ପାଞ୍ଚଦିନରେ ୫ ହଜାର ଓଟଙ୍କୁ ଗୁଳିକରି ହତ୍ୟା
ସିଡ୍ନୀ,୧୫-୧:ଦକ୍ଷିଣ ଅଷ୍ଟ୍ରେଲିଆର ମରୁଡ଼ି ଗ୍ରସ୍ତ ଅଞ୍ଚଳରେ ୫ ଦିନରେ ୫ ହଜାର ଓଟଙ୍କୁ ହତ୍ୟା କରାଯାଇଛି। ସ୍ଥାନୀୟ ଆଦିମ ଲୋକଙ୍କ ପାଇଁ ବିପଦ ସୃଷ୍ଟି କରୁଥିବାରୁ ଏହି ଓଟଗୁଡ଼ିକୁ ଗୁଳିକରି ହତ୍ୟା କରାଯାଇଥିବା ମଙ୍ଗଳବାର ସରକାରୀ ଅଧିକାରୀ ସୂଚନା ଦେଇଛନ୍ତି। ଦକ୍ଷିଣ…
ବୈଜ୍ଞାନିକ ତିଆରି କଲେ ନିଆରା ମେଶିନ: ଏକ ସପ୍ତାହ ପର୍ଯ୍ୟନ୍ତ ବାହାରେ ଜୀବନ୍ତ ରହିପାରିବ ଲିଭର
ଲଣ୍ଡନ,୧୪।୧: ମଣିଷର କୌଣସି ଅଙ୍ଗକୁ ଡୋନରଙ୍କ ଶରୀରରୁ ବାହାର କରିବା ପରେ ୬ରୁ ୧୨ ଘଣ୍ଟା ମଧ୍ୟରେ ଟ୍ରାନ୍ସପ୍ଲାଣ୍ଟ କରିଦିଆଯାଇଥିବା କୁହାଯାଏ। ବିଶେଷଜ୍ଞଙ୍କ ମତରେ ଲିଭର ବାହାର କରିବାର ୬ ଘଣ୍ଟା ଭିତରେ ଓ କିଡ୍ନୀ ବାହାର କରିବାର ୧୨ ଘଣ୍ଟା…
୨୭୨୦ ଫୁଟ ଉଚ୍ଚା ବିଲ୍ଡିଂରେ ହେଲା ବଜ୍ରପାତ: ଫଟୋ ଉଠାଇ ପ୍ରଶଂସା ସାଉଁଟିଲେ ଫଟୋଗ୍ରାଫର
ଦୁବାଇ,୧୪।୧: ଦୁବାଇରେ ୧୯୯୬ ପରେ ଚଳିତ ବର୍ଷ ପ୍ରବଳ ବର୍ଷା ହୋଇଛି। ବର୍ଷାରେ ବିମାନ ବନ୍ଦର ରନ୍ ଓ୍ବେ ବୁଡ଼ିଯିବାରୁ କେତେକ ବିମାନ ଉଡ଼ାଣକୁ ପ୍ରଶାସନ ପକ୍ଷରୁ ବନ୍ଦ କରାଯାଇଥିଲା। ଏହି ବର୍ଷା ଯୋଗୁ ଲୋକେ ହନ୍ତସନ୍ତ ହୋଇଥିବାବେଳେ ଯୁବ ଫଟୋଗ୍ରାଫର…
ମାଟି ତଳୁ ମିଳିଲା ଦ୍ୱିତୀୟ ବିଶ୍ୱ ଯୁଦ୍ଧ ବୋମା: ଭୟରେ ରାସ୍ତାରେ ଦୌଡ଼ିଲେ ଲୋକେ
ବର୍ଲିନ୍,୧୪।୧: ଦ୍ୱିତୀୟ ବିଶ୍ୱ ଯୁଦ୍ଧ ଶେଷ ହେବାକୁ ଇତିମଧ୍ୟରେ ୭୫ ବର୍ଷ ବିତିଛି। ତେବେ ଜର୍ମାନୀର ହାର୍ଡମୁଣ୍ଡ ସହରରେ ଲୋକେ ଏବେ ବି ଭୟରେ ଜୀବନ ବିତାଉଛନ୍ତି। ବିଭିନ୍ନ ସମୟରେ ସହରର ମାଟି ତଳୁ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ବ୍ୟବହାର ହୋଇପାରି…
