓ...
ସୁଷମା ସ୍ବରାଜଙ୍କ ପରଲୋକ
ନୂଆଦିଲ୍ଲୀ,୬।୮(ପି.ଟି.)-ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ, ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ସୁଷମା ସ୍ବରାଜ ଆଉ ନାହାନ୍ତି। ନୂଆଦିଲ୍ଲୀସ୍ଥିତ ଏମ୍ସରେ ମଙ୍ଗଳବାର ରାତିରେ ହୃଦ୍ଘାତରେ ତାଙ୍କର ପରଲୋକ ଘଟିଛି। ୬୭ ବର୍ଷୀୟା ସ୍ବରାଜଙ୍କୁ ଗୁରୁତର ଅବସ୍ଥାରେ ରାତି ୧୦ଟା...
ବିମାନ କ୍ୟାବିନ୍ରେ ହଠାତ୍ ଧୂଆଁମୟ ହେବାରୁ ଭୟଭୀତ ହୋଇଗଲେ ଯାତ୍ରୀ
ମାଡ୍ରିଡ,୬।୮: ବ୍ରିଟ୍ରିଶ ଏୟାରଓ୍ବେଜ୍ର ଏକ ବିମାନ ଲଣ୍ଡନରୁ ସ୍ପେନ ଯାଉଥିବା ବେଳେ ଇଞ୍ଜିନରେ ନିଅଁ। ଲାଗିବାରୁ ବିମାନ ଭିତରେ ହଠାତ୍ ଧୂଆଁମୟ ହୋଇଯାଇଥିଲା। ଏହାପରେ ସ୍ପେନର ଭାଲେନ୍ସିଆ ବିମାନବନ୍ଦରରେ ଏହାକୁ ଜରୁରୀ ଅବତରଣ କରାଯାଇଥିଲା। ଅବତରଣ କରିବା ସମୟରେ ଉକ୍ତ...
ଜେଲ୍ରୁ ଫେରାର ହେବା ପାଇଁ ଝିଅ ବେଶ ଧାରଣ କରି ଗିରଫ ହେଲେ ଗ୍ୟାଙ୍ଗଷ୍ଟାର
ବ୍ରାସିଲିଆ,୬।୮: ଫିଲ୍ମରେ ଚେହେରା ଉପରେ ଅନ୍ୟ ଚେହେରା ଲଗାଇ ସମସ୍ତଙ୍କୁ ଚକିତ କରୁଥିବା ନାୟିକା ନାୟକଙ୍କୁ ଦେଖିଥିବେ। ହେଲେ ଜଣେ ବ୍ୟକ୍ତି ରିଅଲ ଲାଇଫ୍ରେ ଏଭଳି କରି ପୋଲିସ ହାତରେ ଧରାପଡ଼ିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ବ୍ରାଜିଲ୍ରେ। ବ୍ରାଜିଲ୍ର...
ଡିଏନ୍ଏ ଟେଷ୍ଟ କରି ପିତାଙ୍କୁ ଦଣ୍ଡ ଦେବାକୁ କହିଲେ ବଳାତ୍କାର ପରେ ଜନ୍ମ ନେଇଥିବା ଯୁବତୀ
ଓ୍ବାଶିଂଟନ,୬।୮: ବଳାତ୍କାର ପରେ ଜନ୍ମ ନେଇଥିବା ଜଣେ ସନ୍ତାନ ଏବେ ଡିଏନ୍ଏ ଟେଷ୍ଟ କରି ପିତାଙ୍କୁ ଦଣ୍ଡ ଦେବାକୁ ଚାହୁଁଛନ୍ତି। ସତରେ ଯଦି ଏକା କରାଯାଏ ତେବେ ବଳାତ୍କାର ପୀଡିତାଙ୍କ ଅଭିଯୋଗ ବିନା ପ୍ରଥମ କରି ଜଣେ ବଳାତ୍କାରୀ ଦଣ୍ଡ...
ଓବାମାଙ୍କୁ ବୋମା ପଠାଇ ଫଶିଗଲେ ଡେଲିଭରୀ ବୟ
ଓ୍ବାଶିଂଟନ,୬।୮: ଆମେରିକାରେ ଘଟିଥିବା ଏକ ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଜଣେ ପିଜା ଡେଲିଭରୀ ବୟଙ୍କୁ ଅଦାଲତ ୨୦ ବର୍ଷର ସଜା ଶୁଣାଇଛନ୍ତି। ଯୁବକ ଜଣକ ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମାଙ୍କ ସମେତ ପ୍ରାୟ ୬-୭ଜଣ ଡେମୋକ୍ରେଟିକ୍ ନେତାଙ୍କୁ...
Archives