ପାକିସ୍ତାନୀ ଡ୍ରାଇଭରଙ୍କ ମଣିଷ ପଣିଆ: ଫେରାଇଲେ ଭାରତୀୟ ଯୁବତୀଙ୍କ ପର୍ସ
ଦୁବାଇ,୧୪।୧: କୁହାଯାଏ ମଣିଷ ପଣିଆ ହିଁ ସବୁଠାରୁ ବଡ଼ ଗୁଣ। ଏହାର ସଦ୍ୟତମ ଉଦାହରଣ ପାଲଟିଛନ୍ତି ଦୁବାଇର ଜଣେ ପାକିସ୍ତାନୀ ଡ୍ରାଇଭର। କାର୍ରେ ବୁଲିଥିବା ରୈଶେଲ ରୋଜ୍ ନାମକ ଭାରତୀୟ ଯୁବତୀ ତାଙ୍କ ପର୍ସ ଭୁଲ୍ ବଶତଃ ଛାଡ଼ି ଦେଇଥିଲେ। ରୈଶଲଙ୍କ…
ଶ୍ମଶାନ ଜମି ପାଇଁ କୋର୍ଟରେ ୨୮ ବର୍ଷ ଲଢ଼େଇ ପରେ ପାକିସ୍ତାନୀ ହିନ୍ଦୁଙ୍କୁ ମିଳିଲା ଅଧିକାର
ଇସଲାମାବାଦ୍,୧୪।୧: ପାକିସ୍ତାନରେ ଶ୍ମଶାନ ଜମିକୁ ନେଇ କୋର୍ଟରେ ଦୀର୍ଘ ୨୮ ବର୍ଷ ଧରି ହିନ୍ଦୁମାନେ ଲଢ଼େଇ ଜାରି ରଖିଥିଲେ। ଏବେ କୋର୍ଟ ହିନ୍ଦୁମାନଙ୍କ ସପକ୍ଷରେ ରାୟ ଦେଇଛନ୍ତି। ଖାଇବର ପସ୍ତୁନଖ୍ବା ପ୍ରଦେଶର ଡେରା ଇସମାଇଲ୍ ଖାଁ ଅଞ୍ଚଳରେ ଥିବା ଶ୍ମଶାନ ଜମି…
ପ୍ରଶ୍ନବାଚୀ ସୃଷ୍ଟି କରିଛି ନଓ୍ବାଜଙ୍କ ଭାଇରାଲ ଫଟୋ
ଇସ୍ଲାମାବାଦ,୧୪।୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କର ଏକ ଫଟୋ ଏବେ ଭାଇରାଲ ହେବାରେ ଲାଗିଛି। ଯାହା ତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଶରିଫ ଏବେ ଲଣ୍ଡନରେ ଚିକିତ୍ସାଧୀନ ଥିବାରୁ ତାଙ୍କର ଏହି ଫଟୋଟି ତାଙ୍କ ପାଇଁ ଅସୁବିଧା…
ସିଏଏ ନେଇ ମାଇକ୍ରୋସଫ୍ଟ ସିିଇଓ ସତ୍ୟ ନଡେଲାଙ୍କ ମନ୍ତବ୍ୟ: ସଫେଇ ଦେଲା ମାଇକ୍ରୋସଫ୍ଟ
ଓ୍ବାଶିଂଟନ, ୧୪।୧: ନାଗରିକତ୍ୱ ସଂଶୋଧନ ଆଇନ( ସିଏଏ) ନେଇ ମାଇକ୍ରୋସଫ୍ଟ ସିଇଓ ସତ୍ୟ ନଡେଲା ମୁହଁ ଖୋଲିଛନ୍ତି। ସେ କହିଛନ୍ତି ଯେ, ଭାରତରେ ମୋର ପିଲାଦିନ ବିତିଛି। ସେଠାରେ ଦୀପାବଳି ଏବଂ ଖ୍ରୀଷ୍ଟମାସ ଏକାଠି ପାଳନ କରାଯାଇଥାଏ। ବାଂଲାଦେଶରୁ ଆସିଥିବା ଜଣେ…
ଭିଡ଼ିଓ ଗେମ୍ ଖେଳି ଗୋଟେ ମାସରେ କମାଇଲେ ୯ କିଲୋ ଓଜନ…
ମାନିଲା, ୧୪।୧: ମେଦବହୁଳତାରୁ ରକ୍ଷା ପାଇଁ କେତେକ ଲୋକ ଭିନ୍ନ ଭିନ୍ନ ଉପାୟ କରିଥାନ୍ତି। ତେବେ ଭିଡ଼ିଓ ଗେମ୍ ଖେଳି ଓଜନ କମାଇବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ମାତ୍ର ଏଭଳି ଘଟଣା ଫିଲିପାଇନ୍ସ୍ରେ ଘଟିଛି। ଏଠାକାର ଗ୍ରାଫିକ୍ ଡିଜାଇନର…
କାନାଡା ଯିବାକୁ ପ୍ରିନ୍ସ ହ୍ୟାରିଙ୍କୁ ଅନୁମତି ଦେଲେ ରାଣୀ
ସିଣ୍ଡ୍ରିଙ୍ଗହାମ୍,୧୪ା୧- ପ୍ରିନ୍ସ ହ୍ୟାରି ଓ ତାଙ୍କ ସ୍ତ୍ରୀ ମେଘାନ ମାର୍କେଲଙ୍କୁ ଅଧିକ ସ୍ବାଧୀନ ଜୀବନଯାପନ ପାଇଁ ଅନୁମତି ଦେବାକୁ ବ୍ରିଟେନ ରାଣୀ ଦ୍ୱିତୀୟ ଏଲିଜାବେଥ ରାଜି ହୋଇଛନ୍ତି। ସେମାନେ ସାମୟିକ ଭାବେ କାନାଡାରେ ସମୟ ବିତାଇପାରିବେ ବୋଲି ରାଣୀ କହିଛନ୍ତି। ହ୍ୟାରି…
ମୁଶରଫ୍ଙ୍କ ମୃତ୍ୟୁଦଣ୍ଡାଦେଶ ରଦ୍ଦ
ଇସ୍ଲାମାବାଦ,୧୪ା୧-ପାକିସ୍ତାନର ପୂର୍ବତନ ସାମରିକ ଶାସକ ପର୍ଭେଜ ମୁଶରଫ୍ଙ୍କୁ ରାଜଦ୍ରୋହ ମାମଲରେ ସ୍ବତନ୍ତ୍ର ଟ୍ରିବ୍ୟୁନାଲ ମୃତ୍ୟୁଦଣ୍ଡାଦେଶ ଦେଇଥିବାବେଳେ ଏହାକୁ ଲାହୋର ହାଇକୋର୍ଟ ସୋମବାର ରଦ୍ଦ କରିଛନ୍ତି। ଫଳରେ ମୁଶରଫ୍ ଆଶ୍ୱସ୍ତ ହୋଇଛନ୍ତି। ରାୟରେ ସ୍ବତନ୍ତ୍ର ଟ୍ରିବ୍ୟୁନାଲ ଅସାମ୍ବିଧାନିକ ବୋଲି ହାଇକୋର୍ଟ କହିଛନ୍ତି। ମୁଶରଫ୍ଙ୍କ…
ଓସ୍କାର ଦୌଡ଼ରେ ଆଗରେ ‘ଜୋକର’
ଲସ୍ ଏଞ୍ଜେଲସ,୧୪ା୧: ବହୁଚର୍ଚ୍ଚିତ ଏବଂ ସମୀକ୍ଷକଙ୍କ ଦ୍ୱାରା ପ୍ରଶଂସା ସାଉଁଟି ଥିବା ଜୋକ୍ୱିନ ଫିନିକ୍ସଙ୍କ ଅଭିନୀତ ଫିଲ୍ମ ଜୋକର ୯୨ତମ ଓସ୍କାର ପୁରସ୍କାର ଦୌଡ଼ରେ ସବୁଠୁ ଆଗରେ ରହିଛି। ୧୦ ବର୍ଗରେ ମନୋନୀତ ହୋଇଥିବା ‘ୱାନ୍ସ ଅପନ୍ ଏ ଟାଇମ୍ ଇନ୍…
Archives


